ବାଣିଜ୍ୟ

ନିଯୁକ୍ତି, ବିକାଶର ଇକୋସିଷ୍ଟମ ସୃଷ୍ଟି କରିଛି ଓଡିଶା

ଭୁବନେଶ୍ୱର,୧୪-୧୧(ବ୍ୟୁରୋ): ଟେକ୍ନୋଲୋଜି ଏବଂ ସ୍ବଚ୍ଛତା ସହ ଓଡିଶା ଏବେ ଅଗ୍ରସର ହେଉଛି। ବିକାଶ ଏବଂ ଲଗାତାର ଭାବେ ନିଯୁକ୍ତି ସୃଷ୍ଟି ଦିଗରେ ରାଜ୍ୟ ଏକ ଇକୋସିଷ୍ଟମ ସୃଷ୍ଟି କରିପାରଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କହିଛନ୍ତି। କନ୍‌ଫେଡେରେଶନ ଅଫ୍‌ ଇଣ୍ଡିଆନ…

ଟିକସ ହ୍ରାସ ନେଇ ପରାମର୍ଶ ଲୋଡିଲା ଅର୍ଥମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୪-୧୧: ଉଭୟ ପ୍ରତ୍ୟକ୍ଷ ଓ ପରୋକ୍ଷ ଟିକସ କ୍ଷେତ୍ରରେ ବିଭିନ୍ନ ପରିବର୍ତ୍ତନ ଆଣିବା ଲାଗି ସରକାର ଯୋଜନା ରଖିଛନ୍ତି। ଆଗାମୀ ବଜେଟରେ ଏଥି ସଂକ୍ରାନ୍ତ ଘୋଷଣା ହେବ ବୋଲି ଶୁଣାଯାଉଛି। ଏପଟେ ଟିକସ ହ୍ରାସ ପଦକ୍ଷେପ ଲାଗି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ…

୧୬ ମାସର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ପୀତି

ନୂଆଦିଲ୍ଲୀ,୧୪-୧୧: ଚଳିତ ବର୍ଷର ଅକ୍ଟୋବରରେ ଖୁଚୁରା ମୁଦ୍ରାସ୍ଫୀତି ୧୬ ମାସର ସର୍ବୋଚ୍ଚ ସ୍ତରରେ ରହିଛି। ଖାଦ୍ୟ ସାମଗ୍ରୀ ଦର ବଢିବା ଯୋଗୁ ଖୁଚୁରା ମୁଦ୍ରାସ୍ଫୀତି ୪.୬୨% ସ୍ତରରେ ରହିଥିବା ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ ରୂପାୟନ ମନ୍ତ୍ରଣାଳୟର କେନ୍ଦ୍ରୀୟ ପରିସଂଖ୍ୟାନ କାର୍ଯ୍ୟାଳୟ ପକ୍ଷରୁ…

‘ଶିକ୍ଷା କ୍ଷେତ୍ରକୁ ଏସ୍‌ଆର୍‌ଏମ୍‌ର ଯୋଗଦାନ ଗୁରୁତ୍ୱପୂର୍ଣ୍ଣ’

କଟାନକୁଲାଥର,୧୪-୧୧: ବର୍ତ୍ତମାନର ସମୟ ଅନେକ ଆହ୍ବାନପୂର୍ଣ୍ଣ। ମାତ୍ର ଏହାକୁ ସାମ୍ନା କରି ଆଗକୁ ବଢିବାକୁ ହେବ। ନିଜ ମଧ୍ୟରେ ସମ୍ପୂର୍ଣ୍ଣ ପ୍ରସ୍ତୁତି ଏଥି ଲାଗି ରଖିବାକୁ ହେବ ବୋଲି ସତୀଶ ଧାଓ୍ବନ ସ୍ପେଶ ସେଣ୍ଟରର ନିର୍ଦ୍ଦେଶକ ଏ ରାଜାରାଜନ କହିଛନ୍ତି। ଏସ୍‌ଆର୍‌ଏମ୍‌…

ମହିଳା ସଶକ୍ତିକରଣ ନିମନ୍ତେ ଜେଏସ୍‌ପିଏଲ୍‌ ପୁରସ୍କୃତ

ଭୁବନେଶ୍ୱର,୧୪-୧୧: ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର ଲିମିଟେଡ(ଜେଏସ୍‌ପିଏଲ୍‌) ମହିଳା ସଶକ୍ତିକରଣ ଦିଗରେ ବିଭିନ୍ନ ଉଲ୍ଲେଖନୀୟ ଯୋଗଦାନ ଲାଗି ପୁରସ୍କୃତ ହୋଇଛି। କମ୍ପାନୀକୁ ଓମେନ୍‌ ଆଚିଭର୍ସ ପୁରସ୍କାରରେ ସମ୍ମାନୀତ କରାଯାଇଛି। ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓମେନ୍‌ ଲିଡରଶିପ୍‌ ଏବଂ ଏମ୍ପାଓ୍ବାରମେଣ୍ଟ ସମିଟ୍‌ରେ କମ୍ପାନୀର ପରିଚାଳନା…

ଟାଟା ମୋଟର୍ସର ଇଣ୍ଡିଆକୀ ଦୁସରୀ ଦିଓ୍ବାଲି ଅଭିଯାନ

ନୂଆଦିଲ୍ଲୀ,୧୪-୧୧: ଟାଟା ମୋଟର୍ସ ପକ୍ଷରୁ ଇଣ୍ଡିଆକୀ ଦୁସରୀ ଦିଓ୍ବାଲି ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଭିଯାନ ଅନ୍ତର୍ଗତ କ୍ଷୁଦ୍ର ବାଣିଜି୍ୟକ ଯାନ ଉପରେ ଗ୍ରାହକଙ୍କୁ ବିଶେଷ ରିହାତି ପ୍ରଦାନ କରାଯିବ। ଏହି ସମୟରେ କମ୍ପାନୀର କ୍ଷୁଦ୍ର ବାଣିଜି୍ୟକ ଯାନ ଏବଂ…

ଭାରତ ମସଲାର କର୍ପୋରେଟ ଷ୍ଟଲ

ଭୁବନେଶ୍ୱର,୧୪-୧୧(ବ୍ୟୁରୋ): ଭାରତ ମସଲା ପକ୍ଷରୁ ବାଲିଯାତ୍ରାରେ ଏକ କର୍ପୋରେଟ ଷ୍ଟଲ ସ୍ଥାପନ କରାଯାଇଛି। ପ୍ରଥମ ଥର ଲାଗି ଏଭଳି ଏକ ଆକର୍ଷଣୀୟ ଷ୍ଟଲ କମ୍ପାନୀ ପକ୍ଷରୁ ସ୍ଥାପନ କରାଯାଇଥିବା ବେଳେ ଏହାକୁ ଜିଲା ଶିକ୍ଷା ଅଧିକାରୀ ନିରଞ୍ଜନ ବେହେରା ଉଦ୍‌ଘାଟନ କରିଥିଲେ।…

ୟୁନିୟନ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର

ଭୁବନେଶ୍ୱର,୧୪-୧୧: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ୧୦୦ ବର୍ଷ ପୂର୍ତ୍ତୀ ପାଳନ ଅବସରରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି। ବ୍ୟାଙ୍କର ଉପମହାପ୍ରବନ୍ଧକ ରୂପଲାଲ ମୀନା ଏହି ଅବସରରେ ଯୋଗ ଦେଇ ରକ୍ତଦାନ କରିବା ସହ କର୍ମଚାରୀଙ୍କୁ ଉତ୍ସାହିତ…

ଜୁଲାଇ-ସେପ୍ଟେମ୍ବର ଜିଡିପି ନମ୍ବର ଗୁରୁତ୍ୱପୂର୍ଣ୍ଣ

ନୂଆଦିଲ୍ଲୀ,୧୩-୧୧: ନଭେମ୍ବର ୨୯ରେ ଜିଡିପି ତଥ୍ୟ ସମ୍ପର୍କରେ ଘୋଷଣା ହେବ। ଭାରତର ଜିଡିପି ୬ ବର୍ଷର ସବୁଠାରୁ ନିମ୍ନ ସ୍ତରରେ ଥିବାରୁ ଏହି ଘୋଷଣା ଗୁରୁତ୍ୱପୂର୍ଣ୍ଣ ହେବ ବୋଲି ସିଙ୍ଗାପୁର ଭିତ୍ତିକ ଡିବିଏସ୍‌ ବ୍ୟାଙ୍କ ଏହାର ରିପୋର୍ଟରେ ଉଲ୍ଲେଖ କରିଛି। ଡିଡିପି…

ସରକାରଙ୍କ ସହଯୋଗ ଲୋଡ଼ିଲା ଭୋଡାଫୋନ

ନୂଆଦିଲ୍ଲୀ,୧୩-୧୧: ବିଭିନ୍ନ ବୈଧାନିକ ଦେୟ ବାବଦକୁ ପ୍ରାୟ ୯୦ ହଜାର କୋଟି ଟଙ୍କା ପ୍ରଦାନ କରିବାକୁ ଟେଲିକମ୍‌ କମ୍ପାନୀଙ୍କୁ ସୁପ୍ରିମକୋର୍ଟ ନିକଟରେ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ନେଇ ପ୍ରମୁଖ ଟେଲିକମ୍‌ କମ୍ପାନୀ ଭୋଡାଫୋନର ସିଇଓ ନିକ୍‌ ରିଡ୍‌ ପ୍ରତିକ୍ରିୟା ରଖିଛନ୍ତି। ସେ…

୪.୨%କୁ ଖସିପାରେ ଜିଡିପି

ନୂଆଦିଲ୍ଲୀ,୧୩-୧୧: ଚଳିତ ଆର୍ଥିକ ବର୍ଷ ଦ୍ୱିତୀୟ ତ୍ରୈମାସରେ ଦେଶର ଜିଡ଼ିପି ଅଭିବୃଦ୍ଧି ୪.୨%କୁ ହ୍ରାସ ଘଟିପାରେ। ଅଟୋମୋବାଇଲ କ୍ଷେତ୍ରରେ ବିକ୍ରି ହ୍ରାସ, ଏୟାର ଟ୍ରାଫିକ ମନ୍ଥରତା, ପ୍ରମୁଖ ଶିଳ୍ପ କ୍ଷେତ୍ର ଅଭିବୃଦ୍ଧିରେ ହ୍ରାସ ଏବଂ ଭିତ୍ତିଭୂମି କ୍ଷେତ୍ରରେ ନିବେଶ କମିବା ଯୋଗୁ…

ଆୟକର ସ୍ଲାବ୍‌ରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ପ୍ରସ୍ତାବ

ନୂଆଦିଲ୍ଲୀ,୧୨-୧୧: ଆୟକର ସ୍ଲାବ୍‌ ଏବଂ କ୍ୟାପିଟାଲ ଗେନ୍ସ ଟାକ୍ସ କ୍ଷେତ୍ରରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ନେଇ ଟାସ୍କଫୋର୍ସ ସରକାରଙ୍କୁ ପ୍ରସ୍ତାବ ଦେଇଛି। ଏହା ଲାଗୁ ହେଲେ ରାଜକୋଷକୁ ଅଧିକ ୫୦,୦୦୦ କୋଟି ଟଙ୍କାର ରାଜସ୍ବ ଆସିବା ନେଇ ସମ୍ଭାବନା ରହିଛି। ପ୍ରକ୍ରିୟା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?