ବାଣିଜ୍ୟ

ପାର୍ବଣରେ ସାମ୍‌ସଙ୍ଗର ବଡ ସ୍କ୍ରିନ ଟିଭି ବିକ୍ରିରେ ଉନ୍ନତି

ନୂଆଦିଲ୍ଲୀ,୧୦-୧୧: ଚଳିତ ବର୍ଷ ପାର୍ବଣରେ ପ୍ରମୁଖ କମ୍ପାନୀ ସାମ୍‌ସଙ୍ଗର ବଡ ସ୍କ୍ରିନ ଟିଭିଗୁଡିକ ବିକ୍ରି ବେଶ୍‌ ଉନ୍ନତ ରହିଥିବା କମ୍ପାନୀ ପକ୍ଷରୁ କୁହାଯାଇଛି। ଏହି ବର୍ଗରେ ଚାହିଦା ଉନ୍ନତ ରହିବାରୁ ବିକ୍ରି ଭଲ ରହିଥିବା ଜଣାପଡିଛି। ନୂଆ କ୍ୟୁଏଲ୍‌ଇଡି ପ୍ରଯୁକ୍ତି, ଉନ୍ନତ…

କେନ୍ଦ୍ର ଖଣି ମନ୍ତ୍ରୀଙ୍କ ନାଲ୍‌କୋ ଗସ୍ତ

ଭୁବନେଶ୍ୱର,୧୦-୧୧: କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଳାଦ ଯୋଶୀ ସ୍ଥାନୀୟ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ(ନାଲକୋ) ଭବନ ଗସ୍ତ କରିଛନ୍ତି। ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ସେ ବୃକ୍ଷରୋପଣ କରିଥିଲେ। ବାତ୍ୟା ଫନି ପରେ ନାଲ୍‌କୋ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିବା…

ଏସିଆ ପାସିଫିକ୍‌ ଗଲ୍ଫ ହଲ୍‌ ଅଫ୍‌ ଫେମ୍‌ରେ ସ୍ଥାନୀତ ହେଲେ ପଓ୍ବନ ମୁଞ୍ଜଲ

ନୂଆଦିଲ୍ଲୀ,୧୦-୧୧: ଏସିଆ ପାସିଫିକ୍‌ ଗଲ୍ଫ ହଲ୍‌ ଅଫ୍‌ ଫେମ୍‌ରେ ହିରୋମୋଟୋକର୍ପ ଅଧ୍ୟକ୍ଷ ପଓ୍ବନ କୁମାର ମୁଞ୍ଜଲଙ୍କୁ ଔପଚାରିକ ଭାବେ ସ୍ଥାନୀତ କରାଯାଇଛି। ଗଲ୍ଫ କ୍ରୀଡାର ବିକାଶ ଏବଂ ପ୍ରତିବଦ୍ଧତା ଲାଗି ବିଶ୍ୱ ସ୍ତରରେ ମୁଞ୍ଜଲ ବେଶ ପରିଚିତ। ଗୁରୁଗ୍ରାମଠାରେ ଡିଏଲ୍‌ଏଫ୍‌ ଗଲ୍ଫ…

ଲଗାତର ୮ ମାସ ଲାଗି ଉତ୍ପାଦନ କମାଇଲା ମାରୁତି

ନୂଆଦିଲ୍ଲୀ,୧୦-୧୧: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଦେଶର ପ୍ରମୁଖ ଯାନ ନିର୍ମାତା ମାରୁତି ସୁଜୁକି ପକ୍ଷରୁ ଲଗାତାର ଭାବେ ୮ ମାସ ଲାଗି ଉତ୍ପାଦନ ହ୍ରାସ କରାଯାଇଛି। ଗତ ମାସରେ କମ୍ପାନୀ ୧.୧୯ ଲକ୍ଷ ୟୁନିଟ୍‌ ଯାନ ଉତ୍ପାଦନ କରିଛି।…

ଅନୀଲ ଅମ୍ବାନୀଙ୍କ ବିରୋଧରେ ୩ ଚାଇନା ବ୍ୟାଙ୍କର ମାମଲା

ନୂଆଦିଲ୍ଲୀ,୧୦-୧୧: ରିଲାଏନ୍ସ ପ୍ରମୋଟର ଅନୀଲ ଅମ୍ବାନୀଙ୍କ ବିରୋଧରେ ଚାଇନାର ୩ ବ୍ୟାଙ୍କ ଲଣ୍ଡନର ଏକ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଛନ୍ତି। ଇଣ୍ଡଷ୍ଟ୍ର୍ରିଆଲ ଆଣ୍ଡ କମର୍ସିଆଲ ବ୍ୟାଙ୍କ ଅଫ୍‌ ଚାଇନା, ଚାଇନା ଡେଭଲପମେଣ୍ଟ ବ୍ୟାଙ୍କ ଏବଂ ଏକ୍ସପୋର୍ଟ ଇମ୍ପୋର୍ଟ ବ୍ୟାଙ୍କ ଅଫ୍‌ ଚାଇନା ଏହି…

ସିଏସ୍‌ଆର୍‌ ପାଣ୍ଠିର ଠିକ୍‌ ବିନିଯୋଗୀ ଜରୁରୀ

ଭୁବନେଶ୍ୱର (ବ୍ୟୁରୋ),୧୦।୧୧: କମ୍ପାନୀଗୁଡିକର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ(ସିଏସ୍‌ଆର୍‌) ପାଣ୍ଠି ମାଧ୍ୟମରେ ଶିଳ୍ପାଞ୍ଚଳ ଏବଂ ଖଣି ଅଞ୍ଚଳରେ ଥିବା ଗ୍ରାମୀଣ ଭିତ୍ତିଭୂମି ବିକାଶ, ରୋଜଗାର ଏବଂ ଆର୍ଥତ୍କ ପ୍ରଗତି ସାଧନ ହୋଇଥାଏ। ଏହି ପାଣ୍ଠିକୁ ଠିକ୍‌ ଭାବେ ବିନିଯୋଗ କରିବାର ଦାୟିତ୍ୱ କେବଳ…

କ୍ରେଡିଟ୍‌ ରେଟିଂ ନକରାତ୍ମକ ଦର୍ଶାଇଲା ମୁଡିସ୍‌

ନୂଆଦିଲ୍ଲୀ,୯-୧୧: ଭାରତ ଏବେ ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ ଦେଶର ଅର୍ଥ ବ୍ୟବସ୍ଥାରେ ସ୍ଥିତାବସ୍ଥା ଆଣିବା ଲାଗି ସରକାର ଉଦ୍ୟମ ଜାରି ରଖିଛନ୍ତି। ଏଭଳି ସ୍ଥିତିରେ ଦେଶକୁ ଆଉ ଏକ ଝଟକା ଲାଗିଛି। ମୁଡିସ୍‌ ଇନଭେଷ୍ଟର୍ସ ସର୍ଭିସ ଶୁକ୍ରବାର ଭାରତର…

୨୦୦୦ ଟଙ୍କିଆ ନୋଟ୍‌ ବନ୍ଦ ହେଉ:ସୁଭାଷ ଗର୍ଗ

ନୂଆଦିଲ୍ଲୀ,୯-୧୧: ବିମୁଦ୍ରୀକରଣକୁ ଏହା ମଧ୍ୟରେ ୩ ବର୍ଷ ପୂରଣ ହୋଇଛି। ବଡ ବଡ ନୋଟଗୁଡିକୁ ଅଚଳ କରିବା ସହ ନୂଆ ନୋଟ ଆଣିଛନ୍ତି। ସରକାର ଆଣିଥିବା ୨୦୦୦ ଟଙ୍କିଆ ନୋଟଗୁଡିକ ଲୋକମାନେ ମହଜୁଦ କରି ରଖୁଥିବା ସରକାରଙ୍କ ପୂର୍ବତନ ଅର୍ଥ ସଚିବ…

ଏନ୍‌ଇଏଫ୍‌ଟି ନେଣଦେଣ ଉପରେ ଚାର୍ଜ ଲାଗିବନି

ମୁମ୍ବାଇ,୯-୧୧: ନ୍ୟାଶନାଲ ଇଲେକଟ୍ରୋନିକ୍ସ ଫଣ୍ଡ ଟ୍ରାନ୍ସଫର(ଏନ୍‌ଇଏଫ୍‌ଟି) ନେଣଦେଣରେ ଆସନ୍ତା ବର୍ଷ ଜାନୁଆରୀ ପହିଲାରୁ ଗ୍ରାହକଙ୍କୁ କୌଣସି ଚାର୍ଜ ଲାଗିବନି। ରିଜର୍ଭ ବ୍ୟାଙ୍କ ପକ୍ଷରୁ ଏଭଳି ଏକ ପ୍ରସ୍ତାବ ରଖାଯାଇଛି। ବିମୁଦ୍ରୀକରଣର ତୃତୀୟ ବାର୍ଷୀକି ଅବସରରେ ଡିଜିଟାଲ ନେଣଦେଣକୁ ପ୍ରୋତ୍ସାହିତ କରିବା ଲାଗି…

୧୩ରୁ ସିଆଇଆଇ ଏଣ୍ଟରପ୍ରାଇଜ ଓଡ଼ିଶା

ଭୁବନେଶ୍ୱର,୯-୧୧: କନଫେଡେରେଶନ ଅଫ୍‌ ଇଣ୍ଡିଆନ ଇଣ୍ଡଷ୍ଟ୍ରିଜ(ସିଆଇଆଇ) ପକ୍ଷରୁ ଏଣ୍ଟରପ୍ରାଇଜ ଓଡ଼ିଶା ଚଳିତ ମାସ ୧୩ରୁ ୧୬ ଯାଏ ସ୍ଥାନୀୟ ପ୍ରଦର୍ଶନୀ ପଡିଆଠାରେ ଅନୁଷ୍ଠିତ ହେବ। ଏହାର ସଫଳତା ଲାଗି ରାଜ୍ୟ ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇ ଦେବେ ବୋଲି ସିଆଇଆଇ…

ବିଏସ୍‌ଏନ୍‌ଏଲ୍‌ ଭିଆର୍‌ଏସ୍‌ ଲାଗି ୪୦ ହଜାରରୁ ଉର୍ଦ୍ଧ୍ୱ ଆବେଦନ

ନୂଆଦିଲ୍ଲୀ,୯-୧୧: ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) କର୍ମଚାରୀଙ୍କ ଲାଗି ନିକଟରେ ଆସିଥିବା ସ୍ବେଚ୍ଛାକୃତ ଅବସର ଯୋଜନା(ଭିଆର୍‌ଏସ୍‌)ର ଲାଭ ନେବାକୁ ବର୍ତ୍ତମାନ ସୁଦ୍ଧା ୪୦ ହଜାରରୁ ଉର୍ଦ୍ଧ୍ୱ କର୍ମଚାରୀ ଆବେଦନ କରିଛନ୍ତି। ସେହିଭଳି ୪ ଦିନରେ ଏମଟିଏନ୍‌ଏଲ୍‌ର ୩ ହଜାର କର୍ମଚାରୀ ଏହାର…

ବିତ୍ତୀୟ ଗଣିତ ଉପରେ ଆଇଏମ୍‌ଏଫ୍‌ର ପ୍ରଶ୍ନବାଚୀ

ମୁମ୍ବାଇ,୮-୧୧: ଭାରତର ବିତ୍ତୀୟ ଗଣିତ ଉପରେ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିତ୍ତୀୟ ଶୃଙ୍ଖଳା ଉପରେ ରହିଥିବା ବିଭିନ୍ନ ତଥ୍ୟ ସ୍ବଚ୍ଛ ହେବା ଆବଶ୍ୟକତା ରହିଛି। ଜି-୨୦ ଦେଶ ସମୂହକୁ ବିଚାର କଲେ ଭାରତ ଏହି କ୍ଷେତ୍ରରେ ବହୁ ପଛରେ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?