ବାଣିଜ୍ୟ

ପିଏମ୍‌ସି ଜମାକାରୀଙ୍କ ଉଠାଣସୀମା ୫୦ ହଜାରକୁ ବୃଦ୍ଧି

ନୂଆଦିଲ୍ଲୀ,୬-୧୧: ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋଅପରେଟିଭ ବ୍ୟାଙ୍କ(ପିଏମ୍‌ସି) ଜମାକାରୀଙ୍କ ଲାଗି ଖୁସି ଖବର। ରିଜର୍ଭ ବ୍ୟାଙ୍କ ମଙ୍ଗଳବାର ପିଏମ୍‌ସି ଜମାକାରୀଙ୍କ ଉଠାଣ ସୀମା ୫୦ ହଜାର ଟଙ୍କାକୁ ବୃଦ୍ଧି କରିଛି। ଏହା ପୂର୍ବରୁ ୪୦,୦୦୦ ଟଙ୍କା ରହିଥିଲା। ଏହି ବ୍ୟାଙ୍କରେ ବୃହତ୍‌…

ବିଏସ୍‌ଏନ୍‌ଏଲ୍‌ ଉପରେ ଭେଣ୍ଡରଙ୍କ ୨୦ ହଜାର କୋଟି ବାକି

ନୂଆଦିଲ୍ଲୀ,୬-୧୧: ରାଷ୍ଟ୍ରାୟତ୍ତ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌)କୁ ବିଭିନ୍ନ ସାମଗ୍ରୀ ଓ ସେବା ଯୋଗାଣ କରୁଥିବା ଭେଣ୍ଡରମାନେ ଏବେ ଅଡୁଆ ସ୍ଥିତିରେ ପଡି ଯାଇଛନ୍ତି। ବିଏସ୍‌ଏନ୍‌ଏଲ୍‌ ଉପରେ ଭେଣ୍ଡରଙ୍କ ୨୦ ହଜାର କୋଟି ଟଙ୍କାର ବକେୟା ରହିଛି। ଏହାକୁ ପାଇବା ଲାଗି…

ଇଣ୍ଡିଗୋ ସର୍ଭର ଡାଉନ ଯୋଗୁ ଯାତ୍ରୀଙ୍କୁ ଅସୁବିଧା

ନୂଆଦିଲ୍ଲୀ,୫-୧୧: ସୋମବାର ପୂର୍ବାହ୍ନରେ ସାରା ଦେଶରେ ଇଣ୍ଡିଗୋର ସର୍ଭର ଡାଉନ ରହିବା ଯୋଗୁ ବିମାନ ଯାତ୍ରୀମାନେ ଅସୁବିଧା ସାମ୍ନା କରିଛନ୍ତି। କମ୍ପାନୀର ସବୁ ନେଟ୍‌ଓ୍ବର୍କରେ ପ୍ରାୟ ଘଣ୍ଟାଏ ପର୍ଯ୍ୟନ୍ତ ସର୍ଭର ଅସୁବିଧା ରହିବା ଯୋଗୁ ଦେଶର ସାରା ଦେଶରେ ଯାତ୍ରୀ ଅସୁବିଧା…

ଘର ବିକ୍ରି ୯% କମିଲା

ନୂଆଦିଲ୍ଲୀ,୫-୧୧: ଚଳିତ ଆର୍ଥତ୍କ ବର୍ଷ ଜୁଲାଇ-ସେପ୍ଟେମ୍ବର ସମୟରେ ଦେଶ ମଧ୍ୟରେ ବାସଗୃହ ବିକ୍ରି ୯.୫% ହ୍ରାସ ଘଟିଛି। ଏହି ସମୟରେ ଦେଶର ୯ ପ୍ରମୁଖ ସହରରେ ୫୨,୮୫୫ ୟୁନିଟ ଘର ବିକ୍ରି ହୋଇଛି। ବଜାରରେ ଆର୍ଥତ୍କ ମାନ୍ଦାବସ୍ଥା ଏବଂ ନଗଦ ଅଭାବ…

ଚଳିତ ଆର୍ଥତ୍କ ବର୍ଷ ୫.୮%କୁ ଖସିବ ଜିଡ଼ିପି

ମୁମ୍ବାଇ,୫-୧୧: ସରକାରଙ୍କ ବିଭିନ୍ନ ପ୍ରଚେଷ୍ଠା ସତ୍ତ୍ୱେ ଚଳିତ ବର୍ଷ ପାର୍ବଣରେ ଚାହିଦା ମନ୍ଥର ରହିବାରୁ ଦେଶର ଜିଡ଼ିପି ଅଭିବୃଦ୍ଧି ଖସିବ। ୨୦୧୯-୨୦ ଆର୍ଥତ୍କ ବର୍ଷରେ ଜିଡ଼ିପି୫.୮%କୁ ଖସିବ ବୋଲି ବ୍ୟାଙ୍କ ଅଫ୍‌ ଆମେରିକା ମେରିଲ୍‌ ଲିଞ୍ଚ ସୋମବାର ଏହାର ପୂର୍ବାନୁମାନରେ ପ୍ରକାଶ…

ଟାଟା ଗ୍ରୁପ ଅଧୀନକୁ ଆସିପାରେ ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୫-୧୧: ଟାଟା ଗ୍ରୁପ ନିକଟକୁ ଏୟାର ଇଣ୍ଡିଆର ପରିଚାଳନା ଭାର ଫେରିପାରେ। ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆ ବର୍ତ୍ତମାନ କ୍ଷତିରେ ଚାଲିଥିବା ବେଳେ ଏହାର ୧୦୦% ଅଂଶଧନ ବିକ୍ରି ଲାଗି ସରକାର ଯୋଜନା ରଖିଛନ୍ତି। ଏହି ବିମାନ କମ୍ପାନୀକୁ କିଣିବା ନେଇ ଟାଟା…

୩୪୨୭ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଶାଖା ବନ୍ଦ

ନୂଆଦିଲ୍ଲୀ,୪-୧୧: ଗତ ୫ ବର୍ଷରେ ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ୩୪୨୭ ବ୍ୟାଙ୍କ ଶାଖା ବନ୍ଦ କରିଥିବା ଜଣାପଡିଛି। ସୂଚନା ଅଧିକାର କର୍ମୀ ଚନ୍ଦ୍ର ଶେଖର ଗୌଡ ରିଜର୍ଭ ବ୍ୟାଙ୍କକୁ ଏ ନେଇ ମାଗିଥିବା ଏକ ସୂଚନାରୁ ଏହା ସାମ୍ନାକୁ ଆସିଛି। ମିଶ୍ରଣ…

ବର୍ଷା ସାଜିଲା କାଳ : ପୁଣି ବଢ଼ିଲା ପିଆଜ ଦର

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : କିଛିଦିନର ବ୍ୟବଧାନ ପରେ ପିଆଜ ଦର ଅହେତୁକ ବୃଦ୍ଧି ପାଇଛି। ଭୁବନେଶ୍ୱର, ପୁରୀ ସମେତ ରାଜ୍ୟର ବିଭିନ୍ନ ସହରରେ ରବିବାର ପିଆଜ ଦର କିଲୋ ପ୍ରତି ୬୦ରୁ ୬୫ ଟଙ୍କାରେ ବିକ୍ରି ହୋଇଛି। ଶନିବାର ଏହା କିଲୋ ପିଛା…

୨୦୨୪ ଯାଏ ୬.୬% ରହିବ ଜିଡିପି ଅଭିବୃଦ୍ଧି

ନୂଆଦିଲ୍ଲୀ,୩-୧୧: ୨୦୨୦-୨୪ ଯାଏ ଭାରତର ଜିଡିପି ଅଭିବୃଦ୍ଧି ବାର୍ଷିକ ୬.୬% ହାରରେ ବୃଦ୍ଧି ଘଟିବ। ଏହା ୨୦୧୩-୧୭ ମଧ୍ୟରେ ହୋଇଥିବା ହାରାହାରି ୭.୩% ଅଭିବୃଦ୍ଧି ହାର ଠାରୁ କମ୍‌ ବୋଲି ଅର୍ଗାନାଇଜେଶନ ଫର୍‌ ଇକୋନୋମିକ କୋଅପରେଶନ ଆଣ୍ଡ ଡେଭଲପମେଣ୍ଟ(ଓଇସିଡି) ପକ୍ଷରୁ ପ୍ରକାଶିତ…

ୟୁନିୟନ ବ୍ୟାଙ୍କ ପକ୍ଷରୁ ଋଣ ମୁକ୍ତି ଶିବିର

ନୂଆଦିଲ୍ଲୀ,୩-୧୧: ୟୁନିୟନ ବ୍ୟାଙ୍କ ପକ୍ଷରୁ ଋଣ ମୁକ୍ତି ଶିବିର ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଚଳିତ ମାସ ୧୧ ତାରିଖ ଯାଏ ଚାଲିବ। ଏହା ସାରା ଦେଶରେ ଥିବା ବ୍ୟାଙ୍କର ସବୁ ଶାଖାଗୁଡିକରେ ଆୟୋଜନ କରାଯାଉଛି। ଏଥିରେ କ୍ଷୁଦ୍ର ଋଣଧାରୀଙ୍କଠାରୁ ଆରମ୍ଭ…

ଏୟାର ଏସିଆର ବିଗ୍‌ ସେଲ୍‌ ଘୋଷଣା

ନୂଆଦିଲ୍ଲୀ,୩-୧୧: ଏୟାର ଏସିଆ ପକ୍ଷରୁ ବିଗ୍‌ ସେଲ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ସମୟରେ ଯାତ୍ରୀମାନେ ଘରୋଇ ଏବଂ ଅନ୍ତର୍ଜାତୀୟ ଉଡାଣ ଉପରେ ଆକର୍ଷଣୀୟ ଅଫର ଲାଭ କରି ପାରିବେ। ଦେଶ ମଧ୍ୟରେ ଉଡାଣ ପାଇଁ ୧୦୧୯ ଟଙ୍କାରୁ ଏବଂ ୨୩୯୯…

ଇସ୍ପାତ ପ୍ରଡକ୍ଟ ପରିବହନରେ ଟାରିଫ ହ୍ରାସ ହେଉ:ଆଇସିିସି

ଭୁବନେଶ୍ୱର,୩-୧୧: ଦେଶରେ ଗଛିତ ଥିବା ମୋଟ ଖଣିଜ ମଧ୍ୟରୁ ଅତି ସ୍ବଳ୍ପ ଭାଗ ଏବେ ଉତ୍ତୋଳନ ହେଉଛି। ଏହି ପ୍ରକ୍ରିୟା ତ୍ୱରାନ୍ବିତ ହେବାର ଆବଶ୍ୟକତା ରହିଛି। ନିମ୍ନ ମାନର ଖଣିଜ ପଦାର୍ଥରେ ମୂଲ୍ୟ ସଂଯୋଗ କରିବା ଉପରେ ମଧ୍ୟ ଖଣିଜ ଶିଳ୍ପଗୁଡିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?