ବାଣିଜ୍ୟ

ଏୟାର ଏସିଆର ଟ୍ରାଭେଲ ଫେୟାର ଆଜିଠାରୁ

ଭୁବନେଶ୍ୱର,୨-୮-ପର୍ଯ୍ୟଟନ ବିକାଶ ଲାଗି ଏୟାର ଏସିଆ ପକ୍ଷରୁ ଏକ ଟ୍ରାଭେଲ ଫେୟାର ଶୁକ୍ରବାରଠାରୁ ଭୁବନେଶ୍ୱରରେ ଅନୁଷ୍ଠିତ ହେଉଛି। ଏହା ତିନିଦିନ ବ୍ୟାପି ସ୍ଥାନୀୟ ଏସ୍‌ପ୍ଲାନେଡ ଓ୍ବାନ ମଲ୍‌ଠାରେ ଅନୁଷ୍ଠିତ ହେବ। ଏହି ଫେୟାର ସମୟରେ ଗ୍ରାହକମାନେ ଦେଶ ମଧ୍ୟରେ କିମ୍ବା ଅନ୍ତର୍ଜାତୀୟ…

ପୂର୍ବତଟ ରେଳପଥକୁ ଦୁଇ ପୁରସ୍କାର

ଭୁବନେଶ୍ୱର,୨-୮:ପୂର୍ବତଟ ରେଳପଥକୁ ସମ୍ମାନଜନକ ଆକାଉଣ୍ଟସ ଓ ଫାଇନାନ୍ସ ମ୍ୟାନେଜମେଣ୍ଟ ଶୀଲଡ଼ ଓ କମ୍ପ୍ରେହେନସିଭ ହେଲ୍‌ଥ କେୟାର ଶିଲଡ଼ ପୁରସ୍କାର ପ୍ରଦାନ କରାଯାଇଛି। ମୁମ୍ବାଇଠାରେ ଆୟୋଜିତ ରାଷ୍ଟ୍ରୀୟ ସ୍ତରୀୟ ରେଳବାଇ ପୁରସ୍କାର ବିତରଣ ଉତ୍ସବରେ ଦକ୍ଷତା ଲାଗି ରେଲଓ୍ବେ ଏହି ପୁରସ୍କାର ଲାଭ…

ରାନବାକ୍ସିର ପୂର୍ବତନ ପ୍ରମୋଟରଙ୍କ ଘରେ ଇଡି ଚଢ଼ାଉ

ନୂଆଦିଲ୍ଲୀ,୨-୮: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ରାନବାକ୍ସିର ପୂର୍ବତନ ପ୍ରମୋଟର ଭ୍ରାତା ମାଲବିନ୍ଦର ମୋହନ ସିଂହ(୪୫) ଏବଂ ଶିବିନ୍ଦର ମୋହନ ସିଂହ(୪୩)ଙ୍କ ଘରେ ଗୁରୁବାର ଚଢ଼ାଉ କରିଛି। ମନିଲଣ୍ଡରିଂ ମାମଲାରେ ଏହି ଚଢ଼ାଉ ହୋଇଥିଲା ବୋଲି ମିଡିଆ ରିପୋର୍ଟରୁ ପ୍ରକାଶ। ଦୁଇ ଭାଇଙ୍କ ବିରୋଧରେ…

ପ୍ରତିଷ୍ଠା ହେବ ନୂଆ ରାଷ୍ଟ୍ରାୟତ୍ତ ଉଦ୍ୟୋଗ କାବିଲ

ନୂଆଦିଲ୍ଲୀ,୨-୮: ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ (ନାଲ୍‌କୋ), ହିନ୍ଦୁସ୍ତାନ କପର ଲିମିଟେଡ(ଏଚ୍‌ସିଏଲ୍‌) ଏବଂ ମିନେରାଲ ଏକ୍ସପ୍ଲୋରେଶନ କମ୍ପାନୀ ଲିମିଟେଡ(ଏମଇସିଏଲ୍‌) ଭଳି ୩ ରାଷ୍ଟ୍ରାୟତ୍ତ ସଂସ୍ଥା ମିଳିତ ହୋଇ ନୂଆ ରାଷ୍ଟ୍ରାୟତ୍ତ ଉଦ୍ୟୋଗ କାବିଲ ସ୍ଥାପନ କରିବେ। କୋଇଲା, ଖଣି ଏବଂ ସଂସଦୀୟ…

ବ୍ୟାଙ୍କିଙ୍ଗ ଉଦ୍ୟୋଗ ମହଙ୍ଗା ଭତ୍ତା ୬୮.୧%

ଭୁବନେଶ୍ୱର,୨-୮(ବ୍ୟୁରୋ): ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ମେ’ ମାସରେ ୩୧୪ ପଏଣ୍ଟ ଥିଲା। ଏହା ଜୁନରେ ୨ ପଏଣ୍ଟ ବଢି ୩୧୬ ପଏଣ୍ଟ ହୋଇଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୩୩ ପଏଣ୍ଟ ଥିଲା।…

ରିଟର୍ନ ଦାଖଲ ଲାଗି ଇ-ଫାଇଲିଂ ଲାଇଟ୍‌

ନୂଆଦିଲ୍ଲୀ,୨-୮: ଆୟକର ବିଭାଗ ପକ୍ଷରୁ ରିଟର୍ନ ଦାଖଲ କରିବା ଉଦ୍ଦେଶ୍ୟରେ ଗୁରୁବାର ଏକ ନୂଆ ସରଳ ସୁବିଧା ଆରମ୍ଭ କରାଯାଇଛି। ବିଭାଗର ଓ୍ବେବ୍‌ସାଇଟରେ ‘ଇ-ଫାଇଲିଂ ଲାଇଟ୍‌’ ନାମରେ ଏହି ସୁବିଧା ଆରମ୍ଭ ହୋଇଛି। ଓ୍ବେବସାଇଟର ହୋମ୍‌ପେଜରେ ‘ଇ-ଫାଇଲିଂ ଲାଇନ’ ବଟନ ଦବାଇ…

ବେତନ ଦେବାରେ ବିଏସ୍‌ଏନ୍‌ଏଲ୍‌-ଏମ୍‌ଟିଏନ୍‌ଏଲ୍‌ ପୁଣି ବିଫଳ

ନୂଆଦିଲ୍ଲୀ,୨-୮: ରାଷ୍ଟ୍ରାୟତ୍ତ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ) ଓ ମହାନଗର ଟେଲିଫୋନ ନିଗମ ଲିମିଟେଡ(ଏମ୍‌ଟିଏନ୍‌ଏଲ୍‌) ଏହାର କର୍ମଚାରୀଙ୍କୁ ଜୁଲାଇ ଦରମା ଦେବାରେ ବିଫଳ ହୋଇଛି। ବିଗତ ୬ ମାସ ମଧ୍ୟରେ ଏହା ଦ୍ୱିତୀୟଥର। ଏଥିପୂର୍ବରୁ କମ୍ପାନୀ ଫେବୃୟାରୀରେ ନିଜର…

ରିଲାଏନ୍ସ ରିଟେଲର ୨୬% ଅଂଶଧନ କିଣିପାରେ ଆମାଜନ

ନୂଆଦିଲ୍ଲୀ,୨-୮: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଜେଫ୍‌ ବେଜୋସ୍‌ଙ୍କ ଇ-କମର୍ସ କମ୍ପାନୀ ଆମାଜନ ମୁକେଶ ଅମ୍ବାନୀଙ୍କ ମାଲିକାନାରେ ଥିବା ଦେଶର ସର୍ବବୃହତ ରିଟେଲ କମ୍ପାନୀ ରିଲାଏନ୍ସ ରିିଟେଲର ୨୬% ଅଂଶଧନ କିଣିପାରେ। ତେବେ ଦୁଇ କମ୍ପାନୀ ମଧ୍ୟରେ ଆଲୋଚନା ଚାଲିଥିବାରୁ ନିଷ୍ପତ୍ତି…

ଜୁଲାଇରେ ଜିଏସ୍‌ଟି ଆଦାୟ ଲକ୍ଷେ କୋଟି ଟପିଲା

ନୂଆଦିଲ୍ଲୀ,୨-୮: ଜିଏସ୍‌ଟି ଆଦାୟ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କୁ ଖୁସି ଆଣିଦେଇଛି। ଜୁଲାଇରେ ଜିଏସ୍‌ଟି ଆଦାୟ ୧ ଲକ୍ଷ କୋଟି ଟଙ୍କା ଟପିଯାଇଛି। ଏହି ସମୟରେ ୧.୦୨ ଲକ୍ଷ କୋଟି ଟଙ୍କା ଜିଏସ୍‌ଟି ଆଦାୟ ହୋଇଛି। ସେଣ୍ଟ୍ରାଲ ଜିଏସ୍‌ଟି(ସିଜିଏସ୍‌ଟି) ବାବଦରେ ୧୭,୯୧୨ କୋଟି,…

୮ କୋର୍‌ ସେକ୍ଟର ଧିମା

ନୂଆଦିଲ୍ଲୀ,୧।୮: ଅର୍ଥନୀତି କ୍ଷେତ୍ରରେ ସରକାରଙ୍କୁ ଝଟକା ଲାଗିଛି। ବୁଧବାର ଜାରି ସରକାରୀ ତଥ୍ୟ ଅନୁଯାୟୀ, ୮ କୋର୍‌ ସେକ୍ଟର ଉଦ୍ୟୋଗ ଅଭିବୃଦ୍ଧି ହାର ଜୁନ୍‌ରେ ଧିମା ହୋଇଛି। ଆଲୋଚ୍ୟ ମାସରେ ବୃଦ୍ଧି ହାର ମାତ୍ର ୦.୨% ରହିଛି, ଯାହା କି ଗତ…

ବିତ୍ତୀୟ ନିଅଣ୍ଟ ୬୧% ଟପିଲା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାରଙ୍କ ବିତ୍ତୀୟ ନିଅଣ୍ଟ ପରିମାଣ ଜୁନ୍‌ରେ ଶେଷ ହୋଇଥିବା ତ୍ରୈମାସରେ ୪.୩୨ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ୟାଇଛି, ଯାହା କି ବଜେଟ ଅନୁମାନର ୬୧.୪%। ମହାଲେଖା ନିୟନ୍ତ୍ରକ(ସିଜିଏ) ବୁଧବାର ଜାରି କରିଥିବା ତଥ୍ୟ ଅନୁଯାୟୀ ନିରପେକ୍ଷ ରୂପରେ ବିତ୍ତୀୟ…

ରାଜୀବ ମେହେଟା ମାଇଣ୍ଡଟ୍ରି ସିଇଓ

ନୂଆଦିଲ୍ଲୀ,୧।୮: ପୂର୍ବତନ କଗ୍‌ନିଜାଣ୍ଟ ପ୍ରେସିଡେଣ୍ଟ ରାଜୀବ ମେହେଟା ମାଇଣ୍ଡଟ୍ରିର ସିଇଓ ଭାବେ ମନୋନୀତ ହୋଇଛନ୍ତି। କମ୍ପାନୀର ସହ ପ୍ରତିଷ୍ଠାତା ତଥା ସିଇଓ ରୋଷ୍ଟୋ ରାବଣନ୍‌ଙ୍କ ଇସ୍ତଫା ପରେ ଏହି ପଦଟି ଖାଲି ପଡିଥିଲା। ଏଲ୍‌ ଆଣ୍ଡ ଟି ୬୦% ଅଂଶଧନ କିଣି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri