ବାଣିଜ୍ୟ

ଧାର୍ଯ୍ୟ ଲକ୍ଷ୍ୟର ୯୩% ଛୁଇଁଲା ବିତ୍ତୀୟ ନିଅଣ୍ଟ

ନୂଆଦିଲ୍ଲୀ,୧-୧୧: ଦେଶର ବିତ୍ତୀୟ ନିଅଣ୍ଟ ବଜେଟ ହୋଇଥିବା ଧାର୍ଯ୍ୟ ଲକ୍ଷ୍ୟର ୯୩% ଛୁଇଁଛି। ଚଳିତ ଆର୍ଥତ୍କ ବର୍ଷର ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ଏହା ୬.୫୨ ଲକ୍ଷ କୋଟି ଟଙ୍କା ଛୁଇଁଥିବା ସରକାର ଦେଇଥିବା ତଥ୍ୟରୁ ଏହା ଜଣାପଡିଛି। ସାଧାରଣତଃ ସରକାରଙ୍କ…

ପ୍ରମୁଖ ଶିଳ୍ପ କ୍ଷେତ୍ର ଅଭିବୃଦ୍ଧି ୫.୨% ହ୍ରାସ

ନୂଆଦିଲ୍ଲୀ,୧-୧୧: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଚଳିତ ବର୍ଷ ସେପ୍ଟେମ୍ବରରେ ପ୍ରମୁଖ ଶିଳ୍ପ କ୍ଷେତ୍ର ଅଭିବୃଦ୍ଧି ହାର ୫.୨% ହ୍ରାସ ଘଟିଛି। ଗତ ବର୍ଷ ସମାନ ସମୟରେ ଶିଳ୍ପ କ୍ଷେତ୍ରରେ ୪.୩% ଅଭିବୃଦ୍ଧି ଘଟିଥିଲା। କୋଇଲା, ଅଶୋଧିତ ତୈଳ, ପ୍ରାକୃତିକ…

ଗୋଲ୍ଡ ଆମ୍‌ନେଷ୍ଟି ସ୍କିମ୍‌ ନେଇ ସରକାରଙ୍କ ପ୍ରସ୍ତାବ ନାହିଁ

ନୂଆଦିଲ୍ଲୀ,୧-୧୧: ଚୋରା ସୁନା ଉପରେ କାର୍ଯ୍ୟାନଷ୍ଠାନ ଅନ୍ତର୍ଗତ ଗୋଲ୍ଡ ଆମ୍‌ନେଷ୍ଟି ସ୍କିମ୍‌ ଆଣିବା ଲାଗି ସରକାରଙ୍କ କୌଣସି ପ୍ରସ୍ତାବ ନାହିଁ। ଏଭଳି ଏକ ସ୍କିମଖ ଆସିବ ବୋଲି ବୁଧବାର ଗଣମାଧ୍ୟମରେ ଏକ ରିପୋର୍ଟ ଆସିବା ପରେ ସରକାରଙ୍କ ଜଣେ ବରିଷ୍ଠ ଅଧିକାରୀ…

ଡିଡିଟି, କ୍ୟାପିଟାଲ ଗେନ୍ସ ଟାକ୍ସ କମିବନି

ନୂଆଦିଲ୍ଲୀ,୧-୧୧: ସରକାର ପୁଞ୍ଜିବଜାର ନିବେଶକଙ୍କୁ ଖୁସି କରାଇବା ଲାଗି ଲଙ୍ଗଟର୍ମ କ୍ୟାପିଟାଲ ଗେନ୍ସ ଏବଂ ଡିଜିଡେଣ୍ଡ ଡିଷ୍ଟ୍ରିବ୍ୟୁଶନ ଟାକ୍ସ(ଡିଡ଼ିଟି)ରେ କିଛିଟା କୋହଳ ବ୍ୟବସ୍ଥା କରିବା ନେଇ ଏକ ଖବର ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ମାତ୍ର ଏଭଳି କିଛି ବ୍ୟବସ୍ଥା ସରକାର ଆଣିବେ…

ନିର୍ମଳାଙ୍କ ଜବାବ ରଖିଲେ ରାଜନ

ନୂଆଦିଲ୍ଲୀ,୧-୧୧: ରଘୁରାମ ରାଜନ ଏବଂ ମନମୋହନ ସିଂଙ୍କ ସମୟ ଭାରତୀୟ ବ୍ୟାଙ୍କିଙ୍ଗ ଶିଳ୍ପ ଲାଗି ସଙ୍କଟ ସମୟ ଥିଲା ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କିଛିଦିନ ତଳେ ସମାଲୋଚନାରେ କହିଥିଲେ। ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ ନିର୍ମଳାଙ୍କ ଏହି…

୨୦୩୯ ସୁଦ୍ଧା ଭାରତ ତୃତୀୟ ବୃହତ୍‌ ଅର୍ଥନୀତି

ନୂଆଦିଲ୍ଲୀ,୩୧।୧୦: ୨୦୩୯ ସୁଦ୍ଧା ଭାରତ ବିଶ୍ୱର ତୃତୀୟ ବୃହତ୍‌ ଅର୍ଥ ବ୍ୟବସ୍ଥା ହେବ। ବ୍ଲୁମବର୍ଗ ପକ୍ଷରୁ ବୁଧବାର ପ୍ରକାଶିତ ନିୟୁ ଇକୋନୋମି ଡ୍ରାଇଭର୍‌ସ ଆଣ୍ଡ ଡିସରପ୍ଟର୍ସ ଇଣ୍ଡେକ୍ସ ରିପୋର୍ଟରେ ଏହା ପ୍ରକାଶ ପାଇଛି। ଜନସଂଖ୍ୟାର ବିଭିନ୍ନ ପ୍ରସଙ୍ଗ ଦୃଷ୍ଟିକୋଣରୁ ଭାରତରେ ଅନୁକୂଳ…

ପ୍ରତ୍ୟକ୍ଷ ଟିକସ ହ୍ରାସ ସମ୍ଭାବନା କ୍ଷୀଣ

ନୂଆଦିଲ୍ଲୀ,୩୧।୧୦: ସରକାର ଚଳିତ ବର୍ଷ ପ୍ରତ୍ୟକ୍ଷ ଟିକସ ବା ଆୟକର ହ୍ରାସ ନ କରିପାରନ୍ତି। ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଟିକସ ହ୍ରାସ ଯୋଗୁ ବିତ୍ତୀୟ ଧାରା ପ୍ରଭାବିତ ହୋଇଛି। ନିକଟରେ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟ କର୍ପୋରେଟ ଟିକସକୁ ପ୍ରାୟ…

ସୁନା ପାଇଁ ଆସିବ ଆମ୍‌ନେଷ୍ଟି ସ୍କିମ୍‌

ନୂଆଦିଲ୍ଲୀ, ୩୧।୧୦: କଳାଟଙ୍କା ଉପରେ ରୋକ୍‌ ଲଗାଇବା ଲାଗି କେନ୍ଦ୍ର ସରକାର ବିମୁଦ୍ରୀକରଣ ପରେ ଦ୍ୱିତୀୟ ବଡ ପଦକ୍ଷେପ ନେବାକୁ ଯାଉଛନ୍ତି। ବେହିସାବି ବା ଚୋରା ଭାବେ ରଖାଯାଇଥିବା ସୁନା ପାଇଁ ସରକାର ଆମ୍‌ନେଷ୍ଟି ସ୍କିମ ଶୀଘ୍ର ଘୋଷଣା କରିବେ ବୋଲି…

୪୦ ହଜାର ସ୍ତର ଟପିଲା ସେନ୍‌ସେକ୍ସ

ନୂଆଦିଲ୍ଲୀ, ୩୧।୧୦: ବୁଧବାର ଦେଶର ପୁଞ୍ଜି ବଜାରରେ କାରବାର ଉନ୍ନତ ସ୍ଥିତିରେ ରହିଥିବା ଜଣାପଡିଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜର ସେନସେକ୍ସ ଚଳିିତ ବର୍ଷ ଜୁଲାଇ ପରଠାରୁ ପ୍ରଥମଥର ଲାଗି ୪୦,୧୭୮.୧୨ ହଜାର ସ୍ତର ଛୁଇଁଛି। ବୁଧବାର ବିଏସ୍‌ଇ ସେନସେକ୍ସ ପ୍ରାରମ୍ଭିକ କାରବାରରେ…

ଜିଏସ୍‌ଟି ପରିସରକୁ ଶୀଘ୍ର ଆସିପାରେ ଗ୍ୟାସ,ଏଟିଏଫ୍‌

ନୂଆଦିଲ୍ଲୀ,୩୦-୧୦: ପ୍ରାକୃତିକ ବାଷ୍ପ, ବିମାନ ଇନ୍ଧନ ବା ଆଭିଏଶନ ଟର୍ବାଇନ ଫୁଏଲ(ଏଟିଏଫ୍‌) ଶୀଘ୍ର ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ପରିସରକୁ ଆସିବା ନେଇ ସମ୍ଭାବନା ରହିଛି। ସରକାର ଏନେଇ କଥାବର୍ତ୍ତା ଆରମ୍ଭ କରିଥିବା ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଜିଏସ୍‌ଟି…

ନିବେଶକଙ୍କ ସମ୍ପତ୍ତିରେ ୨.୭୩ ଲକ୍ଷ କୋଟି ବୃଦ୍ଧି

ନୂଆଦିଲ୍ଲୀ,୩୦-୧୦: ମଙ୍ଗଳବାର ଶେୟାର ବଜାରରେ ଉତ୍ସାହ ପରିଲକ୍ଷିତ ହେବା ସହ ନିବେଶକଙ୍କ ସମ୍ପତ୍ତିରେ ୨.୭୩ ଲକ୍ଷ କୋଟି ବୃଦ୍ଧି ଘଟିଛି। ଏହି ସମୟରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜର ସୂଚକାଙ୍କ ୫୮୧.୬୪ ପଏଣ୍ଟ ବଢିଥିବା ଜଣାପଡିଛି। କମ୍ପାନୀଗୁଡ଼ିକର ତ୍ରୈମାସିକ ଫଳାଫଳରେ ଉନ୍ନତି ଏବଂ…

ଷ୍ଟକ ବଜାର ପାଇଁ ଆସିପାରେ ବଡ ଘୋଷଣା

ନୂଆଦିଲ୍ଲୀ,୩୦-୧୦: ଷ୍ଟକ ମାର୍କେଟ ସମେତ ଘରୋଇ ବଜାରକୁ ଉତ୍ସାହିତ କରିବା ଲାଗି ସରକାର ଅଧିକ ସଂସ୍କାର ଘୋଷଣା କରିପାରନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍‌ଓ) ଏବଂ ଅର୍ଥ ମନ୍ତ୍ରଣାଳୟ ଏହାର ବିଭିନ୍ନ ଦିଗ ଉପରେ ବିଚାର କରୁଥିବା ଜଣାପଡିଛି। ଡିଭିଡେଣ୍ଡ ଡିଷ୍ଟ୍ରିବ୍ୟୁଶନ ଟାକ୍ସ(ଡିଡିଟି)କୁ ଉଠାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?