ବାଣିଜ୍ୟ

ଲୋକ ସଭାରେ ଓ୍ବେଜେସ୍‌ କୋଡ୍‌ ବିଲ୍‌ ଅନୁମୋଦିତ

ନୂଆଦିଲ୍ଲୀ,୩୧-୭: ଲୋକ ସଭାରେ ମଙ୍ଗଳବାର ଓ୍ବେଜେସ୍‌ କୋଡ୍‌ ବିଲ୍‌ ଅନୁମୋଦନ ଲାଭ କରିଛି। ଫଳରେ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ନିର୍ଦ୍ଧାରଣ କରିବାରେ ସୁବିଧା ହେବ। ଏହାଛଡ଼ା ସେମାନଙ୍କୁ ପାରିଶ୍ରମିକ/ଦରମା ମିଳିବାରେ ହେଉଥିବା ବିଳମ୍ବ ସମ୍ପର୍କରେ ସହଜରେ ନିଷ୍ପତ୍ତି ନେଇହେବ। ଏହି ବିଲ୍‌…

ମିଥ୍ୟା ବିଜ୍ଞାପନ ଦ୍ୱାରା ଠକିଲେ ହେବ ୨ ବର୍ଷ ଜେଲ; ଖାଉଟି ସୁରକ୍ଷା ବିଲ୍‌ ଲୋକ ସଭାରେ ପାସ୍‌

ନୂଆଦିଲ୍ଲୀ,୩୧-୭: ଖାଉଟି ସୁରକ୍ଷା ବିଲ୍‌ ମଙ୍ଗଳବାର ଲୋକସଭାରେ ପାସ୍‌ ହୋଇଛି। ଗ୍ରାହକଙ୍କ ସ୍ବାର୍ଥ ରକ୍ଷା ଦିଗରେ ଏହି ବିଲ୍‌ ସହାୟକ ହେବ ବୋଲି ବିଶେଷଜ୍ଞମାନେ କହିଛନ୍ତି। ବିଲ୍‌ କାର୍ଯ୍ୟକାରୀ ହେଲେ ଏକ କେନ୍ଦ୍ରୀୟ ଖାଉଟି ସୁରକ୍ଷା କର୍ତ୍ତୃପକ୍ଷ(ସିସିପିଏ) ଗଠନ ହେବ। ବର୍ତ୍ତମାନ…

ଏସ୍‌ବିଆଇ ଜମା ସୁଧ ହାର ହ୍ରାସ

ନୂଆଦିଲ୍ଲୀ,୩୦-୭: ଦେଶର ସର୍ବବୃହତ ବ୍ୟାଙ୍କ ଏସ୍‌ବିଆଇ ଜମା ଉପରେ ସୁଧ ହାର ହ୍ରାସ ଘୋଷଣା କରିଛି। ସୋମବାର ବ୍ୟାଙ୍କ ପକ୍ଷରୁ ଏକ ବିବୃତି ଜାରି କରି କୁହାଯାଇଛି ଯେ ସ୍ବଳ୍ପ ମିଆଦିର ୧୭୯ ଦିନ ପାଇଁ ସାବଧି ଜମା ଉପରେ ୫୦ରୁ…

ଷ୍ଟକ୍‌ ମାର୍କେଟକୁ ଆସିବ ଏଲ୍‌ଆଇସି

ନୂଆଦିଲ୍ଲୀ,୩୦-୭: ମୋଦି ସରକାର ଦେଶର ସର୍ବବୃହତ ଜୀବନ ବୀମା କମ୍ପାନୀ(ଏଲ୍‌ଆଇସି)କୁ ଷ୍ଟକ୍‌ ମାର୍କେଟରେ ତାଲିକାଭୁକ୍ତ କରିବାକୁ ଯୋଜନା କରୁଛନ୍ତି। ଚଳିତ ଆର୍ଥିକ ବର୍ଷରେ ପୁଞ୍ଜିପ୍ରତ୍ୟାହାରରୁ ଅଧିକ ମାତ୍ରାରେ ଅର୍ଥ ଯୋଗାଡ କରିବା ଲାଗି ସରକାର ବଦ୍ଧ ପରିକର। ଏହାର ଅଂଶ ସ୍ବରୂପ…

ଶୁକ୍ରବାର ସୁପ୍ରିମକୋର୍ଟରେ ମାଲ୍ୟା ମାମଲାର ଶୁଣାଣି

ନୂଆଦିଲ୍ଲୀ,୩୦-୭: ସମ୍ପତ୍ତି ବାଜ୍ୟାପ୍ତ କରିବା ଉପରେ ରହିତାଦେଶ ଜାରି କରିବା ଲକ୍ଷ୍ୟରେ ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ଆଗତ ମାମଲାର ଶୁଣାଣି ଆସନ୍ତା ଶୁକ୍ରବାର ହେବ। ନିମ୍ନ ଅଦାଲତ ପକ୍ଷରୁ ତାଙ୍କର ଓ ତାଙ୍କ ପରିବାରର ସମ୍ପତ୍ତି ବାଜ୍ୟାପ୍ତ…

ଛଟେଇ ହେବେ ୩ଲକ୍ଷ ଅପାରଗ ରେଲଓ୍ବେ କର୍ମଚାରୀ

ନୂଆଦିଲ୍ଲୀ,୨୨-୭: କାମରେ ଫାଙ୍କୁଥିବା ଅଥବା ଅପାରଗ ରେଲଓ୍ବେ କର୍ମଚାରୀ ବିଦା ହେବେ। ଜୋନାଲ ଅଫିସ୍‌କୁ ଏଭଳି କର୍ମଚାରୀଙ୍କ ତାଲିକା ପ୍ରସ୍ତୁତ କରିବାକୁ ରେଲଓ୍ବେ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ୫୫ବର୍ଷ ଟପିଯାଇଥିବା ଅଥବା ୨୦୨୦ ପ୍ରଥମ ତ୍ରୈମାସ ସୁଦ୍ଧା ରେଲଓ୍ବେରେ ୩୦…

ରେପୋ ରେଟ୍‌ ହ୍ରାସର ସଙ୍କେତ ଦେଲେ ସୀତାରାମନ୍‌

ନୂଆଦିଲ୍ଲୀ,୩୦-୭: ଅଗଷ୍ଟ ପ୍ରଥମ ସପ୍ତାହରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ମୁଦ୍ରାନୀତି ସମୀକ୍ଷା ବୈଠକ ବସିବାକୁ ଯାଉଛି। ଏହାପୂର୍ବରୁ ରେପୋ ରେଟ୍‌ ହ୍ରାସ ପାଇବା ନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସଙ୍କେତ ଦେଇଛନ୍ତି। ମିିଡିଆ ସହ ଆଲୋଚନା କାଳରେ ସେ କହିଛନ୍ତି…

ପାର୍ଲାମେଣ୍ଟରେ ଆଗତ ହୋଇଛି ବିଲ୍‌;ଓଭରଟାଇମ୍‌ ପାଇଁ ଲିଖିତ ଅନୁମତି ଆବଶ୍ୟକ

ନୂଆଦିଲ୍ଲୀ,୩୦-୭: ମୋଦି ସରକାରଙ୍କ ପ୍ରସ୍ତାବ ଲାଗୁ ହେଲେ ସମସ୍ତ କମ୍ପାନୀ ଓ ପ୍ରତିଷ୍ଠାନର କର୍ମଚାରୀଙ୍କ ଉପରେ ନିଯୁକ୍ତିଦାତା ଆଉ ହାକିମାତି ଦେଖାଇପାରିବେ ନାହିଁ। କାମ ଶେଷ ପାଇଁ ଓଭର ଟାଇମର ଆବଶ୍ୟକତା ହେଲେ ନିଯୁକ୍ତିଦାତାଙ୍କୁ ସମ୍ପୃକ୍ତ କର୍ମଚାରୀଙ୍କ ଠାରୁ ଏଥିପାଇଁ ଲିଖିତ…

ସର୍ବଶ୍ରେଷ୍ଠ ସିଇଓ ତାଲିକାରେ ମିତ୍ତଲ,ମୁକେଶ

ନୂଆଦିଲ୍ଲୀ,୩୦-୭: ବିଶ୍ୱର ସର୍ବଶ୍ରେଷ୍ଠ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ତାଲିକାରେ ଦେଶର ସବୁଠାରୁ ଧନୀ ବ୍ୟକ୍ତି ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ମୁଖ୍ୟ ମୁକେଶ ଅମ୍ବାନୀ, ଇଣ୍ଡିଆନ ଅଏଲ କର୍ପୋରେଶନର ଚେୟାରମ୍ୟାନ୍‌ ସଞ୍ଜୀବ ସିଂ ଓ ଓଏନ୍‌ଜିସି ପ୍ରମୁଖ ଶଶି ଶଙ୍କର ସାମିଲ ହୋଇଛନ୍ତି।…

ବାଇଜୁସ୍‌ର ରବିନ୍ଦ୍ରନ ଦେଶର ନୂଆ କୋଟିପତି;ଟ୍ୟୁସନରୁ ମିଳିଥିଲା ଆପ୍‌ ତିଆରି ଆଇଡିଆ

ନୂଆଦିଲ୍ଲୀ,୩୦-୭: ଏକଦା ଟ୍ୟୁସନ ପଢ଼ାଉଥିବା ବାଇଜୁ ରବିନ୍ଦ୍ରନ ଆଜି ଭାରତର ନୂଆ କୋଟିପତି ଭାବେ ପରିଗଣିତ ହେଉଛନ୍ତି। ଗତ ୮ ବର୍ଷ ଭିତରେ ତାଙ୍କ ସମ୍ପତ୍ତି ପରିମାଣ ୪୨ ହଜାର କୋଟି ଟଙ୍କା( ୬ ବିଲିୟନ ଡଲାର)ରେ ପହଞ୍ଚତ୍ୟାଇଛି। ତାଙ୍କ କମ୍ପାନୀ…

ପ୍ଲାଟଫର୍ମ ଟିକେଟ ବିକି ରେଳଓ୍ବେର ୧୩୯ କୋଟି ଆୟ

ନୂଆଦିଲ୍ଲୀ,୨୯-୭: ଭାରତୀୟ ରେଲଓ୍ବେ ଯାତ୍ରୀ ଭଡ଼ା ନ ବଢ଼ାଇ ଆୟ କରିବା ଲାଗି ବିକଳ୍ପ ପନ୍ଥା ଆପଣାଇଛି। ଏହିକ୍ରମରେ ଏହା ପ୍ଲାଟଫର୍ମ ଟିକେଟ ବିକ୍ରି କରି ୨୦୧୮-୧୯ରେ ୧୩୯.୨ କୋଟି ଟଙ୍କା ଆୟ କରିଛି। ଏହାବ୍ୟତୀତ ଏହି ସମୟରେ ବିଜ୍ଞାପନ ଓ…

ସଡ଼କ ଦୁର୍ଘଟଣା, ଗାଡି ଚୋରି ରୋକିବା ଲାଗି ପେଟେଣ୍ଟ ଆବେଦନ କଲେ ୭ମ ଶ୍ରେଣୀ ଛାତ୍ର

ନୂଆଦିଲ୍ଲୀ,୨୯-୭: ସପ୍ତମ ଶ୍ରେଣୀରେ ପଢ଼ୁଥିବା ଜଣେ ଛାତ୍ର ସଡ଼କ ଦୁର୍ଘଟଣା ତଥା ଗାଡି ଚୋରି ରୋକିବା ଲାଗି କେତେକ ଆପ୍‌ ତିଆରି କରିଛନ୍ତି। ମାତ୍ର ୧୨ ବର୍ଷ ବୟସର ଏହି ଛାତ୍ରଙ୍କ ପକ୍ଷରୁ ଏବେ ସୁଦ୍ଧା ୩ ପେଟେଣ୍ଟ ଆବେଦନ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri