ବାଣିଜ୍ୟ

ବିଦେଶୀ ସଭରେନ ବଣ୍ଡ ଯୋଜନା; ପୁନର୍ବିଚାର ଲାଗି ସୀତାରାମନ୍‌ ଅରାଜି

ନୂଆଦିଲ୍ଲୀ,୨୯-୭: ବିଦେଶୀ ସଭରେନ ବଣ୍ଡ ଜାରି କରି ଭାରତ ପ୍ରାୟ ୧୦ ବିଲିୟନ ଡଲାର ଋଣ ଆଣିବାକୁ ବିଚାର କରୁଛି। ଏହାକୁ ଦେଶର ବହୁ ନାମିଦାମୀ ଅର୍ଥନୀତିଜ୍ଞ ବିରୋଧ କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍‌ଓ) ଏହାର ପୁନର୍ବିଚାର କରିବାକୁ…

କ୍ଷୁଦ୍ର ବ୍ୟବସାୟୀଙ୍କ ଭାଗ୍ୟ ବଦଳାଇ ଦେଲେ ଜ୍ୟାକ୍‌ ମା

ବେଜିଂ,୨୯-୭: ଚାଇନାର ସବୁଠାରୁ ଧନବାନ ବ୍ୟକ୍ତି ତଥା ଇ-କମର୍ସ କମ୍ପାନୀ ଆଲିବାବାର ପ୍ରତିଷ୍ଠାତା ଅଧ୍ୟକ୍ଷ ଜ୍ୟାକ୍‌ ମା ଦେଶର କ୍ଷୁଦ୍ର ବ୍ୟବସାୟୀଙ୍କ ଭାଗ୍ୟ ବଦଳାଇ ଦେଇଛନ୍ତି। ତାଙ୍କ ଦ୍ୱାରା ପ୍ରତିଷ୍ଠିତ ମାଇବ୍ୟାଙ୍କ(ଅନ୍‌ଲାଇନ ବ୍ୟାଙ୍କ) ଗତ ୪ ବର୍ଷ ମଧ୍ୟରେ ଛୋଟ ବ୍ୟବସାୟୀଙ୍କୁ…

ସମ୍ପତ୍ତି ବାଜ୍ୟାପ୍ତକୁ ବିରୋଧ;ସୁପ୍ରିମକୋର୍ଟରେ ମାଲ୍ୟାଙ୍କ ଆବେଦନ

ନୂଆଦିଲ୍ଲୀ,୨୯-୭: ପ୍ରତ୍ୟର୍ପଣ ମାମଲାର ସାମ୍ନା କରୁଥିବା ପଳାତକ ମଦ ବ୍ୟବସାୟୀ ବିଜୟ ମାଲ୍ୟା ଶନିବାର ସୁପ୍ରିମକୋର୍ଟରେ ସମ୍ପତ୍ତି ବାଜ୍ୟାପ୍ତ ରୋକିବାକୁ ନେଇ ମାମଲା ଦାଏର କରିଛନ୍ତି। ତାଙ୍କର ତଥା ତାଙ୍କ ପରିବାରର ସମ୍ପତ୍ତି ବାଜ୍ୟାପ୍ତ ଉପରେ ରହିତାଦେଶ ଜାରି କରିବାକୁ ମାଲ୍ୟା…

ଦ୍ୱୈତ ଭୋଟିଂ ବ୍ୟବସ୍ଥାରେ ନିଯୁକ୍ତ ହେବେ ସ୍ବାଧୀନ ନିର୍ଦ୍ଦେଶକ

ନୂଆଦିଲ୍ଲୀ,୨୯-୭: ଦେଶରେ କର୍ପୋରେଟ ଦୁର୍ନୀତି କ୍ରମାଗତ ବଢ଼ିଚାଲିଛି। ସେମାନେ ପାଣ୍ଠିର ଦୁରୁପଯୋଗ କରୁଥିବାର ବହୁ ଘଟଣାର ପର୍ଦ୍ଦାଫାଶ ହେବାରେ ଲାଗିଛି। ଇନ୍‌ଫ୍ରାଷ୍ଟ୍ରକ୍‌ଚର ଲିଜିଂ ଆଣ୍ଡ ଫାଇନାନ୍ସିଆଲ ସର୍ଭିସେସ୍‌ ଏହାର ଜ୍ୱଳନ୍ତ ଉଦାହରଣ। ଏଭଳି ଦୁର୍ନୀତି ରୋକିବାରେ କମ୍ପାନୀ ବୋର୍ଡରେ ନିଯୁକ୍ତ ହେଉଥିବା…

ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କକୁ ଷ୍ଟକ୍‌ ମାର୍କେଟରେ ସାମିଲ ଯୋଜନା

ନୂଆଦିଲ୍ଲୀ,୨୯-୭: କେନ୍ଦ୍ର ସରକାର ଚଳିତ ଆର୍ଥିକ ବର୍ଷରେ ଆର୍ଥିକ ଦୃଷ୍ଟିରୁ ଶକ୍ତିଶାଳୀ ୩ରୁ୪ ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କ(ଆର୍‌ଆର୍‌ବି)କୁ ଷ୍ଟକ୍‌ମାର୍କେଟରେ ତାଲିକାଭୁକ୍ତ କରିବାକୁ ପ୍ରସ୍ତୁତି ଚଳାଇଛନ୍ତି। ପ୍ରାପ୍ତ ସୂତ୍ର ଅନୁଯାୟୀ ମିଶ୍ରଣ ପ୍ରକ୍ରିୟା ଶେଷ ହେବା ପରେ ଆର୍‌ଆର୍‌ବିଙ୍କ ଇନିସିଆଲ ପବ୍ଲିକ୍‌ ଅଫରିଂ(ଆଇପିଓ)…

୮୦ ହଜାର ପର୍ଯ୍ୟନ୍ତ ଶସ୍ତା ହେବ ଇଲେକ୍ଟ୍ରିକ ଯାନ

ନୂଆଦିଲ୍ଲୀ,୨୮-୭: ପେଟ୍ରୋଲ ଓ ଡିଜେଲ ଗାଡ଼ି ଯୋଗୁ ସୃଷ୍ଟି ହେଉଥିବା ବାୟୁ ପ୍ରଦୂଷଣକୁ ହ୍ରାସ କରିବା ଲାଗି କେନ୍ଦ୍ର ସରକାର ଏବେ ଇଲେକ୍ଟ୍ରିକ ଯାନ ପ୍ରଚଳନ ଉପରେ ଜୋର୍‌ ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଜିଏସ୍‌ଟି କାଉନସିଲ୍‌ ଶନିବାର ଇ-ଯାନ ଉପରେ…

ମହଙ୍ଗା ହେବ ପେଟ୍ରୋଲ, ଡିଜେଲ ଗାଡ଼ି କ୍ରୟ;ପଞ୍ଜୀକରଣ, ନବୀକରଣ ବହୁଗୁଣା ବୃଦ୍ଧି

ନୂଆଦିଲ୍ଲୀ,୨୮-୭: କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ଗାଡ଼ି କିଣାକୁ ନିରୁତ୍ସାହିତ କରିବା ତଥା ପୁରୁଣା ଗାଡ଼ିଗୁଡ଼ିକୁ ପର୍ଯ୍ୟାୟକ୍ରମେ ସଡ଼କରୁ ହଟାଇବାକୁ ଚାହୁଁଛନ୍ତି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ ପାରମ୍ପରିକ ଇନ୍ଧନରେ ଚାଲୁଥିବା ଗାଡ଼ିର ନୂଆ ପଞ୍ଜୀକରଣ…

କମ୍ପୋଜିଶନ ସ୍କିମ୍‌ ଚୟନ ଅବଧି ବୃଦ୍ଧି

ନୂଆଦିଲ୍ଲୀ,୨୮-୭: କ୍ଷୁଦ୍ର ବ୍ୟବସାୟୀଙ୍କୁ ଆଶ୍ୱସ୍ତ କରିବାକୁ ଯାଇ ଜିଏସ୍‌ଟି କାଉନସିଲ୍‌ କମ୍ପୋଜିଶନ ସ୍କିମ୍‌କୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବାର୍ଷିକ କାରବାର କରୁଥିବା ସର୍ଭିସ୍‌ ପ୍ରୋଭାଇଡର(ସେବା ପ୍ରଦାନକାରୀ) ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଏହି ସ୍କିମ୍‌…

ଜିଓ ଦେଶର ସବୁଠୁ ବଡ଼ ଟେଲିକମ କମ୍ପାନୀ

ନୂଆଦିଲ୍ଲୀ,୨୮-୭: ମୁକେଶ ଅମ୍ବାନୀଙ୍କ ମାଲିକାନାରେ ଥିବା ରିଲାଏନ୍ସ ଜିଓ ଲଞ୍ଚ ହେବାର ମାତ୍ର ୩ ବର୍ଷ ମଧ୍ୟରେ ଦେଶର ସର୍ବବୃହତ ଟେଲିକମ କମ୍ପାନୀ ହୋଇପାରିଛି। କମ୍ପାନୀର ଉପଭୋକ୍ତା ସଂଖ୍ୟା ଏବେ ୩୩.୧୩ କୋଟିରେ ପହଞ୍ଚତ୍ଛି। ଅନ୍ୟପକ୍ଷରେ ଭୋଡାଫୋନ-ଆଇଡିଆର ଗ୍ରାହକ ସଂଖ୍ୟା ହ୍ରାସ…

ବିଶ୍ୱ ଅର୍ଥନୀତି ଅସ୍ଥିରତା ଆଡ଼କୁ ଗତି କରୁଛି: ଶକ୍ତିକାନ୍ତ

ନୂଆଦିଲ୍ଲୀ,୨୮-୭: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ବିଶ୍ୱ ଅର୍ଥନୀତିକୁ ନେଇ ନିଜର ମତପୋଷଣ କରିଛନ୍ତି। ଭି.ଶ୍ରୀନିବାସଙ୍କ ଦ୍ୱାରା ଲିଖିତ ‘ଇଣ୍ଡିଆଜ ରିଲେଶନ୍ସ ଓ୍ବିଥ୍‌ ଇଣ୍ଟରନ୍ୟାଶନାଲ ମନିଟାରୀ ଫଣ୍ଡ’ ଶୀର୍ଷକ ଏକ ପୁସ୍ତକର ଉନ୍ମୋଚନ ଉତ୍ସବରେ ଯୋଗ ଦେଇ ସେ…

ସୋମବାରଠାରୁ ୭ମ ଅର୍ଥନୈତିକ ଜନଗଣନା ଆରମ୍ଭ

ନୂଆଦିଲ୍ଲୀ,୨୮-୭: କେନ୍ଦ୍ର ସରକାର ସୋମବାରଠାରୁ ସାରାଦେଶରେ ୭ମ ଅର୍ଥନୈତିକ ଜନଗଣନା ଆରମ୍ଭ କରିବେ। ଉତ୍ତର-ପୂର୍ବ ରାଜ୍ୟ ତ୍ରିପୁରାରୁ ଏହି ଜନଗଣନା କାର୍ଯ୍ୟ ଆରମ୍ଭ ହେବ। ଦେଶରେ କେତେ ସଂଖ୍ୟାରେ ବ୍ୟବସାୟିକ ପ୍ରତିଷ୍ଠାନ ରହିଛି, କିଏ କେଉଁପ୍ରକାର ବ୍ୟବସାୟ କରୁଛନ୍ତି ଆଦି ସମ୍ପର୍କରେ…

ଆମେରିକା ଦେବନି ଅନୁଚିତ ଲାଭ;ବିକାଶଶୀଳ ରାଷ୍ଟ୍ର ନିରୂପଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୮-୭: ଭାରତ ସମେତ ବିକାଶଶୀଳ ରାଷ୍ଟ୍ର ପଛରେ ପଡିଯାଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ବିକାଶଶୀଳ ରାଷ୍ଟ୍ରର ଦ୍ୱାହି ଦେଇ ଆମେରିକା ଠାରୁ ଅନୁଚିତ ଲାଭ ନେଉଥିବା ଭାରତ ସମେତ ସମସ୍ତ ବିକାଶଶୀଳ ରାଷ୍ଟ୍ରକୁ ଆଉ କୌଣସି ପ୍ରକାର ସୁବିଧାସୁଯୋଗ ଦେବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri