ବାଣିଜ୍ୟ

ପାଇକାରୀ ମୁଦ୍ରାସ୍ଫୀତି ୦.୩୩%

ନୂଆଦିଲ୍ଲୀ,୧୫-୧୦: ଚଳିତ ବର୍ଷ ସେପ୍ଟେମ୍ବରରେ ପାଇକାରି ମୂଲ୍ୟ ଭିତ୍ତିକ ମୁଦ୍ରାସ୍ଫୀତି(ଡବ୍ଲ୍ୟୁପିଆଇ) ୦.୩୩% ସ୍ତରରେ ରହିଛି। ଏହା ଅଗଷ୍ଟରେ ୧.୦୮% ରହିଥିବା ସୋମବାର ସରକାରୀ ଡାଟାରୁ ଜଣାପଡିଛି। ଗତ ବର୍ଷ ସମାନ ସମୟରେ ଏହା ୫.୨୨% ରହିଥିଲା। ୩ ବର୍ଷରେ ପାଇକାରୀ ମୁଦ୍ରାସ୍ଫୀତି…

ଖୁଚୁରା ମୁଦ୍ରାସ୍ଫୀତି ୩.୯୯%କୁ ବଢିଲା

ନୂଆଦିଲ୍ଲୀ,୧୫-୧୦: ଚଳିତ ବର୍ଷ ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ୩.୯୯%କୁ ବୃଦ୍ଧି ଘଟିଛି। ଘରୋଇ ବଜାରରେ ଖାଦ୍ୟ ସାମଗ୍ରୀ ଦରଦାମ ବଢିବାରୁ ଏଭଳି ସ୍ଥିତି ଉପୁଜିଥିବା ସରକାରଙ୍କ ଡାଟାରୁ ଜଣାପଡିଛି। ଖାଉଟି ମୂଲ୍ୟ ସୂଚୀ(ସିପିଆଇ) ଭିତ୍ତିକ ମୁଦ୍ରାସ୍ଫୀତି ଅଗଷ୍ଟରେ ୩.୨୮% ରହିଥିଲା। ୨୦୧୮…

ଇଣ୍ଟରନ୍ୟାଶନାଲ ଟ୍ରେଡ ଫେୟାରକୁ ବିପୁଳ ରେସ୍‌ପନ୍ସ

ଭୁବନେଶ୍ୱର,୧୫-୧୦: ସ୍ଥାନୀୟ ଜନତା ମୈଦାନଠାରେ ଚାଲୁଥିବା ଭୁବନେଶ୍ୱର ଇଣ୍ଟରନ୍ୟାଶନାଲ ଟ୍ରେଡ ଫେୟାରକୁ ଗ୍ରାହକଙ୍କ ପକ୍ଷରୁ ଭଲ ରେସ୍‌ପନ୍ସ ମିଳୁଛି। ଚତୁର୍ଥଥର ପାଇଁ ଏହା ଆୟୋଜନ ହୋଇଥିବା ବେଳେ ଦେଶ ବିଦେଶର ବିଭିନ୍ନ ସାମଗ୍ରୀ କ୍ରୟ ଲାଗି ଏଠାରେ ଲୋକଙ୍କ ଭିଡ଼ ଜମୁଥିବା…

ଆଇଆର୍‌ସିଟିସି ଶେୟାର ଦାମ୍‌ ହେଲା ଦୁଇଗୁଣାରୁ ଅଧିକ: ନିବେଶକ ମାଲାମାଲ୍‌

ନୂଆଦିଲ୍ଲୀ,୧୪।୧୦: ଇଣ୍ଡିଆନ୍‌ ରେଲଓ୍ବେ କ୍ୟାଟରିଂ ଆଣ୍ଡ୍‌ ଟୁରିଜିମ୍‌ କର୍ପୋରେଶନ୍‌ (ଆଇଆର୍‌ସିଟିସି)ର ଶେୟାର ଦାମ୍‌ରେ ସୋମବାର ୧୦୧ ପ୍ରତିଶତ ପ୍ରିମିୟମ୍‌ ବୃଦ୍ଧି ପାଇ ଏହା ଇସ୍ୟୁ ଦାମ୍‌ ତୁଳନାରେ ଦୁଇଗୁଣାରୁ ଅଧିକ ହୋଇଯାଇଛି। ଏହାର ଇସ୍ୟୁ ଦାମ୍‌ ଶେୟାର ପିଛା ୩୨୦ଟଙ୍କା ଥିଲା।…

ମାନ୍ଦାବସ୍ଥା ମନ୍ତବ୍ୟକୁ ନେଇ ଟ୍ରୋଲ୍‌ ହେଲେ ରବିଶଙ୍କର

ନୂଆଦିଲ୍ଲୀ,୧୪-୧୦: ଅର୍ଥନୀତିରେ ମାନ୍ଦାବସ୍ଥା ନ ଥିବାରୁ ଗୋଟିଏ ଦିନରେ ରିଲିଜ ହୋଇଥିବା ୩ ସିନେମା ୧୨୦ କୋଟି ଟଙ୍କା ବ୍ୟବସାୟ କରିଥିବା କହି ସୋସିଆଲ ମିଡିଆରେ କେନ୍ଦ୍ର ଆଇନ ମନ୍ତ୍ରୀ ରବି ଶଙ୍କର ପ୍ରସାଦ ରବିବାର ଟ୍ରୋଲ ହୋଇଛନ୍ତି। ଅର୍ଥନୀତି ନେଇ…

ଭାରତ ଏବେ ବି ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି

ଓ୍ବାଶିଂଟନ,୧୪-୧୦: ଭାରତ ବିଶ୍ୱ ମାନ୍ଦାବସ୍ଥା ଦ୍ୱାରା ଗଭୀର ଭାବେ ପ୍ରଭାବିତ ହୋଇ ଥିଲେ ମଧ୍ୟ ଏବେ ବି ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ହୋଇ ରହିଛି। ୨୦୧୯ ଲାଗି ଭାରତର ଅଭିବୃଦ୍ଧି ପୂର୍ବାନୁମାନକୁ ୬%କୁ ହ୍ରାସ କରାଯାଇଥିଲେ ମଧ୍ୟ ଭାରତ ନିକଟରେ ଅଭିବୃଦ୍ଧିର…

ଅଭିବୃଦ୍ଧି ଆକଳନ ୬%କୁ ହ୍ରାସ କଲା ବିଶ୍ୱବ୍ୟାଙ୍କ

ଓ୍ବାଶିଂଟନ,୧୪-୧୦: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ବିଶ୍ୱବ୍ୟାଙ୍କ ଚଳିତ ଆର୍ଥତ୍କ ବର୍ଷ ଲାଗି ଭାରତର ଅଭିବୃଦ୍ଧି ପୂର୍ବାନୁମାନ ୬%କୁ ହ୍ରାସ କରିଛି। ନିକଟରେ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍‌ଏଫ୍‌) ଦେଶର ଅଭିବୃଦ୍ଧି ଆକଳନକୁ କମ୍‌ କରିଥିଲା। ୨୦୧୯-୨୦ ଆର୍ଥତ୍କ ବର୍ଷରେ…

ଶିବାଜୀରାଓ ସମବାୟ ବ୍ୟାଙ୍କରେ ୩୦୦ କୋଟିର ଠକେଇ

ନୂଆଦିଲ୍ଲୀ,୧୪-୧୦: ପଞ୍ଜାବ ଏବଂ ମହାରାଷ୍ଟ୍ର କୋଅପରେଟିଭ(ପିଏମ୍‌ସି) ବ୍ୟାଙ୍କରେ ଋଣ ଠକେଇ ପରେ ଏବେ ମହାରାଷ୍ଟ୍ରର ଆଉ ଏକ ବ୍ୟାଙ୍କରେ ଏଭଳି ଘଟଣା ସାମ୍ନାକୁ ଆସିଛି। ଶିବାଜୀ ରାଓ ଭୋସଲେ ସମବାୟ ବ୍ୟାଙ୍କରେ ପ୍ରାୟ ୩୦୦ କୋଟି ଟଙ୍କାର ଋଣ ଠକେଇ ମାମଲା…

ପୁଞ୍ଜି ବଜାରରୁ ଏଫ୍‌ପିଆଇ ଉଠାଇନେଲେ ୬,୨୦୦ କୋଟି

ନୂଆଦିଲ୍ଲୀ,୧୪-୧୦: ଚଳିତ ମାସ ୨ ସପ୍ତାହରେ ଫରେନ ପୋର୍ଟଫୋଲିଓ ଇନଭେଷ୍ଟର(ଏଫ୍‌ପିଆଇ)ମାନେ ଦେଶର ପୁଞ୍ଜି ବଜାରରୁ ୬,୨୦୦ କୋଟି ଟଙ୍କା ପ୍ରତ୍ୟାହର କରି ନେଇଛନ୍ତି। ବିଶ୍ୱ ମାନ୍ଦାବସ୍ଥା ଏବଂ ବାଣିଜ୍ୟ ଯୁଦ୍ଧ ଭଳି ବିଭିନ୍ନ ପ୍ରସଙ୍ଗକୁ ନେଇ ଏଭଳି ଘଟଣା ଦେଖାଯାଇଥିବା ବଜାର…

ବ୍ୟାଙ୍କ ସିଇଓଙ୍କୁ ଆଜି ଭେଟିବେ ସୀତାରାମନ

ନୂଆଦିଲ୍ଲୀ,୧୪-୧୦: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସୋମବାର ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସିଇଓଙ୍କୁ ଭେଟିବେ। ଅର୍ଥନୀତିରେ ସୁଧାର ଆଣିବା ଲାଗି ବ୍ୟାଙ୍କଗୁଡ଼ିକର କାର୍ଯ୍ୟଧାରାକୁ ସେ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ବ୍ୟାଙ୍କଗୁଡିକର ଋଣ ପ୍ରଦାନ ସ୍ଥିତି ଭଳି ଅନ୍ୟାନ୍ୟ ପ୍ରମୁଖ ପ୍ରସଙ୍ଗ…

ଜିଏସ୍‌ଟି ରାଜସ୍ବରେ ଉନ୍ନତି ଲାଗି କମିଟି ବୈଠକ ମଙ୍ଗଳବାର

ନୂଆଦିଲ୍ଲୀ,୧୪-୧୦: ଜିଏସ୍‌ଟି ରାଜସ୍ବରେ ଉନ୍ନତି ଆଣିବା ଲାଗି ସରକାର ଗଠନ କରିଥିବା ଉଚ୍ଚ ସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହେବ। ଗତ ସପ୍ତାହରେ ଏହି କମିଟି ଗଠନ ହୋଇଥିଲା। ଜିଏସ୍‌ଟି ସଂଗ୍ରହରେ ଉନ୍ନତି ଆଣିବା ଲାଗି ଉକ୍ତ କମିଟି…

ଗୋକୁଲର ନୂଆ ଆଉଟଲେଟ୍‌

ଭୁବନେଶ୍ୱର,୧୪-୧୦: ଗୋକୁଲ୍‌ ବେକରୀର ୧୧ତମ ଆଉଟ୍‌ଲେଟ କଟକର କଲେଜ ଛକଠାରେ ଖୋଲିଛି। ଗୋକୁଲର ପ୍ରତିଷ୍ଠାତା ଅଶୋକ ଅଗରଓ୍ବାଲ ଏବଂ ଅମିତ ସିଂଘାନିଆ ଏହାକୁ ଉନ୍ମୋଚନ କରିଥିଲେ। ଏଠାରେ ଗ୍ରାହକମାନେ ବେକରୀ ଉତ୍ପାଦ, ଡିଜାଇନେର କେକ୍‌, କୁକିଜ୍‌, ପିଜା, ବର୍ଗର, ସ୍ନାକ୍ସ, ମକ୍‌ଟେଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?