ବାଣିଜ୍ୟ

ଇସ୍ତଫା ଦେଲେ ଏୟାର ଇଣ୍ଡିଆର ୧୨୦ ପାଇଲଟ

ନୂଆଦିଲ୍ଲୀ,୧୪ା୧୦: ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆର ୧୨୦ ପାଇଲଟ ସାମୂହିକ ଭାବେ ଇସ୍ତଫା ଦେଇଛନ୍ତି। ବେତନ ଏବଂ ପଦୋନ୍ନତିକୁ ନେଇ ଏହି ପାଇଲଟମାନେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏ-୩୨୦ ଏୟାରବସର ୧୨୦ ପାଇଲଟଙ୍କ ଦାବି ପୂରଣ ନ ହେବାରୁ ସେମାନେ…

ଦେଶରେ ମାନ୍ଦାବସ୍ଥା ନାହିଁ: ରବି ଶଙ୍କର ପ୍ରସାଦ

ନୂଆଦିଲ୍ଲୀ,୧୩-୧୦: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ପ୍ରସଙ୍ଗକୁ କେନ୍ଦ୍ର ଆଇନ ମନ୍ତ୍ରୀ ରବି ଶଙ୍କର ପ୍ରସାଦ ଖଣ୍ଡନ କରିଛନ୍ତି। ତାଙ୍କ ଯୁକ୍ତିକୁ ପ୍ରମାଣିତ କରିବା ପାଇଁ ସେ ସିନେମାରୁ ହେଉଥିବା ଆୟର ସାହାରା ନେଇଛନ୍ତି। ସେ କହିଛନ୍ତି ୨ ଅକ୍ଟୋବରରେ ରିଲିଜ…

କୋଟିପତି ଟିକସଦାତାଙ୍କ ସଂଖ୍ୟାରେ ୨୦% ବୃଦ୍ଧି

ନୂଆଦିଲ୍ଲୀ,୧୩-୧୦: ୨୦୧୮-୧୯ ଆସେସମେଣ୍ଟ ବର୍ଷରେ ଦେଶ ମଧ୍ୟରେ କୋଟିପତି ଟିକସଦାତାଙ୍କ ସଂଖ୍ୟା ୨୦% ବୃଦ୍ଧି ଘଟିଥିବା ଆୟକର ବିଭାଗ ପକ୍ଷରୁ ସୂଚନା ରହିଛି। କୋଟିପତି ଟିକସଦାତାଙ୍କ ସଂଖ୍ୟା ୯୭,୬୮୯କୁ ବଢିଥିବା ରାଜସ୍ବ ବିଭାଗ ପକ୍ଷରୁ କୁହାଯାଇଛି।୨୦୧୭-୧୮ ଆସେସମେଣ୍ଟ ବର୍ଷରେ ୧ କୋଟି…

ସତର୍କ କରାଇଲେ ରଘୁରାମ ରାଜନ; ସଙ୍କଟ ଆଡକୁ ମୁହାଁଉଛି ଭାରତୀୟ ଅର୍ଥନୀତି

ନୂଆଦିଲ୍ଲୀ,୧୩-୧୦: ଦେଶର ବିତ୍ତୀୟ ନିଅଣ୍ଟ ବଢୁଥିବା ବେଳେ ଏହା ଘରୋଇ ବଜାରକୁ ଖରାପସ୍ଥିତି ଆଡକୁ ଟାଣି ନେଉଛି। ଏଭଳି ବିଭିନ୍ନ କାରଣ ଲାଗି ଭାରତର ଅର୍ଥ ବ୍ୟବସ୍ଥା ଘୋର ସଙ୍କଟ ଆଡକୁ ଗତି କରୁଛି। ବିମୁଦ୍ରୀକରଣ ଏବଂ ଠିକ୍‌ ଭାବେ କାର୍ଯ୍ୟକାରୀ…

ପିଏମ୍‌ସିଠାରୁ ଋଣ ନେଇ ଜମି କିଣିଛି ଏଚ୍‌ଡିଆଇଏଲ୍‌

ନୂଆଦିଲ୍ଲୀ,୧୩-୧୦: ପଞ୍ଜାବ ଏବଂ ମହାରାଷ୍ଟ୍ର କୋଅପରେଟିଭ(ପିଏମ୍‌ସି) ବ୍ୟାଙ୍କଠାରୁ ଋଣ ନେଇ ଏଚ୍‌ଡିଆଇଏଲ ଜମି କିଣିଛି। ଏହି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ୨୧୦୦ ଏକର ଜମିର ପତ୍ତା ଲଗାଇଛି। ବ୍ୟାଙ୍କ ଉକ୍ତ ସଂସ୍ଥାକୁ ବୃହତ୍‌ ପରିମାଣର ଋଣ ଦେଇ ଏବେ ନିୟାମକ କଟକଣାର…

ପିଏମ୍‌ସି ବ୍ୟାଙ୍କ ସମସ୍ୟା ସମାଧାନକୁ ଗୁରୁତ୍ୱ ଦିଆଯାଇଛି: ସୀତାରାମନ

ନୂଆଦିଲ୍ଲୀ,୧୩-୧୦: ପଞ୍ଜାବ ଏବଂ ମହାରାଷ୍ଟ୍ର କୋଅପରେଟିଭ୍‌ (ପିଏମ୍‌ସି) ବ୍ୟାଙ୍କ ଜମାକାରୀଙ୍କୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ଆଶ୍ୱାସନା ଦେଇଛନ୍ତି। ଏହି ମାମଲା ଉପରେ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସଙ୍କ ସହ ଆଲୋଚନା କରିଥିବା ସୀତାରାମନ କହିଛନ୍ତି। ସେ କହିଛନ୍ତି ଯେ,…

ଭୂଷଣ ଷ୍ଟିଲର ୪ ହଜାର କୋଟି ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୧୩-୧୦: ଭୂଷଣ ପାଓ୍ବାର ଆଣ୍ଡ ଷ୍ଟିଲ ଲିମିଟେଡ(ବିପିଏସ୍‌ଏଲ୍‌)ର ୪ ହଜାର କୋଟି ଟଙ୍କାର ସମ୍ପତ୍ତିକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜବତ କରିଛି। କମ୍ପାନୀ ବିରୋଧରେ ଋଣ ଠକେଇ ଅଭିଯୋଗ ଆସିଥିବା ବେଳେ ବେଆଇନ ଅର୍ଥକାରବାର ତଦନ୍ତ ଆଧାରରେ ଇଡି ପକ୍ଷରୁ ଏଭଳି କାର୍ଯ୍ୟାନୁଷ୍ଠାନ…

ବିଜୁଳି କମ୍ପାନୀଙ୍କ ବକେୟା ପୈଠ ନେଇ କେନ୍ଦ୍ର ଶକ୍ତିମନ୍ତ୍ରୀଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୩-୧୦: ବିଜୁଳି ଶକ୍ତି ଉତ୍ପାଦନକାରୀଙ୍କ ବକେୟା ବାବଦ ଅର୍ଥକୁ ରାଜ୍ୟଗୁଡିକ ଶୀଘ୍ର ପ୍ରଦାନ କରନ୍ତୁ। ଏହା ଦ୍ୱାରା ନିବେଶ ପ୍ରତି ଆକୃଷ୍ଟ ତଥା ନିବେଶକଙ୍କ ମନୋଭାବରେ ପରିବର୍ତ୍ତନ ଆସିବ ବୋଲି କେନ୍ଦ୍ର ଶକ୍ତିମନ୍ତ୍ରୀ ଆର୍‌.କେ. ସିଂ କହିଛନ୍ତି। ଶକ୍ତି କ୍ଷେତ୍ର ବର୍ତ୍ତମାନ…

ପଞ୍ଜାବ ଆଣ୍ଡ ସିନ୍ଧ ବ୍ୟାଙ୍କରୁ ୪୪.୧ କୋଟି ଟଙ୍କା ଠକିଛନ୍ତି ଚୋକ୍‌ସୀ

ନୂଆଦିଲ୍ଲୀ,୧୩-୧୦: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରୁ ୧୩,୦୦୦ କୋଟି ଟଙ୍କା ଠକେଇରେ ସମ୍ପୃକ୍ତ ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସୀ ପଞ୍ଜାବ ଆଣ୍ଡ ସିନ୍ଧ ବ୍ୟାଙ୍କରୁ ୪୪.୧ କୋଟି ଟଙ୍କା ଋଣ ଠକି ନେଇଛନ୍ତି। ବ୍ୟାଙ୍କ ପକ୍ଷରୁ ଶନିବାର ଏଭଳି ସୂଚନା ଦିଆଯାଇଛି।…

୨୨ରୁ ନୂଆ ଜିଏସ୍‌ଟି ଫାଇଲିଂ ଇଣ୍ଟରଫେସ୍‌

ନୂଆଦିଲ୍ଲୀ,୧୩-୧୦: ଚଳିତ ମାସ ୨୨ରୁ ନୂଆ ଜିଏସ୍‌ଟି ଫାଇଲିଂ ଇଣ୍ଟରଫେସ୍‌ କାର୍ଯ୍ୟକ୍ଷମ ହେବ। ଜିଏସ୍‌ଟି ଫାଇଲିଂ ବ୍ୟବସ୍ଥାକୁ ଆହୁରି ସରଳୀକରଣ କରିବା ଲକ୍ଷ୍ୟରେ ଏଭଳି ବ୍ୟବସ୍ଥା ଗ୍ରହଣ କରାଯାଇଥିବା ଜିଏସ୍‌ଟି ନେଟଓ୍ବର୍କ(ଜିଏସ୍‌ଟିଏନ୍‌) ପକ୍ଷରୁ କୁହାଯାଇଛି। ଭର୍ସନ-୨ରେ ଅଂଶୀଦାରଙ୍କ ବିଭିନ୍ନ ପ୍ରସ୍ତାବ ଉପରେ…

ସେପ୍ଟେମ୍ବରରେ ଯାତ୍ରୀବାହୀ ଯାନ ବିକ୍ରି ୨୪% ହ୍ରାସ

ନୂଆଦିଲ୍ଲୀ,୧୨-୧୦: ଚଳିତ ବର୍ଷ ସେପ୍ଟେମ୍ବରରେ ଦେଶ ମଧ୍ୟରେ ଯାତ୍ରୀବାହୀ ଯାନ ବିକ୍ରି ୨୩.୬୯% ହ୍ରାସ ଘଟିଛି। ଏହି ସମୟରେ ୨,୨୩,୩୧୭ ୟୁନିଟ ଯାନ ବିକ୍ରି ହୋଇଛି। ଗତ ବର୍ଷ ସମାନ ସମୟରେ ଘରୋଇ ବଜାରରେ ୨,୯୨,୬୬୦ ୟୁନିଟ ଯାନ ବିକ୍ରି ହୋଇଥିଲା।…

ମାନ୍ଦାବସ୍ଥା ଲାଗି ଜିଏସ୍‌ଟି ପ୍ରମୁଖ କାରଣ: ବିବେକ ଦେବରୟ

ନୂଆଦିଲ୍ଲୀ,୧୨-୧୦: ଦେଶରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) କାର୍ଯ୍ୟକାରୀ ହେବା ପରେ ଜିଡିପି ଅଭିବୃଦ୍ଧି କେତେ ପ୍ରତିଶତ ପ୍ରଭାବିତ ହୋଇଛି ତାହା ପରିସଂଖ୍ୟାନଗତ ଭାବେ କହିବା କଷ୍ଟକର ବ୍ୟାପାର। ମାତ୍ର ମାନ୍ଦାବସ୍ଥା ଲାଗି ଜିଏସ୍‌ଟି ଏକ ପ୍ରମୁଖ କାରଣ ବୋଲି ପ୍ରଧାନମନ୍ତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?