ବାଣିଜ୍ୟ

ଅଗଷ୍ଟରେ ଶିଳ୍ପ ଉତ୍ପାଦନ ୧.୧%କୁ ହ୍ରାସ

ନୂଆଦିଲ୍ଲୀ,୧୨-୧୦: ଚଳିତ ବର୍ଷ ଅଗଷ୍ଟ ମାସରେ ଦେଶର ଶିଳ୍ପ କ୍ଷେତ୍ର ଉତ୍ପାଦନ ୧.୧%କୁ ହ୍ରାସ ଘଟିଛି। ମାନୁଫାକ୍‌ଚରିଂ, ଶକ୍ତି ଉତ୍ପାଦନ ଏବଂ ଖଣି କ୍ଷେତ୍ରରେ କାର୍ଯ୍ୟକଳାପ ଉନ୍ନତ ନ ହେବାରୁ ଏଭଳି ସ୍ଥିତି ଉପୁଜିଥିବା ସରକାରୀ ତଥ୍ୟରୁ ଜଣାପଡିଛି। ୨୦୧୮ ଅଗଷ୍ଟରେ…

୩ ରାଷ୍ଟ୍ରାୟତ୍ତ କମ୍ପାନୀର ଅଂଶଧନ ବିକ୍ରି ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ,୧୨-୧୦: ୩ ରାଷ୍ଟ୍ରାୟତ୍ତ କମ୍ପାନୀର ଅଂଶଧନ ବିକ୍ରି ଲାଗି ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି କମ୍ପାନୀଗୁଡିକ ମଧ୍ୟରେ କଣ୍ଟେନର କର୍ପୋରେଶନ ଅଫ୍‌ ଇଣ୍ଡିଆ(କନ୍‌କର), ନେପ୍‌କୋ ଏବଂ ଟିଏଚ୍‌ଡିସି ଭଳି କମ୍ପାନୀ ରହିଛନ୍ତି। ଏହି କମ୍ପାନୀଗୁଡିକରେ ଥିବା ସରକାରଙ୍କ କଣ୍ଟ୍ରୋଲିଂ ଅଂଶଧନ…

ଗ୍ରାହକଙ୍କ ପସନ୍ଦ ପ୍ରିମିୟମ ପ୍ରଡକ୍ଟ: ସାମ୍‌ସଙ୍ଗ ଭିପି

ଭୁବନେଶ୍ୱର,୧୨-୧୦(ବ୍ୟୁରୋ): ଭାରତୀୟ ଗ୍ରାହକମାନେ କଞ୍ଜ୍ୟୁମର ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ କ୍ରୟ ବେଳେ ପ୍ରିମିୟମ ପ୍ରଡକ୍ଟକୁ ଅଧିକ ପସନ୍ଦ କରୁଛନ୍ତି। ଟିଭି, ଫ୍ରିଜ ଭଳି ପ୍ରଡକ୍ଟ କ୍ରୟ ସମୟରେ ବଡ ସ୍କ୍ରିନ ଓ ସ୍ମାର୍ଟ ଟିଭି ଏବଂ ଅଧିକ ଷ୍ଟୋରେଜ କ୍ଷମତା ଥିବା ଫ୍ରିଜକୁ…

ଇଣ୍ଟରନ୍ୟାଶନାଲ ଟ୍ରେଡ ଫେୟାର ଶୁଭାରମ୍ଭ

ଭୁବନେଶ୍ୱର,୧୨-୧୦(ବ୍ୟୁରୋ): ଭୁବନେଶ୍ୱର ଇଣ୍ଟରନ୍ୟାଶନାଲ ଟ୍ରେଡ ଫେୟାର ସ୍ଥାନୀୟ ଜନତା ମୈଦାନଠାରେ ଶୁକ୍ରବାରଠାରୁ ଶୁଭାରମ୍ଭ ହୋଇଛି। କେନ୍ଦ୍ରପଡା ଏମ୍‌ଏଲ୍‌ଏ ଶଶିଭୂଷଣ ବେହେରା, ହାଉସିଂ ବୋର୍ଡ ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ର, ଆଇପିଏସ୍‌ ଅନୁପ ମୋହନ ପଟ୍ଟନାୟକ, ଓଡ଼ିଶା ଖଦି ବୋର୍ଡର ଅଧ୍ୟକ୍ଷ ସଂଗ୍ରାମ କେଶରୀ…

ଚନ୍ଦ୍ରଶେଖରପୁରରେ କ୍ୟାରେଟ୍‌ଲେନର ନୂଆ ଷ୍ଟୋର

ଭୁବନେଶ୍ୱର,୧୨-୧୦(ବ୍ୟୁରୋ) : ଗହଣା କ୍ରୟ ଟ୍ରେଣ୍ଡରେ ଏବେ ସାରା ଦେଶରେ ପରିବର୍ତ୍ତନ ଦେଖାଯାଇଛି। ଲୋକମାନେ ଅନ୍‌ଲାଇନରେ ଗହଣା ଦେଖିବା ଏବଂ ଏହାକୁ ପସନ୍ଦ କରିବା ପରେ କ୍ରୟ ନେଇ ନିଷ୍ପତ୍ତି ନେଉଥିବା କ୍ୟାରେଟ୍‌ଲେନର ସିଇଓ ତଥା ପ୍ରତିଷ୍ଠାତା ମିଥୁନ ସାଚେତି ସୂଚନା…

ଫୋର୍ବ୍ସ୍‌ ଇଣ୍ଡିଆ ପକ୍ଷରୁ ପ୍ରକାଶ ପାଇଲା ଧନଶାଳୀଙ୍କ ତାଲିକା: ପୁଣି ବାଜି ମାରିଲେ ମୁକେଶ ଅମ୍ବାନୀ

ନୂଆଦିଲ୍ଲୀ,୧୧।୧୦: ଫୋବର୍‌ସ ଇଣ୍ଡିଆ ୨୦୧୯ ପକ୍ଷରୁ ଭାରତର ସବୁଠାରୁ ଧନଶାଳୀ ବ୍ୟକ୍ତିଙ୍କ ନୂଆ ତାଲିକା ପ୍ରକାଶ ପାଇଛି। ଭାରତର ଟପ୍‌ ଶହେରେ ଥିବା ବ୍ୟକ୍ତିଙ୍କ ତାଲିକାରେ ପୁଣି ଥରେ ବାଜି ମାରିନେଇଛନ୍ତି ରିଲାଏନ୍ସ କମ୍ପାନୀର ମାଲିକ ମୁକେଶ ଅମ୍ବାନୀ। ଲଗାତର ୧୨…

ଜିଏସ୍‌ଟି ରାଜସ୍ବ ବୃଦ୍ଧି ପାଇଁ ସରକାରଙ୍କ ଯୋଜନା

ନୂଆଦିଲ୍ଲୀ,୧୧-୧୦: କିଛି ମାସ ହେବ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ବାବଦକୁ ଆଦାୟ ହେଉଥିବା ଟିକସ ଧାର୍ଯ୍ୟ ଲକ୍ଷ୍ୟଠାରୁ କମ୍‌ ରହୁଛି। ଏହା ସରକାରଙ୍କ ଲାଗି ଚିନ୍ତାର କାରଣ ପାଲଟିଛି। ପରୋକ୍ଷ ଟିକସ ସଂଗ୍ରହ କିଭଳି ବଢିବ ସେ ନେଇ…

ଅଭିବୃଦ୍ଧି ଅନୁମାନ କମାଇଲା ମୁଡିସ୍‌

ନୂଆଦିଲ୍ଲୀ,୧୧-୧୦: ଚଳିତ ଆର୍ଥତ୍କ ବର୍ଷ ଲାଗି ଦେଶର ଅଭିବୃଦ୍ଧି ଆକଳନକୁ ମୁଡିସ ଇନଭେଷ୍ଟର୍ସ ସର୍ଭିସ ୬.୨%ରୁ ୫.୮%କୁ ହ୍ରାସ କରିଛି। ଅଭିବୃଦ୍ଧି ପୂର୍ବାନୁମାନରେ ହ୍ରାସ ବିତ୍ତିୟ ଧାରା ଉପରେ ପ୍ରଭାବ ପକାଇବ ବୋଲି ମୁଡିସ୍‌ ଗୁରୁବାର କହିଛି। ପୂର୍ବରୁ ଅଗଷ୍ଟ ମାସରେ…

ବିଏସ୍‌ଏନ୍‌ଏଲ୍‌-ଏମ୍‌ଟିଏନ୍‌ଏଲ୍‌ କର୍ମଚାରୀଙ୍କ ଧର୍ମଘଟ ଚେତାବନୀ

ନୂଆଦିଲ୍ଲୀ,୧୧-୧୦: ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) ଏବଂ ମହାନଗର ଟେଲିକମ୍‌ ନିଗମ(ଏମ୍‌ଟିଏନ୍‌ଏଲ୍‌)ର କର୍ମଚାରୀ ସଂଘ ପକ୍ଷରୁ ଦିପାବଳୀ ପରେ ଦେଶବ୍ୟାପି ଧର୍ମଘଟ ନେଇ ଚେତାବନୀ ଦିଆଯାଇଛି। କର୍ମଚାରୀଙ୍କୁ ଅଗଷ୍ଟ ଏବଂ ସେପ୍ଟେମ୍ବର ମାସ ଦରମା ମିଳି ନ ଥିବାରୁ ସେମାନେ ଅସନ୍ତୋଷ…

ଫର୍ଟିସର ପୂର୍ବ ପ୍ରମୋଟର ଶିବିନ୍ଦର ସିଂ ଗିରଫ

ନୂଆଦିଲ୍ଲୀ,୧୧-୧୦: ଫର୍ଟିସ ହେଲ୍‌ଥ୍‍ କେୟାରର ପୂର୍ବତନ ପ୍ରମୋଟର ଶିବିନ୍ଦର ସିଂଙ୍କୁ ଦିଲ୍ଲୀ ପୋଲିସର ଅର୍ଥନୈତିକ ଅପରାଧ ଶାଖା ଗୁରୁବାର ଗିରଫ କରିଛି। ଠକେଇ ଏବଂ ଅର୍ଥ ହେରଫେର ମାମଲାରେ ଶିବିନ୍ଦରଙ୍କ ସମେତ ଅନ୍ୟ ତିନି ଜଣ ଗିରଫ ହୋଇଥିବା ପୋଲିସ ପକ୍ଷରୁ…

ସୁଧହାର କମାଇଲେ ୬ ବ୍ୟାଙ୍କ

ନୂଆଦିଲ୍ଲୀ,୧୧-୧୦: ଦେଶର ୬ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସେମାନଙ୍କ ସୁଧହାରକୁ ୦.୨୫% ହ୍ରାସ କରିଛନ୍ତି। ଏହା ମଧ୍ୟରେ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ସମେତ ଓରିଏଣ୍ଟାଲ ବ୍ୟାଙ୍କ ଅଫ୍‌ କମର୍ସ, ବ୍ୟାଙ୍କ ଅଫ ମହରାଷ୍ଟ୍ର ଭଳି ବ୍ୟାଙ୍କ ରହିଛନ୍ତି। ନିକଟରେ ରିଜର୍ଭ ବ୍ୟାଙ୍କ ଏହାର…

୧୫୦ ଟ୍ରେନର ଘରୋଇକରଣ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ,୧୧-୧୦: ରେଲଓ୍ବେ ପକ୍ଷରୁ ୧୫୦ ଟ୍ରେନର ଘରୋଇକରଣ ନେଇ ଯୋଜନା ରଖାଯାଇଛି। ଏହାବାଦ ଦେଶର ୫୦ ରେଳ ଷ୍ଟେଶନକୁ ବିଶ୍ୱ ସ୍ତରୀୟ କରି ଗଢି ତୋଳିବା ଲାଗି ରେଳ ମନ୍ତ୍ରଣାଳୟ ଲକ୍ଷ୍ୟ ରଖିଛି। ଏହି ଧାରାକୁ ଆଗେଇ ନେବା ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?