ବାଣିଜ୍ୟ

ତୈଳ ଯୋଗାଣ ନ କରିବାକୁ ଏୟାର ଇଣ୍ଡିଆକୁ ଓଏମ୍‌ସିର ଚେତାବନୀ

ନୂଆଦିଲ୍ଲୀ,୧୧-୧୦: କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆକୁ ତେଲ ଯୋଗାଣ ବନ୍ଦ କରିବା ନେଇ ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀ(ଓଏମ୍‌ସି)ଗୁଡିକ ପୁଣି ଚେତାବନୀ ଦେଇଛନ୍ତି। ମାସିକ ଭିତ୍ତିରେ ଦେୟ ପ୍ରଦାନ କରିବାକୁ ଏୟାର ଇଣ୍ଡିଆକୁ କମ୍ପାନୀଗୁଡିକ କହିଛନ୍ତି। ଏହା ନ ହେଲେ ଅକ୍ଟୋବର…

ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ,୧୧-୧୦: ସେପ୍ଟେମ୍ବରରେ ଦେଶରେ ଖୁଚୁରା ମୁଦ୍ରାସ୍ଫୀତି ୧୨ ମାସର ସର୍ବୋଚ୍ଚ ସ୍ତରରେ ରହିଥିବା ଏକ ସର୍ଭେରୁ ଜଣାପଡିଛି। ମାତ୍ର ଏହା ସତ୍ତ୍ୱେ ରିଜର୍ଭ ବ୍ୟାଙ୍କ ପୁଣି ଥରେ ସୁଧହାର ହ୍ରାସ କରିବାର ସମ୍ଭାବନା ରହିଛି। ରିଜର୍ଭ ବ୍ୟାଙ୍କର ଧାର୍ଯ୍ୟ ଲକ୍ଷ୍ୟ ଭିତରେ…

ଆର୍‌ବିଆଇ ଗଭର୍ନରଙ୍କୁ ସମନ କରିବ ସଂସଦୀୟ କମିଟି

ନୂଆଦିଲ୍ଲୀ,୧୧-୧୦: ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ ଏବଂ ଅର୍ଥ ମନ୍ତ୍ରଣାଳୟ ବରିଷ୍ଠ ଅଧିକାରୀଙ୍କୁ ସଂସଦୀୟ କମିଟି ସମନ କରିବ। ଦେଶର ଅର୍ଥନୈତିକ ମାନ୍ଦାବସ୍ଥା ସମ୍ପର୍କରେ ପକ୍ଷ ରଖିବାକୁ ଏଭଳି ସମନ ଜାରି ହେବ ବୋଲି ସୂଚନା ରହିଛି। ନୂଆ କରି…

ମାନ୍ଦାବସ୍ଥା ଦୂର ପାଇଁ ବିଭିନ୍ନ କ୍ଷେତ୍ରକୁ ଫୋକସ୍‌: ସୀତାରାମନ୍‌

ନୂଆଦିଲ୍ଲୀ,୧୧-୧୦: ଦେଶରେ ଲାଗି ରହିଥିବା ମାନ୍ଦାବସ୍ଥା ବିରୋଧରେ ଲଢିବା ଲାଗି ସରକାର ବର୍ତ୍ତମାନ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ବିଭିନ୍ନ କ୍ଷେତ୍ରକୁ ନଜରରେ ରଖି ସମାଧାନ ପ୍ରଦାନ ବ୍ୟବସ୍ଥା କରାଯାଉଥିବା ଗୁରୁବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଅର୍ଥନୈତିକ ମାନ୍ଦାବସ୍ଥାରେ ଦେଶ ଛନ୍ଦି…

ପିଏମ୍‌-କିଷାନରେ ଆଧାର ସଂଯୋଗ ଅବଧି ବଢିଲା

ନୂଆଦିଲ୍ଲୀ,୧୦-୧୦: ପ୍ରଧାନ ମନ୍ତ୍ରୀ କିଷାନ ସମ୍ମାନନିଧି ଯୋଜନା (ପିଏମ୍‌-କିଷାନ) ଲାଗି ଆଧାର ସଂଯୋଗୀକରଣର ସମୟ ଅବଧିକୁ କେନ୍ଦ୍ର ସରକାର ବୁଧବାର ଆସନ୍ତା ମାସ ୩୦ ଯାଏ ବଢାଇ ଦେଇଛନ୍ତି। ଅର୍ଥାତ ଲୋକମାନେ ଏହି ଯୋଜନା ଲାଗି ନଭେମ୍ବର ମାସ ୩୦ ଯାଏ…

ବିଶ୍ୱ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ସୂଚୀ;୧୦ ସ୍ଥାନ ତଳକୁ ଖସିଲା ଭାରତ

ନୂଆଦିଲ୍ଲୀ,୧୦-୧୦: ଗ୍ଲୋବାଲ କମ୍ପିଟିଟିଭ୍‌ ଇଣ୍ଡେକ୍ସ ବା ବିଶ୍ୱ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ସୂଚୀରେ ଭାରତ ୧୦ଟି ସ୍ଥାନ ତଳକୁ ଖସି ୬୮ତମ ସ୍ଥାନରେ ରହିଛି। ବିଶ୍ୱର ଅନ୍ୟ ଦେଶଗୁଡିକରେ ଉନ୍ନତି ହେବା କାରଣରୁ ଘରୋଇ ବଜାର ତଳକୁ ଖସିଛି। ଅପରପକ୍ଷରେ ଯୁକ୍ତରାଷ୍ଟ୍ର ଆମେରିକାକୁ ପଛରେ…

ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସିଇଓଙ୍କୁ ଭେଟିବେ ସୀତାରାମନ

ନୂଆଦିଲ୍ଲୀ,୧୦-୧୦:ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଚଳିତ ମାସ ୧୪ରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସିଇଓଙ୍କୁ ଭେଟିବେ। ବ୍ୟାଙ୍କଗୁଡିକରେ ସ୍ଥିତିକୁ ତଥା ଅନ୍ୟ ପ୍ରସଙ୍ଗଗୁଡିକୁ ସେ ସମୀକ୍ଷା କରିବା କାର୍ଯ୍ୟକ୍ରମ ରହିଛି। ଏହାବାଦ ବ୍ୟାଙ୍କଗୁଡିକର ଋଣ ପ୍ରଦାନ ଧାରାରେ ଉନ୍ନତି ସଂକ୍ରାନ୍ତ ବିଭିନ୍ନ ପ୍ରସଙ୍ଗ ଉପରେ…

ଭାରତ ଉପରେ ବିଶ୍ୱ ମାନ୍ଦାବସ୍ଥାର ପ୍ରଭାବ

ନୂଆଦିଲ୍ଲୀ,୧୦-୧୦: ମାନ୍ଦାବସ୍ଥାର ପ୍ରଭାବ ସାରା ବିଶ୍ୱର ଦେଶଗୁଡିକ ଉପରେ ଏବେ ପରିଲକ୍ଷିତ ହେଉଛି। ଏହାର ପ୍ରଭାବରେ ବିଶ୍ୱ ଅର୍ଥ ବ୍ୟବସ୍ଥାର ଅଭିବୃଦ୍ଧି ହାର ଏକ ଦଶନ୍ଧିର ସବୁଠାରୁ ନିମ୍ନ ସ୍ତରକୁ ଚାଲିଯିବା ସମ୍ଭାବନା ରହିଛି। ମାନ୍ଦାବସ୍ଥା ପ୍ରଭାବ ଭାରତ ସମେତ ବିଶ୍ୱର…

ଦିଲ୍ଲୀରେ ଟମାଟୋ କିଲୋ ୮୦

ନୂଆଦିଲ୍ଲୀ,୧୦-୧୦: ପିଆଜ ପରେ ଏବେ ଟମୋଟୋ ଦର ଆକାଶ ଛୁଆଁ ହୋଇଛି। ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ଟମାଟୋର କିଲୋ ପ୍ରତି ଦର ବୁଧବାର ୮୦ ଟଙ୍କା ଛୁଇଁଛି। କର୍ନାଟକ ସମେତ ଅନ୍ୟାନ୍ୟ ଉତ୍ପାଦନକାରୀ ରାଜ୍ୟଗୁଡିକରେ ବର୍ଷା ଯୋଗୁ ଯୋଗାଣ ବାଧାପ୍ରାପ୍ତ ହେବାରୁ…

ଏମ୍‌ସିଏଲ୍‌ଆର୍‌ କମାଇଲା ଏସ୍‌ବିଆଇ

ମୁମ୍ବାଇ,୧୦-୧୦: ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ପକ୍ଷରୁ ବୁଧବାର ଏହାର ମାର୍ଜିନାଲ କଷ୍ଟ ଫଣ୍ଡ୍‌ସ ବେସ୍‌ଡ ଲେଣ୍ଡିଂ(ଏମ୍‌ସିଏଲ୍‌ଆର୍‌) ହାରକୁ ୧୦ ବେସିସ୍‌ ପଏଣ୍ଟ ହ୍ରାସ କରାଯାଇଛି। ସବୁ ବର୍ଗର ଋଣ ଉପରେ ଏହା ଲାଗୁ ହେବ। ଅପରପକ୍ଷରେ ବ୍ୟାଙ୍କ ଏହାର ୧…

କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫% ବଢିଲା

ନୂଆଦିଲ୍ଲୀ,୧୦-୧୦: କେନ୍ଦ୍ର ସରକାରଙ୍କ ୫୦ ଲକ୍ଷ କର୍ମଚାରୀ ଏବଂ ୬୫ ଲକ୍ଷ ପେନସନଭୋଗୀଙ୍କ ଲାଗି ଖୁସି ଖବର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ବସିଥିବା କ୍ୟାବିନେଟ ବୈଠକରେ କେନ୍ଦ୍ର କର୍ମଚାରୀ ଏବଂ ପେନସନଭୋଗୀଙ୍କ ମହଙ୍ଗା ଭତ୍ତା(ଡିଏ)ରେ ୫% ବୃଦ୍ଧି ଘୋଷଣା…

ଅନ୍ୟ ନେଟଓ୍ବର୍କ କଲ୍‌ ଉପରେ ଚାର୍ଜ ନେବ ଜିଓ

ନୂଆଦିଲ୍ଲୀ,୧୦-୧୦: ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଜିଓ ପ୍ରଥମଥର ଲାଗି ଏୟାରଟେଲ ଏବଂ ଭୋଡାଫୋନ ଭଳି ଅନ୍ୟ ନେଟଓ୍ବର୍କକୁ କଲ୍‌ ଉପରେ ଚାର୍ଜ ନେବ। ଅନ୍ୟ କମ୍ପାନୀର ନମ୍ବରକୁ ଭଏସ୍‌ କଲ ଉପରେ କମ୍ପାନୀ ମିନିଟ ପିଛା ୬ ପଇସା ନେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?