କୋଲ ଇଣ୍ଡିଆକୁ ଭାଙ୍ଗି ଗଠନ ହେବ ୫ କମ୍ପାନୀ
ନୂଆଦିଲ୍ଲୀ,୧୮-୭: କୋଇଲା ଖନନ କ୍ଷେତ୍ରରେ କାର୍ଯ୍ୟରତ ବିଶ୍ୱର ସର୍ବବୃହତ କୋଇଲା କମ୍ପାନୀ କୋଲ୍ ଇଣ୍ଡିଆ ଲିମିଟେଡକୁ ଭାଙ୍ଗି ୫ କମ୍ପାନୀ ଭାବେ ଏହାକୁ ଷ୍ଟକ ଏକ୍ସଚେଞ୍ଜରେ ତାଲିକାଭୁକ୍ତ କରିବାକୁ ସରକାର ବିଚାର କରୁଛନ୍ତି। ଏହାଦ୍ୱାରା ସରକାର ଏଥିରୁ ଅଧିକ ପୁଞ୍ଜି ଆଦାୟ…
ସମ୍ପୂର୍ଣ୍ଣ ହଟିବନି ପେଟ୍ରୋଲ,ଡିଜେଲ ଯାନ:ଧର୍ମେନ୍ଦ୍ର
ନୂଆଦିଲ୍ଲୀ,୧୮-୭: ପେଟ୍ରୋଲ, ଡିଜେଲ ଯାନଗୁଡିକୁ ସରକାର ସମ୍ପୂର୍ଣ୍ଣ ନିଷେଧ କରିବେ ନାହିଁ। ଏ ନେଇ ସରକାର ବର୍ତ୍ତମାନ କୌଣସି ଯୋଜନା ଧାର୍ଯ୍ୟ କରି ନାହାନ୍ତି। ମାତ୍ର ପରିବେଶ ସୁରକ୍ଷା ଏବଂ ତୈଳ ଆମଦାନୀ ବିଲ୍କୁ କମାଇବା ଲାଗି ସରକାର ଇ-ଯାନକୁ ପ୍ରୋତ୍ସାହିତ…
ସରକାରୀ କର୍ମଚାରୀଙ୍କୁ ଜିପିଏଫ୍ ଝଟକା
ନୂଆଦିଲ୍ଲୀ,୧୭।୭: ମୋଦି ସରକାର ସରକାରୀ କର୍ମଚାରୀଙ୍କୁ ଝଟକା ଦେଇ ଜେନେରାଲ ପ୍ରୋଭିଡେଣ୍ଟ ଫଣ୍ଡ(ଜିପିଏଫ୍) ଓ ଏଥିସହିତ ଜଡ଼ିତ ଅନ୍ୟ ଫଣ୍ଡ ଉପରେ ମିଳୁଥିବା ସୁଧ ହାରରେ ୧୦ ବେସିସ୍ ପଏଣ୍ଟ ହ୍ରାସ କରିଛନ୍ତି। ଗତ ତିନୋଟି ତ୍ରୈମାସରେ ଜିପିଏଫ୍ ଉପରେ ୮…
ବଜାରରେ ବିଏମ୍ଡବ୍ଲ୍ୟୁ ଏସ୍ ୧୦୦୦ ଆର୍ଆର୍
ଗୁରୁଗ୍ରାମ,୧୭-୭: ବିଏମ୍ଡବ୍ଲ୍ୟୁ ମୋଟରାଡ୍ ପକ୍ଷରୁ ନୂଆ ବିଏମ୍ଡବ୍ଳ୍ୟୁ ଏସ୍ ୧୦୦୦ ଆର୍ଆର୍ ସୁପର ବାଇକ ଭାରତ ବଜାରରେ ପ୍ରବେଶ କରିଛି। କମ୍ପାନୀର କମ୍ପ୍ଲିଟଲି ବିଲ୍ଟ ଅପ୍ ୟୁନିଟ(ସିବିୟୁ) ଗୁଡିକରୁ ଗ୍ରାହକମାନେ ଏହାକୁ ବୁକ୍ କରିବାକୁ ସକ୍ଷମ ହେବେ। ଏହି ସ୍ପୋର୍ଟସ ବାଇକ…
ଆଇଏମ୍ଏଫ୍ ଏମ୍ଡି ପଦରୁ କ୍ରିଷ୍ଟିନ୍ ଲେଗାର୍ଡଙ୍କ ଇସ୍ତଫା
ଓ୍ବାଶିଂଟନ,୧୭-୭: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍ଏଫ୍) ଏମ୍ଡି ପଦବୀରୁ କ୍ରିଷ୍ଟିନ ଲେଗାର୍ଡ ଇସ୍ତଫା ଦେଇଛନ୍ତି। ଆଇଏମ୍ଏଫ୍ ବୋର୍ଡକୁ ସାକ୍ଷାତ କରି ଇସ୍ତଫା ପତ୍ର ଦେଇଥିବା ସେ ମଙ୍ଗଳବାର କହିଛନ୍ତି। ତାଙ୍କ ଇସ୍ତଫାପତ୍ରକୁ ଆଇଏମ୍ଏଫ୍ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ମଣ୍ଡଳୀ ଗ୍ରହଣ କରିଛନ୍ତି। ୧୨…
ଇଣ୍ଡିଗୋ ବିବାଦ:ନିଜ ଅଂଶଧନ ବିକିବେନି ଗଙ୍ଗଓ୍ବାଲ
ନୂଆଦିଲ୍ଲୀ,୧୭-୭: ଇଣ୍ଡିଗୋ ବିମାନ କମ୍ପାନୀର ଦୁଇ ସହ ପ୍ରତିଷ୍ଠାତାଙ୍କ ମଧ୍ୟରେ ବିବାଦ ଲାଗି ରହିଛି। ଏପରି ସ୍ଥିତିରେ କମ୍ପାନୀରେ ଥିବା ନିଜ ଅଂଶଧନ ବିକ୍ରି ନ କରିବାକୁ ରାକେଶ ଗଙ୍ଗଓ୍ବାଲ ମଙ୍ଗଳବାର କହିଛନ୍ତି। ଗଙ୍ଗଓ୍ବାଲ କମ୍ପାନୀର କର୍ପୋରେଟ ଗଭର୍ନ୍ନାସରେ ତ୍ରୁଟି ଦର୍ଶାଇ…
ନିଗମ ହେବ ରାଏବରେଲୀ କୋଚ୍ ଫ୍ୟାକ୍ଟ୍ରି
ଲକ୍ଷ୍ନୌ,୧୭-୭: ରୋଲିଂ ଷ୍ଟକର ୮ ଉତ୍ପାଦନ ୟୁନିଟକୁ ରେଲ୍ଓ୍ବେ ନିଗମୀକରଣ କରିବାକୁ ଯୋଜନା ରଖିଛି। ଏହା ରାଏବରେଲୀସ୍ଥିତ ମଡର୍ନ କୋଚ୍ ଫ୍ୟାକ୍ଟ୍ରି(ଏମ୍ସିଏଫ୍)ଠାରୁ ଆରମ୍ଭ ହେବ। ୧୦ ଦିନ ମଧ୍ୟରେ ଏ ନେଇ ଏକ ପ୍ରସ୍ତାବ ଦେବାକୁ ରେଳ ମନ୍ତ୍ରଣାଳୟ ଅଧିନରେ କାର୍ଯ୍ୟ…
ପିଆଜିଓ ଆଣିଲା ନୂଆ ଆପେ ସିଟି ପ୍ଲସ
ଭୁବନେଶ୍ୱର,୧୭-୭(ବ୍ୟୁରୋ): ପିଆଜିଓ ଭେଇକିଲ ପ୍ରାଇଭେଟ ଲିମିଟେଡ(ପିଭିପିଏଲ୍) ପକ୍ଷରୁ ନୂଆ ଆପେ ସିଟି ପ୍ଲସ ତିନିଚକିଆ ଯାନ ବଜାରକୁ ଓଡିଶା ଆସିଛି। ମିଡ୍ ବଡି ସେଗ୍ମେଣ୍ଟରେ କମ୍ପାନୀ ଏହାକୁ ବଜାର ପ୍ରବେଶ କରାଇଛି। ସ୍ଥାନୀୟ ଏକ ହୋଟେଲରେ ଏହାକୁ କମ୍ପାନୀର ଆଞ୍ଚଳିକ ପ୍ରବନ୍ଧକ…
ଭତ୍ତା ସହ ସ୍କିଲ୍ ଟ୍ରେନିଂ ନେବେ ୫ କୋଟି ଏମ୍ଜିଏନଆର୍ଇଜିଏ ଶ୍ରମିକ
ନୂଆଦିଲ୍ଲୀ,୧୭-୭: କେନ୍ଦ୍ର ସରକାର ଏମ୍ଜିଏନ୍ଆର୍ଇଜିଏ ଯୋଜନାରେ ସାମିଲ ୫ କୋଟି ଶ୍ରମିକଙ୍କୁ ଦକ୍ଷିତା ପ୍ରଶିକ୍ଷଣ ଦେବେ। ସେମାନଙ୍କୁ ଯେପରି ଉନ୍ନତ ରୋଜଗାର ମିଳିବ ସେଥିପାଇଁ ସେମାନଙ୍କର ଦକ୍ଷତା ବୃଦ୍ଧି କରାଯିବ। ମିଡିଆ ସହ ଆଲୋଚନା କାଳରେ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ସଚିବ…
ସ୍ପଷ୍ଟ କଲା କେନ୍ଦ୍ର: ମାଗଣାରେ ମିଳିବନି ବିଜୁଳି
ନୂଆଦିଲ୍ଲୀ,୧୭-୭: ରାଜନୈତିକ କାରଣରୁ ରାଜ୍ୟ ସରକାରଗୁଡ଼ିକ ଚାଷୀ, ଗରିବଙ୍କୁ ମାଗଣାରେ ବିଜୁଳି ଯୋଗାଇ ଦେଉଛନ୍ତି। ଏଥିପାଇଁ ସେମାନେ କେନ୍ଦ୍ର ସରକାରଙ୍କ ଠାରୁ ରିହାତି ଚାହୁଁଛନ୍ତି। ଏଣିକି ସେ ସୁବିଧା ଆଉ ସେମାନଙ୍କୁ ମିଳିବ ନାହିଁ। ମାଗଣା ବିଜୁଳି କେହି ଦେଇପାରିବେ ନାହିଁ…
୩୭,୯୪୬ କୋଟିର ଜିଏସ୍ଟି ଫାଙ୍କି ଧରାପଡିଛି
ନୂଆଦିଲ୍ଲୀ,୧୭-୭: ଟିକସ ଅଧିକାରୀମାନେ ଆର୍ଥିକ ବର୍ଷ ୨୦୧୮-୧୯ରେ ୩୭,୯୪୬ କୋଟି ଏବଂ ଚଳିତ ଆର୍ଥିକ ବର୍ଷର ଏପ୍ରିଲ-ଜୁନ୍ରେ ୬୫୨୦ କୋଟି ଟଙ୍କାର ଜିଏସଟି ଫାଙ୍କି ଧରିପାରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ମଙ୍ଗଳବାର ପାର୍ଲାମେଣ୍ଟରେ ଏକ ପ୍ରଶ୍ନର ଉତ୍ତର ଦେଇଛନ୍ତି। ଅନ୍ୟପକ୍ଷରେ ଚଳିତ…
ଏୟାର ଇଣ୍ଡିଆ ବିକ୍ରି ପାଇଁ ହେବ ରୋଡ ସୋ
ନୂଆଦିଲ୍ଲୀ,୧୭-୭: ମୋଦି ସରକାର ପ୍ରଥମ କାର୍ଯ୍ୟକାଳ ବେଳେ ରାଷ୍ଟ୍ରାୟତ୍ତ ଏୟାରଲାଇନ୍ସ କମ୍ପାନୀ ଏୟାର ଇଣ୍ଡିଆକୁ ବିକ୍ରି ପାଇଁ ଉଦ୍ୟମ କରି ବିଫଳ ହୋଇଥିଲେ। ତେବେ ଦ୍ୱିତୀୟ କାର୍ଯ୍ୟକାଳରେ ଏହି କମ୍ପାନୀକୁ ବିକ୍ରି କରିବାକୁ ସରକାର ନୂଆ ପନ୍ଥା ଆପଣାଇବାକୁ ଯାଉଛନ୍ତି। ପ୍ରାପ୍ତ…
Archives


