ବାଣିଜ୍ୟ

ରେପୋ ରେଟ୍‌ ହ୍ରାସ ପ୍ରଭାବ;୪୩୪ ପଏଣ୍ଟ ଖସିଲା ସେନ୍‌ସେକ୍ସ

ମୁମ୍ବାଇ,୫-୧୦: ଦେଶର ଜିଡ଼ିପି ଅଭିବୃଦ୍ଧି ହାର ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି କମିବ ବୋଲି ରିଜର୍ଭ ବ୍ୟାଙ୍କ ଏହାର ମୁଦ୍ରାନୀତି କମିଟି ବୈଠକରେ ପୂର୍ବାନୁମାନ କରିଛି। କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ଜିଡ଼ିପି ଅଭିବୃଦ୍ଧି ଆକଳନକୁ ୬.୧କୁ ହ୍ରାସ କରାଯାଇଛି। ପୂର୍ବରୁ ଅଭିବୃଦ୍ଧି…

ସୋନିର ଅଲ୍‌ଫା ଆର୍‌ ଆଇଭି ମଡେଲ

ନୂଆଦିଲ୍ଲୀ,୯-୧୦: ସୋନି ପକ୍ଷରୁ ଆଲ୍‌ଫା ଆର୍‌ ଆଇଭି ମଡେଲ ଓଡିଶା ବଜାରରେ ପ୍ରବେଶ କରିଛି। ଏଥିରେ ୧୬ ମେଗାପିକ୍ସେଲ ସିଏମ୍‌ଓଏସ୍‌ ଇମେଜ୍‌ ସେନ୍‌ସର ରହିଛି। ସେହିଭଳି ୪କେ ଏଚ୍‌ଡିଆର୍‌, ରିୟଲ ଟାଇମ୍‌ ଆଇ ଏଏଫ୍‌, ରିୟଲ ଟାଇମ୍‌ ଟ୍ରାକିଂ ଏବଂ ଓ୍ବାଇଫାଇ…

ପ୍ରଫେସର ବିଶ୍ୱଜିତ ପଟ୍ଟନାୟକ ଏଏସ୍‌ବିଏମ୍‌ର କୁଳାଧ୍ୟକ୍ଷ

ଭୁବନେଶ୍ୱର,୫-୧୦: ଏସିଆନ୍‌ ସ୍କୁଲ ଅଫ ବିଜନେସ୍‌ ମ୍ୟାନେଜମେଣ୍ଟ (ଏଏସ୍‌ବିଏମ୍‌) ରାଜ୍ୟ ସରକାରଙ୍କ ଦ୍ୱାରା ବିଶ୍ୱବିଦ୍ୟାଳୟ ମାନ୍ୟତା ହାସଲ କରି ସେପ୍ଟେମ୍ବର ୨୬ରୁ କାର୍ଯ୍ୟକ୍ଷମ ହୋଇଛି। ଏହାର ପ୍ରତିଷ୍ଠାତା ପ୍ରଫେସର ବିଶ୍ୱଜିତ ପଟ୍ଟନାୟକ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳାଧ୍ୟକ୍ଷ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି।…

୧୧ରୁ ଭୁବନେଶ୍ୱର ଇଣ୍ଟରନ୍ୟାଶନାଲ ଟ୍ରେଡ୍‌ ଫେୟାର

ଭୁବନେଶ୍ୱର,୫-୧୦: ଭୁବନେଶ୍ୱର ଇଣ୍ଟରନ୍ୟାଶନାଲ ଟ୍ରେଡ୍‌ ଫେୟାର ଚଳିତ ମାସ ୧୧ରୁ ୨୧ ଯାଏ ସ୍ଥାନୀୟ ଜନତା ମଇଦାନଠାରେ ଅନୁଷ୍ଠିତ ହେବ। ୨୫ ରାଜ୍ୟ ଏବଂ ୧୦ ଦେଶର ବ୍ୟବସାୟୀମାନେ ଏଠାରେ ସେମାନଙ୍କ ସାମଗ୍ରୀ ପ୍ରଦର୍ଶନ ଏବଂ ବିକ୍ରି କରିବେ। ଗୁପ୍ତା ଇଭେଣ୍ଟ…

ସୁଧହାର କମାଇଲା ଆରବିଆଇ

ନୂଆଦିଲ୍ଲୀ,୪।୧୦: ମୁଦ୍ରାନୀତି ସମୀକ୍ଷା ପରେ ଶୁକ୍ରବାର ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ୦.୨୫ ବେସିସ୍‌ ପଏଣ୍ଟ ହ୍ରାସ କରିଛି। ଫଳରେ ୫.୧୫ ପ୍ରତିଶତକୁ ରେପୋ ରେଟ ହ୍ରାସ ପାଇଛି। ମୁଦ୍ରାନୀତି ସମୀକ୍ଷା ପରେ ଆରବିଆଇର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏହି ଘୋଷଣା…

ଅଭିବୃଦ୍ଧି ଲାଗି ଜାରି ରହିବ ସଂସ୍କାର ଧାରା

ନୂଆଦିଲ୍ଲୀ,୪-୧୦: ବର୍ତ୍ତମାନ ଅର୍ଥନୈତିକ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଦେଶର ଜିଡ଼ିପି ଅଭିବୃଦ୍ଧି ଧାରା ତ୍ୱରାନ୍ବିତ କରିବାକୁ ସରକାର ସଂସ୍କାର ପ୍ରକ୍ରିୟା ଜାରି ରଖିବେ। ଅର୍ଥ ବ୍ୟବସ୍ଥାକୁ ସୁଧାରିବା ଲାଗି ଆଗାମୀ ଦିନରେ ବିଭିନ୍ନ ଘୋଷଣା କରାଯିବ ବୋଲି ସରକାରଙ୍କ ଥିଙ୍କ…

ତୈଳ ବିପଣନ କମ୍ପାନୀଗୁଡିକ ପକ୍ଷରୁ ରୁକୋ କାର୍ଯ୍ୟକ୍ରମ

ଭୁବନେଶ୍ୱର,୪-୧୦: ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ତୈଳ ବିପଣନ କମ୍ପାନୀଗୁଡ଼ିକ ପକ୍ଷରୁ ୧୦୦ ସହରରେ ରନ୍ଧନ ତୈଳର ପୁନଃବ୍ୟବହାର ଲାଗି ସଚେତନତା କାର୍ଯ୍ୟକ୍ରମ ରୁକୋ ଶୁଭାରମ୍ଭ ହୋଇଛି। ୧୦୦୦ଟି ଭ୍ୟାନ ମାଧ୍ୟମରେ ଏହାକୁ ଆରମ୍ଭ କରାଯାଇଛି। ତୈଳ ଶିଳ୍ପର ରାଜ୍ୟ ସଂଯୋଜକ…

୧୫ ମାସରେ କାର୍ଯ୍ୟକ୍ଷମ ହେବ ଶ୍ରୀମଲାନୀର ନୂଆ ଫୋମ୍‌ସ ୟୁନିଟ

ଭୁବନେଶ୍ୱର,୪-୧୦(ବ୍ୟୁରୋ) : ଶ୍ରୀ ମଲାନୀ ଗ୍ରୁପ ପକ୍ଷରୁ ପ୍ରସ୍ତାବିତ ଫୋମ୍‌ସ ୟୁନିଟ୍‌ ଖୋର୍ଦ୍ଧା ନିକଟସ୍ଥ ଜୟମଙ୍ଗଳଠାରେ ସ୍ଥାପନ କରାଯିବ। ଗ୍ରୁପର ପ୍ରମୁଖ ବ୍ରାଣ୍ଡ ସେଞ୍ଚୁରୀର ଏକ ମ୍ୟାଟ୍ରେସ ମାନୁଫାକଚରିଂ ୟୁନିଟ ଖୋର୍ଦ୍ଧାଠାରେ ବର୍ତ୍ତମାନ କାର୍ଯ୍ୟ କରୁଥିବା ବେଳେ ନୂଆ ୟୁନିଟ ଲାଗି…

ଗ୍ରେଟ ଇଷ୍ଟର୍ନ ପକ୍ଷରୁ ପାର୍ବଣ ଅଫର

ଭୁବନେଶ୍ୱର,୪-୧୦: ଇଲେକଟ୍ରୋନିକ୍ସ ରିଟେଲ ଚେନ୍‌ ଗ୍ରେଟ୍‌ ଇଷ୍ଟର୍ନ ପକ୍ଷରୁ ପାର୍ବଣ ଅଫର ଘୋଷଣା କରାଯାଇଛି। ଏହି ସମୟରେ ଗ୍ରାହକ ଷ୍ଟୋରରୁ ପ୍ରତି କ୍ରୟ ଉପରେ ୨୦% ପର୍ଯ୍ୟନ୍ତ କ୍ୟାଶବ୍ୟାକ ପାଇପାରିବେ। ଏହାବାଦ ପ୍ରତି କ୍ରୟ ଉପରେ ଫ୍ରି ଗିଫ୍ଟ ବ୍ୟବସ୍ଥା କରାଯାଇଛି।…

ଅର୍ଥନୈତିକ ଅନିଶ୍ଚିତତା ସୃଷ୍ଟି କରିଛି ୟୁଏସ୍‌-ଚାଇନା ଟ୍ରେଡ୍‌ ଓ୍ବାର

ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଏବଂ ଚାଇନା ମଧ୍ୟରେ ଉପୁଜିଥିବା ବାଣିଜ୍ୟ ଯୁଦ୍ଧ ବିଶ୍ୱରେ ଅର୍ଥନୈତିକ ଅନିଶ୍ଚିତତା ସୃଷ୍ଟି କରିଛି। ଏହା ଲାଗି ରହିଲେ ଆଗାମୀ ଦିନରେ ସାରା ବିଶ୍ୱର ଯୋଗାଣ ଚେନ୍‌ ଆହୁରି କ୍ଷତିଗ୍ରସ୍ତ ହେବା ସହ ବିଶ୍ୱ ବଜାର ଏହା ଦ୍ୱାରା…

ରପ୍ତାନି କଟକଣା ପରେ କମୁଛି ପିଆଜ ଦର

ଭୁବନେଶ୍ୱର,୪-୧୦: ସରକାର ପିଆଜ ରପ୍ତାନିକୁ ନିଷେଧ ଏବଂ ମହଜୁଦ ଉପରେ ସୀମା ଲଗାଇବା ପରେ ଏହାର ଦର ଆସ୍ତେ ଆସ୍ତେ କମୁଛି। ଏହାର ପାଇକାରୀ ଦର ମହାରାଷ୍ଟ୍ରର ଲାସାଲଗାଁରେ ୩୦ ଟଙ୍କାରୁ ନିମ୍ନ ସ୍ତରକୁ ଖସିଛି। ଅପରପକ୍ଷରେ ସାରା ଦେଶରେ କିଛି…

ବନ୍ଦେ ଭାରତ ଏକ୍ସପ୍ରେସ ଶୁଭାରମ୍ଭ

ନୂଆଦିଲ୍ଲୀ,୪-୧୦: ଦିଲ୍ଲୀ-କତ୍ରା ମଧ୍ୟରେ ଗଡିବାକୁ ଥିବା ବନ୍ଦେ ଭାରତ ଏକ୍ସପ୍ରେସ ଶୁଭାରମ୍ଭ ହୋଇଛି। ସୌରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ରେଳମନ୍ତ୍ରୀ ପୀୟୂଷ ଗୋଏଲ,କେନ୍ଦ୍ର ମନ୍ତ୍ରୀ ହର୍ଷବର୍ଦ୍ଧନ ଏହାର ଉନ୍ମୋଚନ କରିଛନ୍ତି। ଟ୍ରେନଟିର ଘଣ୍ଟାପ୍ରତି ବେଗ ୧୩୦ କିମି ରହିଛି। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?