ଓ୍ବିପ୍ରୋ ଶେୟାରଧାରୀଙ୍କୁ ଶେଷପତ୍ର ଲେଖିଲେ ପ୍ରେମ୍ଜୀ
ନୂଆଦିଲ୍ଲୀ,୧୭-୭: ବୁଧବାର ଓ୍ବିପ୍ରୋର ଜୁନ୍ରେ ଶେଷ ହେଉଥିବା ତ୍ରୈମାସ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ଏହାର ଅବ୍ୟବହିତ ପୂର୍ବରୁ କମ୍ପାନୀ ସିଏମ୍ଡି ଭାବେ ଅଜୀମ ପ୍ରେମ୍ଜୀ ଶେୟାରଧାରୀଙ୍କୁ ଶେଷଥର ପାଇଁ ଭାବବିହ୍ବଳ ପତ୍ର ଲେଖିଛନ୍ତି। ଏହି ପତ୍ରରେ ଭେଜିଟେବୁଲ ତେଲ କମ୍ପାନୀରୁ…
ଓଡ଼ିଶାରେ ଚାଷୀଙ୍କ ମାସିକ ଆୟ ହାରାହାରି ୫ ହଜାର
ନୂଆଦିଲ୍ଲୀ,୧୭-୭: ଓଡ଼ିଶା, ବିହାର, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ଉତ୍ତରାଖଣ୍ଡ ଓ ଉତ୍ତରପ୍ରଦେଶର ଚାଷୀଙ୍କ ମାସିକ ହାରାହାରି ଆୟ ୫୦୦୦ ଟଙ୍କା। ଅର୍ଥାତ ଜଣେ ଚାଷୀ ଦୈନିକ ୧୬୬ ଟଙ୍କା ଆୟ କରୁଛି। ଏହି ଅର୍ଥରେ ଜଣେ ଚାଷୀ ପରିବାର ଦୈନନ୍ଦିନ ଗୁଜୁରାଣ ମେଣ୍ଟାଇବାକୁ…
୯.୩୪ ଲକ୍ଷ କୋଟିକୁ ହ୍ରାସ ପାଇଛି ବ୍ୟାଙ୍କ ଏନ୍ପିଏ
ନୂଆଦିଲ୍ଲୀ,୧୭-୭: କେନ୍ଦ୍ର ସରକାରଙ୍କ ଦ୍ୱାରା ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ କାରଣରୁ ବାଣିଜି୍ୟକ ବ୍ୟାଙ୍କଗୁଡ଼ିକର ମୋଟ ଅନାଦାୟ ଋଣ(ଏନ୍ପିଏ) ପରିମାଣ ୨୦୧୮-୧୯ରେ ୧.୦୨ ଲକ୍ଷ କୋଟି ଟଙ୍କା ହ୍ରାସ ପାଇ ୯.୩୪ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ…
‘ବିମୁଦ୍ରୀକରଣ ପରେ ମ୍ୟୁଚୁଆଲ ଫଣ୍ଡ ନିବେଶ ବଢିଛି’
ଭୁବନେଶ୍ୱର,୧୭-୭(ବ୍ୟୁରୋ): ବିମୁଦ୍ରୀକରଣ ପରେ ଦେଶରେ ମ୍ୟୁଚୁଆଲ ଫଣ୍ଡ ନିବେଶ ପ୍ରତି ଲୋକଙ୍କ ଆଗ୍ରହ ବୃଦ୍ଧି ପାଇବାରେ ଲାଗିଛି। ଲୋକମାନେ ସିଷ୍ଟମେଟିକ ଇନଭେଷ୍ଟମେଣ୍ଟ ପ୍ଲାନ (ଏସ୍ଆଇପି) ଦ୍ୱାରା ନିବେଶ ଲାଗି ଅଧିକ ଆଗ୍ରହ ଦେଖାଉଛନ୍ତି। ଏପରିସ୍ଥିତିରେ ନିବେଶ ନେଇ ଲୋକମାନେ କିଭଳି ଠିକ୍…
ଲୋକ ସଭାରେ ସ୍ପଷ୍ଟ କଲେ ଗଡ଼କରୀ: ଉନ୍ନତ ସଡ଼କ ଚାହୁଁଥିଲେ ଟୋଲ୍ ଟିକସ ଦେବାକୁ ହେବ
ନୂଆଦିଲ୍ଲୀ,୧୬-୭: ଟୋଲ୍ ଟିକସ ଆଦାୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ତଥା ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମଙ୍ଗଳବାର ସରକାରଙ୍କ ମତ ସ୍ପଷ୍ଟ କରିଛନ୍ତି। ଉନ୍ନତ ସଡ଼କ ଚାହୁଁଥିଲେ ଜନତାଙ୍କୁ ଜୀବନ ସାରା ଟୋଲ୍ ଟିକସ ଦେବାକୁ ପଡିବ ବୋଲି…
ରାଜ୍ୟଗୁଡିକର ଜିଏସ୍ଟି ସଂଗ୍ରହ ୫.୧୮ ଲକ୍ଷ କୋଟିକୁ ବୃଦ୍ଧି
ନୂଆଦିଲ୍ଲୀ,୧୬-୭: ୨୦୧୮-୧୯ ଆର୍ଥତ୍କ ବର୍ଷରେ ଦେଶର ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକର ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ସଂଗ୍ରହ ପରିମାଣ ୫.୧୮ ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି ଘଟିଛି। ଏହା ୨୦୧୭-୧୮ରେ ୯ ମାସରେ ୨.୯୧ ଲକ୍ଷ…
ରେନୋ ଭୁବନେଶ୍ୱରରେ ଶୋ’ରୁମରେ ନୂଆ ‘ଡଷ୍ଟର’ ମଡେଲର ବଜାର ପ୍ରବେଶ
ଭୁବନେଶ୍ୱର,୧୬-୭(ବ୍ୟୁରୋ): ପ୍ରମୁଖ କମ୍ପାନୀ ରେନୋ ପକ୍ଷରୁ ନୂଆ ‘ଡଷ୍ଟର’ ମଡେଲ ଯାନର ସ୍ଥାନୀୟ ରେନୋ ଭୁବନେଶ୍ୱର ଶୋ’ରୁମରେ ବଜାର ପ୍ରବେଶ କରାଯାଇଛି। ଯାନଟିକୁ ଗର୍ଗସନ ଅଟୋମୋବାଇଲର ଏମ୍ଡି ସତୀଶ ଗର୍ଗ ଏବଂ ଡାଇରେକ୍ଟର ସିଦ୍ଧାର୍ଥ ଗର୍ଗ ଉନ୍ମୋଚନ କରିଥିଲେ। ରେନୋ ଡଷ୍ଟର…
ଇଲେକ୍ଟ୍ରୋନିକ୍ସ ମାନୁଫାକ୍ଚରିଂ ହବ୍;ଚାଇନାକୁ ଟକ୍କରଦେବାର ଯୋଜନା
ନୂଆଦିଲ୍ଲୀ,୧୬-୭: ଦେଶକୁ ଇଲେକ୍ଟ୍ରୋନିକ୍ସ ମାନୁଫାକ୍ଚରିଂ ହବ୍ ଭାବେ ତିଆରି କରିବା ଲାଗି କେନ୍ଦ୍ର ସରକାର ପ୍ରୟାସ ଆରମ୍ଭ କରିଛନ୍ତି। ଏଥିଲାଗି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍ଓ) ପକ୍ଷରୁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଏହି କମିଟି ପକ୍ଷରୁ ଆପଲ୍, ସାମସଙ୍ଗ, ସିସ୍କୋ, ସିମେନ୍ସ,…
ଚାଷୀଙ୍କ ଲାଗି ସ୍ବେଚ୍ଛାକୃତ ହେବ ଫସଲ ବୀମା ଯୋଜନା
ନୂଆଦିଲ୍ଲୀ,୧୬-୭: କେନ୍ଦ୍ର ସରକାର ଖୁବଶୀଘ୍ର ପିଏମ୍ କିଷାନ ଫସଲ ବୀମା ଯୋଜନାରେ ଏକାଧିକ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହି ଯୋଜନାରେ ସାମିଲ ହେବା ଏଣିକି ଚାଷୀଙ୍କ ଲାଗି ସ୍ବେଚ୍ଛାକୃତ ହେବ। ଏହି ଯୋଜନାରୁ ଉଚ୍ଚ ପ୍ରିମିୟମଯୁକ୍ତ ଫସଲଗୁଡ଼ିକୁ ବାଦ୍ ଦିଆଯିବ ବୋଲି…
ରପ୍ତାନି, ବାଣିଜ୍ୟ ନିଅଣ୍ଟ ହ୍ରାସ
ନୂଆଦିଲ୍ଲୀ,୧୬-୭: ଦେଶର ରପ୍ତାନୀ ଜୁନ୍ରେ ୯.୭୧% ହ୍ରାସ ପାଇ ୨୫.୦୧ ବିଲିୟନ ଡଲାରରେ ପହଞ୍ଚତ୍ଛି। ଗତବର୍ଷ ଏହି ସମୟରେ ଏହା ୨୭.୭ ବିଲିୟନ ଡଲାର ଥିଲା। ଜେମ୍ସ ଆଣ୍ଡ ଜୁଏଲାରୀ, ଇଞ୍ଜିନିୟରିଂ ସାମଗ୍ରୀ, ପେଟ୍ରୋଲିୟମ ପଦାର୍ଥ ରପ୍ତାନି ହ୍ରାସ ପାଇଥିବା ସରକାରୀ…
ଇଣ୍ଡିଗୋ ବିବାଦରେ ନୂଆ ମୋଡ;ପ୍ରମୋଟର ଗଙ୍ଗଓ୍ବାଲଙ୍କୁ ଜେରା କରିବ ବୋର୍ଡ
ନୂଆଦିଲ୍ଲୀ,୧୬-୭: ଇଣ୍ଡିଗୋ ଏୟାରଲାଇନ୍ ପ୍ରମୋଟରଙ୍କ ବିବାଦ ଏବେ ନୂଆ ମୋଡ ନେଇଛି। ଅସନ୍ତୁଷ୍ଟ ଜଣେ ପ୍ରମୋଟରଙ୍କ ପତ୍ରରୁ ସୃଷ୍ଟି ହୋଇଥିବା ଏହି ବିବାଦ ଏବେ ଗମ୍ଭୀର ରୂପ ଧାରଣ କଲାଣି। କମ୍ପାନୀର ଦୁଇ ପ୍ରମୋଟର ରାକେଶ ଗଙ୍ଗଓ୍ବାଲ ଓ ରାହୁଲ ଭାଟିୟାଙ୍କ…
ବିମୁଦ୍ରୀକରଣ ପରେ ଫେରିଛି ୧୫ ଲକ୍ଷ କୋଟି
ନୂଆଦିଲ୍ଲୀ,୧୬-୭: ମୋଦି ସରକାରଙ୍କ ପ୍ରଥମ କାର୍ଯ୍ୟକାଳରେ ବିମୁଦ୍ରୀକରଣ ଘୋଷଣା ହୋଇଥିଲା। ୨୦୧୬-୧୭ରେ ସେତେବେଳେ ବଜାରରେ ପ୍ରଚଳନରେ ଥିବା ୧୫,୩୧,୦୭୩ କୋଟି ନୋଟ୍ ଫେରି ଆସିଛି ବୋଲି କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ସୋମବାର ଲୋକ ସଭାରେ ପ୍ରକାଶ କରିଛନ୍ତି। ସୂଚନାଥାଉ…
Archives


