ଆଜିଠାରୁ ୨୫୦ ଜିଲାରେ ବ୍ୟାଙ୍କଗୁଡିକର ଋଣମେଳା
ନୂଆଦିଲ୍ଲୀ,୩-୧୦: ଦେଶର ବ୍ୟାଙ୍କଗୁଡିକ ପକ୍ଷରୁ ଗୁରୁବାରଠାରୁ ଦେଶର ୨୫୦ ଜିଲାରେ ଋଣ ମେଳା ଆୟୋଜନ କରାଯାଉଛି। ପାର୍ବଣ ସମୟରେ ଋଣ ଯୋଗାଣ ଲକ୍ଷ୍ୟରେ ଏଭଳି ମେଳା ଦ୍ୱାରା ଗ୍ରାହକଙ୍କ ସହ ସମ୍ପର୍କ ଯୋଡିବାକୁ ବ୍ୟାଙ୍କଗୁଡିକ ଯୋଜନା ରଖିଛନ୍ତି। କେବଳ ରାଷ୍ଟ୍ରାୟତ୍ତ ବ୍ୟାଙ୍କ…
ପିଏମ୍ସି ମାମଲାରେ ଯାଞ୍ଚ ହେବ ଅଡିଟରଙ୍କ ଭୂମିକା
ନୂଆଦିଲ୍ଲୀ,୩-୧୦: ପଞ୍ଜାବ ମହାରାଷ୍ଟ୍ର କୋଅପରେଟିଭ ବ୍ୟାଙ୍କ ଠକେଇ ମାମଲାରେ ଅଡିଟରଙ୍କ ଭୂମିକା ଯାଞ୍ଚ ହେବ। ଚାର୍ଟାର୍ଡ ଆକାଉଣ୍ଟାଣ୍ଟସର ସର୍ବୋଚ୍ଚ ସଂସ୍ଥା ଆଇସିଏଆଇ ଅଡିଟରଙ୍କ ଭୂମିକା ଠକେଇରେ ରହିଛି କି ନା ତାର ତର୍ଜମା କରିବ। ଆଇସିଏଆଇ ବର୍ତ୍ତମାନ ରିଜର୍ଭ ବ୍ୟାଙ୍କ ଏବଂ…
ଲଳିତ ମୋଦିଙ୍କ ସ୍ବିସ ବ୍ୟାଙ୍କ ତଥ୍ୟ ମାଗିଲେ ସରକାର
ନୂଆଦିଲ୍ଲୀ,୩-୧୦: କଳାଧନ ଉପରେ କାର୍ଯ୍ୟାନୁଷ୍ଠାନ ମୁତାବକ ସରକାର ପୂର୍ବତନ ଆଇପିଏଲ୍ କମିଶନର ଲଳିତ ମୋଦି ଏବଂ ତାଙ୍କ ସ୍ତ୍ରୀ ମୀନଲଙ୍କ ସ୍ବିସ ବ୍ୟାଙ୍କରେ ଜମା ତଥ୍ୟ ସେଠାକାର କତ୍ତୃପକ୍ଷଙ୍କୁ ମାଗିଥିଲେ। ଭାରତର ଅନୁରୋଧ ପରେ ସୁଇଜରଲାଣ୍ଡ ପକ୍ଷରୁ ଲଳିତ ମୋଦି ଏବଂ…
ଏପ୍ରିଲରୁ ଏସ୍ଏମ୍ଏସ୍ ଦ୍ୱାରା ଜିଏସ୍ଟି ରିଟର୍ନ ଫାଇଲିଂ
ନୂଆଦିଲ୍ଲୀ,୩-୧୦: ଆସନ୍ତା ବର୍ଷ ଏପ୍ରିଲରୁ ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍ଟି) ବ୍ୟବସ୍ଥାରେ ଏସ୍ ଏମ୍ଏସ୍ ଦ୍ୱାରା ରିଟର୍ନ ଫାଇଲ କରିହେବ। ନିଲ୍ ରିଟର୍ନ କ୍ଷେତ୍ରରେ ଟିକସଦାତା ଏଭଳି ରିଟର୍ନ ଫାଇଲ କରିପାରିବେ। ଏକ ନିର୍ଦ୍ଧାରିତ ନମ୍ବରକୁ ଏସ୍ଏମ୍ଏସ୍ ପଠାଇ ଟିକସଦାତା…
ନିଲାମ ହେବ ରାଜ୍ୟର ୭ ଖଣିଜ ବ୍ଲକ
ନୂଆଦିଲ୍ଲୀ,୩-୧୦: ରାଜ୍ୟର ୭ ଖଣିଜ ବ୍ଲକର ନିଲାମ କରାଯିବ। ଚଳିତ ମାସ ୨୨ଠାରୁ ନଭେମ୍ବର ୧ ମଧ୍ୟରେ ଏହାର ନିଲାମ କାର୍ଯ୍ୟ ଶେଷ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି। ଏହି ବ୍ଲକଗୁଡିକରେ ୧୪୮.୦୧୧ ନିୟୁତ ଟନ୍ ଖଣିଜ ସମ୍ପଦ ରହିଛି।…
ମିଶନ ଜିରୋ-ଏଫ୍କୁ ଖିମଜୀର ୧୫ ଲକ୍ଷ ଟଙ୍କା ସହାୟତା
ଭୁବନେଶ୍ୱର,୨-୯: ପ୍ରମୁଖ ଜୁଏଲେରୀ ଚେନ୍ ଷ୍ଟୋର ଖୀମଜି ଜୁଏଲର୍ସ ପକ୍ଷରୁ ରାଜ୍ୟ ସରକାରଙ୍କ ମିଶନ ଜିରୋ-ଏଫ କାର୍ଯ୍ୟକ୍ରମକୁ ୧୫ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ଖୀମଜିର ନିର୍ଦ୍ଦେଶକ ମିତେଶ ଖୀମଜି ଏଥି ସଂକ୍ରାନ୍ତ ଅର୍ଥରାଶିକୁ କଟକ ଜିଲାପାଳଙ୍କୁ ହସ୍ତାନ୍ତର…
ପ୍ରମୁଖ କମ୍ପାନୀଗୁଡିକର ଯାନ ବିକ୍ରି ହ୍ରାସ
ନୂଆଦିଲ୍ଲୀ,୨-୧୦: ସେପ୍ଟେମ୍ବର ମାସରେ ଦେଶର ପ୍ରମୁଖ ଯାନ ନିର୍ମାତାମାନଙ୍କର ବିକ୍ରି ହ୍ରାସ ଘଟିଛି। ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଏହାର ପ୍ରଭାବ ଦେଶର ଅଟୋମୋବାଇଲ ଶିଳ୍ପ ଉପରେ ପଡିଛି। ଏହି କ୍ରମରେ ହୋଣ୍ଡା କାର୍ସ ଇଣ୍ଡିଆ ଲିମିଟେଡ୍ର ବିକ୍ରି ୩୭.୨୪%…
ଆର୍ବିଆଇ ମୁଦ୍ରାନୀତି କମିଟି ବୈଠକ ଆରମ୍ଭ; ରେପୋ ରେଟ୍ ହ୍ରାସ ସମ୍ଭାବନା
ନୂଆଦିଲ୍ଲୀ,୨-୯: ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଆର୍ବିଆଇ)ର ମୁଦ୍ରାନୀତି କମିଟି ବୈଠକ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ବର୍ତ୍ତମାନ ଅର୍ଥନୀତିରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଦେଶର ଜିଡିପି ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଲାଗି କେନ୍ଦ୍ରୀୟ ବ୍ୟାଙ୍କ ରେପୋ…
ଡବ୍ଲ୍ୟୁଇଏଫ୍ର ଇଣ୍ଡିଆ ଇକୋନୋମିକ ସମିଟ୍ ୩ରୁ
ନୂଆଦିଲ୍ଲୀ,୨-୧୦: ଓ୍ବାର୍ଲଡ ଇକୋନୋମିକ ଫୋରମ(ଡବ୍ଲ୍ୟୁଇଏଫ୍) ପକ୍ଷରୁ ଇଣ୍ଡିଆ ଇକୋନୋମିକ ସମିଟ୍ ଚଳିତ ମାସ ୩ ଏବଂ ୪ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେଉଛି। ୪୦ ଦେଶର ୮୦୦ ପ୍ରତିନିଧି ଏହି କାର୍ଯ୍ୟକ୍ରମରେ ଯୋଗଦେବେ। ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା, ବିଶ୍ୱ ସ୍ତରରୁ…
ପୁଞ୍ଜି ପ୍ରତ୍ୟାହାରରୁ ୧.୦୫ ଲକ୍ଷ କୋଟି ସଂଗ୍ରହ ଲକ୍ଷ୍ୟ
ନୂଆଦିଲ୍ଲୀ,୨-୧୦: ସରକାର ଚଳିତ ବର୍ଷ ବିଭିନ୍ନ ରାଷ୍ଟ୍ରାୟତ୍ତ ସଂସ୍ଥାଗୁଡିକରୁ ପୁଞ୍ଜି ପ୍ରତ୍ୟାହାର କରିବାକୁ ଯୋଜନା ରଖିଛନ୍ତି। ଚଳିତ ଆର୍ଥତ୍କବର୍ଷ ଏହି ଉଦ୍ୟୋଗଗୁଡିକର ଅଂଶଧନ ବିକ୍ରିରୁ ପ୍ରାୟ ୧.୦୫ ଲକ୍ଷ କୋଟି ଟଙ୍କା ସଂଗ୍ରହ କରିବାକୁ ପ୍ରସ୍ତାବ ରହିଛି। ଏହାକୁ ଧ୍ୟାନରେ ରଖି…
ସାଲୁ ଜିନ୍ଦଲଙ୍କୁ ମହାତ୍ମା ପୁରସ୍କାର
ନୂଆଦିଲ୍ଲୀ,୨-୧୦: ଜେଏସ୍ପିଏଲ୍ ଫାଉଣ୍ଡେଶନ ସହଅଧ୍ୟକ୍ଷା ସାଲୁ ଜିନ୍ଦଲଙ୍କୁ ମହାତ୍ମା ଆଓ୍ବାର୍ଡ ଫର ଲିଡରଶିପ ଇନ୍ କର୍ପୋରେଟ ସୋସିଆଲ ରେସପନ୍ସବିଲିଟି ସମ୍ମାନରେ ସମ୍ମାନୀତ କରାଯାଇଛି। ଗୁରୁଗ୍ରାମଠାରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ପଦ୍ମଭୂଷଣ ରାଜଶ୍ରୀ ବିର୍ଲା ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରିଥିଲେ। ଗ୍ରାମାଞ୍ଚଳ…
ଜିଏସ୍ଟି ସଂଗ୍ରହ ୯୧,୯୧୬ କୋଟି ଟଙ୍କାକୁ ହ୍ରାସ
ନୂଆଦିଲ୍ଲୀ,୨-୧୦: ସେପ୍ଟେମ୍ବରରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍ଟି) ସଂଗ୍ରହ ପରିମାଣ ୯୧,୯୧୬ କୋଟି ଟଙ୍କାକୁ ହ୍ରାସ ଘଟିଛି। ଜିଏସ୍ଟି ସଂଗ୍ରହ ୧୯ ମାସର ସର୍ବନିମ୍ନ ସ୍ତରକୁ ଖସି ଆସିଛି। ଏହା ଅଗଷ୍ଟ ମାସରେ ୯୮,୨୦୨ କୋଟି ଟଙ୍କା ରହିଥିବା ସରକାର ମଙ୍ଗଳବାର…

