ବାଣିଜ୍ୟ

ତଳକୁ ଖସୁଛି ଟଙ୍କା: ସର୍ବକାଳୀନ ରେକର୍ଡ ଭାଙ୍ଗିଲା

ମୁମ୍ବାଇ,୧୧ା୧:ଭାରତୀୟ ଟଙ୍କା ଶୁକ୍ରବାର ତଳକୁ ଖସିବାର ସର୍ବକାଳୀନ ରେକର୍ଡ ପୁଣି ଭାଙ୍ଗିଛି। ଆମେରିକୀୟ ଡଲାର ତୁଳନାରେ ଟଙ୍କାର ବିନିମୟ ମୂଲ୍ୟ ୮୫.୯୭ ଟଙ୍କା ରହିଛି। ଗୁରୁବାର ସେସନ୍‌ରେ ଏହା ୮୫.୯୩ ଟଙ୍କା ରହିଥିବାବେଳେ ଆମେରିକା ଲେବର ମାର୍କେଟ ଡେଟା ଆସିବା...

ସ୍ତ୍ରୀଙ୍କ ନାମରେ FD କଲେ ଖାଲି ଟିକସ ବଞ୍ଚିବ, ହେଲେ ମା’ଙ୍କ ନାମରେ କଲେ ହେବେ ମାଲାମାଲ…

ନୂଆଦିଲ୍ଲୀ,୧୦।୧: ଯେତେବେଳେ ସୁରକ୍ଷିତ ଉପାୟରେ ଭଲ ଟଙ୍କା ରୋଜଗାର କରିବାର ଚିନ୍ତା ମନକୁ ଆସେ, ପ୍ରଥମେ ମନକୁ ଆସେ ସ୍ଥିର ଜମା (FD) ଯୋଜନା। ବର୍ତ୍ତମାନ ଦେଶରେ ବିଭିନ୍ନ FD ଯୋଜନାରେ ଲୋକେ ଆଗ୍ରହ ପ୍ରକାଶ କରୁଛନ୍ତି, ଯାହା ହେତୁ...

SBIର ‘ହର ଘର ଲକ୍ଷପତି’ ଯୋଜନା କ’ଣ? ମିଳୁଛି ମୋଟା ଅଙ୍କର ସୁଧ, କିଏ କରିପାରିବେ ନିବେଶ, ଜାଣନ୍ତୁ ସବୁକିଛି…

ନୂଆଦିଲ୍ଲୀ,୧୦।୧: କିଛିଦିନ ପୂର୍ବେ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ‘ହର ଘର ଲକ୍ଷପତି’ ଯୋଜନା ଆରମ୍ଭ କରିଛି। ଏହା ଏକ RD ଯୋଜନା, ଯେଉଁଥିରେ ଛୋଟ ରାଶି ଜମା କରି ଏକ ଲକ୍ଷ ଟଙ୍କାରୁ ଅଧିକ ଟଙ୍କା ରଖିପାରିବେ। ଏଥିରେ ସାଧାରଣ...

ସ୍ତ୍ରୀଙ୍କ ବଦଳରେ ମାଆଙ୍କ ନାମରେ କରନ୍ତୁ ଏହି ଏଫଡି, ମିଳିବ ବମ୍ପର ରିଟର୍ନ, ଜାଣନ୍ତୁ କେମିତି କରିବେ…

ନୂଆଦିଲ୍ଲୀ,୧୦।୧: ଅଧିକାଂଶ ଲୋକ ଫିକ୍ସଡ ଡିପୋଜିଟ (Fixed Deposit -FD) ରେ ବିନିଯୋଗ କରିବାକୁ ପସନ୍ଦ କରନ୍ତି, କାରଣ ସେମାନେ ଫିକ୍ସଡ ରିଟର୍ଣ୍ଣ ପାଆନ୍ତି ଓ ଆପଣଙ୍କର ବିନିଯୋଗ ପରିମାଣ ସୁରକ୍ଷିତ ରହିଥାଏ । କିନ୍ତୁ ଯଦି ଆପଣ ଫିକ୍ସଡ...

ଓଡ଼ିଶା ହେବ ଆଇଟି ହବ୍ ଦୁଇ ତିନି ମାସରେ ନିଆଯିବ ପଦକ୍ଷେପ: ଅଶ୍ୱନୀ ବୈଷ୍ଣବ

ଭୁବନେଶ୍ୱର,୯।୧: ଆସନ୍ତା ଦୁଇରୁ ତିନି ବର୍ଷ ମଧ୍ୟରେ ଓଡ଼ିଶାକୁ ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି)ର ଏକ ବଡ଼ ହବ୍‌ରେ ପରିଣତ କରାଯିବ, ଗୁରୁବାର କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହା କହିଛନ୍ତି। “କେନ୍ଦ୍ର ଏବଂ ରାଜ୍ୟ ସରକାର ଓଡ଼ିଶାକୁ ସୂଚନା ପ୍ରଯୁକ୍ତିବିଦ୍ୟାର...

ମାସକ ମଧ୍ୟରେ ହିଟ୍‌ ହେଲା ‘ବୀମା ସଖି ଯୋଜନା’; ୫୦୦୦୦ ଛୁଇଁଲା ରେଜିଷ୍ଟ୍ରେଶନ ସଂଖ୍ୟା, ଏଭଳି କରନ୍ତୁ ଆବେଦନ… 

ନୂଆଦିଲ୍ଲୀ,୯।୧: ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି) ଦ୍ୱାରା ଆରମ୍ଭ କରାଯାଇଛି ବୀମା ସଖି ଯୋଜନା। ଏହା ଆରମ୍ଭ ହେବାର ଏକ ମାସ ମଧ୍ୟରେ ୫୦ ହଜାରରୁ ଅଧିକ ରେଜିଷ୍ଟ୍ରେଶନ ହୋଇଥିବା ଏଲ୍‌ଆଇସି ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ତେବେ ଏହି...

ବୟନିକାର ନାଇଟ୍‌ ବଜାର ଉଦ୍‌ଘାଟିତ

ଭୁବନେଶ୍ୱର,୯।୧: ରାଜ୍ୟର ପ୍ରମୁଖ ହସ୍ତତନ୍ତ୍ର ସଙ୍ଗଠନ ତଥା ଓଡ଼ିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ଲିମିଟେଡ୍‌ ବା ବୟନିକାର ବହୁ ପ୍ରତୀକ୍ଷିତ ‘ବୟନିକା ନାଇଟ୍‌ ବଜାର’ ବୁଧବାର ଭୁବନେଶ୍ୱରର ଖାରବେଳନଗରସ୍ଥିତ ବୟନିକା ଭବନଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ...

ସୁନା କ୍ରୟରେ ଭାରତ ଦ୍ୱିତୀୟ

ଭୁବନେଶ୍ୱର,୯ା୧(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ୨୦୨୪ ଜାନୁଆରୀରୁ ନଭେମ୍ବର ମଧ୍ୟରେ ୭୩ ଟନ୍‌ ସୁନା କିଣିଛି। କେବଳ ନଭେମ୍ବରରେ ଆର୍‌ବିଆଇ ୮ ଟନ ସୁନା କିଣିଥିବା ସୂଚନା ରହିଛି। ୨୦୨୪ ଶେଷ ସୁଦ୍ଧା ଆର୍‌ବିଆଇର ମୋଟ ସୁନା ପରିମାଣ...

JIOର ବଡ଼ ଧମାକା, ୪୯ ଟଙ୍କାରେ ମିଳୁଛି ଅନ୍‌ଲିମିଟେଡ୍‌ ଡାଟା

ନୂଆଦିଲ୍ଲୀ,୮।୧: ରିଲାଏନ୍ସ ଜିଓର ଏଭଳି ଏକ ଶସ୍ତା ରିଚାର୍ଜ ପ୍ଲାନ, ଯାହାଦ୍ୱାରା ଆପଣଙ୍କୁ ଏକାଧିକ ଲାଭ ମିଳିବ। ୪୯ ଟଙ୍କିଆ ଏହି ପ୍ଲାନ୍‌ ଏୟାରଟେଲ୍‌ ଏବଂ ଭୋଡାଫୋନ୍‌ ଆଇଡିଆ ଆଦିକୁ ଟକ୍କର ମଧ୍ୟ ଦେଉଛି। ୪୯ ଟଙ୍କିଆ ପ୍ରିପେଡ୍‌ ପ୍ଲାନ୍‌ରେ...

ଖସିପାରେ ଦେଶର ଅଭିବୃଦ୍ଧି: ଜିଡିପି ୪ ବର୍ଷର ସର୍ବନିମ୍ନ ସ୍ତର ୬.୪% ଛୁଇଁବା ଅନୁମାନ

ନୂଆଦିଲ୍ଲୀ, ୮ା୧:ଆସନ୍ତା ମାର୍ଚ୍ଚ ୩୧ରେ ଶେଷ ହେବାକୁ ଥିବା ୨୦୨୪-୨୫ ଆର୍ଥିକବର୍ଷରେ ଭାରତର ଅଭିବୃଦ୍ଧି ୬.୪ ପ୍ରତିଶତକୁ ଖସିପାରେ, ଯାହାକି କୋଭିଡ୍‌-୧୯ ପରେ ସର୍ବନିମ୍ନ ସ୍ତର। ବିନିର୍ମାଣ (ମାନୁଫାକ୍ଚରିଂ) ଓ ନିବେଶ (ଇନ୍‌ଭେଷ୍ଟମେଣ୍ଟ) ହ୍ରାସ ଯୋଗୁ ମୋଟ ଘରୋଇ ଉତ୍ପାଦ...

୧୧ରେ ଡ୍ରିମ୍‌ସର ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର,୮।୧: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା କଟକ ନିକଟସ୍ଥ ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟର ପ୍ରଥମ ସମାବର୍ତ୍ତନ ଉତ୍ସବ ୨୦୨୫ ଜାନୁୟାରୀ ୧୧ରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ...

ଓପିଜି ମୋବିଲିଟିର ଅନାବରଣ

ନୂଆଦିଲ୍ଲୀ,୮।୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ଇଲେକ୍‌ଟ୍ରିକ ଭେଇକିଲ (ଇଭି) ବ୍ରାଣ୍ଡ ‘ଓକାୟା ଇଭି’ର ନୂତନ ବ୍ରାଣ୍ଡ ପରିଚୟ (ରିବ୍ରାଣ୍ଡିଙ୍ଗ) ‘ଓଟିଜି ମୋବିଲିଟି’ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ରିବ୍ରାଣ୍ଡିଙ୍ଗ୍‌ ଭାରତର ଗତିଶୀଳ ଉପଭୋକ୍ତାଙ୍କ ବିକଶିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri