ବଜାରକୁ ଆସିଲା Royal Enfieldର ସବୁଠୁ ଶସ୍ତା ବାଇକ୍, କ୍ଲାସିକ୍ ୩୫୦କୁ ଦେବ ଟକ୍କର
ନୂଆଦିଲ୍ଲୀ,୨୬।୪: ବାଇକ ଚାଳକଙ୍କ ମଧ୍ୟରେ ଡୁଗ୍-ଡୁଗ୍ ସାଉଣ୍ଡ ପାଇଁ ଜଣାଶୁଣା କମ୍ପାନୀ ରୟାଲ ଏନଫିଲ୍ଡ ଏହାର ସବୁଠାରୁ ଶସ୍ତା ବାଇକ ଲଞ୍ଚ କରିଛି। ଏହାର ଏକ୍ସ-ସୋରୁମ ମୂଲ୍ୟ ୧.୪୯ ଲକ୍ଷ ଟଙ୍କା ରହିଛି। ଏଥିରେ ଏକ ୩୫୦cc ଇଞ୍ଜିନ ଅଛି, ଯାହା…
ସାନ ପୁଅଙ୍କ ଉପରେ ଖୁସି ହୋଇ ବଡ଼ ନିଷ୍ପତ୍ତି ନେଲେ ମୁକେଶ ଅମ୍ବାନୀ! ୫ ବର୍ଷ ଲାଗି ଅନନ୍ତଙ୍କୁ ଦେଇଦେଲେ ଏହି ଦାୟିତ୍ୱ
ନୂଆଦିଲ୍ଲୀ,୨୬।୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ (RIL)ର ଅଧ୍ୟକ୍ଷ ମୁକେଶ ଅମ୍ବାନୀ 2022 ମସିହାରେ ହିଁ ତାଙ୍କ ୩ ପିଲାଙ୍କ ମଧ୍ୟରେ କମ୍ପାନୀର ବିଭିନ୍ନ ବ୍ୟବସାୟର ଦାୟିତ୍ୱ ବାଣ୍ଟି ଦେଇଥିଲେ। ଝିଅ ଈଶା ଅମ୍ବାନୀଙ୍କୁ ଖୁଚୁରା ବ୍ୟବସାୟର ଦାୟିତ୍ୱ, ବଡ଼ ପୁଅ ଆକାଶ…
ଜବରଦସ୍ତ ସ୍ମାର୍ଟଫୋନ୍ ଲଞ୍ଚ କଲା Realme! ୬,୦୦୦mAh ବ୍ୟାଟେରୀ ସହ ମିଳିବ IP୬୯ ରେଟିଂ, ଜାଣନ୍ତୁ ମୂଲ୍ୟ
ନୂଆଦିଲ୍ଲୀ,୨୫।୪: Realme ଭାରତରେ ଏହାର ନୂତନ ମଧ୍ୟମ-ରେଞ୍ଜ ଫୋନ Realme ୧୪T ୫G ଲଞ୍ଚ କରିଛି। ଏହି ଫୋନଟି ୬,୦୦୦mAh ବ୍ୟାଟେରୀ ଏବଂ ୪୫W ଫାଷ୍ଟ ଚାର୍ଜିଂ ସହିତ ବଜାରକୁ ଆସିଛି। ଫୋନରେ ୫୦ ମେଗାପିକ୍ସେଲର ଡୁଆଲ ରିୟର କ୍ୟାମେରା ସେଟଅପ…
ଆପଲ୍ ଆସନ୍ତା ବର୍ଷ ସୁଦ୍ଧା ଆମେରିକାରୁ ସମ୍ପୂର୍ଣ୍ଣ ଆଇଫୋନ୍ ଫ୍ୟାକ୍ଟ୍ରି ଭାରତ ସ୍ଥାନାନ୍ତର କରିପାରେ: ରିପୋର୍ଟ
ନୂଆଦିଲ୍ଲୀ,୨୫।୪: ଆପଲ୍ କମ୍ପାନୀ ଆସନ୍ତା ବର୍ଷ ଅର୍ଥାତ୍ ୨୦୨୬ ସୁଦ୍ଧା ଆମେରିକା ବଜାର ପାଇଁ ସମ୍ପୂର୍ଣ୍ଣ ଆଇଫୋନ୍ ଆସେମ୍ବଲିକୁ ଭାରତକୁ ସ୍ଥାନାନ୍ତର କରିବାକୁ ଯୋଜନା କରୁଛି ବୋଲି ଏକ ରିପୋର୍ଟରେ ଦାବି କରାଯାଇଛି। ଫାଇନାନ୍ସିଆଲ୍ ଟାଇମ୍ସ୍ର ରିପୋର୍ଟ ଅନୁଯାୟୀ, ଏହି ପଦକ୍ଷେପର…
୧୦୦୦ ପଏଣ୍ଟ ହ୍ରାସ ପାଇଲା ସେନସେକ୍ସ: ପ୍ରାରମ୍ଭିକ ଉତ୍ସାହ ସତ୍ତ୍ୱେ ଷ୍ଟକ୍ ବଜାରରେ ହ୍ରାସର କାରଣ କ’ଣ?
ମୁମ୍ବାଇ,୨୫।୪: ଭାରତୀୟ ଷ୍ଟକ୍ ବଜାର ଆଜି ପୁଣି ଏକ ବଡ଼ ଧରଣର ହ୍ରାସର ସମ୍ମୁଖୀନ ହୋଇଛି। ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନସେକ୍ସ ୧୦୦୦ ପଏଣ୍ଟରୁ ଅଧିକ ହ୍ରାସ ପାଇ ୭୮,୮୦୦ ପଏଣ୍ଟ ସ୍ତରରେ କାରବାର କରୁଛି। ସେହିପରି ନ୍ୟାଶନାଲ ଷ୍ଟକ୍…
ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର! ଏତିକି ବଢ଼ିପାରେ ଆପଣଙ୍କ ଦରମା
ନୂଆଦିଲ୍ଲୀ,୨୪।୪: ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁସି ଖବର। ଅଷ୍ଟମ ବେତନ କମିଶନ ଲାଗୁ ହେବା ପରେ ସେମାନଙ୍କ ଦରମାରେ ଏକ ବଡ଼ ବୃଦ୍ଧି ଘଟିବ। କାରଣ ପ୍ରତ୍ୟେକ ପେ’ କମିଶନରେ କେବଳ ଦରମା ବୃଦ୍ଧି ହୁଏ ନାହିଁ ବରଂ ଏହାର…
Gold: ସୁନାଦର ଖସିବା ଭିତରେ ଆସିଲା ବଡ଼ ଖବର: ଅକ୍ଷୟ ତୃତୀୟାରେ ଏତେ ଶସ୍ତାରେ ମିଳିବ ସୁନା! ମେକିଂଚାର୍ଜ ପାଇଁ…
ନୂଆଦିଲ୍ଲୀ,୨୩।୫: ଅକ୍ଷୟ ତୃତୀୟା ପାଇଁ ଆଉ ମାତ୍ର କିଛି ଦିନ ବାକି ଅଛି। ଏହି ଦିନ ସୁନା କିଣିବା ବହୁତ ଶୁଭ ବୋଲି ବିବେଚନା କରାଯାଏ। କିନ୍ତୁ ସୁନାର ବର୍ଦ୍ଧିତ ମୂଲ୍ୟ ଅର୍ଥାତ ଲକ୍ଷେ ଟପିବା ଏହାକୁ ସାଧାରଣ ଲୋକଙ୍କ ପାଖରେ…
IMF ଆର୍ଥିକ ବର୍ଷ ୨୦୨୬ ପାଇଁ ଭାରତର ଅଭିବୃଦ୍ଧି ପୂର୍ବାନୁମାନକୁ ହ୍ରାସ କଲା
ନୂଆଦିଲ୍ଲୀ,୨୩।୪: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ଆର୍ଥିକ ବର୍ଷ ୨୦୨୬ ପାଇଁ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପୂର୍ବାନୁମାନକୁ ୬.୨%କୁ ହ୍ରାସ କରିଛି। ଏହା ପୂର୍ବବର୍ଷ ଅପେକ୍ଷା ଅଭିବୃଦ୍ଧି ହାରରେ ହ୍ରାସ ପାଇବାର ସଙ୍କେତ ଦେଉଛି, ଯାହା ବିଶ୍ୱବ୍ୟାପୀ ଅର୍ଥନୈତିକ ଅନିଶ୍ଚିତତା ଓ…
କଶ୍ମୀର ପର୍ଯ୍ୟଟନକୁ ବଡ଼ ଧକ୍କା, କୋଟି କୋଟି ଟଙ୍କାର କ୍ଷତି ସହିବେ…
ନୂଆଦିଲ୍ଲୀ,୨୩।୪: ଜମ୍ମୁ ଓ କଶ୍ମୀରର ଅନନ୍ତନାଗ ଜିଲାରେ ଥିବା ପହଲଗାମରେ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି। ଯାହା କଶ୍ମୀରର ପର୍ଯ୍ୟଟନ ଶିଳ୍ପକୁ ଗଭୀର ଆଘାତ ଦେଇଛି। ଏହି ଆକ୍ରମଣରେ ୨୬ରୁ ୨୮ ଜଣ ପର୍ଯ୍ୟଟକଙ୍କ ସମେତ ଅନେକ ଲୋକ ପ୍ରାଣ ହରାଇଥିବାବେଳେ…
ସର୍ବକାଳୀନ ରେକର୍ଡ: ଲକ୍ଷେ ଟପିଗଲା ସୁନା, ଏବେ…
ନୂଆଦିଲ୍ଲୀ,୨୨।୪: ସୁନାର ସର୍ବକାଳୀନ ରେକର୍ଡ। ଦିନକରେ ୩ ହଜାର ଟଙ୍କା ବୃଦ୍ଧି ପାଇ ପ୍ରତି ୧୦ ଗ୍ରାମ ସୁନାର ମୂଲ୍ୟ ୧ ଲକ୍ଷ ଟଙ୍କା ଅତିକ୍ରମ କରିଛି। ବର୍ତ୍ତମାନ ୨୪ କ୍ୟାରେଟ ସୁନା ୧ ଲକ୍ଷ ୧ହଜାର ୩୫୦ ଟଙ୍କାରେ ପହଞ୍ଚିଥିବା…
୧୮ ବର୍ଷ ବୟସ ପୂର୍ବରୁ Instagram ବ୍ୟବହାର କରିବା ହେଲା କଷ୍ଟକର, Meta ନେଲା ଏହି ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୨୧।୪: ଆଜିକାଲି ସବୁ ବୟସର ଲୋକମାନେ ସୋସିଆଲ ମିଡିଆ ବ୍ୟବହାର କରୁଛନ୍ତି। କିନ୍ତୁ ଇନଷ୍ଟାଗ୍ରାମରେ ପିଲା ଏବଂ କିଶୋର ଉପଭୋକ୍ତାଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଅନେକ ଥର ପିଲାମାନେ ଇନଷ୍ଟାଗ୍ରାମରେ ସେମାନଙ୍କର ପ୍ରକୃତ ବୟସ ଲୁଚାଇ ବୟସ୍କ ହେବାକୁ…
୩ ସପ୍ତାହରେ ପ୍ରାୟ ୬,୨୦୦ ଟଙ୍କା ମହଙ୍ଗା ହେଲା ସୁନା, ଏବେର ଦାମ୍ ଜାଣିଲେ ଉଡିବ ହୋସ
ନୂଆଦିଲ୍ଲୀ,୨୧।୪: ହୁ ହୁ ହୋଇ ବଢ଼ିବାରେ ଲାଗିଛି ସୁନା ଦର। ସୋମବାର ଦେଶର ଫ୍ୟୁଚର୍ସ ମାର୍କେଟ ମଲ୍ଟି କମୋଡିଟି ଏକ୍ସଚେଞ୍ଜରେ ସୁନାର ମୂଲ୍ୟ ରେକର୍ଡସ୍ତର ଛୁଇଁଛି। ଏହା ୯୭ ହଜାର ଟଙ୍କାର ନିକଟତର ହୋଇଛି। ବିଶେଷ କଥା ହେଉଛି କେବଳ ଏପ୍ରିଲ…
Archives


