ବାଣିଜ୍ୟ

ନରେଶ ଗୋୟଲଙ୍କୁ ଆଇଟି ସମନ

ନୂଆଦିଲ୍ଲୀ,୧୬-୬: ଜେଟ୍‌ ଏୟାରଓ୍ବେଜ୍‌ର ପ୍ରମୋଟର ନରେଶ ଗୋୟଲଙ୍କ କଥିତ ଟିକସ ଫାଙ୍କି ମାମଲାରେ ଜେରା ପାଇଁ ଆୟକର(ଆଇଟି) ବିଭାଗ ପକ୍ଷରୁ ସମନ ଜାରି କରାଯାଇଛି। କମ୍ପାନୀ ବନ୍ଦ ହୋଇଯିବା ପରେ ଏଥିରେ ହୋଇଥିବା ଅନିୟମିତତା ନେଇ ଆୟକର ବିଭାଗ ପକ୍ଷରୁ...

ମେଟ୍ରୋ ଟ୍ରେନ ଯାତ୍ରା ଲାଗି ଆସିବ ଏକକ କାର୍ଡ

ନୂଆଦିଲ୍ଲୀ,୧୬-୬: ମେଟ୍ରୋ ରେଳ ଯାତ୍ରୀଙ୍କ ଲାଗି କେନ୍ଦ୍ର ସରକାର ଖୁବଶୀଘ୍ର ଏକ ନୂଆ କାର୍ଡ ଆଣିବାକୁ ଯାଉଛନ୍ତି। ଏହାଦ୍ୱାରା ଦେଶର ସମସ୍ତ ମେଟ୍ରୋ ରେଳରେ ଯାତ୍ରା କରିହେବ। ଏହା ପ୍ରଚଳନରେ ଥିବା ଓ୍ବନ୍‌ ନେଶନ-ଓ୍ବନ୍‌ କାର୍ଡଠାରୁ ସମ୍ପୂର୍ଣ୍ଣ ଭିନ୍ନ ହେବ।...

ରବି ମିଶ୍ର ଆର୍‌ବିଆଇ ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର

ମୁମ୍ବାଇ,୧୬-୬: ଓଡ଼ିଶାର ଡ.ରବି ଏନ. ମିଶ୍ରଙ୍କୁ ପଦନ୍ନୋତି ଦିଆଯାଇ ରିଜର୍ଭ ବ୍ୟାଙ୍କର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର ଭାବେ ନିଯୁକ୍ତ କରାଯାଇଛି। ରୋଜମେରୀ ସେବାଷ୍ଟିଆନଙ୍କ ଅବସର ପରେ ଏହି ପଦଟି ଦୀର୍ଘଦିନ ହେଲା ଖାଲି ପଡିଥିଲା। ଏଥିପୂର୍ବରୁ ମିଶ୍ର କେନ୍ଦ୍ରୀୟ ବ୍ୟାଙ୍କର ରିସ୍କ...

ଜେଇଇ ଆଡଭାନ୍ସରେ ଫିଟ୍‌ଜୀ ଛାତ୍ରୀଛାତ୍ରଙ୍କ ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର,୧୬-୬(ବ୍ୟୁରୋ): ଶୁକ୍ରବାର ପ୍ରକାଶିତ ଜେଇଇ ଆଡଭାନ୍ସରେ ପ୍ରମୁଖ କୋଚିଂ ପ୍ରତିଷ୍ଠାନ ଫିଟ୍‌ଜୀ ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସବୁବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅନୁଷ୍ଠାନର କଟକ ଏବଂ ଭୁବନେଶ୍ୱର ସେଣ୍ଟରର ଛାତ୍ରୀଛାତ୍ର ସଫଳତା ଧାରା ବଜାୟ ରଖିବାକୁ...

ରିୟଲମି ଆଣିଲା ନୂଆ ସି୨ ସ୍ମାର୍ଟଫୋନ

ଭୁବନେଶ୍ୱର,୧୬-୬(ବ୍ୟୁରୋ): ପ୍ରମୁଖ ସ୍ମାର୍ଟଫୋନ ବ୍ରାଣ୍ଡ ରିୟଲମି ପକ୍ଷରୁ ଓଡ଼ିଶା ବଜାରରେ ନୂଆ ସି୨ ସ୍ମାର୍ଟଫୋନ ମଡେଲର ପ୍ରବେଶ କରାଯାଇଛି। ସ୍ଥାନୀୟ ଶହୀଦନଗରସ୍ଥିତ ଲକ୍ଷ୍ମୀ ମୋବାଇଲ ଏବଂ ନୟାପଲ୍ଲୀ ଇନ୍ଦ୍ରଧନୁ ମାର୍କେଟର ଟି-ସିରିଜ ଷ୍ଟୋରରେ ନୂଆ ମଡେଲଟିର ଉନ୍ମୋଚନ ହୋଇଥିଲା। ରିୟଲମିର...

ବିଏସ୍‌-୬ ପ୍ରମାଣପତ୍ର ଲାଭକଲା ହିରୋ

ନୂଆଦିଲ୍ଲୀ,୧୫-୬ : ହିରୋ ମୋଟୋକର୍ପ ଦେଶର ପ୍ରଥମ କମ୍ପାନୀ ଭାବେ ଏହାର ଦୁଇ ଚକିଆ ଯାନ ଲାଗି ବିଏସ୍‌-୬ ପ୍ରମାଣପତ୍ର ଲାଭ କରିଛି। କମ୍ପାନୀର ସ୍ପ୍ଲେଣ୍ଡର ଆଇସ୍ମାର୍ଟ ମୋଟର ସାଇକେଲ ଇଣ୍ଟରନ୍ୟାଶନାଲ ସେଣ୍ଟର ଫର ଅଟୋମୋଟିଭ ଟେକ୍ନୋଲୋଜି ପକ୍ଷରୁ ଟାଇପ...

ପିତୃଦିବସ ଲାଗି କଲ୍ୟାଣ ଜୁଏଲର୍ସର ଗହଣା ସମ୍ଭାର

ନୂଆଦିଲ୍ଲୀ,୧୫-୬ : ପିତୃ ଦିବସ ଅବସରରେ କଲ୍ୟାଣ ଜୁଏଲର୍ସ ପକ୍ଷରୁ ନୂଆ ଗହଣା ସମ୍ଭାର ଆରମ୍ଭ କରାଯାଇଛି। କମ୍ପାନୀ ଏହାର ମେନସଓ୍ବେର ଡିଜାଇନ ମଧ୍ୟରେ ସ୍ପୋର୍ଟ,ଡ୍ରେସି ଏବଂ କ୍ଳାସି ଭଳି ବର୍ଗ ସାମିଲ କରିଛି। ଏହା ମଧ୍ୟରେ ମୁଦି, ଡାଇମଣ୍ଡ...

ଯେସାକୁ ତେସା ନୀତି : ଆମେରିକା ସାମଗ୍ରୀରେ ଟାରିଫ ବଢ଼ାଇବ ଭାରତ

ନୂଆଦିଲ୍ଲୀ,୧୫-୬: ନିକଟରେ ଭାରତ ଠାରୁ ଆମେରିକା ଜିଏସ୍‌ପି ପ୍ରତ୍ୟାହାର କରିଛି। ପୂର୍ବରୁ ଭାରତରୁ ଆମଦାନୀ ହେଉଥିବା କେତେକ ପ୍ରକାରର ଇସ୍ପାତ ଓ ଆଲୁମିନିୟମ ଉପରେ ଆମେରିକା ଟାରିଫ ବୃଦ୍ଧି କରିଥିଲା। ଆମେରିକାକୁ ଜବାବ ଦେବା ଲାଗି ଭାରତ ମଧ୍ୟ ‘ଯେସାକୁ...

ଫୋବର୍‌ସ ତାଲିକା:୨୦୦୦ ଶୀର୍ଷ କମ୍ପାନୀଙ୍କ ମଧ୍ୟରେ ୫୭ ଭାରତୀୟ ସାମିଲ

ନୂଆଦିଲ୍ଲୀ,୧୫-୬: ପ୍ରଖ୍ୟାତ ଫୋବର୍‌ସ ପତ୍ରିକା ପକ୍ଷରୁ ବିଶ୍ୱର ଶୀର୍ଷ ୨୦୦୦ କମ୍ପାନୀଙ୍କ ଏକ ତାଲିକା ପ୍ରକାଶ କରାଯାଇଛି। ଏଥିରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ସମେତ ୫୭ ଭାରତୀୟ କମ୍ପାନୀ ସାମିଲ ହୋଇଛନ୍ତି। ଏହି ତାଲିକାରେ ହାଇସିଂ ଫାଇନାନ୍ସ କ୍ଷେତ୍ରରେ ଶୀର୍ଷ ଭାରତୀୟ...

ବଜେଟ ପୂର୍ବରୁ ଅର୍ଥ ମନ୍ତ୍ରଣାଳୟ ଅଧିକାରୀଙ୍କୁ ଭେଟିବେ ମୋଦି ୨୦ରେ ଆଲୋଚନା

ନୂଆଦିଲ୍ଲୀ,୧୫-୬: ବଜେଟ ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ରେ ଅର୍ଥ ମନ୍ତ୍ରଣାଳୟ ଅଧୀନ ୫ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ଭେଟିବେ। ଦେଶର ଅର୍ଥନୀତିକୁ ତ୍ୱରାନ୍ବିତ କରିବା ତଥା ଅଧିକ ନିଯୁକ୍ତି ସୃଷ୍ଟି ନେଇ ଏହି ବୈଠକରେ ଆଲୋଚନା...

ପାଇକାରୀ ମୁଦ୍ରାସ୍ଫୀତି ୨୨ ମାସର ସର୍ବନିମ୍ନ ସ୍ତରରେ

ନୂଆଦିଲ୍ଲୀ,୧୫-୬: ପାଇକାରୀ ମୁଦ୍ରାସ୍ଫୀତି ହାର ମେ’ରେ ୨.୪୫% ରେକର୍ଡ କରାଯାଇଛି। ଏହା ୨୨ ମାସର ସର୍ବନିମ୍ନ ସ୍ତର କୁହାଯାଉଛି। ଏଥିପୂର୍ବରୁ ୨୦୧୭ ଜୁଲାଇରେ ଏହା ୧.୮୮% ରହିଥିଲା। ଖାଦ୍ୟପଦାର୍ଥ ଏବଂ ଇନ୍ଧନ, ବିଜୁଳି ମୂଲ୍ୟ କମିବା କାରଣରୁ ପାଇକାରୀ ମୁଦ୍ରାସ୍ଫୀତି...

ସମାଧାନ ହେବ ଜେଟ୍‌ ଏୟାରଓ୍ବେଜ୍‌ ସମସ୍ୟା

ନୂଆଦିଲ୍ଲୀ,୧୫-୬: ଆର୍ଥିକ ସଙ୍କଟ କାରଣରୁ ବନ୍ଦ ହୋଇଯାଇଥିବା ଘରୋଇ ବିମାନ କମ୍ପାନୀ ଜେଟ୍‌ ଏୟାରଓ୍ବେଜ୍‌କୁ ନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ ମୁହଁ ଖୋଲିଛନ୍ତି। ଏଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri