ବାଣିଜ୍ୟ

ଆଜିଠାରୁ ବଦଳିଯିବ ଏସବୁ ନିୟମ

ନୂଆଦିଲ୍ଲୀ,୧-୧୦: ଅକ୍ଟୋବର ୧ଠାରୁ ସରକାର କିଛି ପରିବର୍ତ୍ତିତ ଆର୍ଥତ୍କ ନିୟମ ଲାଗୁ କରିବେ। ଖାଉଟିଙ୍କ ଉପରେ ଏହାର କି ପ୍ରଭାବ ରହିବ ତାହା ବିଚାର କରିବାକୁ ହେବ। ଏସ୍‌ବିଆଇ ପକ୍ଷରୁ ଏହାର କେଉଁ ନିୟମ ବଦଳିବ, କର୍ପୋରେଟ ଟିକସ ପରିବର୍ତ୍ତନ ଯୋଗୁ…

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୫୨%

ଭୁବନେଶ୍ୱର,୧-୧୦(ବ୍ୟୁରୋ) : ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଜୁଲାଇରେ ୩୧୯ ପଏଣ୍ଟ ଥିଲା। ଏହା ଅଗଷ୍ଟରେ ୧ ପଏଣ୍ଟ ବଢି ୩୨୦ ପଏଣ୍ଟ ହୋଇଛି। ତାଳଚେର ଅନୁଗୋଳରେ ଏବଂ ରାଉରକେଲାର ଖାଉଟି ମୂଲ୍ୟସୂଚୀ ବର୍ତ୍ତମାନ…

ବିତ୍ତୀୟ ନିଅଣ୍ଟ ୭୮% ଟପିଲା

ନୂଆଦିଲ୍ଲୀ,୧-୧୦: ୨୦୧୯-୨୦ ଆର୍ଥତ୍କ ବର୍ଷ ଲାଗି ଦେଶର ବିତ୍ତୀୟ ନିଅଣ୍ଟ ପରିମାଣ ଅଗଷ୍ଟ ମାସ ଶେଷ ସୁଦ୍ଧା ବଜେଟ ଧାର୍ଯ୍ୟ ଲକ୍ଷ୍ୟର ୭୮.୭% ଟପି ୫.୫୪ ଲକ୍ଷ କୋଟି ଟଙ୍କା ଛୁଇଁଛି। ସୋମବାର କଣ୍ଟ୍ରୋଲର ଜେନେରାଲ ଅଫ୍‌ ଆକାଉଣ୍ଟସ ପ୍ରଦାନ କରିଥିବା…

ପାର୍ବଣରେ ଋଣ ଯୋଗାଣ ଲକ୍ଷ୍ୟ;୩ରୁ ବ୍ୟାଙ୍କଗୁଡିକର ଗ୍ରାହକ ସମ୍ପର୍କ ଅଭିଯାନ

  ନୂଆଦିଲ୍ଲୀ,୧-୧୦:ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଏବଂ ଘରୋଇ କ୍ଷେତ୍ର ବିତ୍ତ ପ୍ରତିଷ୍ଠାନଗୁଡିକ ପକ୍ଷରୁ ଋଣ ଯୋଗାଣ ପାଇଁ ପ୍ରଥମ ପର୍ଯ୍ୟାୟ ଗ୍ରାହକ ସମ୍ପର୍କ ଅଭିଯାନ ଅକ୍ଟୋବର ୩ରୁ ଆରମ୍ଭ ହେଉଛି। ଏହା ଦେଶର ୨୫୦ ସହରରେ ଆୟୋଜନ କରାଯିବ। ପାର୍ବଣ ସମୟରେ ଲୋକଙ୍କ…

ଇ-ସିଗାରେଟ ରପ୍ତାନି ଉପରେ କଟକଣା

ନୂଆଦିଲ୍ଲୀ,୧-୧୦: ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ଇ-ସିଗାରେଟ ସମେତ ଇ-ହୁକା ଏବଂ ଏଭଳି ଅନ୍ୟ ଡିଭାଇସଗୁଡିକର ରପ୍ତାନିକୁ ସୋମବାର ନିଷେଧ କରାଯାଇଛି। ଚଳିତ ମାସ ୧୮ରେ ସରକାର ଅଧ୍ୟାଦେଶ ଦ୍ୱାରା ଇ-ସିଗାରେଟର ଉତ୍ପାଦନ, ରପ୍ତାନି, ବିତରଣ ଏବଂ ବିକ୍ରିକୁ ନିଷେଧ କରିଥିବା ବେଳେ…

ପିଏମ୍‌ସି ବ୍ୟାଙ୍କ ଠକେଇ ଆଖି ଖୋଲିଛି: ଅନୁରାଗ

ନୂଆଦିଲ୍ଲୀ,୧-୧୦: ପଞ୍ଜାବ ମହାରାଷ୍ଟ୍ର ସମବାୟ (ପିଏମ୍‌ସି) ବ୍ୟାଙ୍କରେ ହୋଇଥିବା ବଡ ଧରଣର ଠକେଇ ବ୍ୟାଙ୍କ ଶିଳ୍ପର ଆଖି ଖୋଲିଛି। ରିଜର୍ଭ ବ୍ୟାଙ୍କ ଏସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ଉପରେ ନଜର ରଖିଛି। ସେହିଭଳି ଅଡିଟରଙ୍କ ଦ୍ୱାରା ହୋଇଥିବା ଭୂଲକୁ ମଧ୍ୟ ବିଚାର କରାଯାଉଥିବା…

ଜାନୁୟାରୀ ୮ରେ ଧର୍ମଘଟକୁ ଓହ୍ଲାଇବେ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ

ନୂଆଦିଲ୍ଲୀ,୧-୧୦: କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନଗୁଡିକ ଆସନ୍ତା ବର୍ଷ ଜାନୁୟାରୀ ୮ରେ ଦେଶବ୍ୟାପୀ ଧର୍ମଘଟକୁ ଓହ୍ଲାଇବେ ବୋଲି ସୋମବାର ଜଣାପଡିଛି। ଶ୍ରମିକଙ୍କ ବିଭିନ୍ନ ଦାବୀ ପୂରଣ ଲାଗି ସରକାର ବିଫଳ ହୋଇଥିବା ପ୍ରତିବାଦରେ ସଙ୍ଗଠନଗୁଡିକ ଧାରଣା ଦେବେ। ଏଥିରୁ ସାରା ଦେଶରୁ ୧୦…

ପୁଞ୍ଜି ବଜାରରେ ସୂଚୀଭୁକ୍ତ ହେବାକୁ ଗଡକରୀଙ୍କ ଏମ୍‌ଏସ୍‌ଏମ୍‌ଇଙ୍କୁ ଆହ୍ବାନ

ନୂଆଦିଲ୍ଲୀ,୧-୧୦: ଦେଶର ଅଣୁ,କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକ ନିଜକୁ ପୁଞ୍ଜି ବଜାରରେ ସୂଚୀଭୁକ୍ତ କରାଇବା ଲାଗି କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇମନ୍ତ୍ରୀ ନୀତିନ ଗଡକରୀ ସୋମବାର ପରାମର୍ଶ ଦେଇଛନ୍ତି। ଏପରିସ୍ଥଳେ ସଂସ୍ଥାଗୁଡିକରୁ ସରକାର ଇକ୍ୱିଟି କ୍ରୟ କରିବେ। ଏଥି ଲାଗି ୧୦,୦୦୦ କୋଟି ଟଙ୍କାର ଏକ…

କୋର ସେକ୍ଟର ଉତ୍ପାଦନ କମିଲା

ନୂଆଦିଲ୍ଲୀ,୧-୧୦: ଦେଶର ୮ କୋର୍‌ ସେକ୍ଟର ଶିଳ୍ପଗୁଡିକର ଉତ୍ପାଦନ ଅଗଷ୍ଟ ମାସରେ ୦.୫%କୁ ହ୍ରାସ ଘଟିଛି। ଏହି ସମୟରେ କୋଇଲା, ଅଶୋଧିତ ତୈଳ, ପ୍ରାକୃତିକ ବାଷ୍ପ, ସିମେଣ୍ଟ ଏବଂ ବିଦ୍ୟୁତ ଭଳି କ୍ଷେତ୍ରର ଉତ୍ପାଦନ ପ୍ରଭାବିତ ହୋଇଥିବା ସରକାର ସୋମବାର ପ୍ରଦାନ…

ବିପିସିଏଲ୍‌ର ଘରୋଇକରଣ ନେଇ ସରକାରଙ୍କ ଯୋଜନା

ନୂଆଦିଲ୍ଲୀ,୩୦-୯: ଦେଶର ଦ୍ୱିତୀୟ ବୃହତ୍ତ ତୈଳ ବିପଣନ କମ୍ପାନୀ ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ(ବିପିସିଏଲ୍‌)ର ଘରୋଇକରଣ ନେଇ ସରକାର ଯୋଜନା ରଖିଛନ୍ତି। ଏହି ପ୍ରସ୍ତାବ ଉପରେ ସରକାର ବର୍ତ୍ତମାନ ବିଚାର କରୁଛନ୍ତି। ବିଦେଶୀ ଏବଂ ଘରୋଇ ଫାର୍ମଗୁଡିକୁ ଏହାର ବିକ୍ରି ନେଇ…

ଆର୍‌ବିଆଇକୁ ୩୦ ହଜାର କୋଟି ଅନ୍ତରୀଣ ଲାଭାଂଶ ମାଗିପାରନ୍ତି ସରକାର

ନୂଆଦିଲ୍ଲୀ,୩୦-୯: ଚଳିତ ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ସରକାର ରିଜର୍ଭ ବ୍ୟାଙ୍କକୁ ୩୦ ହଜାର କୋଟି ଟଙ୍କାର ଅନ୍ତରୀଣ ଲାଭାଂଶ ମାଗି ପାରନ୍ତି। ୨୦୧୯-୨୦ ଆର୍ଥତ୍କ ବର୍ଷରେ ଧାର୍ଯ୍ୟ ହୋଇଥିବା ୩.୩% ବିତ୍ତିୟ ନିୟଣ୍ଟ ଲକ୍ଷ୍ୟ ଆଧାରରେ ଏହି ପୁଞ୍ଜି ସରକାର…

ଏଫ୍‌ପିଆଇ ନିବେଶରେ ଉନ୍ନତି

ନୂଆଦିଲ୍ଲୀ,୩୦-୯: ଲଗାତର ଭାବେ ଗତ ୨ ମାସ ଧରି ପୁଞ୍ଜି ବଜାରରୁ ଫରେନ ପୋର୍ଟଫୋଲିଓ ଇନଭେଷ୍ଟର (ଏଫ୍‌ପିଆଇ) ମାନେ ପୁଞ୍ଜି ପ୍ରତ୍ୟାହାର କରିଥିବା ବେଳେ ସେପ୍ଟେମ୍ବରରେ ଏଥିରେ ସୁଧାର ଆସିଛି। ବିଦେଶୀ ନିବେଶମାନେ ସେପ୍ଟେମ୍ବର ମାସରେ ୭,୭୧୪ କୋଟି ଟଙ୍କାର ନେଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?