ବ୍ରାଣ୍ଡ ଫ୍ୟାକ୍ଟ୍ରିରେ ରେଡ ଜୋନ ସେଲ୍
ଭୁବନେଶ୍ୱର,୧୫-୭: ବ୍ରାଣ୍ଡ ଫ୍ୟାକ୍ଟ୍ରି ପକ୍ଷରୁ ରେଡ୍ ଜୋନ୍ ସେଲ୍ ସମ୍ପର୍କରେ ଘୋଷଣା କରାଯାଇଛି। ଷ୍ଟୋରରେ ସାରା ବର୍ଷ ବିଭିନ୍ନ ଅଫର ପ୍ରଦାନ କରାଯାଉଛି। ରେଡ୍ ଜୋନ୍ ସେଲ୍ ମାଧ୍ୟମରେ ଗ୍ରାହକମାନେ ଗୋଟିଏ ପୋଷାକ କ୍ରୟରେ ଆଉ ୨ଟି ବ୍ରାଣ୍ଡେଡ ପୋଷାକ ମାଗଣାରେ…
ସୋନି ଆଣିଲା ନୂଆ ସାଉଣ୍ଡବାର
ଭୁବନେଶ୍ୱର,୧୫-୭: ସୋନି ଇଣ୍ଡିଆ ପକ୍ଷରୁ ଡଲ୍ବି ଆଟମସ ସୁବିଧା ଥିବା ନୂଆ ସାଉଣ୍ଡବାର ଏଚ୍ଟି-ଜେଡ୍୯ଏଫ୍ ଏବଂ ଏସ୍ଏଜେଡ ୯ ବଜାରକୁ ଆସିଛି। ଏହି ପ୍ରଡକ୍ଟ ସାରା ଦେଶରେ ଥିବା ସୋନି ସେଣ୍ଟର, ଗୁରୁତ୍ୱପୂର୍ଣ୍ଣ ଇଲେକଟ୍ରୋନିକ୍ସ ଷ୍ଟୋର ଏବଂ ଇ-କମର୍ସ ଷ୍ଟୋରଗୁଡିକରେ ଉପଲବ୍ଧ…
ଫ୍ୟୁଚର କଞ୍ଜ୍ୟୁମର ଲିମିଟେଡର ନୂଆ ଉତ୍ପାଦ
ଭୁବନେଶ୍ୱର,୧୫-୭: ଫ୍ୟୁଚର କଞ୍ଜ୍ୟୁମର ଲିମିଟେଡ ପକ୍ଷରୁ ଡିଟରଜେଣ୍ଟ ସେଗମେଣ୍ଟରେ ନୂଆ ପ୍ରଡକ୍ଟ ଭୂମ ବଜାରକୁ ଆସିଛି। ଏହାକୁ ଫ୍ୟାଶନ ବିଶେଷଜ୍ଞଙ୍କ ଦ୍ୱାରା ଡିଜାଇନ କରାଯାଇଛି। ଫ୍ୟାବ୍ରିକ କେୟାର ଏବଂ ଲଣ୍ଡ୍ରି ବ୍ରାଣ୍ଡ ବର୍ଗରେ ଉପସ୍ଥିତିକୁ ଦୃଢ କରିବା ଲକ୍ଷ୍ୟରେ କମ୍ପାନୀ ପକ୍ଷରୁ…
ବଜେଟ ଘୋଷଣାକୁ ନେଇ ରାଜନଙ୍କ ଆଶଙ୍କା;ବିଦେଶରେ ସରକାରୀ ବଣ୍ଡ ବିକିବା ବିପଦପୂର୍ଣ୍ଣ
ନୂଆଦିଲ୍ଲୀ,୧୪-୭: କେନ୍ଦ୍ରରେ କ୍ଷମତାସୀନ ମୋଦି ସରକାର ବିଦେଶ ବଜାରରେ ସରକାରୀ ବଣ୍ଡ ବିକ୍ରି କରି ଅର୍ଥ ଯୋଗାଡ କରିବା ଲାଗି ଯୋଜନା ପ୍ରସ୍ତୁତ କରିଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ)ର ପୂର୍ବତନ ଗଭର୍ନର ରଘୁରାମ ରାଜନ ଏହାକୁ ନେଇ ଆଶଙ୍କାବ୍ୟକ୍ତ କରିଛନ୍ତି। ସରକାରଙ୍କ…
ଅସହିଷ୍ଣୁତା ବୃଦ୍ଧି ଯୋଗୁ ଦେଶର ବିକାଶ ବାଧାପ୍ରାପ୍ତ ହେବ: ଆଦି ଗୋଦ୍ରେଜ
ନୂଆଦିଲ୍ଲୀ,୧୪-୭: ଦେଶରେ ବୃଦ୍ଧି ପାଉଥିବା ଅସହିଷ୍ଣୁତା, ଘୃଣା ଜନିତ ଅପରାଧ ଓ ମୋରାଲ ପୋଲିସିଂ ବୃଦ୍ଧି ପାଇବା ଯୋଗୁ ଆର୍ଥିକ ବିକାଶକୁ କ୍ଷତି ପହଞ୍ଚାଇବ ବୋଲି ଗୋଦ୍ରେଜ ଗ୍ରୁପ୍ ଅଧ୍ୟକ୍ଷ ଆଦି ଗୋଦ୍ରେଜ ଶନିବାର କହିଛନ୍ତି। ମୁମ୍ବାଇର ସେଣ୍ଟ ଜାଭିଏର କଲେଜର…
ଡେବିଟ କାର୍ଡ କମିଛି, କ୍ରେଡିଟ କାର୍ଡ ସଂଖ୍ୟା ବଢ଼ିଛି
ନୂଆଦିଲ୍ଲୀ,୧୪-୭: ଡେବିଟ କାର୍ଡ ବ୍ୟବହାର ମାର୍ଚ୍ଚରୁ ମେ’ ମଧ୍ୟରେ ୧୦ ପ୍ରତିଶତ ଅର୍ଥାତ ୧୦ କୋଟି ହ୍ରାସ ପାଇଥିବା ଦେଖାଯାଇଛି। ଏବେ ଏହି କାର୍ଡ ସଂଖ୍ୟା ୯୨.୪ କୋଟିରୁ ହ୍ରାସ ପାଇ ୮୨.୪ କୋଟିରେ ପହଞ୍ଚତ୍ଛି। ଅଧିକାଂଶ ବ୍ୟାଙ୍କ ମ୍ୟାଗ୍ନେଟିକ ଷ୍ଟ୍ରିପ୍…
ବିଜୁଳି ବିଲ୍ ବକେୟା ପାଇଁ ବିଏସ୍ଏନ୍ଏଲ୍ର ୧୦୦୦ ମୋବାଇଲ ଟାଓ୍ବାର
ନୂଆଦିଲ୍ଲୀ,୧୪-୭: ବକେୟା ବିଜୁଳି ବିଲ୍ ପ୍ରଦାନ କରାଯାଇ ନ ଥିବାରୁ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍ଏନ୍ଏଲ୍)ର ୧୦୦୦ ମୋବାଇଲ ଟାଓ୍ବାର ଏବଂ ୫୦୦ରୁ ଊର୍ଦ୍ଧ୍ୱ ଟେଲିଫୋନ୍ ଏକ୍ସଚେଞ୍ଜ ଏବେ ବନ୍ଦ ହୋଇପଡିଛି। ଏ ସମ୍ପର୍କରେ ଟେଲିକମ ମନ୍ତ୍ରୀ ରବିଶଙ୍କର ପ୍ରସାଦ ନିକଟରେ…
ଯଥାର୍ଥ ଟିକସ ଯୋଜନା ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର,୧୪-୭: ଦେଶର ଟିକସଦାତାଙ୍କ ଲାଗି ଠିକ୍ ଟିକସ ଯୋଜନାର ଆବଶ୍ୟକତା ରହିଛି। ଅର୍ଥକୁ ଠିକ୍ ଭାବେ ପରିଚାଳନା, ନୂଆ ନୀତିକୁ ଧ୍ୟାନରେ ରଖି ଆଡଭାନ୍ସ ଟିକସ ପ୍ଲାନି କରିବା ଗୁରୁତ୍ୱପୂର୍ଣ୍ଣ ବୋଲି ଏଠାରେ ଶିଳ୍ପ ସଂଘ ଫିକି ପକ୍ଷରୁ ବଜେଟ ଆଲୋଚନାରେ…
ସୁପର ୩୦ ଦ୍ୱାରା ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିବଜିନ୍ଦେଗୀ ଫାଉଣ୍ଡେଶନ
ଭୁବନେଶ୍ୱର,୧୪-୭: ଗଣିତଜ୍ଞ ଆନନ୍ଦ କୁମାରଙ୍କ ଚରିତ୍ର ଉପରେ ପର୍ଯ୍ୟବସିତ ‘ସୁପର ୩୦’ ଚଳଚ୍ଚିତ୍ର ରିଲିଜ ହୋଇଥିବା ବେଳେ ଏଥିରେ ପ୍ରମୁଖ ଭୂମିକାରେ ହ୍ରିତିକ ରୋଶନ ଏବଂ ମୃଣାଳ ଠାକୁର ଅଭିନୟ କରିଛନ୍ତି। ଅନଗ୍ରସର ଏବଂ ଗରିବ ମେଧାବୀ ପିଲାମାନଙ୍କୁ ପ୍ରଶିକ୍ଷଣ ଦେଇ…
ନାଲ୍କୋକୁ ଗୋଲ୍ଡେନ ପିକକ ପୁରସ୍କାର
ଭୁବନେଶ୍ୱର,୧୪-୭(ବ୍ୟୁରୋ): ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ(ନାଲ୍କୋ)କୁ ଗୋଲ୍ଡେନ ପିକକ ପରିବେଶ ପରିଚାଳନା ପୁରସ୍କାର ମିଳିଛି। ପରିବେଶ ପରିଚାଳନାରେ ବିଶ୍ୱସ୍ତରୀୟ ମାନ୍ୟତା, ଔଦ୍ୟୋଗିକ ବିକାଶ ସହ ନିରନ୍ତର ପ୍ରଗତିକୁ ସୁନିଶ୍ଚିତ କରିବା କ୍ଷେତ୍ରରେ ୨୦୧୯ ବର୍ଷ ଲାଗି ନାଲ୍କୋକୁ ଏଭଳି ପୁରସ୍କାର ମିଳିଛି।…
ଏମ୍ଏସ୍ଏମ୍ଇର ସଶକ୍ତୀକରଣ ଜରୁରୀ
ଭୁବନେଶ୍ୱର,୧୪-୭(ବ୍ୟୁରୋ): ଦେଶର ଜିଡିପି ଅଭିବୃଦ୍ଧି କ୍ଷେତ୍ରରେ ଅଣୁକ୍ଷୁଦ୍ର ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ) ଗୁଡିକ ପ୍ରମୁଖ ଅଂଶୀଦାର ହୋଇପାରିବେ। ବର୍ତ୍ତମାନ ସ୍ଥିତିରେ ଏହି ଶିଳ୍ପଗୁଡିକର ଜିଡିପିକୁ ଯୋଗଦାନ ନଗଣ୍ୟ ରହିଛି। ଏଭଳି ସ୍ଥିତିକୁ ଧ୍ୟାନରେ ରଖି ଏମ୍ଏସ୍ଏମ୍ଇଗୁଡିକର ସଶକ୍ତୀକରଣ ଜରୁରୀ ବୋଲି ସିଏସ୍ଆଇଆର୍-ଆଇଏମ୍ଏମ୍ଟି…
ସିଣ୍ଡିକେଟ ବ୍ୟାଙ୍କର ନୂଆ ହାଉସିଂ ଲୋନ୍ ସ୍କିମ୍
ଭୁବନେଶ୍ୱର,୧୪-୭: ସିଣ୍ଡିକେଟ ବ୍ୟାଙ୍କ ପକ୍ଷରୁ ନୂଆ ହାଉସିଂ ଲୋନ ସ୍କିମ୍ ‘ସିଣ୍ଡିନିବାସ ଟେକ୍ ଓଭର ଧମାକା’ ଶୁଭାରମ୍ଭ ହୋଇଛି। ଏହା ଗ୍ରାହକଙ୍କୁ ବିଶେଷ ସୁବିଧା ପ୍ରଦାନ କରିବ। ଚଳିତ ବର୍ଷ ଜୁଲାଇ ପହିଲାରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଏହାର ଲାଭ ଗ୍ରାହକମାନେ…
Archives


