ବାଣିଜ୍ୟ

ରପ୍ତାନି କଟକଣା ସତ୍ତ୍ୱେ ଶୀଘ୍ର ଖସିବନି ପିଆଜ ଦର

ନୂଆଦିଲ୍ଲୀ,୩୦-୯ : ପିଆଜ ଦର ବୃଦ୍ଧି ଉପରେ ନିୟନ୍ତ୍ରଣ ଜାରି କରିବା ଲାଗି ସରକାର ରବିବାର ରପ୍ତାନି ଉପରେ ନିଷେଦ୍ଧାଦେଶ ଜାରି କରିଥିଲେ ମଧ୍ୟ ପିଆଜ ଦର ଏତେ ଶୀଘ୍ର ଖସିବନି ବୋଲି ବଜାର ବିଶେଷଜ୍ଞମାନେ କହିଛନ୍ତି। ଆଗାମୀ କିଛି ଦିନ…

ଭେଣ୍ଡର ବକେୟା ଶୀଘ୍ର ପ୍ରଦାନ ନେଇ ରାଷ୍ଟ୍ରାୟତ୍ତ ସଂସ୍ଥାଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୯-୯: ଦେଶରେ ଅର୍ଥନୈତିକ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବାକୁ ସରକାର ପଦକ୍ଷେପ ନେଇଛନ୍ତି। ଏହି ଧାରାରେ ଆସନ୍ତା ମାସ ୧୫ ସୁଦ୍ଧା ଭେଣ୍ଡର ଏବଂ କଣ୍ଟ୍ରାକ୍ଟରଙ୍କ ସମସ୍ତ ବକେୟା ପ୍ରଦାନ କରିବା ଲାଗି ସରକାର ରାଷ୍ଟ୍ରାୟତ୍ତ ସଂସ୍ଥାଗୁଡିକୁ…

ଲକ୍ଷ୍ମୀ ବିଳାସ ବ୍ୟାଙ୍କ ବିରୋଧରେ ପିସିଏ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୯-୯: ରିଜର୍ଭ ବ୍ୟାଙ୍କ ଲକ୍ଷ୍ମୀ ବିଳାସ ବ୍ୟାଙ୍କ ବିରୋଧରେ ପ୍ରମ୍ପଟ କରେକ୍ଟିଭ ଆକ୍ସନ(ପିସିଏ)କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବ୍ୟାଙ୍କର ନିର୍ଦ୍ଦେଶକଙ୍କ ବିରୋଧରେ ଠକେଇ ଅଭିଯୋଗ ଆସିବାରୁ ଏଭଳି କାର୍ଯ୍ୟାନୁଷ୍ଠାନ ହୋଇଥିବା ଏହା ଷ୍ଟକ ଏକ୍ସଚେଞ୍ଜକୁ ଶନିବାର ସୂଚନା ଦେଇଛି। ଦିଲ୍ଲୀ ପୋଲିସର ଅର୍ଥନୈତିକ…

କମିପାରେ ପେଟ୍ରୋଲ ଡିଜେଲ ଦର

ନୂଆଦିଲ୍ଲୀ,୨୯-୯: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ହ୍ରାସ ଘଟିଛି। ଏହା ଫଳରେ ଆଗାମୀ ଦିନରେ ଭାରତୀୟ ଉପଭୋକ୍ତାଙ୍କ ଲାଗି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ କମିବା ନେଇ ସମ୍ଭାବନା ଉପୁଜିଛି। ଗତ ସପ୍ତାହ ତୁଳନାରେ ଚଳିତ ସପ୍ତାହରେ ବ୍ରେଣ୍ଟ କ୍ରୁଡ…

ଦେଶରେ ଠିକ୍‌ ଅର୍ଥନୈତିକ ନୀତି ଲାଗୁ ହେଉନି: ସୁବ୍ରମଣ୍ୟନ ସ୍ବାମୀ

ମୁମ୍ବାଇ,୨୯-୯: ଦେଶରେ ଠିକ୍‌ ଅର୍ଥନୈତିକ ନୀତି ଲାଗୁ ହେଉ ନ ଥିବା ଭାଜପା ନେତା ସୁବ୍ରମଣ୍ୟନ ସ୍ବାମୀ ଶନିବାର କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେକ ଇନ୍‌ ଇଣ୍ଡିଆ ଭଳି କିଛି କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି ହେଲେ ସମଗ୍ର ଅର୍ଥନୀତିକୁ ଦେଖିଲେ…

ପାନ୍‌-ଆଧାର ଲିଙ୍କ୍‌ ଅବଧି ୩୧ ଡିସେମ୍ବର ଯାଏ ବୃଦ୍ଧି

ନୂଆଦିଲ୍ଲୀ,୨୯ା୯: ପର୍ମାନେଣ୍ଟ ଆକାଉଣ୍ଟ ନମ୍ବର (ପାନ୍‌) ସହ ଆଧାର ସଂଯୋଗ କରାଇବା ଅବଧିକୁ ଚଳିତ ବର୍ଷ ୩୧ ଡିସେମ୍ବର ଯାଏ ବଢାଯାଇଛି। ଏହାର ଲିଙ୍କ୍‌ କରାଇବା ନେଇ ଶେଷ ସୀମା ସେପ୍ଟେମ୍ବର ୩୦ ଥିବାବେଳେ ଏହାକୁ ବଢାଯାଇଥିବା ଶନିବାର ଅର୍ଥ ମନ୍ତ୍ରଣାଳୟ…

ଏମ୍‌ଏସ୍‌ଏମ୍‌ଇଙ୍କୁ ମିଳିଗଲା ୪୦ହଜାର କୋଟି ବକେୟା

ନୂଆଦିଲ୍ଲୀ,୨୮-୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ସମସ୍ତ ମନ୍ତ୍ରଣାଳୟ ଠାରୁ ଆସନ୍ତା ୪ ତ୍ରୈମାସ ବା ଏକ ବର୍ଷର ପୁଞ୍ଜିଗତ ବ୍ୟୟର ବିସ୍ତୃତ ଯୋଜନା ଉପସ୍ଥାପନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ୱାରା ଖର୍ଚ୍ଚ ବୃଦ୍ଧିକୁ ପ୍ରୋତ୍ସାହିତ କରିହେବ ବୋଲି କୁହାଯାଉଛି। କେତେକ…

ତୈଳ ପରିବହନ ଖର୍ଚ୍ଚରେ ଅଚାନକ ୨୮% ବୃଦ୍ଧି; ଆହୁରି ବଢ଼ିବ ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ,୨୮-୯: ସୌଦି ଆରବର ଆରାମ୍‌କୋ ତୈଳ ପ୍ଲାଣ୍ଟରେ ଡ୍ରୋନ ଆକ୍ରମଣ ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ(କ୍ରୁଡ୍‌) ଦର ହଠାତ ବଢ଼ିଯାଇଛି। ଫଳସ୍ବରୂପ ଦେଶରେ ପେଟ୍ରୋଲ ଓ ଡିଜେଲ ଦରରେ ନିଆଁ ଲାଗିଛି। ତେବେ ଆଗାମୀ ଦିନରେ ଏହି ନିଆଁ ଆହୁରି…

ପୁଣି ଆକ୍ସନରେ ମୋଦି ସରକାର;୧୫ ବରିଷ୍ଠ ଆୟକର ଅଧିକାରୀ ଜବରଦସ୍ତ ବିଦା

ନୂଆଦିଲ୍ଲୀ,୨୮-୯: ଅପାରଗ ଅଧିକାରୀଙ୍କ ବିରୋଧରେ ପୁନର୍ବାର ମୋଦି ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଦୁର୍ନୀତି, ସିବିଆଇ ମାମଲା ଓ ଅନ୍ୟ କେତେକ କାରଣ ଯୋଗୁ ସରକାର ୧୫ ଜଣ ବରିଷ୍ଠ ଆୟକର ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇ ଚାକିରିରୁ ବିଦା କରିଛନ୍ତି।…

ଅକ୍ଟୋବରରେ ୮ ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୮-୯: ଆସନ୍ତା ମାସରେ ବ୍ୟାଙ୍କରେ ଜରୁରୀ କାମ କରିବା ଲାଗି ଯୋଜନା ପ୍ରସ୍ତୁତ କରିବା ପୂର୍ବରୁ ସାମାନ୍ୟ ଭାବିବା ଉଚିତ୍‌ ହେବ। କାରଣ ଅକ୍ଟୋବରରେ ଦଶହରା, ଦୀପାବଳୀ ଭଳି ବଡ଼ ପର୍ବ ସହ ଅନ୍ୟାନ୍ୟ କାରଣରୁ ୮ ଦିନ ବ୍ୟାଙ୍କ ବନ୍ଦ…

ଭାରତୀୟ ବଜାର ପାଇଁ ବଦ୍ଧପରିକର ଫୋର୍ଡ; ଉତ୍ପାଦନ ବୃଦ୍ଧି ନେଇ ମହିନ୍ଦ୍ରା ସହ ହେବ ଚୁକ୍ତି

ନୂଆଦିଲ୍ଲୀ,୨୮-୯: ବର୍ତ୍ତମାନ ଭାରତରେ ଆର୍ଥିକ ମାନ୍ଦାବସ୍ଥା ସତ୍ତ୍ୱେ ଆମେରିକାର ବୃହତ ଗାଡ଼ି ନିର୍ମାତା ଫୋର୍ଡ ମୋଟର କମ୍ପାନୀ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା କମ୍ପାନୀ ସହିତ ଚୁକ୍ତି କରି ନିଜର ଉତ୍ପାଦନ କ୍ଷମତା ବୃଦ୍ଧି ଲାଗି କାର୍ଯ୍ୟାରମ୍ଭ କରିଛି। ମହିନ୍ଦ୍ରା ସହ ଚୁକ୍ତି…

ଗ୍ରାହକଙ୍କ ବିଶ୍ୱାସ ଭରଷାର ଅନ୍ୟନାମ;ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସ

ଯେକୌଣସି ବାଣିଜ୍ୟ ଲାଗି ଗ୍ରାହକଙ୍କ ରେସ୍‌ପନ୍ସ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ଗ୍ରାହକ ଆଦୃତି ଲାଭ ଦ୍ୱାରା ବ୍ରାଣ୍ଡ ଆଗକୁ ଅଗ୍ରସର ହେବାରେ କୌଣସି ଅସୁବିଧା ହୁଏ ନାହିଁ। ସେହିଭଳି ସ୍ବତନ୍ତ୍ର ସେବା ଯୋଗାଣ ଦ୍ୱାରା ଗ୍ରାହକଙ୍କ ନିକଟତର ହେବା ନେଇ ସହଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?