ନୂଆ ଗାଡ଼ି ପାଇଁ ନେବାକୁ ହେବ ଲମ୍ବା ଅବଧିର ବୀମା ପଲିସି: ଆଇଆର୍ଡିଏ
ନୂଆଦିଲ୍ଲୀ,୧୩-୭: ନୂଆ ଗାଡ଼ି କିଣୁଥିବା ବ୍ୟକ୍ତିବିଶେଷଙ୍କୁ ଲମ୍ବା ଅବଧିର ବୀମା ପଲିସି କିଣିବାକୁ ହେବ। ଏହା ବାଧ୍ୟତାମୂଳକ ହୋଇଛି। ତେବେ ପୂର୍ବରୁ ଗାଡ଼ି ପଲିସି ଥିବା ବ୍ୟକ୍ତିମାନେ ପ୍ରତିବର୍ଷ ଏହାର ନବୀକରଣ କରିବାକୁ ହେବ ବୋଲି ଭାରତୀୟ ବୀମା ନିୟାମକ ପ୍ରାଧିକରଣ(ଆଇଆର୍ଡିଏ)…
ନିଜର ଉତ୍ତରାଧିକାରୀଙ୍କୁ ଆଦିତ୍ୟ ପୁରୀଙ୍କ ୧୫ ଦିନିଆ ଚ୍ୟାଲେଞ୍ଜ
ନୂଆଦିଲ୍ଲୀ,୧୩-୭: ଏଚ୍ଡିଏଫ୍ସି ବ୍ୟାଙ୍କ ଏମ୍ଡି ଆଦିତ୍ୟ ପୁରୀଙ୍କ ଉତ୍ତରାଧିକାରୀ ଖୋଜା ଆରମ୍ଭ ହୋଇଛି। ତେବେ ନୂଆ ଏମ୍ଡିଙ୍କୁ ୨ ସପ୍ତାହ ଭିତରେ ତାଙ୍କର ସମସ୍ତ କାମ ଶିଖିବାକୁ ହେବ ବୋଲି ପୁରୀ ଚାହୁଁଛନ୍ତି। ନିଯୁକ୍ତି ପାଇବାକୁ ଥିବା ବ୍ୟକ୍ତିଜଣକ ସବୁ ଦୃଷ୍ଟିରୁ…
ଫେସବୁକ୍ ଉପରେ ଲାଗିବ ୩୪ ହଜାର କୋଟି ଜରିମାନା
ଓ୍ବାଶିଂଟନ,୧୩-୭: ଆମେରିକା ରେଗୁଲେଟର ଫେଡେରାଲ ଟ୍ରେଡ କମିଶନ(ଏଫ୍ଟିସି) ଡାଟା ଲିକ୍ ମାମଲାରେ ଫେସବୁକ୍ ଠାରୁ ୫ ବିଲିୟନ ଡଲାର( ପ୍ରାୟ ୩୪ ହଜାର କୋଟି ଟଙ୍କା) ଜରିମାନା ଆଦାୟ କରିବାକୁ ସୁପାରିସ୍ କରିଛନ୍ତି। କୌଣସି ଟେକ୍ କମ୍ପାନୀ ବିରୋଧରେ ଏହା ଅଦ୍ୟାବଧି…
ଅଂଶୁଲା କାନ୍ତ ହେବେ ବିଶ୍ୱବ୍ୟାଙ୍କ ଏମ୍ଡି
ନୂଆଦିଲ୍ଲୀ,୧୩।୭: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସ୍ବିଆଇ) ଏମ୍ଡି ଅଂଶୁଲା କାନ୍ତଙ୍କୁ ବିଶ୍ୱ ବ୍ୟାଙ୍କର ଏମ୍ଡି ତଥା ଚିଫ୍ ଫାଇନାନସିଆଲ ଅଫିସର(ସିଏଫ୍ଓ) ଭାବେ ନିଯୁକ୍ତ କରାଯାଇଛି। ବିଶ୍ୱ ବ୍ୟାଙ୍କ ପ୍ରେସିଡେଣ୍ଟ ଡେଭିଡ ମାଲ୍ପାସ୍ ଶୁକ୍ରବାର ଏ ସମ୍ପର୍କରେ ଘୋଷଣା କରିଛନ୍ତି। ଅନ୍ତଃରାଷ୍ଟ୍ରୀୟ ବ୍ୟାଙ୍କର ଫାଇନାନ୍ସିଆଲ…
ଏସ୍ପ୍ଲାନେଡ ଓ୍ବାନ ପାଳିଲା ପ୍ରଥମବର୍ଷ ପୂର୍ତ୍ତି
ଭୁବନେଶ୍ୱର,୧୩।୭(ବ୍ୟୁରୋ): ଏସ୍ପ୍ଲାନେଡ ଓ୍ବାନ ମଲ୍ ପକ୍ଷରୁ ପ୍ରଥମ ବର୍ଷ ପୂର୍ତ୍ତି ଏବଂ ବାହୁଡା ଯାତ୍ରା ମଲ୍ ପରିସରରେ ପାଳିତ ହୋଇଯାଇଛି। ଏହା ସହ କେକ୍ କାଟି ପୂର୍ତ୍ତି ସେଲିବ୍ରେଶନ ଏବଂ ବିଭିନ୍ନ ମନୋରଞ୍ଜନ କାର୍ଯ୍ୟକ୍ରମ ମଲ୍ରେ ଆୟୋଜନ କରାଯାଇଥିଲା। ୧୮ ଷ୍ଟୋର…
୨୦୨୫ରେ ଜାପାନକୁ ଟପିବ ଭାରତ
ନୂଆଦିଲ୍ଲୀ,୧୩।୭: ଚଳିତ ବର୍ଷ ବ୍ରିଟେନକୁ ଟପି ଭାରତ ବିଶ୍ୱର ପଞ୍ଚମ ବୃହତ ଅର୍ଥନୀତି ହେବ। ସେହିଭଳି ୨୦୨୫ରେ ଏହା ଜାପାନକୁ ଟପି ତୃତୀୟ ବୃହତ ଅର୍ଥବ୍ୟବସ୍ଥା ହେବାକୁ ଯାଉଛି ବୋଲି ଶୁକ୍ରବାର ଆଇଏସ୍ଏସ୍ ମାର୍କିଟ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି।…
ଓଡ଼ିଶା ବଜାରରେ ରେନୋର ନୂଆ ଡଷ୍ଟର
ଭୁବନେଶ୍ୱର,୧୩।୭(ବ୍ୟୁରୋ): ରେନୋ ଇଣ୍ଡିଆ ପକ୍ଷରୁ ନୂଆ ଡଷ୍ଟର ମଡେଲ ଯାନ ଓଡ଼ିଶା ବଜାରରେ ପ୍ରବେଶ କରିଛି। ସ୍ଥାନୀୟ ପାହାଳସ୍ଥିତ ରେନୋ ଭୁବନେଶ୍ୱରର ନର୍ଥ ଶୋ’ରୁମଠାରେ ଏହାକୁ ସୁପରସେଲ୍ସ ଅଟୋମୋବାଇଲସ୍ ପ୍ରାଇଭେଟ ଲିମିଟେଡର ସ୍ବତ୍ତ୍ୱାଧିକାରୀ ବିଶାଲ ଧାଓ୍ବନ, ଏସ୍ବିଆଇ ଡିଜିଏମ୍ ରବିନ୍ଦ୍ର କୁମାର…
ମୁଦ୍ରାସ୍ଫୀତି ଜୁନ୍ରେ ୩.୧୮%କୁ ବୃଦ୍ଧି
ନୂଆଦିଲ୍ଲୀ,୧୩।୭: ଖାଦ୍ୟଶସ୍ୟ, ଡାଲି, ମାଂସ, ମାଛ ଆଦି ପ୍ରୋଟିନଯୁକ୍ତ ଖାଦ୍ୟପଦାର୍ଥର ଦର ବୃଦ୍ଧି ଯୋଗୁ ଜୁନ୍ରେ ଖୁଚୁରା ମୁଦ୍ରାସ୍ଫୀତି ୩.୧୮ ପ୍ରତିଶତକୁ ବୃଦ୍ଧି ପାଇଛି। ସରକାରୀ ତଥ୍ୟ ଅନୁଯାୟୀ, ଉପଭୋକ୍ତ ମୂଲ୍ୟ ସୂଚକାଙ୍କ ଆଧାରିତ ଖୁଚୁରା ମୁଦ୍ରାସ୍ଫୀତି ଗତବର୍ଷ ଜୁନ୍ରେ ୪.୯୨…
ପାର୍ଲାମେଣ୍ଟରେ ହେଲା ନୂଆ ରେକର୍ଡ; ମଧ୍ୟରାତ୍ରି ଯାଏ ଚାଲିଲା ରେଳ ବଜେଟ ଆଲୋଚନା
ନୂଆଦିଲ୍ଲୀ,୧୩।୭: ବଜେଟରେ ରେଲଓ୍ବେକୁ ମିଳିବାକୁ ଥିବା ଅନୁଦାନ ଉପରେ ଗୁରୁବାର ଲୋକ ସଭାରେ ଦୀର୍ଘ ୧୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଆଲୋଚନା ହୋଇଥିଲା। ଏହା ଏକ ନୂଆ ରେକର୍ଡ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି। ରେଳଓ୍ବେକୁ…
୮% ଜିଡ଼ିପି ବୃଦ୍ଧି ଜରୁରୀ: ରଙ୍ଗରାଜନ
ହାଇଦ୍ରାବାଦ,୧୩।୭: ଆସନ୍ତା ୫ ବର୍ଷରେ ଭାରତକୁ ୫ ଲକ୍ଷ କୋଟି ଡଲାର ଅର୍ଥନୀତିରେ ପହଞ୍ଚାଇବାକୁ ହେଲେ ଦେଶକୁ ୮% ହାରରେ ବାର୍ଷିକ ଅଭିବୃଦ୍ଧି ହାସଲ କରିବାକୁ ହେବ। ଏଥିସହିତ ଏ ଦିଗରେ ସ୍ପଷ୍ଟ ରୂପରେଖ ଜାରି କରିବା ମଧ୍ୟ ଜରୁରୀ ବୋଲି…
ଫ୍ଲିପକାଟର୍ର୍ ଆଣିଲା କ୍ରେଡିଟ କାର୍ଡ
ମୁମ୍ବାଇ,୧୩।୭: ଅନ୍ଲାଇନ ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ଗ୍ରାହକଙ୍କ ଲାଗି ନିଜସ୍ବ କ୍ରେଡିଟ କାର୍ଡ ଲଞ୍ଚ କରିଛି। ଗ୍ରାହକ ନିଜ ପାଖରେ ଅର୍ଥ ନ ଥିଲେ ମଧ୍ୟ ଏହି କାର୍ଡ ଜରିଆରେ ଫ୍ଲିପକାର୍ଟରୁ କିଣାକିଣି କରିପାରିବେ। ଆକ୍ସିସ୍ ବ୍ୟାଙ୍କ ଓ ମାଷ୍ଟରକାର୍ଡ ସହିତ…
ଆଇଏମ୍ପିଏସ୍କୁ ଶୁଳ୍କମୁକ୍ତ କଲା ଏସ୍ବିଆଇ
ନୂଆଦିଲ୍ଲୀ,୧୩।୭: ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଏସ୍ବିଆଇ ଇମିଡିଏଟ୍ ପେମେଣ୍ଟ ସର୍ଭିସ୍(ଆଇଏମ୍ପିଏସ୍) ଉପରେ ଲାଗୁ ଥିବା ଚାର୍ଜ ଅଥବା ଶୁଳ୍କକୁ ସମ୍ପୂର୍ଣ୍ଣ ଛାଡ କରିଦେଇଛି। ଏବେ ଗ୍ରାହକ ଅନ୍ଲାଇନରେ ଆଇଏମ୍ପିଏସ୍ ମାଧ୍ୟମରେ ଟଙ୍କା ପଠାଇବା ଉପରେ କୌଣସି ଶୁଳ୍କ ଦେବେ ନାହିଁ।…
Archives


