ବାଣିଜ୍ୟ

ଦୁର୍ଗାପୂଜାରେ ତନିଷ୍କର ନୂଆ ଅଫର:ସୁନା ଓ ହୀରା ଗହଣାରେ ୨୫% ରିହାତି

ଭୁବନେଶ୍ୱର, ୨୭।୯(ବ୍ୟୁରୋ):ଦୁର୍ଗାପୂଜା ଉପଲକ୍ଷେ ତନିଷ୍କ ଗ୍ରାହକଙ୍କ ପାଇଁ ଆକର୍ଷଣୀୟ ଅଫର ଆଣିଛି। ଉଭୟ ସୁନା ଓ ହୀରା ମୂଲ୍ୟରେ ୨୫% ରିହାତି ମିଳିବ। ଏହି ଅଫର ରାଜ୍ୟର ସମସ୍ତ ତନିଷ୍କ ଷ୍ଟୋରରେ ଉପଲବ୍ଧ ହେବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଚଳିତ…

ଇ-ଆକଳନ ବ୍ୟବସ୍ଥା:୪ ଲକ୍ଷ ଟିକସଦାତାଙ୍କୁ ଜାରି ହେବ ନୋଟିସ

ନୂଆଦିଲ୍ଲୀ,୨୭।୯:କେନ୍ଦ୍ର ସରକାର ଫେସ୍‌ଲେସ୍‌ ଟିକସ ରିଟର୍ନ ଯାଞ୍ଚ ବ୍ୟବସ୍ଥାର ଇ-ଆକଳନ ଘୋଷଣା କରିଛନ୍ତି। ଏହି ନୂଆ ବ୍ୟବସ୍ଥାରେ ଆୟକର ବିଭାଗ ପକ୍ଷରୁ ଏଭଳି ୪ ଲକ୍ଷ ଟିକସଦାତାଙ୍କୁ କରାଯାଇଛି ଯେଉଁମାନଙ୍କୁ ନୋଟିସ ଜାରି କରାଯିବ। ମାମଲା ସହ ଜଡ଼ିତ ଜଣେ ଅଧିକାରୀ…

ଏଲ୍‌ପିଜି ଯୋଗାଣ ବିଳମ୍ବିତ କଲା ସୌଦି ଆରବ:ଚାହିଦା ମେଣ୍ଟାଇବା ନେଇ ମୁଣ୍ଡବ୍ୟଥା

ନୂଆଦିଲ୍ଲୀ,୨୭।୯:ସୌଦି ଆରବର ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀ ଆରାମ୍‌କୋର ଦୁଇଟି ତୈଳ କୂଅ ଉପରେ ଡ୍ରୋନ୍‌ ଆକ୍ରମଣ ପରେ ଭାରତକୁ ଏଲ୍‌ପିଜି ଯୋଗାଣ ହ୍ରାସ ପାଇବାକୁ ଯାଉଛି। ଏଲ୍‌ପିଜି ଯୋଗାଣ ବିଳମ୍ବିତ ହେବ ବୋଲି ସୌଦି ଆରବ କହିବା ପରେ ଦେଶର ୩…

ମାନ୍ଦାବସ୍ଥା ଦୂର ପାଇଁ ସୀତାରାମନ୍‌ଙ୍କ ଘୋଷଣା: ଋଣମେଳାରେ ସାମିଲ ହେବେ ଘରୋଇ ବ୍ୟାଙ୍କ

ନୂଆଦିଲ୍ଲୀ,୨୭।୯:ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଗୁରୁବାର ଘରୋଇ ବ୍ୟାଙ୍କ,ଏନ୍‌ବିଏଫ୍‌ସି ଓ ହାଉସିଂ ଫାଇନାନ୍ସ କମ୍ପାନୀ ମୁଖ୍ୟମାନଙ୍କ ସହ ବୈଠକରେ ବସି ଋଣ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଭଳି ଘରୋଇ କ୍ଷେତ୍ରର ବ୍ୟାଙ୍କଗୁଡ଼ିକ ମଧ୍ୟ ବ୍ୟକ୍ତିବିଶେଷ…

୨୫ ମହାଧନୀଙ୍କ ନିକଟରେ ଜିଡିପିର ୧୦% ସମ୍ପତ୍ତି; ମୁକେଶ ଅମ୍ବାନୀ ତାଲିକାର ଶୀର୍ଷରେ

ନୂଆଦିଲ୍ଲୀ,୨୬।୯: ଦେଶର ଶୀର୍ଷ ମହାଧନୀଙ୍କ ନିକଟରେ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି)ର ୧୦ ପ୍ରତିଶତ ସମ୍ପତ୍ତି ରହିଛି ବୋଲି ଆଇଆଇଏଫ୍‌ଏଲ୍‌ ଓ୍ବେଲ୍‌ଥ ହୁରୁନ ଇଣ୍ଡିଆ ପକ୍ଷରୁ ଚଳିତବର୍ଷ ଲାଗି ପ୍ରକାଶିତ ମହାଧନୀ ତାଲିକାରୁ ସ୍ପଷ୍ଟ ହୋଇଛି। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଅଧ୍ୟକ୍ଷ ମୁକେଶ…

୩୦ରେ ଲଞ୍ଚ ହେବ ଆଇଆର୍‌ସିଟିସି ଆଇପିଓ

ନୂଆଦିଲ୍ଲୀ,୨୬।୯: ନିବେଶ ଜରିଆରେ ଆୟ କରିବାକୁ ଚାହୁଁଥିବା ବ୍ୟକ୍ତିବିଶେଷଙ୍କ ପାଇଁ ଭାରତୀୟ ରେଲଓ୍ବେର ସହଯୋଗୀ ଆଇଆର୍‌ସିଟିସି ଆଣିବାକୁ ଯାଉଛି ଏକ ସ୍ବତନ୍ତ୍ର ସୁଯୋଗ। ରେଲଓ୍ବେ ଲାଗି ଟିକେଟ ବୁକିଂ ଏବଂ କ୍ୟାଟରିଂ ପରିଚାଳନା କରୁଥିବା ଆଇଆର୍‌ସିଟିସି ପକ୍ଷରୁ ଇନିସିଆଲ ପବ୍ଲିକ୍‌ ଅଫରିଂ…

ନିବେଶକ ହରାଇଲେ ୧.୮୪ ଲକ୍ଷ କୋଟି

ମୁମ୍ବାଇ,୨୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ମହାଭିଯୋଗ ପ୍ରକ୍ରିୟା ଆରମ୍ଭ ହେବା ଏବଂ ଜିଡିପି ଅଭିବୃଦ୍ଧି ପରିସଂଖ୍ୟାନ ହ୍ରାସ ପାଇବା ପ୍ରଭାବ ଦେଶର ଶେୟାର ବଜାରରେ ଦେଖିବାକୁ ମିଳିଛି। ଏହି କାରଣରୁ ସପ୍ତାହର ତୃତୀୟ ଦିନ ଉଭୟ ବିଏସ୍‌ଇ ସେନ୍‌ସେକ୍ସ…

ତେଲ ପାଇଁ କ୍ରେଡିଟ୍‌ କାର୍ଡରେ ମିଳିବନି କ୍ୟାଶ୍‌ବ୍ୟାକ; ଅକ୍ଟୋବର ପହିଲାରୁ ଲାଗୁ

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ପହିଲାରୁ ପେଟ୍ରୋଲ ପମ୍ପରେ ତେଲ ପକାଇଲେ କ୍ରେଡିଟ୍‌ କାର୍ଡଧାରୀଙ୍କୁ ଆଉ କ୍ୟାଶ୍‌ବ୍ୟାକ ମିଳିବ ନାହିଁ। ଦେଶର ତୈଳ କମ୍ପାନୀଗୁଡ଼ିକ ଏ ନେଇ ନିଷ୍ପତ୍ତି ନେଇଛନ୍ତି। ତୈଳ କମ୍ପାନୀଗୁଡ଼ିକ କ୍ରେଡିଟ କାର୍ଡଧାରୀଙ୍କୁ ୦.୭୫% କ୍ୟାଶ୍‌ବ୍ୟାକ୍‌ ଦେଉଥିଲେ। ଏ ସମ୍ପର୍କରେ ଦେଶର…

ହୋଣ୍ଡାର ଆନନ୍ଦୋତ୍ସବ ଧମାକା

ଚଣ୍ଡିଖୋଲ,୨୬।୯(ଡି.ଏନ୍‌.ଏ.) ଶାରଦୀୟ ପୂଜା ଅବସରରେ ହୋଣ୍ଡା ମୋଟର ସାଇକେଲ କମ୍ପାନୀ ତରଫରୁ ଚଣ୍ଡିଖୋଲସ୍ଥିତ ବାସନ୍ତୀ ହୋଣ୍ଡା ୨୦୧୯ ଆନନ୍ଦୋତ୍ସବ ଧମାକା ଆରମ୍ଭ କରିଛି। ଗ୍ରାହକମାନେ ମାତ୍ର ୧୧୦୦ ଟଙ୍କାର ଡାଉନ ପେମେଣ୍ଟ ଦେଇ କମ୍ପାନୀର ଆକ୍ଟିଭା, ସାଇନ, ଆଭିଏଟର, କ୍ଲିକ୍‌, ଓ…

ଗ୍ଲୋବାଲ ବିଜ୍‌ନେସ୍‌ ଫୋରମରେ ମୋଦି: ‘ଭାରତରେ ନିବେଶ ଲାଗି ସୁବର୍ଣ୍ଣ ସୁଯୋଗ’

ନ୍ୟୁୟର୍କ,୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଏଠାରେ ବ୍ଲୁମ୍‌ବର୍ଗ ଗ୍ଲୋବାଲ ଇନ୍‌ଭେଷ୍ଟର ଫୋରମ୍‌ରେ ଯୋଗ ଦେଇଛନ୍ତି। ଭାରତରେ ରାଜନୈତିକ ସ୍ଥିରତା ରହିଥିବା ବେଳେ ନିବେଶ ଲାଗି ଅନୁକୂଳ ବାତାବରଣ ରହିଛି। ତଥାପି ଏଥିରେ କୌଣସି ତ୍ରୁଟି ରହିଥିଲେ ସେ ତାହାକୁ ସେତୁ…

ମହିନ୍ଦ୍ରାକୁ ସମ୍ପତ୍ତି ବିକି ଦେଶ ଛାଡ଼ିବ ଫୋର୍ଡ

ନୂଆଦିଲ୍ଲୀ,୨୬ା୯: ଅଟୋ ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥା ତଥା ପ୍ରତିଯୋଗିତାର ସମ୍ମୁଖୀନ ହୋଇ ନ ପାରିବା କାରଣରୁ ଫୋର୍ଡ ମୋଟର କମ୍ପାନୀ ଭାରତ ଛାଡ଼ିବାକୁ ନିଷ୍ପତ୍ତି ନେଇଛି। ଏହା ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ସହ ଆରମ୍ଭ ହେବାକୁ ଥିବା ଯୁଗ୍ମ କମ୍ପାନୀକୁ ନିଜର…

୧୮ ଭାରତୀୟ କମ୍ପାନୀ ଫୋର୍ବ୍ସ ତାଲିକାରେ

ନୂଆଦିଲ୍ଲୀ,୨୫-୯: ଫୋର୍ବ୍ସର ସମ୍ମାନିତ କମ୍ପାନୀ ତାଲିକାରେ ୧୮ ଭାରତୀୟ କମ୍ପାନୀ ସ୍ଥାନ ପାଇଛି। ତନ୍ମଧ୍ୟରେ ଆଇଟି କମ୍ପାନୀ ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌(ଟିସିଏସ୍‌) ଏବଂ ଏଫ୍‌ଡିଏଫ୍‌ସି ସାମିଲ ହୋଇଛି। ସୂଚନା ପ୍ରଯୁକ୍ତି କ୍ଷେତ୍ରରେ କାର୍ଯ୍ୟରତ କମ୍ପାନୀ ଇନ୍‌ଫୋସିସ୍‌ ବିଶ୍ୱର ସମ୍ମାନୀତ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?