ପ୍ରତ୍ୟାହାର ହୋଇପାରେ ଏଟିଏମ୍ ଚାର୍ଜ: ଆର୍ବିଆଇ ଗଠନ କଲା ସମୀକ୍ଷା କମିଟି
ମୁମ୍ବାଇ,୧୨-୬: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ଏନ୍ଇଏଫ୍ଟି ଏବଂ ଆର୍ଟିଜିଏସ୍ ଉପରେ ଲାଗୁଥିବା ଶୁଳ୍କ ପ୍ରତ୍ୟାହାର କରିନେଇଛି। ତେବେ ଅଟୋମେଟେଡ ଟେଲର ମେଶିନ(ଏଟିଏମ୍) ବ୍ୟବହାର ଲାଗି ଲାଗୁଥିବା ଚାର୍ଜ ଆଦାୟର ସମୀକ୍ଷା ଲାଗି କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ଏକ କମିଟି ଗଠନ...
ଆଇବିଏମ୍ଠାରୁ ବଡ଼ କମ୍ପାନୀ ହେଲା ଟିସିଏସ୍
ନୂଆଦିଲ୍ଲୀ,୧୨ା୬: ଦେଶର ଶୀର୍ଷ ଆଇଟି ସେବା ପ୍ରଦାନକାରୀ କମ୍ପାନୀ ଟାଟା କନସଲଟାନ୍ସି ସର୍ଭିସ(ଟିସିଏସ୍) ବିଶ୍ୱର ଶୀର୍ଷ କମ୍ପାନୀମାନଙ୍କ ମଧ୍ୟରେ ଅନ୍ୟତମ ଆଇବିଏମ୍କୁ ବଜାର ପୁଞ୍ଜୀକରଣରେ ପଛରେ ପକାଇ ଏକ ନମ୍ବର ସ୍ଥାନକୁ ଉଠିଆସିଛି। ସୋମବାର ଟିସିଏସ୍ର ବଜାର ପୁଞ୍ଜୀକରଣ ୮.୩୭...
ରିଲାଏନ୍ସ ଯୋଗାଇବ ସବ୍ସିଡିଯୁକ୍ତ ଏଲ୍ପିଜି
ନୂଆଦିଲ୍ଲୀ,୧୨-୬: ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ ଦେଶରେ ରୋଷେଇ ଗ୍ୟାସ୍ ଅର୍ଥାତ ଏଲ୍ପିଜି ସିଲିଣ୍ଡର ଯୋଗାଉଛନ୍ତି। ତେବେ ଘରୋଇ କମ୍ପାନୀଙ୍କୁ ସବ୍ସିଡିଯୁକ୍ତ ରୋଷେଇ ଗ୍ୟାସ୍ ଯୋଗାଇବା ଲାଗି ସୁଯୋଗ ଦେବାକୁ ଦେଶର ସର୍ବବୃହତ ଗ୍ୟାସ୍ ଉତ୍ପାଦନକାରୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଦାବି କରିଛି।...
ଅକ୍ଟୋବରରୁ ନୂଆ ଜିଏସ୍ଟି ରିଟର୍ନ ଦାଖଲ ବ୍ୟବସ୍ଥା
ନୂଆଦିଲ୍ଲୀ,୧୨ା୬ ଆସନ୍ତାବର୍ଷ ଜାନୁୟାରୀରୁ ସାରା ଦେଶରେ ବ୍ୟବସାୟୀମାନେ ସରଳ ଜିଏସ୍ଟି ଫର୍ମ ପୂରଣ କରିପାରିବେ। ତେବେ ଏହାର ଟ୍ରାୟାଲ ଜୁଲାଇରୁ ଆରମ୍ଭ ହୋଇଯିବ। ଅନ୍ୟପକ୍ଷରେ ନୂଆ ମାସିକ ରିଟର୍ନ ଫର୍ମ ବ୍ୟବସ୍ଥା ଚଳିତ ବର୍ଷ ଅକ୍ଟୋବରରୁ ଆରମ୍ଭ ହୋଇଯିବ ବୋଲି...
ଭାରତ ବିରୋଧରେ ଟ୍ରମ୍ପ ମୁହଁ ଖୋଲିଲେ: ଆମେରିକା ମୋଟରସାଇକେଲ ଉପରେ ୫୦% ଟାରିଫ ସ୍ବୀକାର୍ଯ୍ୟ ନୁହେଁ
ଓ୍ବାଶିଂଟନ,୧୨-୬: ଟାରିଫ ବୃଦ୍ଧିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଭାରତ ବିରୋଧରେ ପୁନର୍ବାର ମୁହଁ ଖୋଲି ଚାପ ପକାଇବା ରାଜନୀତି ଆରମ୍ଭ କରିଛନ୍ତି। ଆମେରିକାରୁ ଆସୁଥିବା ମୋଟରସାଇକେଲ ଉପରେ ଭାରତ ଟାରିଫ ହାରକୁ ୧୦୦ରୁ ୫୦ ପ୍ରତିଶତକୁ...
ଭାରତର ୧୦ ଧନୀ ରାଜ୍ୟ
ସବୁଠାରୁ ବଡ଼ ଗଣତନ୍ତ୍ର ରାଷ୍ଟ୍ର ଭାବେ ଭାରତ ବେଶ୍ ଜଣାଶୁଣା। କ୍ଷେତ୍ରଫଳ ଆଧାରରେ ବିଶ୍ୱର ସବୁଠାରୁ ବଡ଼ ଦେଶ ମଧ୍ୟରେ ୭ମ ସ୍ଥାନରେ ରହିଛି ଭାରତ। ଏଠାରେ ସବୁ ଧର୍ମ ଓ ବହୁ ଭାଷାର ଲୋକେ ଏକାଠି ମିଳିମିଶି ରୁହନ୍ତି।...
ଆଦାନୀ ସୌରଶକ୍ତିର ସର୍ବଶ୍ରେଷ୍ଠ ପିଭିଏଲ୍ ଯୋଗ୍ୟତା ହାସଲ
ନୂଆଦିଲ୍ଲୀ, ୧୧।୬:ଆଦାନୀ ସୌରଶକ୍ତି ବିଶ୍ୱର ଅଗ୍ରଗଣ୍ୟ ପିଭିଏଲ ଗବେଷଣା ଗାର (ଆମେରିକା) ଦ୍ୱାରା ଦ୍ୱିତୀୟଥର ସର୍ବଶ୍ରେଷ୍ଠ ଯୋଗ୍ୟତା ହାସଲ କରିପାରିଛିା ପିଭିଏଲ ୫ମ ବାର୍ଷିକ ସଂସ୍କରଣରେ ପିଭି ମୋଡୁଲ ଉତ୍ପାଦ ମାନ ଯୋଗ୍ୟତା ପରୀକ୍ଷାରେ ଆଦାନୀ ସବୁଠାରୁ ସର୍ବଶ୍ରେଷ୍ଠ ମାନ...
ହିରୋ ମୋଟୋକର୍ପକୁ ମିଳିଲା ବିଏସ-ଭିଆଇ ସାର୍ଟିଫିକେଟ୍
ନୂଆଦିଲ୍ଲୀ, ୧୧।୬: ବିଶ୍ୱର ବୃହତ୍ତମ ଦୁଇଚକିଆ ଯାନ ନିର୍ମାଣକାରୀ ସଂସ୍ଥା ହିରୋ ମୋଟୋକର୍ପ ପ୍ରଥମ ଦୁଇ ଚକିଆ ଯାନ ଭାବେ ବିଏସ-ଭିଆଇ ସାର୍ଟିଫିକେଟ ହାସଲ କରିଛି। ବିଏସ-ଭିଆଇ ମାନଦଣ୍ଡ ଅନୁସାରେ ସଫଳ ପରୀକ୍ଷଣ ଦେବା ପରେ ଇଣ୍ଟରନାଶ୍ନାଲ ସେଣ୍ଟର ଫର...
ବଜେଟ ପ୍ରସ୍ତୁତି: ଅର୍ଥ ମନ୍ତ୍ରଣାଳୟ ସହ ବହିଃ ସମ୍ପର୍କ ଚ୍ଛିନ୍ନ
ନୂଆଦିଲ୍ଲୀ,୧୧-୬: ବଜେଟ ପ୍ରସ୍ତୁତି କ୍ରମରେ ସୋମବାରଠାରୁ ନର୍ଥ ବ୍ଲକ୍ରେ ଥିବା ଅର୍ଥ ମନ୍ତ୍ରଣାଳୟ ସହ ବାହାର ଦୁନିଆର ସମ୍ପର୍କ ଚ୍ଛିନ୍ନ ହୋଇଯାଇଛି। ଅର୍ଥାତ୍ ଆଜିଠାରୁ ନର୍ଥ ବ୍ଲକ୍ରେ କ୍ୱାରାଣ୍ଟାଇନ ଲାଗୁ ହୋଇଯାଇଛି। ଏହାର ଅର୍ଥ ନର୍ଥ ବ୍ଲକ୍ ଉପରେ କଡ଼...
୯ ବଡ଼ ବ୍ୟାଙ୍କ ବିରୋଧରେ ମାମଲା ଦାଏର କରିବ ଆଇଏଲ୍ଆଣ୍ଡଏଫ୍ଏସ୍
ନୂଆଦିଲ୍ଲୀ,୧୧-୬: କେନ୍ଦ୍ର ସରକାରଙ୍କ ଦ୍ୱାରା ନିଯୁକ୍ତ ଇନ୍ଫ୍ରାଷ୍ଟ୍ରକ୍ଚର ଲିଜିଂ ଆଣ୍ଡ ଫାଇନାନ୍ସିଆଲ ସର୍ଭିସେସ୍(ଆଇଏଲ୍ଆଣ୍ଡଏଫ୍ଏସ୍)ର ନୂଆ ବୋର୍ଡ ଦେଶର ୯ ବଡ଼ ବ୍ୟାଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ଦାଏର କରିବାକୁ ଯାଉଛି। ସେମାନେ ବୋର୍ଡର ବିନାନୁମତିରେ କମ୍ପାନୀ ଆକାଉଣ୍ଟରୁ ପ୍ରାୟ...
ହାଜର ହେଲେନି ଚନ୍ଦା କୋଚ୍ଚର
ନୂଆଦିଲ୍ଲୀ,୧୧-୬: ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚ୍ଚର ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସମ୍ମୁଖରେ ହାଜର ହୋଇନାହାନ୍ତି। ସ୍ବାସ୍ଥ୍ୟଗତ କାରଣ ଦଶର୍ର୍ାଇ ସେ ଆସିନାହାନ୍ତି ବୋଲି ଇଡିର ଜଣେ ବରିଷ୍ଠ ଅଧିକାରୀ ପ୍ରକାଶ କରିଛନ୍ତି। ଚଳିତ ସପ୍ତାହରେ ତାଙ୍କୁ ହାଜର...
ବାର୍ଷିକ ୧୦ ଲକ୍ଷ ନଗଦ ଉଠାଣରେ ଲାଗିପାରେ ଟିକସ
ନୂଆଦିଲ୍ଲୀ,୧୧-୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନ୍ଡିଏ ସରକାର ଡିଜିଟାଲ ଟ୍ରାଞ୍ଜାକଶନକୁ ପ୍ରୋତ୍ସାହିତ କରିବା ଲାଗି ଏକାଧିକ ପଦକ୍ଷେପ ଉଠାଇଛନ୍ତି। ଏବେ ସରକାର ଆଉ ଏକ ପଦକ୍ଷେପ ନେବାକୁ ଯାଉଛନ୍ତି। କାଗଜ ମୁଦ୍ରାର ବ୍ୟବହାରକୁ କମ୍ କରିବା ଉଦ୍ଦେଶ୍ୟରେ ବାର୍ଷିକ...
Archives


