ବାଣିଜ୍ୟ

ଥମାସ କୁକ୍‌ ଦେବାଳିଆ ଯୋଗୁ ପ୍ରଭାବିତ ହେବ ଭାରତର ପର୍ଯ୍ୟଟନ ଶିଳ୍ପ

ନୂଆଦିଲ୍ଲୀ,୨୫-୯: ବିଶ୍ୱର ସର୍ବବୃହତ ପର୍ଯ୍ୟଟନ ସେବା ଯୋଗାଣକାରୀ କମ୍ପାନୀ ବ୍ରିଟେନର ଥମାସ କୁକ୍‌ ରାତାରାତି ନିଜକୁ ଦେବାଳିଆ ଘୋଷଣା କରିବା ଦ୍ୱାରା ସାରାବିଶ୍ୱର ପର୍ଯ୍ୟଟନ ଶିଳ୍ପ ପ୍ରଭାବିତ ହେବାକୁ ଯାଉଛି। ଭାରତ ମଧ୍ୟ ଏଥିରୁ ବାଦ୍‌ ପଡିବନି। ଥମାସ କୁକ୍‌ ବନ୍ଦ…

ପିଏମ୍‌ସି ବ୍ୟାଙ୍କ ଉପରେ ଲାଗିଲା କଟକଣା;ଗ୍ରାହକ ଏକାଥରକେ ଉଠାଇପାରିବେ ୧୦୦୦ ଟଙ୍କା

ମୁମ୍ବାଇ,୨୫-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆର୍ଥିକ ଅନୀୟମିତତା ଅଭିଯୋଗରେ ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋଅପରେଟିଭ ବ୍ୟାଙ୍କ ଲିମିଟେଡ(ପିଏମ୍‌ସି ବ୍ୟାଙ୍କ), ମୁମ୍ବାଇର ଦୈନନ୍ଦିନ କାର୍ଯ୍ୟ ଉପରେ ୬ ମାସ ପର୍ଯ୍ୟନ୍ତ କଟକଣା ଜାରି କରିଛି। କେନ୍ଦ୍ରୀୟ ବ୍ୟାଙ୍କର ନିର୍ଦ୍ଦେଶ ମୁତାବକ ବ୍ୟାଙ୍କ ଆକାଉଣ୍ଟଧାରୀମାନେ…

ଆଇଆର୍‌ଡିଏ ନେଲା ନିଷ୍ପତ୍ତି;ଏଣିକି ମାସିକ ଭିତ୍ତିରେ ଦେଇ ହେବ ସ୍ବାସ୍ଥ୍ୟ ବୀମା ପ୍ରିମିୟମ

ନୂଆଦିଲ୍ଲୀ,୨୫-୯: ସ୍ବାସ୍ଥ୍ୟ ବୀମା ନେଉଥିବା ଗ୍ରାହକ ଏଣିକି ମାସିକ ଆଧାରରେ ବୀମା ପ୍ରିମିୟମ ଜମା କରିପାରିବେ। ଇନ୍‌ସ୍ୟୁରାନ୍ସ ରେଗୁଲେଟୋରି ଆଣ୍ଡ ଡେଭଲପ୍‌ମେଣ୍ଟ ଅଥରିଟି ଅଫ୍‌ ଇଣ୍ଡିଆ(ଆଇଆର୍‌ଡିଏ) ପକ୍ଷରୁ ନିୟମରେ ପରିବର୍ତ୍ତନ କରାଯାଇ ନିର୍ଦ୍ଦେଶ ଜାରି କରାଯାଇଛି। ସ୍ବାସ୍ଥ୍ୟ ବୀମା ପଲିସି ବିକ୍ରି…

୪ ଥାକିଆ ହେବ ପ୍ରତ୍ୟକ୍ଷ ଟିକସ ସ୍ଲାବ୍‌;୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଟିକସ ଛାଡ଼ ସୁପାରିସ୍‌

ନୂଆଦିଲ୍ଲୀ,୨୫-୯: ଦେଶରେ ଡାଇରେକ୍ଟ ଟ୍ୟାକ୍ସ କୋଡ୍‌(ଡିଟିସି) ଲାଗୁ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ଏବେ ପ୍ରତ୍ୟକ୍ଷ ଟିକସ ବ୍ୟବସ୍ଥାରେ ସଂସ୍କାର ଆଣିବାକୁ ଯାଉଛନ୍ତି। ଏହାକୁ କିପରି ଲାଗୁ କରିହେବ ସେ ନେଇ ଏକ ଟାସ୍କଫୋର୍ସ ଗଠନ କରାଯାଇଥିଲା। ବିଭିନ୍ନ ଦିଗ ଉପରେ…

ମୁଦ୍ରାନୀତି ବୈଠକ ପୂର୍ବରୁ ସୀତାରାମନ୍‌ଙ୍କୁ ଭେଟିଲେ ଗଭର୍ନର

ନୂଆଦିଲ୍ଲୀ,୨୫-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଆସନ୍ତା ମୁଦ୍ରାନୀତି ସମୀକ୍ଷା ପୂର୍ବରୁ ଗଭର୍ନର ଶକ୍ତିକାନ୍ତ ଦାସ ମଙ୍ଗଳବାର ଏଠାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କୁ ଭେଟିଛନ୍ତି। ସରକାରଙ୍କ ଆର୍ଥିକ ନୀତି, ମୁଦ୍ରାସ୍ଫୀତି, ଜିଡିପି ହାର ହ୍ରାସ ଆଦି ସମ୍ପର୍କରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି।…

ବିଶ୍ୱ ବଜାରରେ ପହଞ୍ଚିବେ ଏମ୍‌ଏସ୍‌ଏମ୍‌ଇ

ନୂଆଦିଲ୍ଲୀ,୨୫-୯:ଦେଶର ଅଣୁ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକ ପ୍ରସ୍ତୁତ କରୁଥିବା ସାମଗ୍ରୀ ବିଦେଶୀ ବଜାରରେ ଏବେ ସହଜରେ ପହଞ୍ଚିବ। କ୍ଷୁଦ୍ର ଶିଳ୍ପକୁ ଏହି ସୁବିଧା ପ୍ରଦାନ ଲକ୍ଷ୍ୟରେ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟ ଶୀଘ୍ର ‘ଭାରତ ମାର୍ଟ’ନାମରେ ଏକ ଇ-କମର୍ସ ପ୍ଲାଟଫର୍ମ ଖୋଲିବ ବୋଲି କେନ୍ଦ୍ର…

ପୁରୀ-ହାଓଡା ମଧ୍ୟରେ ଗଡ଼ିପାରେ ପ୍ରାଇଭେଟ ଟ୍ରେନ

ନୂଆଦିଲ୍ଲୀ,୨୫-୯: ସାରା ଦେଶର ୨୪ ରୁଟରେ ପ୍ରାଇଭେଟ ଟ୍ରେନ ଚଳାଇବା ନେଇ ରେଳ ମନ୍ତ୍ରଣାଳୟ ଯୋଜନା ରଖିଛି। ଏହି କ୍ରମରେ ରାଜ୍ୟରୁ ପୁରୀଠାରୁ ପଶ୍ଚିମବଙ୍ଗର ହଓଡା ମଧ୍ୟରେ ଏଭଳି ଏକ ଟ୍ରେନ ଗଡିପାରେ। ଚଳିତ ମାସ ୨୭ରେ ରେଳ ବୋର୍ଡ ପକ୍ଷରୁ…

ମୋବାଇଲ ଆପ୍‌ର ଶୁଭାରମ୍ଭ: ଚାଷୀଙ୍କୁ ଭଡ଼ାରେ ଟ୍ରାକ୍ଟର ଯୋଗାଇବେ ସରକାର

ନୂଆଦିଲ୍ଲୀ,୨୪-୯: କାର୍‌, ବାଇକ ଭଳି ଏଣିକି ଟ୍ରାକ୍ଟର ଓ ଅନ୍ୟାନ୍ୟ କୃଷି ଯନ୍ତ୍ରପାତିକୁ ଭଡ଼ାରେ ଆଣିହେବ। ଏଥିଲାଗି ସରକାରୀ ସ୍ତରରେ ବ୍ୟବସ୍ଥା ହୋଇଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ ମୋବାଇଲ ଆପ୍‌ର ଶୁଭାରମ୍ଭ କରାଯାଇଛି। କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମର…

୮.୬୫%କୁ ବୃଦ୍ଧି ପାଇଲା ଇପିଏଫ୍‌ ସୁଧ ହାର, ୬ କୋଟି ପିଏଫ୍‌ ଆକାଉଣ୍ଟଧାରୀଙ୍କୁ ଫାଇଦା

ନୂଆଦିଲ୍ଲୀ,୨୪-୯: ଦୀର୍ଘ ୭ ମାସ ଧରି ଅପେକ୍ଷା କରିବା ପରେ କେନ୍ଦ୍ର ସରକାର ଶେଷରେ ମଙ୍ଗଳବାର ଆର୍ଥିକ ବର୍ଷ ୨୦୧୮-୧୯ ଲାଗି ଇପିଏଫ୍‌ ସୁଧ ହାର ୮.୬୫%କୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। କେନ୍ଦ୍ରର ଏହି ନିଷ୍ପତ୍ତି ଯୋଗୁ ପ୍ରାୟ ୬ କୋଟି…

ବୁଡ଼ିଗଲା ବ୍ରିଟେନର ୧୭୮ ବର୍ଷର ଥମାସ କୁକ୍‌

ଲଣ୍ଡନ,୨୪-୯: ପର୍ଯ୍ୟଟକଙ୍କୁ ୧୭୮ ବର୍ଷ ଧରି ବିଭିନ୍ନ ସେବା ଯୋଗାଇ ଆସୁଥିବା ବ୍ରିଟେନର ପ୍ରସିଦ୍ଧ କମ୍ପାନୀ ଥମାସ କୁକ୍‌ ଶେଷରେ ବୁଡ଼ିଗଲା। ଜରୁରିକାଳୀନ ପାଣ୍ଠି ଯୋଗାଡ କରିବାରେ ବିଫଳ ହେବାରୁ ରବିବାର ରାତିରୁ କମ୍ପାନୀ ନିଜକୁ ଦେବାଳିଆ ଘୋଷଣା କରିଛି। ଫଳରେ…

ଦେଶରେ ପହଞ୍ଚତ୍ବା ମାତ୍ରେ ଏନ୍‌ଆର୍‌ଆଇଙ୍କୁ ମିଳିବ ଆଧାର

ନୂଆଦିଲ୍ଲୀ,୨୪-୯: ବୈଧ ପାସ୍‌ପୋର୍ଟ ଜରିଆରେ ଦେଶରେ ପାଦ ଦେବା ମାତ୍ରେ ପ୍ରବାସୀ ଭାରତୀୟ ଆଧାର ପାଇଁ ଏଣିକି ଆବେଦନ କରିପାରିବେ। ସେମାନଙ୍କୁ ଆଉ ୧୮୨ ଦିନ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡିବ ନାହିଁ। ସରକାରଙ୍କ ପକ୍ଷରୁ ଏ ନେଇ ବିଜ୍ଞପ୍ତି ଜାରି…

ଅକ୍ଟୋବର ପହିଲାରୁ ସମସ୍ତ ପ୍ରକାର ଋଣ ଶସ୍ତା କରିବ ଏସ୍‌ବିଆଇ

ନୂଆଦିଲ୍ଲୀ,୨୪-୯:ଦେଶର ସର୍ବବୃହତ୍‌ ବ୍ୟାଙ୍କ କୁହାଯାଉଥିବା ଏସ୍‌ବିଆଇ ପାର୍ବଣ ପୂର୍ବରୁ ନିଜର ଗ୍ରାହକଙ୍କୁ ବଡ଼ ଉପହାର ଦେଇଛି। ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ଅକ୍ଟୋବର ପହିଲାରୁ ସମସ୍ତ ଫ୍ଲୋଟିଂ ରେଟ୍‌କୁ ଏକ୍ସଟରନାଲ ବେଞ୍ଚମାର୍କ ରୂପରେ ରେପୋ ରେଟ୍‌ ସହ ଯୋଡିବାକୁ ନିଷ୍ପତ୍ତି ନେଇଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?