ଜନଧନ ଜମା ୧ ଲକ୍ଷ କୋଟି ଟଙ୍କା ଟପିଲା
ନୂଆଦିଲ୍ଲୀ,୧୧-୭: ଜନଧନ ଯୋଜନାରେ ଖୋଲାଯାଇଥିବା ଆକାଉଣ୍ଟଗୁଡିକରେ ଜମା ପରିମାଣ ୧ ଲକ୍ଷ କୋଟି ଟଙ୍କା ଛୁଇଁଛି। ଏହି ଯୋଜନା ୫ ବର୍ଷ ତଳେ ଆରମ୍ଭ କରାଯାଇଥିଲା। ଅର୍ଥମନ୍ତ୍ରଣାଳୟ ତଥ୍ୟ ମୁତାବକ ଏହି ଜମା ୩୬.୦୬ କୋଟି ଆକାଉଣ୍ଟରେ ରହିଛି। ଉକ୍ତ ଯୋଜନାକୁ…
ସେପ୍ଟେମ୍ବରରୁ ମିଳିବ ସବୁ ଭାରତୀୟଙ୍କ ସ୍ବିସବ୍ୟାଙ୍କ ତଥ୍ୟ
ନୂଆଦିଲ୍ଲୀ,୧୧-୭: କଳାଟଙ୍କା ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ଭାରତ ବିଭିନ୍ନ ପଦକ୍ଷେପ ନେଉଛି। ଏହି ଧାରାରେ ସ୍ବିସ ବ୍ୟାଙ୍କରେ ଜମା କରିଥିବା ସବୁ ଭାରତୀୟଙ୍କ ପ୍ରଥମ ପର୍ଯ୍ୟାୟ ତଥ୍ୟ ସେପ୍ଟେମ୍ବରରେ ମିଳିବ ବୋଲି ଜଣା ପଡିଛି। ସେହିଭଳି ଯେଉଁ ଆକାଉଣ୍ଟଗୁଡିକ…
ରେଲଓ୍ବେର ହେବନି ଘରୋଇ କରଣ
ନୂଆଦିଲ୍ଲୀ,୧୧-୭: ଭାରତୀୟ ରେଲଓ୍ବେର ଘରୋଇକରଣ ହେବ ନାହିଁ। ଏ ନେଇ କୌଣସି ପ୍ରସ୍ତାବ ନାହିଁ। ଘରୋଇ ଅପରେଟରଙ୍କ ହାତରେ ଦୁଇ ଟ୍ରେନ ଦେବା ଲାଗି ରହିଥିବା ପ୍ରସ୍ତାବ ଉପରେ ପ୍ରଶ୍ନର ଉତ୍ତର ରଖି ରେଳମନ୍ତ୍ରୀ ପୀୟୂଷ ଗୋୟଲ ବୁଧବାର ଏହା କହିଛନ୍ତି।…
ଭୂଷଣ ମାମଲାରେ ୨୮୪ଜଣଙ୍କ ବିରୋଧରେ ଚାର୍ଜଶିଟ୍
ନୂଆଦିଲ୍ଲୀ,୧୧-୭: ଭୂଷଣ ଷ୍ଟିଲ ବେଆଇନ୍ ଋଣ କାରବାର ମାମଲାରେ ସିରିୟସ ଫ୍ରଡ ଇନଭେଷ୍ଟିଗେଶନ ଅଫିସ(ଏସ୍ଏଫ୍ଆଇଓ) ପକ୍ଷରୁ ୨୮୪ ବ୍ୟକ୍ତି ଏବଂ ସଂସ୍ଥାଙ୍କ ବିରୋଧରେ ଚାର୍ଜଶିଟ ଦାଏର ହୋଇଛି। ଏହି ମାମଲାରେ ୬୦୦ ବ୍ୟକ୍ତିଙ୍କ ବିରୋଧରେ ଅଭିଯୋଗ ଆସିଥିବା ବେଳେ ମୋଟ ୭୦…
ଫାଇନାନ୍ସ ବିକଳ୍ପକୁ ବୃଦ୍ଧି କରୁଛି ହୋଣ୍ଡା
ନୂଆଦିଲ୍ଲୀ,୧୦।୭: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ ଗ୍ରାହକଙ୍କ ଲାଗି ଖୁଚୁରା ଫାଇନାନ୍ସ ବିକଳ୍ପକୁ ବୃଦ୍ଧି କରୁଛି। ଏହି ପଦକ୍ଷେପ ଅନ୍ତର୍ଗତ କମ୍ପାନୀ ଚୋଳମଣ୍ଡଳମ୍ ଇନଭେଷ୍ଟମେଣ୍ଟ ଆଣ୍ଡ ଫାଇନାନ୍ସ କମ୍ପାନୀ ସହ ଚୁକ୍ତିରେ ସାମିଲ ହୋଇଛି। ହୋଣ୍ଡାର ବିକ୍ରି ଓ…
ଅର୍ଥ ଯୋଗାଡରେ ବାହାରିଛନ୍ତି ସରକାର;ଲିଜ୍ ଦିଆଯିବ ଖାଲି ପଡିଥିବା ସରକାରୀ ଜମି, ଘର
ନୂଆଦିଲ୍ଲୀ,୧୦-୭: ନିବେଶ ବୃଦ୍ଧି ମାଧ୍ୟମରେ ଅର୍ଥନୀତିର ପ୍ରଗତିକୁ ଦ୍ରୁତତର କରିବା ଲାଗି କେନ୍ଦ୍ରରେ ମୋଦି ସରକାର ୨.୦ ଏବେ କାର୍ଯ୍ୟରେ ଲାଗିପଡିଛନ୍ତି। ନିବେଶ ଲାଗି ଅର୍ଥ ଆବଶ୍ୟକ ଥିବାରୁ ସରକାର ବିଭିନ୍ନ ଉପାୟରେ ଏହା ଯୋଗାଡ କରିବାକୁ ଉଦ୍ୟମ କରୁଛନ୍ତି। ଏହିକ୍ରମରେ…
୫ ଲକ୍ଷ କୋଟି ଡଲାର ଅର୍ଥନୀତି ଲକ୍ଷ୍ୟ ହାସଲ ସମ୍ଭବ:ନୀତି ଆୟୋଗ ଉପାଧ୍ୟକ୍ଷ
ନୂଆଦିଲ୍ଲୀ,୧୦-୭: ଦେଶର ଅର୍ଥନୀତି ୨୦୨୪-୨୫ ସୁଦ୍ଧା ୫ ଲକ୍ଷ କୋଟି ଡଲାରରେ ପହଞ୍ଚତ୍ପାରିବ ବୋଲି ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଆଶାବ୍ୟକ୍ତ କରିଛନ୍ତି। ତାଙ୍କ ମତରେ ଏଥିପାଇଁ ଘରୋଇ କ୍ଷେତ୍ରକୁ ଅଗ୍ରଣୀ ଭୂମିକା ଗ୍ରହଣ କରିବାକୁ ହେବ। ଭାରତୀୟ ବାଣିଜ୍ୟ…
ଗୋଟିଏ ୨୦୦୦ ଟଙ୍କିଆ ନୋଟ୍ର ଛାପା ଖର୍ଚ୍ଚ ୬୫ ପଇସା କମିଛି
ନୂଆଦିଲ୍ଲୀ,୧୦-୭: ଗତ ଆର୍ଥିକ ବର୍ଷ ୨୦୧୮-୧୯ରେ ଗୋଟିଏ ୨୦୦୦ ଟଙ୍କିଆ ନୋଟ୍ର ଛାପା ଖର୍ଚ୍ଚ ୧୮.୪% ଅର୍ଥାତ୍ ୬୫ ପଇସା କମିଛି ବୋଲି ସରକାରୀ ତଥ୍ୟରୁ ଜଣାପଡିଛି। ରାଜ୍ୟ ସଭାରେ ପ୍ରଦାନ କରାଯାଇଥିବା ତଥ୍ୟ ଅନୁଯାୟୀ, ୨୦୧୬ ନଭେମ୍ବରରେ ଦେଶରେ ପ୍ରଚଳନ…
କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ;ଘର କ୍ରେତାଙ୍କ ଲାଗି ଏକକ ପ୍ରସ୍ତାବ ଆଣ
ନୂଆଦିଲ୍ଲୀ,୧୦-୭: ଲକ୍ଷ ଲକ୍ଷ ଘର କ୍ରେତାଙ୍କ ସମସ୍ୟା ଦୂର କରିବା ଲାଗି କେନ୍ଦ୍ର ସରକାର ଏକକ ପ୍ରସ୍ତାବ(ୟୁନିଫର୍ମ ପ୍ରପୋଜାଲ୍) ଆଣନ୍ତୁ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଜେପି ଇନ୍ଫ୍ରାଟେକ୍ ଲିମିଟେଡ ମାମଲାର ଶୁଣାଣି ବେଳେ ଏହି ନିର୍ଦ୍ଦେଶ ଦେଇ କହିଛନ୍ତି…
ଓଏନ୍ଜିସି, ଆଇଓସି, ଏନ୍ଟିପିସି, ଗେଲ୍ର ସରକାରୀ ନିୟନ୍ତ୍ରଣ ହଟିବ
ବଜେଟ ନିଅଣ୍ଟକୁ ନିୟନ୍ତ୍ରଣରେ ରଖିବା ଲାଗି କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏବେ ଲାଭଜନକ ରାଷ୍ଟ୍ରାୟତ୍ତ ଉଦ୍ୟୋଗରୁ ନିଜର ନିୟନ୍ତ୍ରଣ ହଟାଇବାକୁ ଚାହୁଁଛନ୍ତି। ଏହାଦ୍ୱାରା ଦେଶରେ ନିବେଶ ବୃଦ୍ଧି ପାଇବ ବୋଲି ସରକାର ଭାବୁଛନ୍ତି। ଶକ୍ତି କ୍ଷେତ୍ରରେ କାର୍ଯ୍ୟରତ ପ୍ରମୁଖ ଲାଭଜନକ…
ଭାରତର ଟାରିଫ୍ ବୃଦ୍ଧି ଗ୍ରହଣୀୟ ନୁହେଁ: ଟ୍ରମ୍ପ
ଓ୍ବାଶିଂଟନ,୧୦-୭: ଆମେରିକାର ବହୁ ଉତ୍ପାଦ ଉପରେ ଭାରତ ଟାରିଫ୍ ବୃଦ୍ଧି କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଭାରତର ଟାରିଫ୍ ବୃଦ୍ଧି ଗ୍ରହଣୀୟ ନୁହେଁ ବୋଲି ସେ ଟୁଇଟ୍ କରି ଜଣାଇଛନ୍ତି। ସୂଚନାଥାଉ କି, ଆମେରିକା…
ଇଣ୍ଡିଗୋ ପ୍ରମୋଟରଙ୍କ ଝଗଡା ସେବିରେ ପହଞ୍ଚିଲା
ମୁମ୍ବାଇ,୧୦-୭: ଦେଶର ସର୍ବବୃହତ୍ ଘରୋଇ ଏୟାରଲାଇନ ଭାବେ ପରିଚିତ ଇଣ୍ଡିଗୋ ଏୟାରଲାଇନ୍ସର ପ୍ରମୋଟରଙ୍କ ଭିତରେ ଆରମ୍ଭ ହୋଇଥିବା ଝଗଡା ଏବେ ଷ୍ଟକ୍ ଏକ୍ସଚେଞ୍ଜ ନିୟନ୍ତ୍ରକ ସିକ୍ୟୁରିଟିଜ ବୋର୍ଡ ଅଫ୍ ଇଣ୍ଡିଆ(ସେବି) ନିକଟରେ ପହଞ୍ଚତ୍ଛି। କମ୍ପାନୀରେ ହୋଇଥିବା ଅନିୟମିତତାର ତଦନ୍ତ କରିବା ଲାଗି…
Archives


