ବାଣିଜ୍ୟ

୪୦ ହଜାର କୋଟି କମିବ ଜିଏସ୍‌ଟି ଆଦାୟ;ବଢ଼ୁଛି ରାଜ୍ୟଗୁଡ଼ିକର ମୁଣ୍ଡବ୍ୟଥା

ନୂଆଦିଲ୍ଲୀ,୨୪-୯: ଗତ ଶୁକ୍ରବାର ଜିଏସ୍‌ଟି କାଉନସିଲର ୩୭ତମ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଗୋଟିଏ ଦୁଇଟିକୁ ଛାଡ଼ି ଦେଲେ ହୋଟେଲ ଶିଳ୍ପ ସମେତ କେତେକ ସାମଗ୍ରୀର ଜିଏସ୍‌ଟି ହାର କମାଯାଇଛି। ସେହିପରି କର୍ପୋରେଟ ଟିକସ ହ୍ରାସ କରାଯାଇଛି। ଫଳସ୍ବରୂପ ଚଳିତ…

୨ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ

ନୂଆଦିଲ୍ଲୀ,୨୪-୯: ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଶ୍ରଣକୁ ବିରୋଧ କରି ଦେଶର ବ୍ୟାଙ୍କ କର୍ମଚାରୀ ଏବଂ ଅଧିକାରୀ ସଂଘ ପକ୍ଷରୁ ଚଳିତ ମାସ ୨୬ ଏବଂ ୨୭ରେ ଦିଆଯାଇଥିବା ଧର୍ମଘଟକୁ ସ୍ଥଗିତ ରଖାଯାଇଛି। ଅଲ୍‌ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ କନଫେଡେରେଶନ (ଏଆଇବିଓସି) ସମେତ…

ରାଜ୍ୟଗୁଡ଼ିକୁ କେନ୍ଦ୍ରର ସର୍କୁଲାର ଜାରି;ଗାଡ଼ିର ଚାଲାଣ କାଟିବା ପୂର୍ବରୁ ଆପ୍‌ ମାଧ୍ୟମରେ ଯାଞ୍ଚ କର

ନୂଆଦିଲ୍ଲୀ,୨୪-୯: ଗାଡିର ଯାଞ୍ଚ ବେଳେ ଚାଳକଙ୍କ ଦ୍ୱାରା ମୂଳ କାଗଜପତ୍ର ଦାଖଲ କରାଯାଇ ନ ପାରିଲେ ଏମ୍‌-ପରିବହନ କିମ୍ବା ଇ-ଚାଲାଣ ମାଧ୍ୟମରେ ଯାଞ୍ଚ କରିବା ପରେ ରାଜ୍ୟ ସରକାରଙ୍କ ପରିବହନ ବିଭାଗ କିମ୍ବା ପୋଲିସ ଚାଲାଣ କାଟିପାରିବେ ବୋଲି କେନ୍ଦ୍ର ସରକାର…

ସେନ୍‌ସେକ୍ସ ୧୦୭୫ ପଏଣ୍ଟ ବୃଦ୍ଧି

ମୁମ୍ବାଇ,୨୪-୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କର୍ପୋରେଟ ଟିକସ ଓ ଜିଏସଟି ହ୍ରାସ ଘୋଷଣା କରିବା ପରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜରେ ବେଶ୍‌ ବୃଦ୍ଧି ପରିଲକ୍ଷିତ ହୋଇଛି। ସୋମବାର ସେନ୍‌ସେକ୍ସ ଯେପରି ଫେଷ୍ଟିଭ ମୁଡ୍‌କୁ ଆସିଯାଇଛି। ଅର୍ଥମନ୍ତ୍ରୀଙ୍କ ଘୋଷଣାର ଦୁଇଦିନ ଭିତରେ ଷ୍ଟକ୍‌…

୭ ବଡ଼ ସହରରେ ୨୭% ଛୋଟ ହୋଇଛି ଫ୍ଲାଟ୍‌ ସାଇଜ୍‌

ନୂଆଦିଲ୍ଲୀ,୨୪-୯: ଫ୍ଲାଟ୍‌ କିଣିବାକୁ ହାତପାହାନ୍ତରେ ପହଞ୍ଚାଇବା ଲକ୍ଷ୍ୟରେ ବିଲ୍‌ଡର ମାନେ ଫ୍ଲାଟ୍‌ ସାଇଜ୍‌(ଆକାର) କମାଇବା ଆରମ୍ଭ କରିଛନ୍ତି। ଗତ ୫ ବର୍ଷ ମଧ୍ୟରେ ଦେଶର ୭ ବୃହତ ସହରରେ ରେସିଡେନ୍ସିଆଲ ଫ୍ଲାଟ୍‌ ସାଇଜ୍‌ ୨୭ ପ୍ରତିଶତ ହ୍ରାସ ପାଇଛି ବୋଲି ପ୍ରପର୍ଟି…

ଅରୁନ୍ଧତୀ ଜୁଏଲର୍ସ ଭୁବନେଶ୍ୱର ଶାଖାର ପୂର୍ତ୍ତୀ

ଭୁବନେଶ୍ୱର,୨୪-୯(ବ୍ୟୁରୋ):ଅରୁନ୍ଧତୀ ଜୁଏଲର୍ସ ଭୁବନେଶ୍ୱର ଶାଖା ପକ୍ଷରୁ ଦ୍ୱିତୀୟ ବର୍ଷ ପୂର୍ତ୍ତୀ ପାଳନ କରାଯାଇଛି। ଅରୁନ୍ଧତୀର ବ୍ରାଣ୍ଡ ଆମ୍ବାସଡର ତଥା ଓଡିଆ ସିନେମା ଅଭିନେତ୍ରୀ ଅର୍ଚ୍ଚିତା ସାହୁ, ଅରୁନ୍ଧତୀ ଗ୍ରୁପର ନିର୍ଦ୍ଦେଶକ ଅରୁନ୍ଧତୀ ମେହେର ଏହି ଦିବସଟିକୁ ଶୁଭେଚ୍ଛୁ ଏବଂ ପ୍ରଶଂସକଙ୍କ ସହ…

ଜିଇଏମ୍‌କୁ ନେଇ ଆଶଙ୍କାରେ କ୍ଷୁଦ୍ର ଶିଳ୍ପ

ଭୁବନେଶ୍ୱର,୨୪-୯(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଗଭର୍ଣ୍ଣମେଣ୍ଟ ଇ-ମାର୍କେଟପ୍ଲେସ (ଜିଇଏମ୍‌) ନୀତିକୁ ରାଜ୍ୟ ସରକାର ବିଧିବଦ୍ଧଭାବେ ପ୍ରଚଳନ କରିବାକୁ ସର୍କୁଲାର ଜାରି କରିଛନ୍ତି। ସର୍ବନିମ୍ନ ମୂଲ୍ୟରେ ସାମଗ୍ରୀ ଯୋଗାଇ ଦେଉଥିବା ସଂସ୍ଥାଠାରୁ କ୍ରୟ କରିବା ନେଇ ଯୋଜନା ଧାର୍ଯ୍ୟ ହୋଇଛି। ସମ୍ପୂର୍ଣ୍ଣ ଅର୍ଡର ଉକ୍ତ…

୧୫୦ ଘରୋଇ ଟ୍ରେନ ଚଳାଇବାକୁ ଯୋଜନା

ନୂଆଦିଲ୍ଲୀ,୨୩-୯: ଆଗାମୀ ଦିନରେ ରେଳଯାତ୍ରୀମାନେ ଘରୋଇ ଟ୍ରେନରେ ଆରାମଦାୟକ ଯାତ୍ରାର ମଜା ଉଠାଇପାରିବେ। ଏହି ଟ୍ରେନଗୁଡ଼ିକ ଅତ୍ୟାଧୁନିକ ହେବା ସହ ଆରାମ୍‌ ଦୃଷ୍ଟିରୁ ବିଶ୍ୱସ୍ତରୀୟ ହେବ। ଭାରତୀୟ ରେଲଓ୍ବେ ପକ୍ଷରୁ ଏପରି ବ୍ୟବସ୍ଥା ଖୁବଶୀଘ୍ର ଆରମ୍ଭ କରାଯିବ ବୋଲି ରେଲଓ୍ବେ ବୋର୍ଡ…

ଦିଲ୍ଲୀରେ ପିଆଜ କିଲୋ ୮୦ ଟଙ୍କା ଛୁଇଁଲା

ନୂଆଦିଲ୍ଲୀ,୨୩-୯: ଦେଶର ରାଜଧାନୀ ନୂଆଦିଲ୍ଲୀ ସହ ଅନ୍ୟ ପ୍ରାନ୍ତରେ ପିଆଜ ଦର କିଲୋ ପିଛା ୭୦ରୁ ୮୦ ଟଙ୍କା ଛୁଇଁଛି। ଏପରି ସ୍ଥିତିରେ କେନ୍ଦ୍ର ସରକାର ବ୍ୟବସାୟୀଙ୍କ ପିଆଜ ମହଜୁଦ କରିବାର ସୀମା ନିର୍ଦ୍ଧାରଣ କରିବାକୁ ବିଚାର କରୁଛନ୍ତି। ପିଆଜ ଉତ୍ପାଦନକାରୀ…

ଆମେରିକାରୁ ଆମଦାନୀ ହେବ ବାର୍ଷିକ ୫୦ ଲକ୍ଷ ଟନ ଏଲ୍‌ଏନ୍‌ଜି

ହ୍ୟୁଷ୍ଟନ,୨୩-୯: ଆମେରିକାର ପ୍ରାକୃତିକ ଗ୍ୟାସ୍‌ ଯୋଗାଣକାରୀ କମ୍ପାନୀ ଟେଲ୍ୟୁରିୟନ ଇଙ୍କ୍‌ ଓ ଭାରତର ପେଟ୍ରୋନେଟ୍‌ ଏଲ୍‌ଏନ୍‌ଜି କମ୍ପାନୀ ଲିମିଟେଡ ମଧ୍ୟରେ ରବିବାର ଏକ ମେମୋରାଣ୍ଡମ ଅଫ୍‌ ଅଣ୍ଡରଷ୍ଟାଣ୍ଡିଂ(ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ତଦନୁଯାୟୀ ପେଟ୍ରୋନେଟ୍‌ ଓ ଏହାର ସହଯୋଗୀ କମ୍ପାନୀ ଆମେରିକାରୁ ବାର୍ଷିକ…

ସୌଦିରେ ଡ୍ରୋନ ଆକ୍ରମଣ ପରେ; ପେଟ୍ରୋଲ ୧.୫୯, ଡିଜେଲ ୧.୩୧ଟଙ୍କା ବଢ଼ିଛି

ନୂଆଦିଲ୍ଲୀ,୨୩-୯: ସୌଦି ଆରବର ଆରାମ୍‌କୋ ତୈଳ ଭଣ୍ଡାରରେ ଡ୍ରୋନ ଆକ୍ରମଣ ପରେ ବିଗତ ୬ ଦିନ ମଧ୍ୟରେ ଦେଶରେ ପେଟ୍ରୋଲ ଲିଟର ପିଛା ୧.୫୯ ଟଙ୍କା ଓ ଡିଜେଲ ଲିଟର ପିଛା ୧.୩୧ ଟଙ୍କା ବୃଦ୍ଧି ପାଇଛି। ୨୦୧୭ରେ ଦେଶରେ ଦୈନିକ…

କର୍ପୋରେଟ ଟିକସ ହ୍ରାସକୁ ନେଇ ସ୍ପଷ୍ଟ କଲେ ସୀତାରାମନ୍‌; ବର୍ତ୍ତମାନ ବିତ୍ତୀୟ ନିଅଣ୍ଟ ସଂଶୋଧନ ହେବ ନାହିଁ

ନୂଆଦିଲ୍ଲୀ,୨୩-୯: କର୍ପୋରେଟ, ମିନିମମ୍‌ ଅଲ୍ଟରନେଟ ଟିକସ ତଥା ହୋଟେଲ ଶିଳ୍ପ ପାଇଁ ଟିକସ ହ୍ରାସ ଘୋଷଣା କରାଯିବା ଯୋଗୁ ବିତ୍ତୀୟ ନିଅଣ୍ଟ ଉପରେ ଚାପ ବଢ଼ିବ ବୋଲି ବିଶେଷଜ୍ଞମାନେ ମତପ୍ରକାଶ କରୁଛନ୍ତି। ଏଥିଯୋଗୁ ସରକାର ଧାର୍ଯ୍ୟ କରିଥିବା ୩.୩%ର ଲକ୍ଷ୍ୟ ଟପିଯିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?