ବାଣିଜ୍ୟ

ରେନୋ ଇଣ୍ଡିଆର ନୂଆ ଡଷ୍ଟର ବଜାରରେ

ନୂଆଦିଲ୍ଲୀ,୧୦-୭: ରେନୋ ଇଣ୍ଡିଆ ପକ୍ଷରୁ ନୂଆ ଡଷ୍ଟର ମଡେଲର ବଜାର ପ୍ରବେଶ ହୋଇଛି। ଏଥିରେ ୨୫ ନୂଆ ଫିଚର ଏବଂ ଟେକ୍ନୋଲୋଜି ରହିଛି। ମଡେଲଟିରେ ଆକର୍ଷଣୀୟ ଏକ୍ସଟେରୀୟର, ମନଲୋଭା ଇଣ୍ଟେରିୟର ଉନ୍ନତ ଉପକରଣକୁ ସ୍ଥାନୀତ କରାଯାଇଛି। ରେନୋ ବ୍ରାଣ୍ଡକୁ ଭାରତରେ ଅଭିବୃଦ୍ଧି…

୧୮ହଜାର କୋଟି ଦେଲେ ବିଦେଶ ଯାଇପାରିବେ ଗୋୟଲ

ନୂଆଦିଲ୍ଲୀ,୧୦-୭: ଋଣରେ ବୁଡ଼ି ରହିଥିବା ଜେଟ୍‌ ଏୟାରଓ୍ବେଜ୍‌ ପ୍ରତିଷ୍ଠାତା ନରେଶ ଗୋୟଲଙ୍କୁ ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟରୁ ବଡ଼ ଝଟକା ଲାଗିଛି। ଗୋୟଲ ୧୮ ହଜାର କୋଟି ଟଙ୍କାର ବ୍ୟାଙ୍କ ଗ୍ୟାରେଣ୍ଟି ଜମା କରିବା ପୂର୍ବରୁ ବିଦେଶ ଯାଇପାରିବେ ନାହିଁ ବୋଲି ହାଇକୋର୍ଟ…

ଏଫ୍‌ପିଆଇଙ୍କୁ ଟାର୍ଗେଟ କରାଯାଇନି: ଅର୍ଥ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୦-୭:ବଜେଟରେ ପ୍ରସ୍ତାବ ଦିଆଯାଇଥିବା ନୂଆ ଟିକସ ବ୍ୟବସ୍ଥାକୁ ନେଇ ଫରେନ ପୋର୍ଟଫୋଲିଓ ଇନଭେଷ୍ଟର(ଏଫ୍‌ପିଆଇ)ଙ୍କ ମଧ୍ୟରେ ବିଭିନ୍ନ ଆଶଙ୍କା ଉପୁଜିଛି। ଏହାର ପ୍ରଭାବ ଦେଶର ପୁଞ୍ଜି ବଜାର ଉପରେ ମଧ୍ୟ ପରିଲକ୍ଷିତ ହୋଇଛି। ଗତ କିଛି ଦିନରେ ଶେୟାର ବଜାରର ସୂଚକାଙ୍କ ଖସି…

୧୧ ବର୍ଷରେ ୧.୮୫ ଲକ୍ଷ କୋଟି ଟଙ୍କାର ବ୍ୟାଙ୍କ ଠକେଇ

ନୂଆଦିଲ୍ଲୀ,୧୦-୭: ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ଠକେଇ ଦିନକୁ ଦିନ ବଢୁଥିବା ଦେଖାଯାଇଛି। ଗତ ୧୧ ବର୍ଷ ମଧ୍ୟରେ ବ୍ୟାଙ୍କଗୁଡିକରେ ୪୪,୦୧୬ ଠକେଇ ମାମଲା ସାମ୍ନାକୁ ଆସିଛି। ୨୦୦୮-୦୯ ପରଠାରୁ ଏହି ମାମଲାଗୁଡିକରେ ୧.୮୫ ଲକ୍ଷ କୋଟି ଟଙ୍କା ଜଡିତ ରହିଥିବା ଅର୍ଥରାଷ୍ଟ୍ରମନ୍ତ୍ରୀ…

ଆମେରିକାର ଉତ୍ପାଦ ଉପରେ ଭାରତର ଟାରିଫ୍‌ ବୃଦ୍ଧି ଗ୍ରହଣୀୟ ନୁହେଁ: ଟ୍ରମ୍ପ

ଓ୍ବାଶିଂଟନ,୯-୭: ଆମେରିକାର ବହୁ ଉତ୍ପାଦ ଉପରେ ଭାରତ ଟାରିଫ୍‌ ବୃଦ୍ଧି କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଭାରତର ଟାରିଫ୍‌ ବୃଦ୍ଧି ଗ୍ରହଣୀଣ ନୁହେଁ ବୋଲି ସେ ଟୁଇଟ୍‌ କରି ଜଣାଇଛନ୍ତି। ସୂଚନାଥାଉ କି, ଆମେରିକା…

ବଜାରରେ ରେନୋ ଇଣ୍ଡିଆର ନୂଆ ଡକ୍ଟର, ମୂଲ୍ୟ ୭.୯୯ ଲକ୍ଷ ଟଙ୍କାରୁ ଆରମ୍ଭ

ନୂଆଦିଲ୍ଲୀ,୯-୭: ରେନୋ ଇଣ୍ଡିଆ ପକ୍ଷରୁ ନୂଆ ଡଷ୍ଟର ମଡେଲର ବଜାର ପ୍ରବେଶ ହୋଇଛି। ଏଥିରେ ୨୫ ନୂଆ ଫିଚର ଏବଂ ଟେକ୍ନୋଲୋଜି ରହିଛି। ମଡେଲଟିରେ ଆକର୍ଷଣୀୟ ଏକ୍ସଟେରୀୟର, ମନଲୋଭା ଇଣ୍ଟେରିୟର ଉନ୍ନତ ଉପକରଣକୁ ସ୍ଥାନୀତ କରାଯାଇଛି। ରେନୋ ବ୍ରାଣ୍ଡକୁ ଭାରତରେ ଅଭିବୃଦ୍ଧି…

ବଜେଟକୁ ନିବେଶକଙ୍କ ନାପସନ୍ଦ

ମୁମ୍ବାଇ,୯-୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ବଜେଟକୁ ଷ୍ଟକ୍‌ ମାର୍କେଟ ସକରାମତ୍କ ଭାବେ ଗ୍ରହଣ କରିପାରିନାହିଁ। ବଜେଟ ଉପରେ ଆଶାବାନ୍ଧିଥିବା ନିବେଶକ ନିରାଶ ହୋଇଛନ୍ତି। ଫଳସ୍ବରୂପ ଶୁକ୍ରବାର ମାର୍କେଟ ପ୍ରାୟ ୪୦୦ ପଏଣ୍ଟ ହ୍ରାସ ପାଇଥିଲା। ସୋମବାର ସପ୍ତାହର ପ୍ରଥମ କାରବାର…

୧.୭୫ ଲକ୍ଷ କମ୍ପାନୀ,ବ୍ୟକ୍ତି କାଢ଼ିଛନ୍ତି କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା

ନୂଆଦିଲ୍ଲୀ,୯-୭: ବ୍ୟାଙ୍କରୁ ବର୍ଷକୁ ୧ କୋଟି ଟଙ୍କାରୁ ଅଧିକ ନଗଦ ଉଠାଣ କ୍ଷେତ୍ରରେ ୨ ପ୍ରତିଶତ ଟିଡିଏସ୍‌( ସ୍ରୋତ ଉପରେ କଟାଯାଇଥିବା ଟିକସ) ଦେବାକୁ ହେବ। କଳାଧନ କାରବାରକୁ ରୋକିବା ଲାଗି ବଜେଟରେ ଏଭଳି ବ୍ୟବସ୍ଥା ଘୋଷଣା କରାଯାଇଛି। ୨୦୧୭-୧୮ରେ ୧.୭୫…

୧୮ରାଷ୍ଟ୍ରାୟତ୍ତ କମ୍ପାନୀଙ୍କ ଅଂଶଧନ ୭୫%କୁ ହ୍ରାସ ପାଇବ

ନୂଆଦିଲ୍ଲୀ,୯-୭: କେନ୍ଦ୍ର ସରକାର ଅଂଶଧନ ହ୍ରାସ ମାଧ୍ୟମରେ ଚଳିତ ଆର୍ଥିକ ବର୍ଷରେ ପ୍ରାୟ ୧୫ ହଜାର କୋଟି ଟଙ୍କା ଆୟ କରିବାକୁ ପ୍ରୟାସ ଚଳାଇଛନ୍ତି। ଏଥିଲାଗି ୧୮ ରାଷ୍ଟ୍ରାୟତ୍ତ କମ୍ପାନୀ, ସଂସ୍ଥାର ଅଂଶଧନକୁ ୭୫%କୁ ହ୍ରାସ କରାଯିବ ବୋଲି ଅର୍ଥ ମନ୍ତ୍ରଣାଳୟର…

୧୧ ବର୍ଷରେ ବ୍ୟାଙ୍କକୁ ଦିଆଯାଇଛି ୩.୧୫ ଲକ୍ଷ କୋଟି

ନୂଆଦିଲ୍ଲୀ,୯-୭: କେନ୍ଦ୍ର ସରକାର ବିଗତ ୧୧ବର୍ଷରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ୩.୧୫ ଲକ୍ଷ କୋଟି ଟଙ୍କା ପ୍ରଦାନ କରିଛନ୍ତି ବୋଲି ସୋମବାର ପାର୍ଲାମେଣ୍ଟରେ ପ୍ରକାଶ କରିଛନ୍ତି। ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକରେ ନଗଦର ଅଭାବ ଉପରେ ଆଗତ ପ୍ରଶ୍ନର ଉତ୍ତର ଦେଇ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ…

ସଭରେନ ବଣ୍ଡ ସମ୍ପର୍କରେ ସରକାରଙ୍କ ସହ ଆଲୋଚନା ହେବ: ଶକ୍ତିକାନ୍ତ

ନୂଆଦିଲ୍ଲୀ,୯-୭: କେନ୍ଦ୍ର ସରକାର ସଭରେନ ବଣ୍ଡ ମାଧ୍ୟମରେ ବିଦେଶରୁ ଋଣ କରିବେ। ଏଥିଲାଗି ସରକାରଙ୍କ ସହିତ ଆଲୋଚନା କରାଯିବ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ସୋମବାର ପ୍ରକାଶ କରିଛନ୍ତି। ବଜେଟ ପରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ…

ଏଫ୍‌ପିଆଇଙ୍କ ଉପରେ ଟିକସର ସ୍ପଷ୍ଟୀକରଣ ଅନାବଶ୍ୟକ: ସୀତାରାମନ୍‌

ନୂଆଦିଲ୍ଲୀ,୯-୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସୋମବାର କହିଛନ୍ତି ଯେ, ଫରେନ ପୋର୍ଟଫୋଲିଓ ଇନ୍‌ଭେଷ୍ଟର(ଏଫ୍‌ପିଆଇ)ଙ୍କ ଉପରେ ଲାଗୁ ହୋଇଥିବା ଅତିରିକ୍ତ ଟିକସ ବୋଝ ସଂକ୍ରାନ୍ତରେ ଆଉ କୌଣସି ସ୍ପଷ୍ଟୀକରଣ ଦେବାର ଆବଶ୍ୟକତା ନାହିଁ। ବଜେଟରେ ୨-୫ କୋଟି ଟଙ୍କା ଆୟ ଉପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri