ବାଣିଜ୍ୟ

କର୍ପୋରେଟ ଟିକସ ହ୍ରାସ; ଶୀର୍ଷ ୧୦୦୦ କମ୍ପାନୀଙ୍କୁ ହେବ ୩୭ ହଜାର କୋଟିର ଫାଇଦା

ନୂଆଦିଲ୍ଲୀ,୨୩-୯: ସରକାରଙ୍କ ପକ୍ଷରୁ କର୍ପୋରେଟ ଟିକସ ହ୍ରାସ ଘୋଷଣା କରାଯିବା ଦ୍ୱାରା ତାଲିକାଭୁକ୍ତ ଶୀର୍ଷ ୧ ହଜାର କମ୍ପାନୀଙ୍କୁ ପ୍ରାୟ ୩୭ ହଜାର କୋଟି ଟଙ୍କାର ଫାଇଦା ମିଳିବାକୁ ଯାଉଛି ବୋଲି କ୍ରେଡିଟ ରେଟିଂ ଏଜେନ୍ସି କ୍ରିସିଲ୍‌ର ଏକ ରିସର୍ଚ୍ଚରେ କୁହାଯାଇଛି।…

ଅଦ୍ୟାବଧି ଏଫ୍‌ପିଆଇ କାଢ଼ି ନେଇଛନ୍ତି ୪୧୯୩ କୋଟି

ନୂଆଦିଲ୍ଲୀ,୨୩-୯: ଫରେନ୍‌ ପୋର୍ଟଫୋଲିଓ ଇନ୍‌ଭେଷ୍ଟର(ଏଫ୍‌ପିଆଇ) ବା ବିଦେଶୀ ନିବେଶକ ଦେଶର ଷ୍ଟକ୍‌ ବଜାରରୁ ଶେୟାର ବିକ୍ରି କରି ଅଦ୍ୟାବଧି ୪୧୯୩ କୋଟି ଟଙ୍କା କାଢ଼ି ନେଇଛନ୍ତି। ଡିପୋଜିଟୋରି ତଥ୍ୟରୁ ଜଣାପଡିଛି ଯେ, ଏଫ୍‌ପିଆଇ ୩-୨୦ ମଧ୍ୟରେ ଶେୟାର ବଜାରରୁ ୫୫୭୭.୯୯ କୋଟି…

ପେସାଦାରୀ ଅଭିଜ୍ଞତା ହିଁ ସବୁକିଛି: ଶକ୍ତିକାନ୍ତ

ମୁମ୍ବାଇ,୨୩-୯: ଇତିହାସର ଛାତ୍ର ଥିବା ଶକ୍ତିକାନ୍ତ ଦାସ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ୨୫ତମ ଗଭର୍ନର ହେବା ପରେ ତାଙ୍କୁ ଅନେକ ଥଟ୍ଟା ପରିହାସର ସମ୍ମୁଖୀନ ହେବାକୁ ପଡ଼ୁଛି। ଏଠାରେ ଆୟୋଜିତ ଏକ ମିଡିଆ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ତାଙ୍କୁ ଦର୍ଶକ…

ଇନୋଭିଟିର ନୂଆ ସ୍ବାଇପ ମେଶିନ

ଭୁବନେଶ୍ୱର,୨୩-୯: ଇନୋଭିଟି ବ୍ରାଣ୍ଡ ପକ୍ଷରୁ ନୂଆ ସ୍ବାଇପ ମେଶିନ ବଜାରକୁ ଆସିଛି। କମ୍ପାନୀର ଆଞ୍ଚଳିକ ବିକ୍ରି ପ୍ରବନ୍ଧକ ମାନସ ରଞ୍ଜନ ସାହୁ, ଆର୍‌ଜେସ୍‌ ଏଣ୍ଟରପ୍ରାଇଜେସର ସତ୍ତ୍ୱାଧିକାରୀ ଜୟ ସଦାନୀ, ଶାଖା ପ୍ରବନ୍ଧକ ସୌମ୍ୟ ସଙ୍କେତ ଏହାର ବଜାର ପ୍ରବେଶ କରାଇଛନ୍ତି। କ୍ୟାଶଲେସ…

୫ ଦିନ ବନ୍ଦ ରହିବ ବ୍ୟାଙ୍କ କାରବାର

ନୂଆଦିଲ୍ଲୀ,୨୩-୯: ଚଳିତ ମାସ ୨୯ରୁ ନବରାତ୍ର ଆରମ୍ଭ ହେଉଥିବା ବେଳେ ଏହା ପୂର୍ବରୁ ନଗଦ ନିଜ ନିକଟରେ ରଖିବା ବୁଦ୍ଧିମାନ କାମ ହେବ। କାରଣ ଚଳିତ ମାସ ଶେଷ ୫ ଦିନ ଲାଗି ବ୍ୟାଙ୍କ କାରବାର ବନ୍ଦ ରହିବ। ଲଗାତାର ଭାବେ…

ମାନ୍ଦାବସ୍ଥା ଦୂର ଲାଗି ଉପାୟ ଦେଲା ଶିଳ୍ପ ଜଗତ

ନୂଆଦିଲ୍ଲୀ,୨୩-୯: ଦେଶର ଅର୍ଥନୈତିକ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଏହାର ଦୂରୀକରଣ ଲାଗି ଦେଶର ଶିଳ୍ପ ଜଗତ ପକ୍ଷରୁ ବିଭିନ୍ନ ଉପାୟ ଦିଆଯାଇଛି। ଇଣ୍ଡିଆ ଟୁଡେ କନକ୍ଲେଭରେ ଦେଶର ଶିଳ୍ପ ଜଗତର ପ୍ରମୁଖ ବ୍ୟକ୍ତିତ୍ୟ ମାନେ ଯୋଗ ଦେଇ ମାନ୍ଦାବସ୍ଥା ବିରୋଧରେ…

ୟେସ୍‌ ବ୍ୟାଙ୍କର ଶେୟାର ବିକିଲେ ରାଣା କପୁର

ନୂଆଦିଲ୍ଲୀ,୨୨-୯: ୟେସ୍‌ ବ୍ୟାଙ୍କର ପ୍ରମୋଟର ଗ୍ରୁପ୍‌ କମ୍ପାନୀ ଏବଂ ଏହାର ସହ ପ୍ରତିଷ୍ଠାତା ରାଣା କପୁର ବ୍ୟାଙ୍କର ମୋଟ୍‌ ୨.୭୫% ଅଂଶଧନ ବିକ୍ରି କରିଦେଇଛନ୍ତି। ଖୋଲା ବଜାରରେ ଏହାକୁ ବିକ୍ରି କରାଯାଇଛି। ମୋର୍ଗାନ କ୍ରେଡିଟ୍ସ ଶନିବାର ଏ ସମ୍ପର୍କରେ ଶେୟାର ବଜାରକୁ…

ଫେଲ୍‌ ଏଟିଏମ୍‌-ଡିଜିଟାଲ ଟ୍ରାଞ୍ଜାକ୍‌ଶନ;ବ୍ୟାଙ୍କ-ପେମେଣ୍ଟ ଓ୍ବାଲେଟ କମ୍ପାନୀ ଗଣିବେ ଦୈନିକ ୧୦୦ ଟଙ୍କା

ମୁମ୍ବାଇ,୨୨-୯: ଅନ୍‌ଲାଇନରେ ଡିଜିଟାଲ ଟ୍ରାଞ୍ଜାକସନ ବିଫଳ ହେଲେ ଏବଂ ଗୋଟିଏ ଦିନ ଭିତରେ ବିବାଦର ସମାଧାନ କରା ନ ଗଲେ ସମ୍ପୃକ୍ତ ବ୍ୟାଙ୍କ/ପେମେଣ୍ଟ ଓ୍ବାଲେଟ କମ୍ପାନୀ ନିଜ ଗ୍ରାହକଙ୍କୁ ଦୈନିକ ୧୦୦ ଟଙ୍କା ଲେଖାଏ ଜରିିମାନା ବାବଦରେ ଫେରାଇବେ। ନୂଆ ନିୟମ…

ହାଉଡି ମୋଦି ପରେ ବାଣିଜ୍ୟ ଚୁକ୍ତି କରିପାରନ୍ତି ଟ୍ରମ୍ପ-ମୋଦି

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨-୯: ଆମେରିକାର ହ୍ୟୁଷ୍ଟନରେ ‘ହାଉଡି ମୋଦି’ କାର୍ଯ୍ୟକ୍ରମ ପରେ ଜାତିସଂଘ ସାଧାରଣ ପରିଷଦ ବୈଠକ ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଏକ ସୀମିତ ବାଣିଜ୍ୟ ଚୁକ୍ତି ହୋଇପାରେ। ଦୁଇ ଦେଶ ମଧ୍ୟରେ ଏନେଇ ଆଲୋଚନା…

କର୍ପୋରେଟ ଟିକସ ହ୍ରାସ ଘୋଷଣା;ବିତ୍ତୀୟ ନିଅଣ୍ଟ ଭରଣାର ବାଟ ବତାଇଲା ନୀତି ଆୟୋଗ

ମୁମ୍ବାଇ,୨୨-୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର କର୍ପୋରେଟ ଟିକସ ହ୍ରାସ ଘୋଷଣା କରିଛନ୍ତି। ଏହାଦ୍ୱାରା ସରକାର ରାଜସ୍ବ ବାବଦରେ ୧.୪୫ ଲକ୍ଷ କୋଟି ଟଙ୍କା ହରାଇବେ ବୋଲି ଅନୁମାନ କରାଯାଉଛି। ଏହାର ଭରଣା କିପରି ହେବ, ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ…

ବ୍ୟାଙ୍କ ଠକେଇ ମାମଲା;ଇଣ୍ଟରପୋଲ ସହାୟତାରେ ସିଏମ୍‌ଡିଙ୍କୁ ଗିରଫ କଲା ଇଡି

ନୂଆଦିଲ୍ଲୀ,୨୨-୯: ବହୁ କୋଟି ଟଙ୍କାର ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଅହମ୍ମଦାବାଦ୍‌ସ୍ଥିତ ଏକ କମ୍ପାନୀର ସିଏମ୍‌ଡିଙ୍କୁ ଗିରଫ କରିଛି। ପିଏମ୍‌ଏଲ୍‌ଏ ଆଇନ ଅଧୀନରେ ସାଇ ଇନ୍‌ଫୋସିଷ୍ଟମ(ଇଣ୍ଡିଆ) ଲିମିଟେଡର ଚିଫ୍‌ ମ୍ୟାନେଜିଂ ଡାଇରେକ୍ଟର(ସିଏମ୍‌ଡି) ସୁନିଲ ସୁରେନ୍ଦ୍ରକୁମାର କକ୍କଡଙ୍କୁ ଇଣ୍ଟରପୋଲ ଲାଇବେରିଆରେ ଅଟକ…

୧୧ ଡିଜିଟ୍‌ ହେବ ମୋବାଇଲ ନମ୍ବର

ନୂଆଦିଲ୍ଲୀ,୨୨-୯: ଟେଲିକମ୍‌ ଅଥରିଟି ଅଫ୍‌ ଇଣ୍ଡିଆ(ଟ୍ରାଇ) ଦେଶରେ ମୋବାଇଲ ନମ୍ବରକୁ ବର୍ତ୍ତମାନର ୧୦ ସ୍ଥାନରେ ୧୧ ଡିଜିଟ୍‌(ଅଙ୍କ) କରାଯିବା ନେଇ ପରାମର୍ଶ ଲୋଡିଛି। ଜନସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଟେଲିକମ୍‌ ସଂଯୋଗ ଚାହିଦା ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ବିକଳ୍ପ ଆପଣାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?