ବାଣିଜ୍ୟ

ନୂଆ ଟୟୋଟା ୟାରିସ୍‌, ଗ୍ଲାଞ୍ଜାର ଗ୍ରାଣ୍ଡ ପ୍ରିମିୟର

ଭୁବନେଶ୍ୱର,୨୨-୯: ଟୟୋଟା କିର୍ଲୋସ୍କାର ମୋଟର୍ସ ଲିମିଟେଡର ଅଧିକୃତ ବିକ୍ରେତା ଏସ୍ପିରିଟ ଟୟୋଟା ଶୋ’ରୁମ ପକ୍ଷରୁ ନୂଆ ୟାରିସ ଏବଂ ଗ୍ଲାଞ୍ଜା ମଡେଲର ଗ୍ରାଣ୍ଡ ପ୍ରିମିୟର କାର୍ଯ୍ୟକ୍ରମ ସ୍ଥାନୀୟ ଏସ୍‌ପ୍ଲାନେଡ ଓ୍ବାନ ମଲ୍‌ଠାରେ ଶନିବାର ଆରମ୍ଭ ହୋଇଛି। ନୂଆ ମଡେଲଗୁଡିକୁ ଗ୍ରାହକଙ୍କ ଲାଗି…

୧୯ ଶାଖା ଖୋଲିଲା ଉତ୍କର୍ଷ ସ୍ମଲ ଫାଇନାନ୍ସ ବ୍ୟାଙ୍କ

ଭୁବନେଶ୍ୱର,୨୨-୯: ଉତ୍କର୍ଷ ସ୍ମଲ ଫାଇନାନ୍ସ ବ୍ୟାଙ୍କ(ୟୁଏସ୍‌ଏଫ୍‌ବି) ଓଡ଼ିଶାରେ ଏହାର ଉପସ୍ଥିତି ଜାହିର ଲାଗି ବିଭିନ୍ନ ଯୋଜନା ଗ୍ରହଣ କରୁଛିି। ଏହି କାର୍ଯ୍ୟକ୍ରମ ମୁତାବକ ବ୍ୟାଙ୍କ ପକ୍ଷରୁ ରାଜ୍ୟରେ ୧୯ ଶାଖା ଖୋଲାଯାଇଛି। ରାଜ୍ୟର ବିଭିନ୍ନ ପ୍ରାନ୍ତ ସହ ଭୁବନେଶ୍ୱରରେ ବ୍ୟାଙ୍କର ନୂଆ…

ନୂଆ ଟେକ୍ନୋଲୋଜିର ଫ୍ରିଜ ଆଣିବ ଭୋଲଟାସ୍‌

ଭୁବନେଶ୍ୱର,୨୨-୯: ଟାଟା ଗ୍ରୁପ କମ୍ପାନୀର ଫାର୍ମ ଭୋଲଟାସ ବେକୋ ପକ୍ଷରୁ ଶୀଘ୍ର ନୂଆ ଟେକ୍ନୋଲୋଜିଯୁକ୍ତ ଫ୍ରିଜ୍‌ ଡିସେମ୍ବରରେ ବଜାରକୁ ଆସିବ। ତୁର୍କୀ କମ୍ପାନୀ ଆର୍ସେଲିକ ସହ ମିଳିତ ହୋଇ କମ୍ପାନୀ ଏ ଦିଗରେ କାର୍ଯ୍ୟ କରୁଛି। ଏହା ଦ୍ୱାରା ସଦ୍ୟତମ ଡାଇରେକ୍ଟ…

କେବଳ ବାଣିଜ୍ୟ ନୁହେଁ ; ଗ୍ରାହକ ସମ୍ପର୍କକୁ ଦେଉ ପ୍ରାଥମିକତା

ଗ୍ରାହକଙ୍କ ରୁଚିରେ ଏବେ ପରିବର୍ତ୍ତନ ଆସଛି। ସେମାନେ ଏବେ ଗୁଣବତ୍ତା, ପ୍ରଡକ୍ଟ ସଲ୍ୟୁଶନ ଉପରେ ବିଶ୍ୱାସ କରୁଛନ୍ତି। ଇଲେକଟ୍ରୋନିକ୍ସ ପ୍ରଡକ୍ଟ ଯୋଗାଣ କ୍ଷେତ୍ରରେ ରାଜ୍ୟର ଏକ ଲୋକପ୍ରିୟ ବ୍ରାଣ୍ଡ ଭାବେ ପାତ୍ର ଇଲେକଟ୍ରୋନିକ୍ସ କାର୍ଯ୍ୟ କରୁଛି। ଏହାର ପ୍ରତିଷ୍ଠା ସହ ସଫଳ…

ଜିଏସ୍‌ଟି କାଉନସିଲ୍‌ର ବଡ଼ ନିଷ୍ପତ୍ତି: ହୋଟେଲ ଶିଳ୍ପକୁ ପ୍ରୋତ୍ସାହନ

ପଣଜୀ,୨୧ା୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଜିଏସ୍‌ଟି କାଉନସିଲର ୩୭ତମ ବୈଠକ ଏଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମାନ୍ଦାବସ୍ଥା ଘେରରେ ଥିବା ହୋଟେଲ ଶିଳ୍ପକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ କାଉନସିଲ କେତେକ ନିଷ୍ପତ୍ତି…

ସେନ୍‌ସେକ୍ସ ୧୦ବର୍ଷରେ ସର୍ବବୃହତ ବୃଦ୍ଧି

ମୁମ୍ବାଇ,୨୧-୯: ଅର୍ଥନୀତି ଅଭିବୃଦ୍ଧି ଲକ୍ଷ୍ୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ପକ୍ଷରୁ ଶୁକ୍ରବାର କର୍ପୋରେଟ ଟିକସ ହ୍ରାସ ସମେତ ନିବେଶ ବୃଦ୍ଧି ଲାଗି କେତେକ ଘୋଷଣା କରାଯାଇଛି। ଏହାକୁ ଷ୍ଟକ୍‌ ମାର୍କେଟ ସକାରାମତ୍କ ଭାବେ ଗ୍ରହଣ କରିବାରୁ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜରେ ସେନ୍‌ସେକ୍ସ…

୮% ଅଭିବୃଦ୍ଧି ହାସଲ ସମ୍ଭବ: ନୀତି ଆୟୋଗ

ନୂଆଦିଲ୍ଲୀ,୨୧-୯: ଜୁନ୍‌ରେ ଜିଡିପି ଅଭିବୃଦ୍ଧି ହାର ୬ ବର୍ଷର ସର୍ବନିମ୍ନ ସ୍ତର ଛୁଇଁବା ପରେ ଦେଶରେ ଅର୍ଥନୀତିକୁ ନେଇ ସୃଷ୍ଟି ହୋଇଥିବା ନକାରାମତ୍କତା ଭିତରେ ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଶୁକ୍ରବାର କହିଛନ୍ତି ଯେ, ସରକାର ଘରୋଇ ସେକ୍ଟରକୁ ପ୍ରୋତ୍ସାହିତ…

ରାଜସ୍ବ ନିଅଣ୍ଟ ୩.୯%କୁ ବୃଦ୍ଧି ପାଇବ

ନୂଆଦିଲ୍ଲୀ,୨୧-୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର କର୍ପୋରେଟ ଟିକସ, ମିନିମମ୍‌୍‌ ଅଲ୍ଟରନେଟ୍‌ ଟିକସ ଓ ନୂଆ ମାନୁଫାକ୍‌ଚରିଂ କମ୍ପାନୀ ପାଇଁ ଟିକସ ହ୍ରାସ ଘୋଷଣା କରିଛନ୍ତି। ମୋଦି ସରକାରଙ୍କ ପ୍ରାୟ ୨୦ ବିଲିୟନ ଡଲାର ଟିକସ ହ୍ରାସ ଦ୍ୱାରା ସରକାରଙ୍କ ରାଜସ୍ବ…

ନିବେଶକଙ୍କୁ ୬.୮୨ ଲକ୍ଷ କୋଟି ଫାଇଦା

ମୁମ୍ବାଇ,୨୧-୯: ସରକାରଙ୍କ ଦ୍ୱାରା କର୍ପୋରେଟ ଟିକସ ହ୍ରାସ ଓ ନିବେଶକଙ୍କ ସମ୍ପର୍କିତ ଘୋଷଣା ଦ୍ୱାରା ଶୁକ୍ରବାର ଶେୟାର ବଜାରରେ ରେକର୍ଡ ବୃଦ୍ଧି ଦେଖାଯାଇଛି। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜର ସେନ୍‌ସେକ୍ସ ୧୯୨୧.୧୫ ପଏଣ୍ଟ ବୃଦ୍ଧି ପାଇ ୩୮,୦୧୪.୬୨ରେ ବନ୍ଦ ହୋଇଥିଲା। ଇଣ୍ଟ୍ରା-ଡେ ବା…

କର୍ପୋରେଟ ଟିକସ ହ୍ରାସ ଐତିହାସିକ: ମୋଦି

ନୂଆଦିଲ୍ଲୀ,୨୧-୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କର୍ପୋରେଟ ଟିକସ, ମିନିମମ୍‌ ଅଲ୍ଟରନେଟ ଟିକସ ଓ କ୍ୟାପିଟାଲ ଗେନ୍ସ ଉପରେ ଅତିରିକ୍ତ ସରଚାର୍ଜକୁ ପ୍ରତ୍ୟାହାର କରିନିଆଯାଇଥିବା ଘୋଷଣା କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ସ୍ବାଗତ କରିଛନ୍ତି। ସେ କହିଛନ୍ତି ଯେ, ଅର୍ଥମନ୍ତ୍ରୀଙ୍କ…

କର୍ପୋରେଟ ଜଗତକୁ ସୀତାରାମନ୍‌ଙ୍କ ପୂଜା ଭେଟି

ପାନାଜୀ,୨୧-୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କର୍ପୋରେଟ ଜଗତକୁ ପୂଜା ଉପହାର ଭେଟି ଦେବାକୁ ଯାଇ ବଜେଟ ଢ଼ାଞ୍ଚାରେ ଟିକସ ହ୍ରାସ ଘୋଷଣା କରିଛନ୍ତି। ଏହାକୁ ତାଙ୍କର ମିନି ବଜେଟ କୁହାଯାଉଛି। ସେହିପରି ମିନିମମ୍‌ ଅଲ୍ଟରନେଟିଭ ଟିକସ ହ୍ରାସ କରି ସେ କର୍ପୋରେଟ…

ଜିଏସ୍‌ଟି କାଉନସିଲ୍‌ର ବଡ଼ ନିଷ୍ପତ୍ତି;ପର୍ଯ୍ୟଟନ ଶିଳ୍ପକୁ ପ୍ରୋତ୍ସାହନ,ଅଟୋ ସେକ୍ଟର ନିରାଶ

ପାନାଜୀ,୨୧-୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଜିଏସ୍‌ଟି କାଉନସିଲର ୩୭ତମ ବୈଠକ ଏଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମାନ୍ଦାବସ୍ଥା ଘେରରେ ଥିବା ପର୍ଯ୍ୟଟନ ଶିଳ୍ପକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ କାଉନସିଲ କେତେକ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?