କେନ୍ଦ୍ରକୁ ମିଳିବ ଅତିରିକ୍ତ ୩୦ ହଜାର କୋଟି ଟିକସ
ନୂଆଦିଲ୍ଲୀ,୮-୭: ସାଧାରଣ ବଜେଟରେ ଅତି ଧନୀଙ୍କ ବ୍ୟକ୍ତିଗତ ଆୟକର ଏବଂ ପେଟ୍ରୋଲ-ଡିଜେଲ ଉପରେ ଶୁଳ୍କ ବୃଦ୍ଧି ଯୋଗୁ ଚଳିତ ଆର୍ଥିକ ବର୍ଷ ୨୦୧୯-୨୦ରେ କେନ୍ଦ୍ର ସରକାରଙ୍କୁ ବାର୍ଷିକ ୩୦ ହଜାର କୋଟି ଟଙ୍କାର ଅତିରିକ୍ତ ରାଜସ୍ବ ମିଳିବ ବୋଲି ଆଶାବ୍ୟକ୍ତ କରାଯାଇଛି।…
ଆଜି ଆର୍ବିଆଇ ବୋର୍ଡକୁ ଉଦ୍ବୋଧନ ଦେବେ ସୀତାରାମନ୍
ନୂଆଦିଲ୍ଲୀ,୮-୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ସୋମବାର ଏଠାରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ବୋର୍ଡ ବୈଠକରେ ଉଦ୍ବୋଧନ ଦେବେ। ବଜେଟ ଉପସ୍ଥାପନ ପରେ ଆର୍ବିଆଇ ସହ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ଏହା ଏକ ପରମ୍ପରାଗତ ବୈଠକ ହୋଇଥାଏ। ରାଜସ୍ବ ନିଅଣ୍ଟ କମ କରିବା…
ଏୟାର ଇଣ୍ଡିଆ ସମ୍ପୂର୍ଣ୍ଣ ବିକ୍ରି ହେବ
ନୂଆଦିଲ୍ଲୀ,୮-୭: କେନ୍ଦ୍ର ସରକାର କ୍ଷତିରେ ବୁଡ଼ି ରହିଥିବା ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆକୁ ବିକ୍ରି କରିଦେବା ଲାଗି ନୂତନ ଭାବେ ବିଚାର କରୁଛନ୍ତି। ନୂଆ ଯୋଜନାନୁଯାୟୀ, ସରକାର ଏୟାର ଇଣ୍ଡିଆର ୧୦୦ ପ୍ରତିଶତ ଅଂଶଧନ ବିକ୍ରି କରିବେ। ତେବେ ଏ…
ନୀରବଙ୍କଠୁ ୭୨୦୦ କୋଟି ଅସୁଲ କରିବ ବ୍ୟାଙ୍କ
ନୂଆଦିଲ୍ଲୀ,୬-୭: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍ବି)କୁ ଶନିବାର ଭଲ ଖବର ମିଳିଛି। ଡେଟ୍ ରିକଭରୀ ଟ୍ରିବ୍ୟୁନାଲ(ଡିଆର୍ଟି) ତାଙ୍କର ଅନ୍ତିମ ରାୟ ଶୁଣାଇଛନ୍ତି। ପିଏନ୍ବି ମହାଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ହୀରା ବ୍ୟବସାୟୀ ନୀରବ ମୋଦି ଓ ତାଙ୍କ କମ୍ପାନୀଙ୍କ ଠାରୁ ସୁଧ ସମେତ ୭୨୦୦…
ଆଧାର ମାଧ୍ୟମରେ ୫୦ ହଜାରରୁ ଊର୍ଦ୍ଧ୍ୱ ନଗଦ କାରବାର
ନୂଆଦିଲ୍ଲୀ,୭-୭: ଏଣିକି ପାନ୍ ବଦଳରେ ଆଧାର କାର୍ଡ ମାଧ୍ୟମରେ ୫୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ନଗଦ କାରବାର କରିହେବ। ଏହାଛଡ଼ା ଯେଉଁଠି ପାନ୍ ବ୍ୟବହାର ଅନିବାର୍ଯ୍ୟ ଥିଲା ସେଠାରେ ଆଧାର କାର୍ଡ ବ୍ୟବହାର କରିହେବ ବୋଲି ରାଜସ୍ବ ସଚିବ ଅଜୟ ଭୁଷଣ…
ଦୂର ହେଲା ଚିନ୍ତା,ଷ୍ଟାର୍ଟଅପ୍ଗୁଡ଼ିକ ଏବେ କାମରେ ଲାଗିପଡନ୍ତୁ: ସିବିଡିଟି
ନୂଆଦିଲ୍ଲୀ,୭-୭: ବଜେଟରେ ଆଞ୍ଜେଲ ଟିକସ ସହ ଜଡ଼ିତ ଚିନ୍ତାକୁ ଦୂର କରାଯାଇଛି। ଏଣୁ ଷ୍ଟାର୍ଟଅପ୍ଗୁଡ଼ିକ ଏବେ ସମସ୍ତ ନିଜ କାମରେ ଲାଗିପଡନ୍ତୁ ବୋଲି କନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ଶନିବାର କହିଛି। ସିବିଡିଟି ଅଧ୍ୟକ୍ଷ ପି.ସି.ମୋଦି ଗଣମାଧ୍ୟମ ସହ ଆଲୋଚନାକାଳରେ କହିଛନ୍ତି…
ସୁନା ଚୋରାକାରବାର ବଢ଼ିବ
ନୂଆଦିଲ୍ଲୀ,୭-୭: ବଜେଟରେ ସୁନା ଆମଦାନୀ ଉପରେ ସୀମାଶୁଳ୍କକୁ ୧୦ରୁ ୧୨.୫%କୁ ବୃଦ୍ଧି କରାଯାଇଥିବାରୁ ଏହି ଦାମୀ ଧାତୁର ଚୋରାକାରବାର ବ୍ୟାପକ ହେବ ବୋଲି ଜେମ୍ସ ଆଣ୍ଡ ଜୁଏଲେରୀ ଉଦ୍ୟୋଗ ପକ୍ଷରୁ ଆଶଙ୍କାବ୍ୟକ୍ତ କରାଯାଇଛି। ଏଥିଯୋଗୁ ସୁନା ଦର ହୁ ହୁ ହୋଇ…
ମୁଦ୍ରାସ୍ପୀତିକୁ ନିୟନ୍ତ୍ରଣରେ ରଖାଯିବ: ସୀତାରାମନ୍
ନୂଆଦିଲ୍ଲୀ,୭-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଶୁକ୍ରବାର ୨୦୧୯-୨୦ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରିଛନ୍ତି। ଏଥିରେ ପେଟ୍ରୋଲ ଓ ଡିଜେଲ ଉପରେ ଅତିରିକ୍ତ ଉତ୍ପାଦ ଶୁଳ୍କ ଓ ସଡ଼କ ଏବଂ ଭିତ୍ତିଭୂମି ନିର୍ମାଣ ସେସ୍ ବାବଦରେ ସେସ୍ ଆଦାୟ ବୃଦ୍ଧି କରିଛନ୍ତି।…
କର୍ପୋରେଟ ଟିକସ ହ୍ରାସକୁ ଶିଳ୍ପ ବିଶେଷଜ୍ଞଙ୍କ ସ୍ବାଗତ
ଭୁବନେଶ୍ୱର,୭-୭(ବ୍ୟୁରୋ): ୨୦୧୯-୨୦ ଆର୍ଥତ୍କ ବର୍ଷ ବଜେଟରେ କର୍ପୋରେଟ ଟିକସ ହ୍ରାସ ଘୋଷଣାକୁ ଶିଳ୍ପ ବିଶେଷଜ୍ଞମାନେ ସ୍ବାଗତ ଜଣାଇଛନ୍ତି। ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକୁ ପୁଞ୍ଜି ଯୋଗାଣ, କ୍ଷୁଦ୍ର ବ୍ୟବସାୟୀଙ୍କ ଲାଗି ପେନଶନ ବ୍ୟବସ୍ଥା, ରିୟଲ ଇଷ୍ଟେଟ କ୍ଷେତ୍ର ଭଳି ଅନ୍ୟ କ୍ଷେତ୍ର ଲାଗି ନିଆ…
୫ଲକ୍ଷ କୋଟି ଡଲାର ଅର୍ଥନୀତି ପାଇଁ ରହିଛି ବହୁ ଆହ୍ବାନ
ନୂଆଦିଲ୍ଲୀ,୭-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଶୁକ୍ରବାର ୨୦୧୯-୨୦ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରି ଦେଶକୁ ୫ ଲକ୍ଷ କୋଟି ଡଲାର ଅର୍ଥନୀତି ଆଡକୁ ନେଇଯିବା ଲାଗି କେନ୍ଦ୍ର ସରକାରଙ୍କ ଲକ୍ଷ୍ୟ ରହିଛି ବୋଲି ଉଲ୍ଲେଖ କଲେ। ସ୍ବପ୍ନ ଦେଖିବାରେ ଆପତ୍ତି…
ଇ-ଯାନରେ ମିଳିବ ୧.୫ ଲକ୍ଷର ଅତିରିକ୍ତ ଟିକସ ଛାଡ଼
ନୂଆଦିଲ୍ଲୀ,୬-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ୨୦୧୯-୨୦ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରି ପ୍ରଦୂଷଣମୁକ୍ତ ସହର ଗଢ଼ିବା ସରକାରଙ୍କ ଲକ୍ଷ୍ୟ ବୋଲି ଉଲ୍ଲେଖ କରିଛନ୍ତି। ଦେଶରେ ଇଲେକ୍ଟ୍ରିକ ଗାଡ଼ିର ପ୍ରଚଳନକୁ ପ୍ରୋତ୍ସାହିତ କରିବାକୁ ଯାଇ ଅର୍ଥମନ୍ତ୍ରୀ କେତେକ ଟିକସ ରିହାତି ଘୋଷଣା…
ଧନୀଙ୍କଠୁ ଆଦାୟ ହେବ ସରଚାର୍ଜ
ବଜେଟ ୨୦୧୯ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ସଚ୍ଚୋଟ ଟିକସଦାତାଙ୍କୁ ଧନ୍ୟବାଦ ଦେଇଥିଲେ। ସେମାନେ ଦେଶର ଦାୟିତ୍ୱସମ୍ପନ୍ନ ନାଗରିକ ରୂପେ ଦେଶର ବିକାଶରେ ମୂଲ୍ୟବାନ ଯୋଗଦାନ ଦେଉଛନ୍ତି। ସେମାନଙ୍କ ଯୋଗୁ ଦେଶର ବିକାଶ ଚତୁର୍ମୁଖୀ ହେଉଛି। ତେବେ ଧନିକ ଶ୍ରେଣୀଙ୍କୁ…
Archives


