ବାଣିଜ୍ୟ

ମାନ୍ଦାବସ୍ଥା ଦୂରେଇବାକୁ ସୀତାରାମନ୍‌ଙ୍କ ପ୍ରୟାସ;କର୍ପୋରେଟ ଟିକସ ହ୍ରାସ ଘୋଷଣା

ପାନାଜୀ,୨୧-୯: ଦେଶ ଏବେ ଘୋର ମାନ୍ଦାବସ୍ଥା ଦେଇ ଗତିକରୁଛି। ଏହାକୁ ଦୂରେଇବା ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ପୂର୍ବରୁ ୩ ଥର ବିଭିନ୍ନ କ୍ଷେତ୍ର ଲାଗି ପ୍ରୋତ୍ସାହନ ଘୋଷଣା କରିସାରିଛନ୍ତି। ଏଠାରେ ଜିଏସ୍‌ଟି କାଉନସିଲର ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ପୂର୍ବରୁ ସମସ୍ତଙ୍କୁ…

ନୂଆ ଓଏଲ୍‌ଇଡି ଉନ୍ମୋଚିତ

ଭୁବନେଶ୍ୱର,୨୧-୯: ପାନାସୋନିକ ପକ୍ଷରୁ ସ୍ଥାନୀୟ ବାପୁଜୀ ନଜରସ୍ଥିତ ପାତ୍ର ଇଲେକଟ୍ରୋନିକ୍ସ ଶୋ’ରୁମଠାରେ ନୂଆ ଓଏଲ୍‌ଇଡ଼ିକୁ ବଜାର ପ୍ରବେଶ କରାଯାଇଛି। ଏହି ଅବସରରେ ପାନାସୋନିକର ଆସୋସିଏଟ ଡାଇରେକ୍ଟର ପି.ଭି. ମୁରାହରି ରାଓ, କମ୍ପାନୀର ଓଡ଼ିଶା, ବିହାର ଏବଂ ଝାଡଖଣ୍ଡ ମୁଖ୍ୟ ସନ୍ତୋଷ ସାମନ୍ତରାଏ,…

ଭାରତ ପାନାସୋନିକର ଫୋକସ୍‌ ବଜାର

ଭାରତର ଅର୍ଥନୈତିକ ଢାଞ୍ଚା ମଜଭୁତ। ବିଭିନ୍ନ କାରଣ ଯୋଗୁ ଦେଶର ଅର୍ଥନୀତି ପ୍ରଭାବିତ ହୋଇଛି। ମାତ୍ର ଭାରତ ଏକ ଅଭିବୃଦ୍ଧିଶୀଳ ବଜାର । ଘରୋଇ ବଜାରର ଅଭିବୃଦ୍ଧି ଧାରା ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ପାନାସୋନିକର ଆସୋସିଏଟ ଡାଇରେକ୍ଟର…

ଅର୍ଥମନ୍ତ୍ରୀଙ୍କ ଘୋଷଣା ପରେ ସେନସେକ୍ସ ଉଠିଲା

ନୂଆଦିଲ୍ଲୀ,୨୦।୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଗୁରୁବାର କର୍ପୋରେଟ୍‌ ଟ୍ୟାକ୍ସ କମାଇବା ପରେ ସେନସେକ୍ସ ଅଚାନକ ଉପରକୁ ଉଠିଛି। ଘୋଷଣାର ମାତ୍ର ୧୦ ମିନିଟ୍‌ ମଧ୍ୟରେ ୧୯୦୦ ପଏଣ୍ଟ ବୃଦ୍ଧି ଘଟି ୩୭,୫୦୦ ସ୍ତର ଅତିକ୍ରମ କରିଛି। ସେହିପରି ନିଫଟି ୫୦୦ ପଏଣ୍ଟ…

କମିଲା କର୍ପୋରେଟ୍‌ ଟ୍ୟାକ୍ସ

ନୂଆଦିଲ୍ଲୀ, ୨୦।୯: ଗୋଆରେ ବସିବାକୁ ଥିବା ଜିଏସ୍‌ଟି ବୈଠକ ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏକ ବଡ ଘୋଷଣା କରିଛନ୍ତି। କମ୍ପାନୀ ଏବଂ ବ୍ୟବସାୟୀଙ୍କୁ ଖୁସି କରିବା ପାଇଁ କର୍ପୋରେଟ୍‌ ଟ୍ୟାକ୍ସ କମାଇଛନ୍ତି। ଏନେଇ ଅଧ୍ୟାଦେଶ ପାସ୍‌ ହୋଇଯାଇଛି ବୋଲି ଅର୍ଥମନ୍ତ୍ରୀ…

ଗ୍ରାହକଙ୍କ ୪୧ ବର୍ଷର ବିଶ୍ୱାସ ସହ ବଢୁଛୁ

ଆସିଛି ପାର୍ବଣ ଋତୁ। ଏହି ସମୟରେ ବିଭିନ୍ନ ପ୍ରଡକ୍ଟ କ୍ରୟ କଲେ ଶୁଭ ବୋଲି ସାଧାରଣରେ ବିଶ୍ୱାସ ରହିଛି। ବିଭିନ୍ନ ପ୍ରଡକ୍ଟ ମଧ୍ୟରେ କଞ୍ଜ୍ୟୁମର ଡ୍ୟୁରେବଲ୍‌ର ଗୁରୁତ୍ୱ ସ୍ବତନ୍ତ୍ର। ରାଜ୍ୟରେ ଏହି ପ୍ରଡକ୍ଟ ଯୋଗାଣ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଡିଲରଶିପଗୁଡିକ ଏବେ…

ନୀରବ ମୋଦିଙ୍କ ହାଜତ ମିଆଦ ବୃଦ୍ଧି

ଲଣ୍ଡନ,୨୦-୯: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ହାଜତ ମିଆଦକୁ ସ୍ଥାନୀୟ ଅଦାଲତ ଗୁରୁବାର ଅକ୍ଟୋବର ୧୭ ଯାଏ ବୃଦ୍ଧି କରିଛନ୍ତି। ଗୁରୁବାର ତାଙ୍କର ହାଜତ ମିଆଦ ପୂରି ଯାଉଥିଲା। ବ୍ରିଟେନର ଓ୍ବିଣ୍ଡ୍‌ସଓ୍ବର୍ଥ ଜେଲ୍‌ରେ ବନ୍ଦ ଥିବା ନୀରବଙ୍କୁ ପ୍ରତ୍ୟର୍ପଣ ପାଇଁ…

ଖାଲି ପଡିଛି ଆର୍‌ବିଆଇ ଡେପୁଟି ଗଭର୍ନର ପଦ;ଅର୍ଥ ମନ୍ତ୍ରଣାଳୟକୁ ମିଳିଛି ୧୦୦ ଆବେଦନ

ନୂଆଦିଲ୍ଲୀ,୨୦-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଡେପୁଟି ଗଭର୍ନର ପଦ ଦୀର୍ଘ ଦିନ ହେଲା ଖାଲିପଡିଛି। ନିଜର କାର୍ଯ୍ୟକାଳ ସମ୍ପୂର୍ଣ୍ଣ ହେବା ପୂର୍ବରୁ ବିରାଲ ଆଚାର୍ଯ୍ୟଙ୍କ ଅଚାନକ ଇସ୍ତଫା ପରେ ଏହି ପଦଟି ଖାଲି ପଡିଛି। ଏହି ଖାଲି ପଦବୀ ପୂରଣ ପାଇଁ…

ନିବେଶକ ହରାଇଲେ ୧.୬୫ ଲକ୍ଷ କୋଟି

ମୁମ୍ବାଇ,୨୦-୯: ଆମେରିକା ଫେଡେରାଲ ରିଜର୍ଭ ପକ୍ଷରୁ ସୁଧ ହାର ହ୍ରାସ ସମ୍ପର୍କରେ ଘୋଷଣା ବିଦେଶ ସମେତ ଭାରତୀୟ ଷ୍ଟକ୍‌ ବଜାରରେ ଏହାର ପ୍ରତିକୂଳ ପ୍ରଭାବ ଦେଖିବାକୁ ମିଳିଥିଲା। ଗୁରୁବାର ୩୦ ଶେୟାର ବିଶିଷ୍ଟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ସେନ୍‌ସେକ୍ସ ୪୭୦.୪୧ ପଏଣ୍ଟ…

ଅର୍ଥନୀତିକୁ ନେଇ ଟୁଇଟରରେ ଅର୍ଥମନ୍ତ୍ରୀ-ବାୟୋକନ ମୁଖ୍ୟ ମୁହାଁମୁହିଁ

ନୂଆଦିଲ୍ଲୀ,୨୦-୯: ଦେଶର ଆର୍ଥିକ ପରିସ୍ଥିତିକୁ ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏବଂ ବାୟୋକନ ଲିମିଟେଡ ମୁଖ୍ୟ କିରଣ ମଜୁମଦାର ସ’ ଗୁରୁବାର ଟୁଇଟରରେ ମୁହାଁମୁହିଁ ହୋଇଥିଲେ। ମିଡିଆ ଏହାକୁ ତର୍କ ବୋଲି ଉଲ୍ଲେଖ କରିଥିଲେ ସୁଦ୍ଧା କିରଣ ଏହାକୁ ଆଲୋଚନା ବୋଲି…

ମାନ୍ଦାବସ୍ଥାକୁ ନେଇ କ୍ରେଡିଟ୍‌ ସୁଇସ୍‌ ରିପୋର୍ଟ: ସାଂଘାତିକ ହେବ ଏଫ୍‌ଏମ୍‌ସିଜି ସେକ୍ଟର ପ୍ରଦର୍ଶନ

ନୂଆଦିଲ୍ଲୀ,୨୦-୯: ମାନ୍ଦାବସ୍ଥାର ପ୍ରଭାବ ଦେଶର ଅର୍ଥନୀତିକୁ ଏଭଳି ଘେରିଛି ଯେ, ଆର୍ଥିକ ଅଭିବୃଦ୍ଧିରେ ପ୍ରମୁଖ ଭୂମିକା ଗ୍ରହଣ କରୁଥିବା ଫାଷ୍ଟ ମୁଭିଂ କଞ୍ଜ୍ୟୁମର ଗୁଡ଼୍ସ(ଏଫ୍‌ଏମ୍‌ସିଜି) ସେକ୍ଟରର ପ୍ରଦର୍ଶନ ସାଂଘାତିକ ହେବ। ଏହାର ଚଳିତବର୍ଷ ଏହାର ପ୍ରଦର୍ଶନ ୧୫ ବର୍ଷର ସର୍ବନିମ୍ନ ସ୍ତରରେ…

ଓଲା-ଉବର ଯୋଗୁ ଅଟୋ ସେକ୍ଟରରେ ମାନ୍ଦାବସ୍ଥା: ଅର୍ଥମନ୍ତ୍ରୀଙ୍କୁ ସମର୍ଥନ କଲା ମାରୁତି

ନୂଆଦିଲ୍ଲୀ,୨୦-୯:ଓଲା ଓ ଉବର କ୍ୟାବ୍‌ ଆଧାରିତ ଟ୍ୟାକ୍ସି ସୁବିଧା ଯୋଗୁ ଦେଶର ଅଟୋ ସେକ୍ଟରରେ ମାନ୍ଦାବସ୍ଥା ଆସିଛି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ବୟାନକୁ ଶେଷରେ ମାରୁତି ସୁଜୁକି ମଧ୍ୟ ସମର୍ଥନ କରିଛି। ମିଡିଆକୁ ଏକ ସାକ୍ଷତାକାର ଦେଇ କମ୍ପାନୀ ଅଧ୍ୟକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?