ବାଣିଜ୍ୟ

ଆଜି ଜିଏସ୍‌ଟି କାଉନସିଲ୍‌ ବୈଠକ;ଟିକସ ହ୍ରାସ ନେଇ ହୋଇପାରେ ନିଷ୍ପତ୍ତି

ନୂଆଦିଲ୍ଲୀ,୨୦-୯:ଜିଏସ୍‌ଟି କାଉନସିଲ୍‌ର ୩୭ତମ ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଗୋଆରେ ବସିବାକୁ ଯାଉଛି। ଟିକସ ଆୟ ହ୍ରାସ ପାଉଥିବାବେଳେ ଅର୍ଥନୀତିକୁ ଗତିଶୀଳ କରିବା ନେଇ ଟିକସ ବୋଝ ହ୍ରାସ କରିବା ନେଇ ବୈଠକରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ…

ଭାରତର ଅର୍ଥନୀତି ମଜବୁତ୍‌: ଶକ୍ତିକାନ୍ତ

ମୁମ୍ବାଇ,୨୦-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ଦେଶର ବାଣିଜ୍ୟ ହ୍ରାସକୁ ନେଇ ଚିନ୍ତାବ୍ୟକ୍ତ କରିଛନ୍ତି। ତେବେ ସେ ଏହା ମଧ୍ୟ କହିଛନ୍ତି ଯେ, ବିଶ୍ୱ ସ୍ତରରେ ଏବେ ସୁଦ୍ଧା ମାନ୍ଦାବସ୍ଥା ସ୍ଥିତି ଉପୁଜି ନାହିଁ। ବିଶ୍ୱରେ ସୃଷ୍ଟି ହୋଇଥିବା…

ସାନିଟାରି ପ୍ୟାଡ୍‌ ବ୍ୟବହାର କରୁଛନ୍ତି ରାଜ୍ୟର ୧୩% ମହିଳା

ଭୁବନେଶ୍ୱର,୨୦-୯(ବ୍ୟୁରୋ): ସାନିଟାରି ପ୍ୟାଡ୍‌ ବ୍ୟବହାର କ୍ଷେତ୍ରରେ ପଛୁଆ ରାଜ୍ୟଗୁଡିକ ତୁଳନାରେ ଓଡ଼ିଶା କିଛିଟା ଆଗୁଆ ରହିଛି। ଏଠାରେ ମହିଳାଙ୍କ ମଧ୍ୟରେ ପ୍ୟାଡ୍‌ ବ୍ୟବହାର ପରିମାଣ ପ୍ରାୟ ୧୨ରୁ ୧୩%। ସେହିଭଳି ରାଜ୍ୟରେ ଆଦିବାସୀ ବହୁଳ ଅଞ୍ଚଳରେ ଏଭଳି ପ୍ରଡକ୍ଟ ବ୍ୟବହାର ନେଇ…

୪୦୦ ଜିଲାରେ ଆୟୋଜିତ ହେବ ଋଣ ମେଳା;୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଏନ୍‌ପିଏ ଘୋଷିତ ହେବନି ଏମ୍‌ଏସ୍‌ଏମ୍‌ଇ ଋଣ

ନୂଆଦିଲ୍ଲୀ,୨୦-୯: ସୁକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ) ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ଦୂରକରିବା ଲକ୍ଷ୍ୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଛନ୍ତି। ବ୍ୟାଙ୍କଗୁଡ଼ିକ ୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଏମ୍‌ଏସ୍‌ଏମ୍‌ଇଙ୍କ ଋଣକୁ ଅନାଦାୟ ଋଣ ବା ଏନ୍‌ପିଏ ଘୋଷଣା…

ବଜାରରୁ ହଜିଗଲା ଟାଟା ସୁମୋ

ନୂଆଦିଲ୍ଲୀ,୧୯-୯: ଆଜିଠାରୁ କିଛି ବର୍ଷ ପୂର୍ବେ ପର୍ଯ୍ୟନ୍ତ ଟାଟା ସୁମୋର ଭାରତୀୟ ବଜାରରେ ରାଜତ୍ୱ ଥିଲା। ସହର ମୁକାବିଲାରେ ଅର୍ଦ୍ଧ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହାର ବେଶ୍‌ ଆଦର ଥିଲା। ଏବେ ଭାରତୀୟ ବଜାରରୁ ଏହି ମଡେଲ ଗାଡ଼ି ଚୁପ୍‌ଚାପ୍‌ ବିଦାୟ…

ଶସ୍ତା ହେବ ଏଲ୍‌ସିଡି-ଏଲ୍‌ଇଡି ଟିଭି

ନୂଆଦିଲ୍ଲୀ,୧୯-୯: ଅର୍ଥନୀତିରୁ ମାନ୍ଦାବସ୍ଥାକୁ ଦୂରେଇ ଦେବା ଲକ୍ଷ୍ୟରେ ପାର୍ବଣ ଋତୁ ଆରମ୍ଭରୁ ସରକାର ଟିଭି ବିକ୍ରି ବଢ଼ାଇବା ଯୋଜନା କରିଛନ୍ତି। ଘରୋଇ ଓ ବିନିର୍ମାଣ କ୍ଷେତ୍ରକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟ ଓପନ ସେଲ୍‌ ଟିଭି ପ୍ୟାନେଲ ଉପରେ ଲାଗୁଥିବା ୫% ଆମଦାନୀ…

ବ୍ୟାନ୍‌ ହେଲା ଇ-ସିଗାରେଟ

ନୂଆଦିଲ୍ଲୀ,୧୯-୯: କେନ୍ଦ୍ରର ମୋଦି ସରକାର ଦେଶରେ ଇ-ସିଗାରେଟକୁ ସମ୍ପୂର୍ଣ୍ଣ ବ୍ୟାନ୍‌ କରିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଫଳରେ ଭାରତରେ ଏଣିକି ଇ-ସିଗାରେଟ ଉପରେ ସମ୍ପୂର୍ଣ୍ଣ କଟକଣା ଲାଗିବ। ଖୁବଶୀଘ୍ର ଏ…

କ୍ୟାବିନେଟ ନିଷ୍ପତ୍ତି; ରେଳ କର୍ମଚାରୀଙ୍କୁ ମିଳିବ ୭୮ ଦିନର ବୋନସ୍‌

ନୂଆଦିଲ୍ଲୀ,୧୯ -୯: କେନ୍ଦ୍ର ସରକାର ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍‌ ଦେବାକୁ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଏଠାରେ ବସିଥିବା କ୍ୟାବିନେଟ ବୈଠକରେ ଏ ସମ୍ପର୍କରେ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ବୈଠକ ଶେଷରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ…

ଷ୍ଟକ ବଜାରରୁ ବିଦେଶୀ ନିବେଶକଙ୍କ ମୋହଭଙ୍ଗ

ନୂଆଦିଲ୍ଲୀ,୧୯-୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନ୍‌ଡିଏ ସରକାର ଦେଶର ଆର୍ଥିକ ପ୍ରଗତିକୁ ଆହୁରି ଉଚ୍ଚକୁ ନେବେ ବୋଲି ବିଦେଶୀ ନିବେଶକଙ୍କ ଭରସା ଥିଲା। ଏହି କାରଣରୁ ସେମାନେ ଗତ ୬ ବର୍ଷ ଧରି ଭାରତୀୟ ଷ୍ଟକ୍‌ ବଜାରରେ ପ୍ରାୟ ୪୫୦୦କୋଟି…

ଅଟୋ ଶିଳ୍ପରେ ଶୀଘ୍ର ସୁଧାର ସମ୍ଭାବନା କମ୍‌

ନୂଆଦିଲ୍ଲୀ,୧୯-୯: ଦେଶର ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ମାନ୍ଦାବସ୍ଥା ଦେଇ ଗତି କରୁଥିବା ବେଳେ ଏହି ଶିଳ୍ପରେ ଏତେ ଶିଘ୍ର ସ୍ଥିତାବସ୍ଥା ଆସିବାର ସମ୍ଭାବନା ନାହିଁ ବୋଲି ବଜାର ବିଶେଷଜ୍ଞ ମାନେ କହିଛନ୍ତି। ଚାହିଦା କମିବାରୁ ଅଟୋ ଶିଳ୍ପରେ ମାନ୍ଦାବସ୍ଥା ଲାଗି ରହିଥିବା…

ମାନ୍ଦାବସ୍ଥା ଦୂର ଲାଗି ଯଥା ସମ୍ଭବ ପ୍ରୟାସ ହେଉଛି: ନୀତି ଆୟୋଗ ସିଇଓ

ନୂଆଦିଲ୍ଲୀ,୧୯-୯: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଏହାର ଦୂରୀକରଣ ଲାଗି ସରକାରଙ୍କ ପକ୍ଷରୁ ଯଥା ସମ୍ଭବ ପ୍ରୟାସ ଜାରି ରହିଥିବା ସରକାରଙ୍କ ଥିଙ୍କ ଟ୍ୟାଙ୍କ ନୀତି ଆୟୋଗର ସିଇଓ ଅମିତାଭ କାନ୍ତ କହିଛନ୍ତି। ଅଲ୍‌ ଇଣ୍ଡିଆ ମ୍ୟାନେଜମେଣ୍ଟ ଆସୋସିଏଶନର ଏକ…

ଆଉ ୬ ଦେଶକୁ ଡାକ ବିଭାଗର ସ୍ପିଡ ପୋଷ୍ଟ ସେବା

ନୂଆଦିଲ୍ଲୀ,୧୯-୯: ଭାରତୀୟ ଡାକ ବିଭାଗ ପକ୍ଷରୁ ଆଉ ୬ ଦେଶକୁ ସ୍ପିଡ ପୋଷ୍ଟ ସେବା ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏସିଆ, ୟୁରୋପ ଏବଂ ଦକ୍ଷିଣ ଆମେରିକାର ଏହି ଦେଶ ଗୁଡିକ ମଧ୍ୟରେ ରହିଛନ୍ତି ହର୍ଜିଗୋଭିନା, ବ୍ରାଜିଲ, ଇକ୍ୱାଡୋର, କାଜାକିସ୍ତାନ,ଲିଥୁଆନିଆ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?