ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପିତ;ଜିଡିପି ୭% ରହିବା ସମ୍ଭାବନା
ନୂଆଦିଲ୍ଲୀ,୫-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଶୁକ୍ରବାର ବଜେଟ ଉପସ୍ଥାପନ କରିବେ। ଏହାର ଦିନକ ପୂର୍ବରୁ ପରମ୍ପରା ଅନୁଯାୟୀ ଗୁରୁବାର ସେ ସଂସଦରେ ୨୦୧୮-୧୯ ଆର୍ଥିକ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି। ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା କେ.ଭି. ସୁବ୍ରମଣ୍ୟନଙ୍କ ଦ୍ୱାରା…
ଅର୍ଥନୈତିକ ସର୍ଭେ ରିପୋର୍ଟ;୫ ଲକ୍ଷ କୋଟି ଡଲାର ଅର୍ଥନୀତିର ସ୍ବପ୍ନ
ନୂଆଦିଲ୍ଲୀ,୫-୭: ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା କେ.ଭି.ସୁବ୍ରମଣ୍ୟନଙ୍କ ଦ୍ୱାରା ପ୍ରସ୍ତୁତ ୨୦୧୮-୧୯ ଅର୍ଥନୈତିକ ସର୍ଭେ ରିପୋର୍ଟ ଗୁରୁବାର ସଂସଦରେ ଉପସ୍ଥାପିତ ହୋଇଛି। ଦେଶକୁ ୨୦୨୪-୨୫ ସୁଦ୍ଧା ୫ ଲକ୍ଷ କୋଟି ଡଲାର ଅର୍ଥନୀତିରେ ପରିଣତ କରିବା ଲାଗି ନିଯୁକ୍ତି, ବିକାଶ, ନିବେଶ ବୃଦ୍ଧି…
ଆଜି ବଜେଟ ଉପସ୍ଥାପନ
ନୂଆଦିଲ୍ଲୀ,୫-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଶୁକ୍ରବାର ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ଦୀର୍ଘ ୪୯ ବର୍ଷ ପରେ ସ୍ବର୍ଗତ ଇନ୍ଦିରା ଗାନ୍ଧୀଙ୍କ ପରେ ପ୍ରଥମ ମହିଳା ଅର୍ଥମନ୍ତ୍ରୀ ଭାବେ ସେ ବଜେଟ ଉପସ୍ଥାପନ କରିବାକୁ…
ରୁଷିଆ ଶକ୍ତିମନ୍ତ୍ରୀଙ୍କ ସହ ଧର୍ମେନ୍ଦ୍ରଙ୍କ ଆଲୋଚନା: ତୈଳ, ବାଷ୍ପ କ୍ଷେତ୍ରରେ ନିବେଶ ଲାଗି କମ୍ପାନୀଙ୍କୁ ଆହ୍ବାନ
ଭୁବନେଶ୍ୱର,୪ା୭: କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ରୁଷିଆ ଶକ୍ତିମନ୍ତ୍ରୀ ଆଲେକଜାଣ୍ଡାର ନୋଭାକଙ୍କ ସହ ଟେଲିଫୋନ ଯୋଗେ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଶକ୍ତି କ୍ଷେତ୍ରରେ ଭାରତ-ରୁଷିଆ ସମ୍ପର୍କ ଦୃଢୀକରଣ, ଷ୍ଟ୍ରାଟେଜିକ୍ ସହଭାଗିତା ଏବଂ ହାଇଡ୍ରୋକାର୍ବନ କ୍ଷେତ୍ରକୁ ଦୁଇ…
ବିଏସ୍ଏନ୍ଏଲ୍, ଏମ୍ଟିଏନ୍ଏଲ୍କୁ ମିଳିପାରେ ୭୪ହଜାର କୋଟିର ପ୍ୟାକେଜ ପ୍ରସ୍ତାବ
ନୂଆଦିଲ୍ଲୀ,୪-୭: ଭାରି ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ରାଷ୍ଟ୍ରାୟତ୍ତ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍ଏନ୍ଏଲ୍) ଏବଂ ମହାନଗର ଟେଲିଫୋନ ନିଗମ ଲିମିଟେଡ(ଏମ୍ଟିଏନ୍ଏଲ୍)କୁ ୭୪ ହଜାର କୋଟି ଟଙ୍କାର ସହାୟତା ପ୍ୟାକେଜ ଦେବାକୁ ପ୍ରସ୍ତାବ ଦିଆଯିବା ପରେ କେନ୍ଦ୍ର…
ଶିଳ୍ପପତି ବି.କେ.ବିର୍ଲାଙ୍କ ପରଲୋକ
ନୂଆଦିଲ୍ଲୀ,୪-୭: ଶିଳ୍ପପତି କୁମାର ମଙ୍ଗଳମ ବିର୍ଲାଙ୍କ ଜେଜେବାପା ତଥା ବି.କେ.ବିର୍ଲା ଗ୍ରୁପ୍ ଅଫ୍ କମ୍ପାନୀର ଅଧ୍ୟକ୍ଷ ବି.କେ.ବିର୍ଲାଙ୍କର ୯୮ ବର୍ଷରେ ବୁଧବାର ମୁମ୍ବାଇରେ ପରଲୋକ ହୋଇଯାଇଛି। ୧୯୨୧ ଜାନୁୟାରୀ ୧୨ରେ ଜନ୍ମିତ ବସନ୍ତ କୁମାର ବିର୍ଲା ଶିଳ୍ପ ଜଗତରେ ବି.କେ. ନାମରେ…
ମାସେ ବଢ଼ିଲା ଜିଏସ୍ଟି କମ୍ପୋଜିଶନ ସ୍କିମ୍ ବାଛିବା ସମୟ
ନୂଆଦିଲ୍ଲୀ,୪-୭: ଆୟକର ବିଭାଗ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କାରବାର କରୁଥିବା ସେବା ପ୍ରଦାନକାରୀ କମ୍ପାନୀଙ୍କୁ ଜିଏସ୍ଟି କମ୍ପୋଜିଶନ ସ୍କିମ୍ ବାଛିବା ଲାଗି ଆହୁରି ଏକ ମାସ ସମୟ ଦେଇଛି। ଏଣିକି ଚଳିତ ମାସ ୩୧ ପର୍ଯ୍ୟନ୍ତ ସେମାନଙ୍କୁ ଚୟନ ସୁଯୋଗ…
ଆଜି ଆର୍ଥିକ ସର୍ଭେ ରିପୋର୍ଟ
ନୂଆଦିଲ୍ଲୀ,୪-୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍ଡିଏ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଶୁକ୍ରବାର ଉପସ୍ଥାପନ କରିବେ। ପରମ୍ପରା ଅନୁଯାୟୀ ଏହାର ଦିନକ ପୂର୍ବରୁ ଗୁରୁବାର ଅର୍ଥମନ୍ତ୍ରୀ ସୀତାରାମନ୍ ୨୦୧୯-୨୦ର ଆର୍ଥିକ ସର୍ଭେ…
ବାଙ୍ଗା, ପ୍ରେମ୍ଜୀଙ୍କୁ ମିଳିବ ଗ୍ଲୋବାଲ ଏକ୍ସଲେନ୍ସ ଆଓ୍ବାର୍ଡ
ନୂଆଦିଲ୍ଲୀ,୪-୭: ଆମେରିକା-ଭାରତ ଷ୍ଟ୍ରାଟେଜିକ ପାର୍ଟନରସିପ୍ ଫୋରମ(ୟୁଏସ୍ଆଇଏସ୍ପିଏଫ୍) ମାଷ୍ଟରକାର୍ଡ ସିଇଓ ତଥା ପ୍ରେସିଡେଣ୍ଟ ଅଜୟ ବାଙ୍ଗା ଏବଂ ଓ୍ବିପ୍ରୋ ଅଧ୍ୟକ୍ଷ ଅଜିମ୍ ପ୍ରେମ୍ଜୀଙ୍କୁ ଚଳିତବର୍ଷ ଲାଗି ଗ୍ଲୋବାଲ ଏକ୍ସଲେନ୍ସ ଆଓ୍ବାର୍ଡ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛି। ଆସନ୍ତା ୧୧ରେ ଓ୍ବାଶିଂଟନରେ ଆୟୋଜିତ ହେବାକୁ…
ଧାନର ଏମ୍ଏସ୍ପି ୧୮୧୫ଟଙ୍କାକୁ ବୃଦ୍ଧି; ୧୪ଖରିଫ ଫସଲର ସହାୟକ ମୂଲ୍ୟ ବଢ଼ିଲା
ନୂଆଦିଲ୍ଲୀ,୪-୭: କେନ୍ଦ୍ର ସରକାର ବୁଧବାର ୨୦୧୯-୨୦ ଆର୍ଥିକ ବର୍ଷ ଲାଗି ଧାନ ସମେତ ୧୪ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍ଏସ୍ପି) ବୃଦ୍ଧି କରିଛନ୍ତି। ଧାନର ଏମ୍ଏସ୍ପି ୩.୭% ବୃଦ୍ଧି କରାଯାଇ କ୍ୱିଣ୍ଟାଲ ପିଛା ୧୮୧୫ ଟଙ୍କା କରାଯାଇଛି। ୨୦୧୮-୧୯ରେ ସାମାନ୍ୟ…
ମୋଦି ୨.୦ର ପ୍ରଥମ ବଜେଟ; ନିର୍ମଳାଙ୍କ ସମ୍ମୁଖରେ ବିକାଶ ବୃଦ୍ଧିର ଆହ୍ବାନ
ନୂଆଦିଲ୍ଲୀ,୪-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଶୁକ୍ରବାର ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ ଉପସ୍ଥାପନ କରିବେ। ସେ ଏଭଳି ସମୟରେ ଦେଶର ଅର୍ଥମନ୍ତ୍ରୀ ପଦଭାର ଗ୍ରହଣ କରିଛନ୍ତି ଯେତେବେଳେ ଦେଶର ଅର୍ଥନୀତି ବିକାଶ ହାର ହ୍ରାସ ପାଇଛି। ନିଯୁକ୍ତି,ସଞ୍ଚୟ ଓ…
କେଟିଏମ୍ ପକ୍ଷରୁ ଷ୍ଟଣ୍ଟ ଶୋ
ଭୁବନେଶ୍ୱର,୩।୭: କେଟିଏମ୍ ପକ୍ଷରୁ କଟକ ଏବଂ ଭୁବନେଶ୍ୱରରେ ଆକର୍ଷଣୀୟ ଷ୍ଟଣ୍ଟ ଶୋ’ ଅନୁଷ୍ଠିତ ହୋଇଯାଇଛି। ପେସାଦାର ଷ୍ଟଣ୍ଟ ପ୍ରଦର୍ଶନକାରୀମାନେ ଏଠାରେ ଷ୍ଟଣ୍ଟ ପ୍ରଦର୍ଶନ କରିଛନ୍ତି। ବାଇକପ୍ରେମୀମାନେ ଏଥିରେ ନୂତନ ଭାବେ ଉନ୍ମୋଚିତ ଆର୍ସି ୧୨୫ ଏବିଏସ୍ ମଡେଲକୁ ଦେଖିବାର ସୁଯୋଗ ପାଇ…
Archives


