ବାଣିଜ୍ୟ

ନକଲି ପ୍ରଡକ୍ଟ ବିକ୍ରି ମାମଲାରେ ଟାଇଟାନକୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୯-୯: ଇ-କମର୍ସ ସାଇଟ ସ୍ନାପଡିଲରେ ନକଲି ଟାଇଟାନ ଏବଂ ଫାଷ୍ଟ୍ରାକ ଘଣ୍ଟା ବିକ୍ରି ମାମଲାରେ ଟାଇଟାନ କମ୍ପାନୀକୁ ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ଆଶ୍ୱସ୍ତି ମିଳିଛି। ସ୍ନାପଡିଲରେ ନକଲି ପ୍ରଡକ୍ଟ ବିକ୍ରି ନେଇ ରୋହିତ କୁମାର ଜୈନ ଏବଂ ଧରମ ପାଲଙ୍କ ବିରୋଧରେ…

ନାଲ୍‌କୋର ୧୭୩୨ କୋଟି ଟଙ୍କା ରେକର୍ଡ ନିଟ୍‌ ଲାଭ

ଭୁବନେଶ୍ୱର,୧୯-୯: ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ (ନାଲ୍‌କୋ) ନିଟ୍‌ ଲାଭରେ ରେଡର୍କ ହାସଲ କରିଛି। କମ୍ପାନୀ ୨୦୧୮-୧୯ ଆର୍ଥତ୍କ ବର୍ଷରେ ଦଶନ୍ଧିରେ ସର୍ବାଧିକ ୧୭୩୨ କୋଟି ଟଙ୍କା ନିଟ୍‌ ଲାଭ କରିଥିବା ଏହାର ୩୮ ତମ ବାର୍ଷିକ ସାଧାରଣ ବୈଠକ ଅବସରରେ…

ମାନ୍ଦାବସ୍ଥା: କେରଳ ପର୍ଯ୍ୟଟନ ଶିଳ୍ପ ପ୍ରଭାବିତ

ତିରୁଭାନନ୍ତପୁରମ୍‌,୧୮ା୯: ନିକଟରେ କେରଳର ସର୍ବବୃହତ୍‌ ପର୍ବ ଓଣମ୍‌ ପାଳିତ ହୋଇଯାଇଛି। ଏହି ପର୍ବ ପାଳନ ପାଇଁ ରାଜ୍ୟ ସବୁବର୍ଷ ଉତ୍ସବମୁଖର ହୋଇଉଠେ। ସ୍କୁଲ,କଲେଜକୁ ୧୦ ଦିନ ପର୍ଯ୍ୟନ୍ତ ବନ୍ଦ ରଖାଯାଉଥିବା ବେଳେ ବିଭିନ୍ନ ଅଞ୍ଚଳରେ ଆୟୋଜିତ ହୁଏ ନୌକା ଚାଳନା ପ୍ରତିଯୋଗିତା।…

ସୌଦି ତେଲ ସଙ୍କଟ ବିଗାଡିଲା ବଜାର ମୁଡ୍‌;ଗୋଟିଏ ଦିନରେ ନିବେଶକ ହରାଇଲେ ୨.୭୨ ଲକ୍ଷ କୋଟି

ମୁମ୍ବାଇ,୧୮-୯: ସୌଦି ତେଲ କୂଅ ଉପରେ ଡ୍ରୋନ ଆକ୍ରମଣ ଏବଂ ଅନ୍ତର୍ଜାତୀୟ ବଜାରରେ ଭାରି ବିକ୍ରି କାରଣରୁ ମଙ୍ଗଳବାର ଭାରତୀୟ ଷ୍ଟକ୍‌ ବଜାର ମୁଡ଼୍‌ ବିଗିଡିଯାଇଛି। ସପ୍ତାହର ଦ୍ୱିତୀୟ କାରବାର ଦିନରେ ବିଏସ୍‌ଇ ସେନସେକ୍ସ ୬୪୨.୨୨ ପଏଣ୍ଟ ହ୍ରାସ ପାଇ ୩୬,୪୮୧.୦୯…

କେରଳ ପର୍ଯ୍ୟଟନ ଶିଳ୍ପରେ ଛାଇଲା ମାନ୍ଦାବସ୍ଥା

ତିରୁଭାନନ୍ତପୁରମ୍‌,୧୮-୯: ନିକଟରେ କେରଳର ସର୍ବବୃହତ ପର୍ବ ଓଣମ ପାଳିତ ହୋଇଯାଇଛି। ଏହି ପର୍ବ ପାଳନ ପାଇଁ ରାଜ୍ୟ ସବୁବର୍ଷ ଉତ୍ସବମୁଖର ହୋଇଉଠେ। ସ୍କୁଲ,କଲେଜକୁ ୧୦ ଦିନ ପର୍ଯ୍ୟନ୍ତ ବନ୍ଦ ରଖାଯାଉଥିବା ବେଳେ ବିଭିନ୍ନ ଅଞ୍ଚଳରେ ଆୟୋଜିତ ହୁଏ ନୌକା ଦୌଡ ପ୍ରତିଯୋଗିତା।…

ବରିଷ୍ଠ ଓକିଲ ସାଲ୍‌ଭେଙ୍କ ଗୁରୁତର ଅଭିଯୋଗ;ଦେଶରେ ସୃଷ୍ଟ ମାନ୍ଦାବସ୍ଥା ପାଇଁ ସୁପ୍ରିମକୋର୍ଟ ଦାୟୀ

ନୂଆଦିଲ୍ଲୀ,୧୮-୯: ଦେଶରେ ବର୍ତ୍ତମାନ ଦେଖାଦେଇଥିବା ମାନ୍ଦାବସ୍ଥା ପାଇଁ ସୁପ୍ରିମକୋର୍ଟ ଦାୟୀ ବୋଲି ପ୍ରଖ୍ୟାତ ଆଇନଜୀବୀ ହରିଶ ସାଲ୍‌ଭେ ମତ ଦେଇଛନ୍ତି। ଏକ ନୁଜ୍‌ ଓ୍ବେବ୍‌ସାଇଟକୁ ସାକ୍ଷାତ୍‌କାର ଦେଇ ସେ କହିଛନ୍ତି ଯେ, ୨୦୧୨ରେ ୨ଜି ସ୍ପେକ୍ଟ୍ରମ ମାମଲାରେ ସୁପ୍ରିମକୋର୍ଟଙ୍କ ରାୟ ପ୍ରକାଶ…

ମାନ୍ଦାବସ୍ଥା ଦୂର ପାଇଁ ଆଉ ଏକ ପ୍ୟାକେଜ ଘୋଷଣା ଖୁବଶୀଘ୍ର

ନୂଆଦିଲ୍ଲୀ,୧୮-୯: ଅର୍ଥନୀତିକୁ ପ୍ରୋତ୍ସାହନ ଯୋଗାଇ ମାନ୍ଦାବସ୍ଥା ଦୂର କରିବା ଲକ୍ଷ୍ୟରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଆଉ ଏକ ପ୍ୟାକେଜ ଖୁବଶୀଘ୍ର ଘୋଷଣା କରିବାକୁ ଯାଉଛନ୍ତି। ଏହାର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ ହୋଇସାରିଛି ଏବଂ ଆସନ୍ତା ୨/୪ ଦିନ ଭିତରେ ଏହାକୁ ଘୋଷଣା…

କୃଷି କ୍ଷେତ୍ରକୁ ଆଶ୍ୱସ୍ତି;୧ କୋଟିରୁ ଊର୍ଦ୍ଧ୍ୱ ନଗଦ ଦେଣନେଣ ଉପରେ ଲାଗିବନି ଟିଡିଏସ୍‌

ନୂଆଦିଲ୍ଲୀ,୧୮-୯: କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର କୃଷି କ୍ଷେତ୍ରକୁ ଆଶ୍ୱସ୍ତ କରିବାକୁ ଯାଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚାଷୀଙ୍କୁ ସେମାନଙ୍କ ଫସଲର ମୂଲ୍ୟ ମିଳିବାରେ ଅସୁବିଧାକୁ ଦୃଷ୍ଟିରେ ରଖି ସରକାର ଟିଡିଏସ୍‌କୁ ଏକ ନିଷ୍ପତ୍ତି ନେଇଛନ୍ତି। ଏଣିକି ଫସଲ ମଣ୍ଡି…

ତାଳଚେର ସାର କାରଖାନାରୁ ଉତ୍ପାଦନ ହେବ ୟୁରିଆ, ଆମୋନିଆ

ନୂଆଦିଲ୍ଲୀ,୧୮-୯: ଅନୁଗୋଳ ଜିଲାର ତାଳଚେରସ୍ଥିତ ସାର କାରଖାନାରୁ ୟୁରିଆ ଏବଂ ଆମୋନିଆ ଉତ୍ପାଦନ ଲାଗି କୋଲ୍‌ ଗ୍ୟାସିଫିକେଶନ(କୋଇଲା ବାଷ୍ପୀକରଣ) ୟୁନିଟ ସ୍ଥାପନ ଲାଗି ଅଂଶୀଦାରଙ୍କ ମଧ୍ୟରେ ମଙ୍ଗଳବାର ଚୁକ୍ତି ସ୍ବାକ୍ଷରିତ ହୋଇଛି। ୧୩,୨୭୭ କୋଟି ଟଙ୍କା ନିବେଶରେ ଏହି ୟୁନିଟ ଗ୍ୟାସ୍‌…

୬ କୋଟି ସଦସ୍ୟଙ୍କୁ ପୂଜା ଭେଟି;ଇପିଏଫ୍‌ ସୁଧହାର ୮.୬୫%କୁ ବୃଦ୍ଧି

ନୂଆଦିଲ୍ଲୀ,୧୮-୯: କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍‌ଓ)ର ୬ କୋଟିରୁ ଊର୍ଦ୍ଧ୍ୱ ସଦସ୍ୟଙ୍କୁ କେନ୍ଦ୍ର ସରକାର ପୂଜା ଭେଟି ଦେଇଛନ୍ତି। ପାର୍ବଣ ଋତୁ ଆରମ୍ଭ ହେଉ ହେଉ ସରକାର ପ୍ରଭିଡେଣ୍ଟ ଫଣ୍ଡ ବା ଭବିଷ୍ୟନିଧି ପାଣ୍ଠିର ସୁଧ ହାର ବୃଦ୍ଧି କରିଛନ୍ତି। ଆର୍ଥିକ ବର୍ଷ…

ପେଟ୍ରୋଲ, ଡିଜେଲ ଦର ବଢ଼ିଲା

ନୂଆଦିଲ୍ଲୀ,୧୮-୯: ସୌଦି ଆରବର ତୈଳ ଭଣ୍ଡାର ଉପରେ ଡ୍ରୋନ ଆକ୍ରମଣ ପରେ ଅଶୋଧିତ ତେଲ ବଜାରରେ ହଇଚଇ ସୃଷ୍ଟି ହୋଇଛି। ଏହି କାରଣରୁ ଦେଶରେ ପେଟ୍ରୋଲ ଓ ଡିଜେଲ ଦରରେ ଜୁଲାଇ ୫ରେ ସାଧାରଣ ବଜେଟ ଉପସ୍ଥାପନ ପରେ ସର୍ବବୃହତ ବୃହତ…

କ୍ଷୁଦ୍ର ରପ୍ତାନିକାରୀଙ୍କ ଲାଗି ବୀମା ପ୍ରିମିୟମ କମିବ:ଗୋୟଲ

ନୂଆଦିଲ୍ଲୀ,୧୭-୯: ବାଣିଜ୍ୟ ମନ୍ତ୍ରଣାଳୟ କ୍ଷୁଦ୍ର ରପ୍ତାନିକାରୀଙ୍କ ଲାଗି ବୀମା ପ୍ରିମିୟମ ହାର କମ୍‌ କରିବା ପାଇଁ କ୍ୟାବିନେଟରେ ଏକ ପ୍ରସ୍ତାବ ଆଣିବ। ଯେଉଁ ରପ୍ତାନିକାରୀଙ୍କ ବକେୟା ସୀମା ୮୦ କୋଟି ଟଙ୍କାରୁ କମ୍‌ ହୋଇଥିବ ସେମାନଙ୍କ ଲାଗି ବୀମା ପ୍ରିମିୟମ ହାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?