କରୋନା ଭାଇରସ୍‌

ଶନିବାର, ରବିବାର ଅନୁଗୋଳ ଜିଲା ଶଟ୍‌ଡାଉନ୍‌

ଅନୁଗୋଳ ଅଫିସ୍‌, ୩।୭: ଅନୁଗୋଳ ଜିଲାରେ ଶୁକ୍ରବାର ୨୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ପରେ କଠୋର ହୋଇଛି ପ୍ରଶାସନ। କରୋନା ସଂକ୍ରମଣ ବୃଦ୍ଧି ରୋକିବାକୁ ଏଣିକି ପ୍ରତି ସପ୍ତାହର ଶନିବାର ଓ ରବିବାର ଜିଲାକୁ ଶଟ୍‌ଡାଉନ୍‌ ରଖାଯିବ। ୩୧...

ଚିନ୍ତା ବଢ଼ାଉଛି ମହାରାଷ୍ଟ୍ର: ଗତ ୨୪ଘଣ୍ଟାରେ ୬୩୬୪ କରୋନା ପଜିଟିଭ୍‌ ଚିହ୍ନଟ

ମୁମ୍ବାଇ,୩।୭: ମହାରାଷ୍ଟ୍ରରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୬୩୬୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏଥିରେ ୧୯୮ଲୋକଙ୍କ ମୃତ୍ୟୁ ଘଟିଛି। ଯାହା ଗୋଟିଏ ଦିନରେ ସର୍ବାଧିକ ରହିଥିବା...

କରୋନାକୁ ହରାଇ ଘରକୁ ଫେରିଲେ କୋଲକାତାର ଏହି ୯୯ ବୟସ୍କ ବୃଦ୍ଧ

କୋଲକାତା,୩।୭: ଭାରତରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ମହାମାରୀରୁ ଆରୋଗ୍ୟ ଲାଭ କରୁଥିବା ବ୍ୟକ୍ତିଙ୍କ ସଂଖ୍ୟା ଅଧିକ ଥିଲେ ହେଁ ଶହ ଶହ ସଂଖ୍ୟାରେ ରୋଗୀଙ୍କ ମୃତ୍ୟୁ ଘଟୁଛି। ବିଶେଷଭାବେ ବୟସ୍କ ବ୍ୟକ୍ତି ଏହାର ଶିକାର ହେଲେ...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୨୦୩ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୫,୭୦୫କୁ ବୃଦ୍ଧି

ଭୁବନେଶ୍ୱର, ୩।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୨୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୫,୭୦୫ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ସର୍ବାଧିକ ୩୮ ଜଣ ରହିଛନ୍ତି। ସେହିପରି ଖୋର୍ଦ୍ଧା ୩୭, ଗଜପତି...

କରୋନା ଲକ୍ଷଣ ଲୁଚାଇଲେ ଆପଣ ଲୁଚିଯିବେ: ବାଗ୍‌ଚୀ

ଭୁବନେଶ୍ୱର,୩।୭(ବ୍ୟୁରୋ): ୪୫ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ଘରକୁ ଘର ବୁଲି ସର୍ଭେ ହେଉଛି। ଗାଁର ପ୍ରତି ଘର ଏବଂ ସହରର ପ୍ରତି ବସ୍ତି ଅଞ୍ଚଳରେ ସର୍ଭେ ହେବ। ଘର ଘର ବୁଲି ଆଶା, ଏଏନ୍‌ଏମ୍‌ କର୍ମୀ ଲକ୍ଷଣ ନେଇ...

ହୋମ୍‌ କ୍ୱାରାଣ୍ଟାଇନ୍‌ ପାଳନ ନ କରିି ଯମ କୋଳକୁ ଯାଉଛନ୍ତି: ବାଗ୍‌ଚୀ

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ହେଲେ ଲୋକମାନଙ୍କ ମଧ୍ୟରେ ଭୟ ଓ ସଚେତନତା କମିଯାଉଥିବା ଦେଖିବାକୁ ମିଳୁଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର କରୋନା ମୁକାବିଲା କମିଟି ମୁଖ୍ୟ ତଥା ରାଜ୍ୟ ସରକାରଙ୍କ...

କୋଭିଡ୍‌-୧୯: ୨୦୨୦ ହିରୋ ଇଣ୍ଡିଆନ ଓପନ୍‌ ଗଲ୍ଫ ଟୁର୍ନାମେଣ୍ଟ ବାତିଲ

ନୂଆଦିଲ୍ଲୀ,୩।୭(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ଆଉଏକ ମେଗା ଇଭେଣ୍ଟ ବାତିଲ ହୋଇଛି। ଶୁକ୍ରବାର ହିରୋ ଇଣ୍ଡିଆନ୍‌ ଗଲ୍ଫ ଟୁର୍ନାମେଣ୍ଟର ୨୦୨୦ ସଂସ୍କରଣକୁ ବାତିଲ କରାଯାଇଛି ଭାରତୀୟ ଗଲ୍ଫ ୟୁନିୟନ ଅଧ୍ୟକ୍ଷ ଦେବାଙ୍ଗ ଶାହା କହିଛନ୍ତି। ସମସ୍ତଙ୍କ ସ୍ବାସ୍ଥ୍ୟ ଓ ନିରାପତ୍ତାକୁ...

ଓଡ଼ିଶାରେ କରୋନା ଟେଷ୍ଟ ଫି’ ୨୨୦୦ ଟଙ୍କା

ଭୁବନେଶ୍ୱର,୩।୭(ବ୍ୟୁରୋ): ଏଣିକି ଘରୋଇ ଲ୍ୟାବ୍‌ରେ କରୋନା ଟେଷ୍ଟ କରାଇପାରିବେ। ଏଥିପାଇଁ ୨୨ଶହ ଟଙ୍କା ଫି’ ଦେବାକୁ ପଡ଼ିବ। ରାଜ୍ୟ ସରକାର ଆର୍‌ଟି-ପିସିଆର୍‌ ଟେଷ୍ଟ ପାଇଁ ସର୍ବାଧିକ ଫି’ ଧାର୍ଯ୍ୟ କରିଛନ୍ତି। ଜିଏସ୍‌ଟି ସହ ସର୍ବାଧିକ ଫି’ ୨୨ଶହ ଧାର୍ଯ୍ୟ କରାଯାଇଛି।...

ଗଞ୍ଜାମରେ କାୟା ବିସ୍ତାର କଲାଣି କରୋନା: ୪୨ ଅଞ୍ଚଳ ସଂକ୍ରମିତ ଚିହ୍ନଟ ପରେ ୧୨ ରାସ୍ତା ସିଲ୍‌

ବ୍ରହ୍ମପୁର ଅଫିସ ,୩।୭: କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଚାଲିଛନ୍ତି। ଲକ୍‌ଡାଉନ ଓ ଶଟ୍‌ଡାଉନ ପରି ପଦକ୍ଷେପ ନେଇଛନ୍ତି। ଗତ ମାର୍ଚ୍ଚ ମାସରୁ ଏହି ଧାରା ଜାରିରହିଥିବା ବେଳେ ଲୋକମାନଙ୍କ ଜୀବନ ଜୀବିକା ଉପରେ...

କଟକ ସହରରେ ୫୯ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୩।୭: କଟକ ମହାନଗର ନିଗମ ଅଞ୍ଚଳରୁ ଶୁକ୍ରବାର ୫୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରାଣ୍ଟାଇନ୍‌ରୁ ୫୬, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ଜଣେ ଓ ଅନ୍ୟ ୨ଟି ଲୋକାଲ କେସ୍‌ ରହିଛି। ଲୋକାଲ କଣ୍ଟାକ୍ଟ କେସ୍‌ରେ ଶଙ୍କରପୁର ଓ ନିମଚଉଡ଼ି...

ଡରାଇଲାଣି କରୋନା: ରାଜଧାନୀରେ ଚିହ୍ନଟ ହେଲେ ୨୪ ନୂଆ ଆକ୍ରାନ୍ତ

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ୨୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରେ ୨୦ କ୍ୱାରାଣ୍ଟାଇନ୍‌ ଆକ୍ରାନ୍ତ ଥିବା ବେଳେ ୪ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୧୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ନେଇ ବିଏମ୍‌ସି ପକ୍ଷରୁ ଅପରାହ୍ନରେ...

ବୁଗୁଡା ସହରକୁ ଶଟ୍‌ଡାଉନ ଘୋଷଣା ପାଇଁ ଦାବି

ବୁଗୁଡା, ୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହା ସତ୍ତ୍ୱେ ମଧ୍ୟ କିଛି ଅମାନିଆ ଅଛନ୍ତି ଯେଉଁମାନେ କୋଭିଡ୍‌ ନିୟମକୁ ମାନୁ ନାହାନ୍ତି। ଏ ନେଇ ଜିଲାପାଳ ବିଜୟ...

ପୁରୁଷୋତ୍ତମପୁର ଏନ୍‌ଏସିରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ୫ ଚିହ୍ନଟ

ପୁରୁଷୋତ୍ତମପୁର,୩ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଆଜି ଗୋଟିଏ ଦିନରେ ଏହି ଏନ୍‌ଏସିରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୨ ଜଣ ଚିହ୍ନଟ ହୋଇ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଗୁରୁବାର...

ରାୟଗଡ଼ାରେ ଗୋଟିଏ ଗ୍ରାମରୁ ଚିହ୍ନଟ ହେଲେ ୭୪ ପଜିଟିଭ

ରାୟଗଡା ଅଫିସ, ୩।୭: ରାଜ୍ୟରେ ଶୁକ୍ରବାର ଗୋଟିଏ ଦିନରେ ୫୬୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ରାୟଗଡ଼ା ଜିଲାରୁ ୭୬ଜଣ ରହିଛନ୍ତି । ତେବେ ଏମାନଙ୍କ ମଧ୍ୟରୁ ୭୪ଜଣ କେବେଳ ଗୋଟିଏ ଗ୍ରାମର ବୋଲି ଜଣାପଡ଼ିଛି। ସେମାନେ ଗୁଣୁପୁର...

ସୋସିଆଲ ମିଡିଆରେ କରୋନା ଆକ୍ରାନ୍ତଙ୍କ ଫଟୋ ଛାଡ଼ି ଫସିଲେ ଜଣେ ବ୍ୟକ୍ତି

ବରଗଡ଼ ଅଫିସ,୩ା୭: ବରଗଡ଼ ଜିଲା ଅତାବିରାରେ ଜଣେ କରୋନା ସଂକ୍ରମିତ ହୋଇଛନ୍ତି । ସେ ଜଣେ ଡାକ୍ତରଙ୍କ ସ୍ତ୍ରୀ ବୋଲି ସୋସିଆଲ ମିଡିଆରେ ପୋଷ୍ଟ କରିବା ଜଣଙ୍କୁ ମହଙ୍ଗା ପଡ଼ିଛି। ଏହି ଘଟଣାକୁ ନେଇ ଅତାବିରା ତହସିଲଦାର ହୃଦାନନ୍ଦ ଅଢା...

ବରଗଡ଼ ଜିଲାରେ ପୁଣି ୨୧ କରୋନା ପଜିଟିଭ୍‌: ୧୩୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼ ଅଫିସ,୩ା୭: ବରଗଡ଼ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜିଲାର କଣ୍ଟେନ୍‌ମେଣ୍ଟ ଜୋନ୍‌ କଟାପାଲିରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ସେହିପରି ଗୋଟିଏ ଅଞ୍ଚଳକୁ ଏହା ଅନ୍ୟ ଅଞ୍ଚଳକୁ ବ୍ୟାପିବାରେ ଲାଗିଛି। ଶୁକ୍ରବାର ଜିଲାରେ...

CORONAVIRUS UPDATE : ରାଜ୍ୟରେ କରୋନା ନେଲା ଆଉ ଦୁଇ ଜୀବନ, ୨୯ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୩ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯ରେ ପହଞ୍ଚିଛି। ମୃତକ ଦ୍ୱୟ ଗଞ୍ଜାମ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

CORONAVIRUS UPDATE: ବଢୁଛି କରୋନା ଭୟ, ରାଜ୍ୟରେ ଦିନକରେ ୫୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୩ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ସର୍ବାଧିକ ୫୬୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮,୧୦୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ୪୨୫ ଜଣ କ୍ୱାରାଣ୍ଟାଇନ୍‌...