ନୂଆଦିଲ୍ଲୀ,୨୭ା୩: ଦେଶରେ କରୋନା ଭାଇରସ୍ ସଂକ୍ରମ ବଢ଼ିବାରେ ଲାଗିଥିବାରୁ ଔଷଧଗୁଡ଼ିକର ହୋମ୍ ଡେଲିଭରିକୁ କେନ୍ଦ୍ର ସରକାର ଗୁରୁବାର ଅନୁମତି ଦେଇଛନ୍ତି। ଫଳରେ ଲକ୍ଡାଉନ୍ ସମୟରେ ଲୋକଙ୍କୁ ମେଡିସିନ…
ପିପିଲି,୨୭ା୩(ସ୍ବ.ପ୍ର/ଡି.ଏନ.ଏ): କରୋନା ଭୂତାଣୁ ସଂକ୍ରମଣ ଏଡାଇବା ପାଇଁ ସରକାର ଲକ୍ଡାଉନ୍ ଘୋଷଣା କରିଥିବା ବେଳେ ପିପିଲି ହାଟକୁ ପ୍ରଶାସନ ପକ୍ଷରୁ ବନ୍ଦ ରଖାଯାଇଛି। ପିପିଲି ହାଟରେ ଲୋକଙ୍କ…
ମୁମ୍ବାଇ,୨୭ା୩: ମହାରାଷ୍ଟ୍ରରେ କରୋନା ଭୂତାଣୁ ସଂକ୍ରମଣ ବଢ଼ିବାରେ ଲାଗିଥିବାରୁ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କଟକଣା ଜାରି ହେବା ସତ୍ତ୍ୱେ ଲୋକେ ରାସ୍ତାଘାଟରେ ବୁଲୁଥିବାରୁ…
ଅମରାବତୀ,୨୭ା୩ (ପି.ଟି.): ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦରୁ ଫେରିଥିବା ୧୦୦୦ରୁ ଊର୍ଦ୍ଧ୍ୱ ଲୋକ ବୁଧବାର ଅପରାହ୍ନରୁ ଗରିକାପାଡୁ ଚେକ୍ପୋଷ୍ଟରେ ଅଟକି ରହିଛନ୍ତି। କରୋନା ସଂକ୍ରମଣ ଭୟରେ ଆନ୍ତଃରାଜ୍ୟ ସୀମାରେ…
ନୂଆଦିଲ୍ଲୀ, ୨୭ା୩: ବିଶ୍ୱବ୍ୟାପୀ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ବିଭିନ୍ନ ପ୍ରଶାସନିକ କଟକଣା ସତ୍ତ୍ୱେ ଏହାକୁ ରୋକିବା କଷ୍ଟକର ହୋଇପଡ଼ିଛି। ଅଦ୍ୟାବଧି କରୋନାରେ…
ଭୁବନେଶ୍ୱର,୨୭ା୩(ବ୍ୟୁରୋ)ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ କୌଣସି ପାସ୍ ଆବଶ୍ୟକ ନାହିଁ। ସେମାନେ କେବଳ ଆଇକାର୍ଡ ଦେଖାଇ ଯାଇପାରିବେ ବୋଲି ପୋଲିସ ଡିଜି ଅଭୟ କହିଛନ୍ତି। ହେଲେ ବ୍ୟାଙ୍କ୍…
ରିୟାଦ/ନୂଆଦିଲ୍ଲୀ,୨୭ା୩: ମହାମାରୀ କରୋନା ଭୂତାଣୁ ସଂକ୍ରମଣ ସାରା ବିଶ୍ୱକୁ କବଳିତ କରିଛି। ଏହି ପରିପ୍ରେକ୍ଷୀରେ ଜି-୨୦ ରାଷ୍ଟ୍ର ସମୂହର ଜରୁରୀ ସମ୍ମିଳନୀ ଗୁରୁବାର ସୌଦି ଆରବର ରିୟାଦରେ…
ପ୍ରାଣଘାତୀ କରୋନାକୁ ମୁକାବିଲା କରିବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଜନତା କର୍ଫ୍ୟୁଠାରୁ ଆରମ୍ଭ କରି ଲକ୍ଡାଉନ୍ ଘୋଷଣା…
ଭୁବନେଶ୍ୱର,୨୭ା୩(ବ୍ୟୁରୋ)ଭୁବନେଶ୍ୱରର ଲୋକଙ୍କ ଘରେ ପହଞ୍ଚତ୍ବ ଅତ୍ୟାବଶ୍ୟକ ସାମଗ୍ରୀ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଏହି ବ୍ୟବସ୍ଥ ହୋଇଥିବାବେଳେ ରିଲାଏନ୍ସ ଫ୍ରେଶ, ବିଗ୍ ବଜାର, ବିଶାଲ ମେଗା…
ଭୁବନେଶ୍ୱର,୨୭ା୩(ବ୍ୟୁରୋ): ମାରାତ୍ମକ କୋଭିଡ଼୍-୧୯ ସଂକ୍ରମଣ ରୋକିବା ପାଇଁ ସନ୍ଦିଗ୍ଧମାନେ କ୍ୱାରାଣ୍ଟାଇନ୍ରେ ରହିବାର ଆବଶ୍ୟକତା ରହିଛି। ଏପରି ସ୍ଥିତିରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା…