କରୋନା ଭାଇରସ୍‌

ଲକ୍‌ଡାଉନ୍‌ ନ ମାନିଲେ କାର୍ଯ୍ୟାନୁଷ୍ଠାନ ଚେତାବନୀ ଦେଲେ ଜିଲାପାଳ

ଦିଗପହଣ୍ଡି,୨୬ା୩(ଡି.ଏନ.ଏ.)-ଲକ୍‌ଡାଉନ୍‌ ନିୟମ ନ ମାନିଲେ ଏଣିକି ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଚେତାବନୀ ଦେଇଛନ୍ତି। ଗୁରୁବାର ପୂର୍ବାହ୍ନରେ…

6 years ago

ଟାଟା ହସ୍ପିଟାଲ ହେବ ଆଇସୋଲେଟେଡ୍‌ ଡାକ୍ତରଖାନା

ଛତ୍ରପୁର,୨୬ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାକୁ ବାହାର ରାଜ୍ୟରୁ ଆସିଥିବା ୧୫,୩୭୭ ଏବଂ ବିଦେଶରୁ ଆସିଥିବା ୩୭୨ ଜଣଙ୍କର ପ୍ରତ୍ୟହ ସ୍ବାସ୍ଥ୍ୟାବସ୍ଥା ତଦାରଖ କରାଯିବ। ଶୀତଳାପଲ୍ଲୀସ୍ଥିତ ଟାଟା ମେମୋରିଆଲ ହସ୍ପିଟାଲକୁ…

6 years ago

ଗାଁ ପ୍ରବେଶ ପଥ ବନ୍ଦ କଲେ ଲୋକେ

ଭଞ୍ଜନଗର,୨୬।୩(ଡି.ଏନ.ଏ)-କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ଲାଗି ଗୁରୁବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ଓ କେତେକ ଗ୍ରାମବାସୀ ଆଲୋଚନା କରି ଗାଁ ପ୍ରବେଶ ପଥକୁ ସିଲ୍‌ କରିଛନ୍ତି।…

6 years ago

ରାତିରେ ଖୋଲା ରହିବ ତେଜରାଜି ଦୋକାନ: ଗୋଲେଇ ମଧ୍ୟରେ ରହି ସାମଗ୍ରୀ ଆଣିବାକୁ ପରାମର୍ଶ

ଭୁବନେଶ୍ୱର,୨୬।୩(ବ୍ୟୁରୋ)-ସମଗ୍ର ଦେଶ ଲକ୍‌ଡାଉନ୍‌ ରହିଛି। ଅତ୍ୟାବଶ୍ୟକ ସାମଗ୍ରୀ ତେଜରାତି ଦୋକାନରେ ଅସମ୍ଭବ ଭିଡ ପରିଲକ୍ଷିତ ହେଉଛି। ସେହି ଦୋକାନଗୁଡିକ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ଖୋଲା…

6 years ago

ବିନା ବାଧାରେ ଅତ୍ୟାବଶ୍ୟକ ମାଲ ପରିବହନ ଯାନ ଚଳପ୍ରଚଳକୁ ନିଶ୍ଚିତ କର: ଜିଲାପାଳ, ଏସ୍‌ପିଙ୍କୁ  ନିର୍ଦ୍ଦେଶ

ଭୁବନେଶ୍ୱର,୨୬ା୩(ବ୍ୟୁରୋ)- କରୋନା ଭୂତାଣୁ(କୋଭିଡ୍‌-୧୯)କୁ ନିୟନ୍ତ୍ରଣ କରିବା ଅତ୍ୟନ୍ତ ଜଟିଳ ହୋଇପଡ଼ିଛି। ସମଗ୍ର ଦେଶରେ ଲକ୍‌ଡାଉନ୍‌ ଚାଲିଛି। ଜନସାଧାରଣଙ୍କ ନିକଟରେ କିଭଳି ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚତ୍ବ ତାହା ସରକାରଙ୍କ…

6 years ago

ଘରୁ ନ ବାହାରିବାକୁ ହାତ ଯୋଡ଼ି ନିବେଦନ କଲା ପୋଲିସ

ଛତ୍ରପୁର,୨୬ା୩(ଡି.ଏନ୍‌.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ କରାଯାଇଛି। ଘରୁ ନ ବାହାରିବା ନିମନ୍ତେ ଲୋକଙ୍କୁ ଯେତେ ସଚେତନ କରାଯାଉଥିଲେ ମଧ୍ୟଧ୍‌ କେତେଜଣ ଏହାକୁ ମାନୁନାହାନ୍ତି।…

6 years ago

ରାୟଗଡ଼ାରେ ଫସିଛନ୍ତି ୧୮ ତୀର୍ଥଯାତ୍ରୀ

ରାୟଗଡ଼ା ଅଫିସ,୨୬।୩: ଛତିଶଗଡ଼ର ୧୮ ତୀର୍ଥଯାତ୍ରୀ ଗତ ୧୨ ତାରିଖରେ ଛତିଶଗଡ଼ର ମାହାସାମୁଦ୍ର ଜିଲାର ନାନ୍ଦଗାଓଁରୁ ତୀର୍ଥ ଯାତ୍ରା ଆରମ୍ଭ କରିଥିଲେ। ୨୨ ତାରିଖରେ ସେମାନଙ୍କ ଫେରିବା…

6 years ago

ଗରମ, ଆର୍ଦ୍ର ଜଳବାୟୁରେ କୋଭିଡ-୧୯ ସଂକ୍ରମଣ ହେବ ଧୀର

ଓ୍ବାଶିଂଟନ,୨୬।୩: ଗରମ ଓ ଆର୍ଦ୍ର ଜଳବାୟୁରେ କରୋନା ଭାଇରସ ସଂକ୍ରମଣ ଧୀରେ ହେବ ବୋଲି ଏକ ଅଧ୍ୟୟନରୁ ଜଣାପଡିଛି। ଏସିଆରେ ଥିବା ଦେଶ ଗୁଡିକରେ କରୋନା ସଂକ୍ରମଣକୁ…

6 years ago

ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନରେ ସାମାଜିକ ଦୂରତା ପାଇଁ ପଦକ୍ଷେପ

ସମ୍ବଲପୁର,୨୬।୩(ବ୍ୟୁରୋ): କରୋନା ମୁକାବିଲା ନେଇ ସମ୍ବଲପୁର ମହାନଗର ନିଗମ ପୋଲିସ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି । ଗୁରୁବାର ସକାଳେ ପନିପରିବା ବଜାର ଯେମିତି ଗୋଲବଜାର,…

6 years ago

କୋଭିଡ-୧୯ ପାଇଁ ପ୍ରଭାବଶାଳୀ ହୋଇପାରେ ପ୍ରାୟ ୭୦ଟି ଔଷଧ

ନୂଆଦିଲ୍ଲୀ,୨୬।୩: କରୋନା ଭାଇରସ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏବେ ଏହାର ଚିକିତ୍ସାକୁ ନେଇ ଚାଲିଛି ଗବେଷଣା। ନିକଟରେ କେତେଜଣ ବିଦେଶୀ ଓ ଆଉ…

6 years ago