ନୂଆଦିଲ୍ଲୀ,୨୫ା୩: ଭାରତରେ ଏବେ ଚାରିଆଡ଼େ ଭୟ ଓ ଆତଙ୍କର ପରିବେଶ। ବିଭିନ୍ନ ରାଜ୍ୟରେ ଲକ୍ଡାଉନ୍ ଘୋଷଣା କରାଯାଇଛି। କରୋନା ଭାଇରସ୍ରେ ୫୧୧ ଆକ୍ରାନ୍ତ ହେବା ପରେ ଯୁଦ୍ଧକାଳୀନ…
ପୁରୀ ଅଫିସ,୨୫ା୩: କରୋନା ଭାଇରସ୍ର ଭୟାବହତାକୁ ଦେଖି ରାଜ୍ୟ ସରକାର ସବୁ ଜିଲାକୁ ଲକ୍ଡାଉନ ଘୋଷଣା କରିଛନ୍ତି। ଲକ୍ଡାଉନ ବେଳେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି ହେଉଥିବା…
ନୂଆଦିଲ୍ଲୀ,୨୫ା୩(ପି.ଟି.): ଘାତକ କରୋନା ସଂକ୍ରମଣକୁ ରୋକିବା ପାଇଁ ଦେଶରେ ନୈରାଶ୍ୟବାଦ ଓ ନକାରାମତ୍କତାର ମୁକାବିଲା ଜରୁରୀ। ଗୁଜବ ପ୍ରସାର ନ ହେବା ଦିଗରେ ମଧ୍ୟ ଗଣମାଧ୍ୟମ ବିଶେଷ…
ନୂଆଦିଲ୍ଲୀ୨୫ା୩: ବିଶ୍ୱବ୍ୟାପୀ କରୋନା ମୃତ୍ୟୁସଂଖ୍ୟା ମଙ୍ଗଳବାର ୧୭, ୨୫୦ରେ ପହଞ୍ଚିଛି। ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଇ ୩୯୬,୨୩୬ ଛୁଇଁଛି। ଚାରିଆଡ଼େ ଲୋକଙ୍କ ମନରେ ଭୟର ବାତାବରଣ। ବିଭିନ୍ନ ପଦକ୍ଷେପ…
ନୂଆଦିଲ୍ଲୀ,୨୪ା୩(ପି.ଟି.)- ଘାତକ କରୋନା ଭୂତାଣୁର ସଂକ୍ରମଣ ସାରା ବିଶ୍ୱକୁ କବଳିତ କରିଛି। ଏହାକୁ ରୋକିବା ପାଇଁ ଦେଶବ୍ୟାପୀ ୩ ସପ୍ତାହ ପାଇଁ ସମ୍ପୂର୍ଣ୍ଣ ଲକ୍ଡାଉନ୍ କରାଯିବ। ମଙ୍ଗଳବାର…
ହିଞ୍ଜିଳିକାଟୁ,୨୪ା୩(ଡି.ଏନ୍.ଏ.)- ରାଜ୍ୟ ସରକାର କରୋନାକୁ ନେଇ ଗାଇଡ୍ଲାଇନ ଜାରି କରିଛନ୍ତି। ଏହାକୁ ଅବମାନନା କରିବା ଅଭିଯୋଗରେ ଜଣେ ବିଦେଶ ଫେରନ୍ତା ଯୁବକଙ୍କ ବିରୋଧରେ ହିଞ୍ଜିଳିକାଟୁ ତହସିଲଦାର ମଙ୍ଗଳବାର…
ନୂଆଦିଲ୍ଲୀ,୨୪-୩: କରୋନା ପ୍ରତିରୋଧ ଲାଗି ଏବେ ସାରା ଦେଶରେ ଲକ୍ଡାଉନ ଘୋଷଣା କରାଯାଇଛି। ଏଥିଲାଗି ଦେଶର ଅର୍ଥ ବ୍ୟବସ୍ଥା ଗଭୀର ଭାବେ ପ୍ରଭାବିତ ହେଉଛି। କ୍ଷତିଗ୍ରସ୍ତ ଅର୍ଥ…
ଲଣ୍ଡନ,୨୪ା୩(ଏଏଫ୍ପି)-ଆୟର୍ଲାଣ୍ଡ ଫୁଟ୍ବଲ ମ୍ୟାନେଜର ମିକ୍ ମ୍ୟାକ୍କ୍ୟାର୍ଥି ଓ ତାଙ୍କ ସ୍ତ୍ରୀ ଫିଓନା ବ୍ରୋମ୍ଲିସ୍ଥିତ ନିଜ ବାସଭବନରେ ସେଲ୍ଫ ଆଇସୋଲେଶନରେ ଅଛନ୍ତି। ୬୧ବର୍ଷୀୟ ମ୍ୟାକ୍କ୍ୟାର୍ଥି କହିଛନ୍ତି ତାଙ୍କର ଦୁଇ…
ଇସ୍ତାନବୁଲ୍, ୨୪ା୩ (ଏଏଫ୍ପି)-ତୁର୍କୀ ଫୁଟ୍ବଲ ଆଇକନ୍ ଟରିମ୍ କରୋନା ଭାଇରସ୍ରେ ଆକ୍ରାନ୍ତ ହୋଇଛନ୍ତି। ବର୍ତ୍ତମାନ ସେ ଇସ୍ତାନବୁଲ୍ର ବଡ଼ ଫୁଟ୍ବଲ କ୍ଲବ ଗାଲାଟାସାରେର ମ୍ୟାନେଜର ଅଛନ୍ତି। ମଙ୍ଗଳବାର…
ଠାକୁରମୁଣ୍ଡା,୨୪ା୩(ଡ଼ି.ଏନ୍.ଏ.)- ଇସ୍ରାଏଲରୁ ଭ୍ରମଣ ଉଦ୍ଦେଶ୍ୟରେ ଆସିଥିବା ଜଣେ ପର୍ଯ୍ୟଟକଙ୍କୁ ମଙ୍ଗଳବାର ଅପରାହ୍ନରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳରୁ ପୋଲିସ ଉଦ୍ଧାର କରିଛି। ସେ ଏକ ବାଇକ୍ରେ କେତେକ…