କରୋନା ଭାଇରସ୍‌

ରାଜ୍ୟରେ ଆରମ୍ଭ ହେଲାଣି ତୃତୀୟ ଲହର, ମୁଖ୍ୟମନ୍ତ୍ରୀଙ୍କ ସତର୍କ ସୂଚନା…

ପାଟନା, ୨୯।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ ସଂକ୍ରମଣ ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ସମଗ୍ର ଦେଶରେ ଏହା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

4 years ago

ଫ୍ରାନ୍ସ୍‌-ବ୍ରିଟେନ୍‌ରେ କରୋନା ତାଣ୍ଡବ, ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ…

ପ୍ୟାରିସ୍‌/ଲଣ୍ଡନ, ୨୯।୧୨: କରୋନା ମହାମାରୀ ସଂକ୍ରମଣ ଯୋଗୁଁ ଫ୍ରାନ୍ସ ଏବଂ ବ୍ରିଟେନର ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଫ୍ରାନ୍ସରେ ରେକର୍ଡ…

4 years ago

ରାଜ୍ୟରେ ଚିହ୍ନଟ ହେଲେ ୨୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର ୨୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୪ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌।…

4 years ago

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୯।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇଛି। ଲଗାତାର ୧୮ ଦିନ ଧରି ଦୈନିକ ସଂକ୍ରମଣ…

4 years ago

ଅଣାୟତ୍ତା ମୁହାଁ ଓମିକ୍ରନ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୭୮୧ ଛୁଇଁଲା…

ନୂଆଦିଲ୍ଲୀ, ୨୯।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୧…

4 years ago

ବିନା ମେଡିକାଲ ପ୍ରମାଣପତ୍ରରେ ବୟସ୍କଙ୍କୁ ବୁଷ୍ଟର ଡୋଜ୍‌

ନୂଆଦିଲ୍ଲୀ, ୨୯ା୧୨: ଜାନୁୟାରୀ ୧୦ରୁ କୋଭିଡ୍‌ ଟିକାର ସମସ୍ତ ଡୋଜ୍‌ ନେଇସାରିଥିବା ୬୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ବ୍ୟକ୍ତି ବୁଷ୍ଟର ଡୋଜ୍‌ ପାଇଁ ନାଁ ପଞ୍ଜୀକରଣ କରାଇପାରିବେ।…

4 years ago

୧୧,୫୦୦ ବିମାନ ଉଡ଼ାଣ ବାତିଲ, ଯାତ୍ରୀ ହଟହଟା…

ନ୍ୟୁୟର୍କ, ୨୮।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ସଙ୍କଟ ଦେଖାଦେଇଛି। ଦ୍ରୁତବେଗରେ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ସ୍ଥିତି ପୁଣି ଆଣାୟତ୍ତ ହେବାକୁ…

4 years ago

ଖୁସି ଖବର, ପୁଣି ୨ କରୋନା ଟିକାକୁ ମଞ୍ଜୁରୀ…

ନୂଆଦିଲ୍ଲୀ, ୨୮।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନ୍ୟ ୨ଟି କରୋନା ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ…

4 years ago

ରାଜ୍ୟରୁ ପୁଣି ୨ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୫୫କୁ ବୃଦ୍ଧି ପାଇଛି। ମୃତକ ଦ୍ୱୟ ଖୋର୍ଦ୍ଧା ଓ ଗଞ୍ଜାମ…

4 years ago

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌।…

4 years ago