କରୋନା ଭାଇରସ୍‌

ସପ୍ତାହନ୍ତ କର୍ଫ୍ୟୁରେ ପରିବର୍ତ୍ତନ

ଲକ୍ଷ୍ନୌ,୧୧।୮: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଏବେ ନିୟନ୍ତ୍ରଣକୁ ଆସିଥିବା ବେଳେ ଦୈନିକ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। କିନ୍ତୁ ସମ୍ଭାବ୍ୟ ତୃତୀୟ ଲହରର ଆଶଙ୍କା…

4 years ago

ପୁଣି ଖୋଲିପାରେ ମଲ୍‌: ଗାଇଡ୍‌ଲାଇନ୍‌କୁ ଅପେକ୍ଷା

ମୁମ୍ବାଇ,୧୧।୮: କରୋନା ଦୈନିକ ସଂକ୍ରମଣ ହ୍ରାସ ପାଇବା ପରେ ଅନେକ ରାଜ୍ୟରେ ଲକ୍‌ଡାଉନ କଟକଣାକୁ କୋହଳ କରାଯାଇଛି। ଇତିମଧ୍ୟରେ ଆର୍ଥିକ ରାଜଧାନୀ ମୁମ୍ବାଇରେ ପୁଣି ଥରେ ମଲ୍‌…

4 years ago

ଶେଷରେ ମାନିଲେ ସରକାର: ଅକ୍ସିଜେନ ଅଭାବରୁ ହୋଇଛି ମୃତ୍ୟୁ

ନୂଆଦିଲ୍ଲୀ,୧୧।୮: କରୋନାର ଦ୍ୱିତୀୟ ଲହରରେ ଅକ୍ସିଜେନ ଅଭାବରୁ କେତେକଙ୍କ ମୃତ୍ୟୁ ହୋଇଛି ବୋଲି ଶେଷରେ ସରକାର ମାନିଛନ୍ତି। ଏନେଇ ମଙ୍ଗଳବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ପାର୍ଲାମେଣ୍ଟରେ ସୂଚନା…

4 years ago

୭୨ ଘଣ୍ଟାରେ କରୋନାରୁ ମୁକ୍ତି,ଘୋଡ଼ା ଆଣ୍ଟିବଡ଼ିରୁ ପ୍ରସ୍ତୁତ ହେଉଛି ଔଷଧ…

କୋହ୍ଲାପୁର,୧୧।୮: କରୋନା ମହାମାରୀ ଭୂତାଣୁୁ ବିରୋଧରେ ପୃଥିବୀର ବିଭିନ୍ନ ଦେଶରେ ବୈଜ୍ଞାନିକମାନେ ଦିନରାତି ଗବେଷଣା ଜାରି ରଖିଛନ୍ତି। ମହାରାଷ୍ଟ୍ରର କୋହ୍ଲାପୁରରେ ଅବସ୍ଥିତ ଆଇସେରା ବାୟୋଲୋଜିକାଲ ନାମକ ଏକ…

4 years ago

ବଡ଼ ନିଷ୍ପତ୍ତି, କୋଭାକ୍ସିନ୍‌-କୋଭିଶିଲ୍ଡ ମିଶ୍ରିତ ଡୋଜ୍‌ ଉପରେ ଗବେଷଣା ପାଇଁ ଅନୁମତି…

ନୂଆଦିଲ୍ଲୀ, ୧୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାରକଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦିଲ୍ଲୀରୁ ଖୁସି ଖବର ମିଳିଛି। ମିଶ୍ରିତ…

4 years ago

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪…

4 years ago

ବିନା ମାସ୍କରେ ନଜର ଆସିଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୧୦।୮: ଦୀର୍ଘ ସମୟରୁ ମହାରାଷ୍ଟ୍ର ସର୍ବାଧିକ କରୋନା ପ୍ରଭାବିତ ରାଜ୍ୟ ଭାବେ ରହିଥିବା ବେଳେ ଏଠାରେ କୋଭିଡ-୧୯ର କଡ଼ା ନିୟମ ମଧ୍ୟ ପାଳନ କରାଯାଉଥିଲା। ବର୍ତ୍ତମାନ ମହାରାଷ୍ଟ୍ରରେ…

4 years ago

ରେଷ୍ଟୁରାଣ୍ଟ-ବସ୍‌-ଟ୍ରେନ୍‌ରେ ଯିବାକୁ ହେଲେ ଭାକ୍ସିନ ପାସ୍‌ ବାଧ୍ୟତାମୂଳକ

ପ୍ୟାରିସ୍‌,୧୦।୮: କରୋନା ମହାମାରୀ ବିରୋଧରେ ଟିକା ସବୁଠାରୁ ବଡ ଅସ୍ତ୍ର ଭାବେ ଉଭା ହୋଇଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ସମସ୍ତ ଦେଶ ଅଧିକରୁ ଅଧିକ ଲୋକଙ୍କୁ…

4 years ago

ରାଜ୍ୟରୁ ପୁଣି ୬୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୪ ଜଣଙ୍କ ଜୀବନ ନେଇଛି। ଏଥିସହ…

4 years ago

ଆଜି ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ୧୦୪୧

ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୧,୦୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୦୫ କ୍ୱାରାଣ୍ଟାଇନ୍‌ରୁ…

4 years ago