କରୋନା ଭାଇରସ୍‌

କରୋନାରେ ମୃତ୍ୟୁ ହୋଇଥିବା ଖବରଦାତାଙ୍କ ପରିବାରକୁ ମିଳିବ ୫ଲକ୍ଷ

ରାୟପୁର,୩୧।୫: ଦେଶରେ ଜାରି ରହିଥିବା କରୋନା ମହାମାରୀ ସମୟରେ ନିଜ ଜୀବନକୁ ବାଜି ଲଗାଇ ପ୍ରତ୍ୟେକଟି ଅପଡେଟ୍‌ ଖବରକୁ ଲୋକଙ୍କ ନିକଟକୁ ପହଞ୍ଚାଇ ଅନେକ ଖବରଦାତା ମୃତ୍ୟୁମୁଖରେ…

5 years ago

କରୋନା ଯୋଗୁ ତୁଟିଲା ବାପ-ପୁଅ ସମ୍ପର୍କ

ଲକ୍ଷ୍ନୌ,୩୧।୫: କରୋନା ସମୟରେ ଅନେକ ଲୋକ ବିଭିନ୍ନ ସ୍ଥିତି ଦେଇ ଗତି କରୁଛନ୍ତି। କେହି ନିଜ ଆତ୍ମୀୟଙ୍କୁ ହରାଇଥିବା ବେଳେ ଆଉ କେହି ନିଜର ଚାକିରି ଓ…

5 years ago

କୋଭାକ୍ସିନ-କୋଭିଶିଲ୍ଡର ହେବ ମିଶ୍ରଣ ବ୍ୟବହାର ପରୀକ୍ଷା

ନୂଆଦିଲ୍ଲୀ,୩୧ା୫: ଦେଶରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଟିକାକୁ ନେଇ ବିଭିନ୍ନ ପ୍ରକାର ପରୀକ୍ଷା ନିରୀକ୍ଷା କରାଯାଉଛି। ଭାରତ ନିକଟରେ ବର୍ତ୍ତମାନ କୋଭିଶିଲ୍ଡ ଏବଂ କୋଭାକ୍ସିନ ଟିକା…

5 years ago

ଜୁନ ୮ପର୍ଯ୍ୟନ୍ତ ରାଜ୍ୟରେ ବଢ଼ିଲା ଲକ୍‌ଡାଉନ: ଜାଣନ୍ତୁ କ’ଣ ଖୋଲା କ’ଣ ବନ୍ଦ

ପାଟନା,୩୧।୫: କରୋନା ସଙ୍କଟକୁ ଦୃଷ୍ଟିରେ ରଖି ବିହାରରେ ପୁଣିଥରେ ଲକ୍‌ଡାଉନ ବୃଦ୍ଧି କରାଯାଇଛି। ଏଣିକି ଜୁନ ୮ପର୍ଯ୍ୟନ୍ତ ରାଜ୍ୟରେ ପୂର୍ବଭଳି ରହିବ ଲକ୍‌ଡାଉନ କଟକଣା। ଏନେଇ ମୁଖ୍ୟମନ୍ତ୍ରୀ…

5 years ago

କରୋନା ସଙ୍କଟ ମଧ୍ୟରେ ଧର୍ମଘଟ କଲେ ୩ହଜାର ଜୁନିଅର ଡାକ୍ତର

ଭୋପାଳ,୩୧।୫: ଦେଶରେ କରୋନା ସଙ୍କଟ ଜାରି ରହିଛି। ଇତିମଧ୍ୟରେ ମଧ୍ୟପ୍ରଦେଶରେ ପ୍ରାୟ ୩ହଜାର ଜୁନିଅର ଡାକ୍ତର ଧାରଣାରେ ଯାଇଛନ୍ତି। ସୋମବାର ଡାକ୍ତରମାନେ କୋଭିଡ ଡ୍ୟୁଟି ସମେତ ଓପିଡ଼ି,…

5 years ago

ଗତ ୨୪ ଘଣ୍ଟାରେ ୪ ଶିଶୁଙ୍କ ମୃତ୍ୟୁ: ସେଥିରୁ ଜଣେ କରୋନା ପଜିଟିଭ୍‌

ପାଟନା,୩୧।୫: ଦେଶରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହରର ପ୍ରକୋପ ଜାରି ରହିଛି। ଇତିମଧ୍ୟରେ ବିହାର ଦରଭଙ୍ଗାରୁ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଦରଭଙ୍ଗା ମେଡିକାଲ କଲେଜରେ…

5 years ago

ଚଳିତ ବର୍ଷ ଶେଷ ସୁଦ୍ଧା ସମସ୍ତ ୧୮ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କଙ୍କୁ ଟିକା: ସୁପ୍ରିମ୍‌କୋର୍ଟଙ୍କୁ କହିଲେ କେନ୍ଦ୍ର ସରକାର …

ନୂଆଦିଲ୍ଲୀ,୩୧।୫: କରୋନା ସଂକ୍ରମଣକୁ ନେଇ ବିଭିନ୍ନ ମାମଲାର ବିଚାର ସୁପ୍ରିମ୍‌କୋର୍ଟରେ ଜାରି ରହିଛି। ଏକ ମାମଲାର ଶୁଣାଣି ସମୟରେ କେନ୍ଦ୍ର ସରକାର ପକ୍ଷରୁ ସୁପ୍ରିମ୍‌କୋର୍ଟଙ୍କ ସମ୍ମୁଖରେ କୁହାଯାଇଛି…

5 years ago

ଟିକାକରଣ ପରେ ଆଣ୍ଟିବଡ଼ି ତିଆରି ନ ହେବାରୁ କମ୍ପାନୀ ସମେତ ଅନେକଙ୍କ ବିରୋଧରେ ମାମଲା ରୁଜୁ

ଲକ୍ଷ୍ନୌ,୩୧।୫: ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରୁ ଏକ ନିଆରା ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତି ଟିକା ନେବା ପରେ ବି ତାଙ୍କ ଭିତରେ ଆଣ୍ଟିବଡ଼ି ତିଆରି ହୋଇପାରି…

5 years ago

ମୁଖ୍ୟ ସଚିବଙ୍କୁ କାର୍ଯ୍ୟମୁକ୍ତ ନ କରିବାକୁ ମମତା ମୋଦିଙ୍କୁ ଲେଖିଲେ ଚିଠି…

କୋଲକାତା,୩୧।୫: ମୁଖ୍ୟ ସଚିବ ଅଲପନ ବନ୍ଦୋପାଧ୍ୟାୟଙ୍କୁ କାର୍ଯ୍ୟମୁକ୍ତ ନ କରିବାକୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ରାଜ୍ୟ ସରକାର ସମ୍ପ୍ରତି ସଙ୍କଟ…

5 years ago

ଅଟକିବ ନାହିଁ ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ: ହାଇକୋର୍ଟ…

ନୂଆଦିଲ୍ଲୀ,୩୧।୫: ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ ଉପରେ ରୋକ ଲଗାଇବା ପାଇଁ ଦିଲ୍ଲୀ ହାଇକୋର୍ଟରେ କରାଯାଇଥିବା ଆବେଦନ ଖାଜର ହୋଇ ଯାଇଛି। ହାଇକୋର୍ଟ ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ ଅଟକିବ…

5 years ago