କରୋନା ଭାଇରସ୍‌

ବିପତ୍ତି ବେଳେ ବଦାନ୍ୟତା

କାନପୁର, ୨୮ା୪: ଆକାଉଣ୍ଟରେ ମାତ୍ର ୮୫୦ ଟଙ୍କା ଛାଡ଼ି ସେଥିରେ ରଖିଥିବା ସମସ୍ତ ୨ ଲକ୍ଷ ଟଙ୍କାକୁ କେରଳ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡ୍‌କୁ ଦାନ କରି ମଣିଷପଣିଆର…

5 years ago

ହୃଦୟ ବିଦାରକ ସ୍ଥିତି

ନୂଆଦିଲ୍ଲୀ,୨୮ା୪: ରାଜନୈତିକ ରାଜଧାନୀ ଦିଲ୍ଲୀ ଓ ଆର୍ଥିକ ରାଜଧାନୀ ମୁମ୍ବାଇରେ ତାଲାବନ୍ଦ ହୋଇଛି। ଦୁଇ ବଡ଼ ସହରର ପ୍ରଶସ୍ତ ରାସ୍ତାଗୁଡ଼ିକରେ ସାଇରନ୍‌ ବଜାଇ ଆମ୍ବୁଲାନ୍ସ ଦୌଡ଼ୁଛି। ସଂକ୍ରମଣ…

5 years ago

ପୁଣି ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ୩ ହଜାର ଟପିଲା ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୨୮।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ୍‌ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ…

5 years ago

କୁକୁର ଟାଣି ନେଲା ମୃତଦେହ: ଶ୍ମଶାନରେ ଏଭଳି ଦୃଶ୍ୟ…

ଗାଜିଆବାଦ୍‌,୨୭।୪: କରୋନା ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ପ୍ରତିଦିନ ବଢୁଥିବାରୁ ଅନ୍ତିମ ସଂସ୍କାର ଲାଗି ଶ୍ମଶାନରେ…

5 years ago

ଖୁସି ଖବର ଦେଲେ ମୁଖ୍ୟମନ୍ତ୍ରୀ: ଆସିବ ରେଡି ଟୁ ୟୁଜ୍‌ ଅକ୍ସିଜେନ୍‌ ପ୍ଲାଣ୍ଟ୍‌…

ନୂଆଦିଲ୍ଲୀ,୨୭।୪: ଦିଲ୍ଲୀରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହୋଇଥିବାବେଳେ ବିଭିନ୍ନ ହସ୍ପିଟାଲରେ ଦେଖାଦେଇଥିବା ଅକ୍ସିଜେନ୍‌ ଅଭାବ ଯୋଗୁ ସଙ୍କଟ ଅଧିକ ଜଟିଳ ହେବାରେ ଲାଗିଛି। ଏପରିସ୍ଥଳେ…

5 years ago

କେବେ ମିଳିବ କରୋନାରୁ ମୁକ୍ତି, ଆଇଆଇଟି ବୈଜ୍ଞାନିକ କହିଲେ ଏପରି…

ନୂଆଦିଲ୍ଲୀ,୨୭।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ସଂକ୍ରମଣରୁ କେବେ ମୁକ୍ତି ମିଳିବ ସେ ନେଇ ଆଇଆଇଟି ବୈଜ୍ଞାନିକମାନଙ୍କ…

5 years ago

ଟିକାର ଭିନ୍ନଭିନ୍ନ ଦାମ ନେଇ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ: କେନ୍ଦ୍ର ସରକାରଙ୍କୁ ମାଗିଲେ ଜବାବ୍‌ …

ନୂଆଦିଲ୍ଲୀ,୨୭।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ପ୍ରତିଷେଧକ ଟିକାର ଭିନ୍ନଭିନ୍ନ ଦାମ୍‌ ନେଇ ରାଜସ୍ଥାନ ଏବଂ ପଶ୍ଚିମବଙ୍ଗ…

5 years ago

୧୮ରୁ ୪୪ ବର୍ଷ ବୟସ୍କଙ୍କ ଟିକାକରଣରେ ହୋଇପାରେ ବିଳମ୍ବ

ଭୁବନେଶ୍ୱର,୨୭।୪(ବ୍ୟୁରୋ): କରୋନାକୁ ନେଇ ଚିନ୍ତା ବଢ଼ିଥିବା ବେଳେ ଦ୍ୱିତୀୟ ଲହରକୁ ନେଇ ଲୋକେ ଭୟଭୀତ ହୋଇପଡ଼ୁଛନ୍ତି। ଏଭଳି ପରସ୍ଥିତିରେ ୧୮ରୁ ୪୪ ବର୍ଷ ପର୍ଯ୍ୟନ୍ତ ସମସ୍ତଙ୍କୁ ମେ’…

5 years ago

ଭିଡ଼ିଓ କଲିଂରେ ବିବାହ: ବେଦୀରେ ବରକନ୍ୟା କିନ୍ତୁ ନ ଥିଲେ ପଣ୍ଡିତ…

ଅଜମେର,୨୭।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଏବେ ବିବାହ ଅନ୍‌ଲାଇନ୍‌ରେ ହେଉଥିବା ଘଟଣା ଦେଖିବାକୁ ମିଳୁଛି।…

5 years ago

କରୋନା ଜାତୀୟ ସଙ୍କଟ ସମୟରେ ଜୀବନ ବଞ୍ଚାଇବା ଉଦ୍ୟମ ହେବା ଆବଶ୍ୟକ: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୭।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହା ସହିତ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା…

5 years ago