କରୋନା ଭାଇରସ୍‌

ବଢ଼ିବ କଣ୍ଟେନମେଣ୍ଟ ଜୋନ୍‌

ନୂଆଦିଲ୍ଲୀ, ୨୭।୪: ଦେଶରେ କରୋନା ସଂକ୍ରମଣ ଦ୍ରୁତ ବେଗରେ ମାଡ଼ିଚାଲିଥିବାବେଳେ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ସୋମବାର ରାଜ୍ୟଗୁଡ଼ିକ ପାଇଁ ସବିଶେଷ କଣ୍ଟେନମେଣ୍ଟ ଯୋଜନା ଜାରି…

3 years ago

ସାମାନ୍ୟ ଥଣ୍ଡା-କାଶକୁ ଡରନ୍ତୁ ନାହିଁ, ହୋଇଯାନ୍ତୁ ଖୁସି: କାରଣ..

ଗ୍ଲାସଗୋ,୨୬।୪: ବିଶ୍ୱବ୍ୟାପୀ କରୋନା ମହାମାରୀ ବିପର୍ଯ୍ୟୟର କାରଣ ହୋଇଛି। ଭାରତରେ ପରିସ୍ଥିତି ଖରାପ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡ ୩ ଲକ୍ଷ…

3 years ago

ନିର୍ବାଚନ ଆୟୋଗ ଅଫିସରଙ୍କ ବିରୋଧରେ ହତ୍ୟା ମାମଲା ଦାଏର କରାଯିବା ଆବଶ୍ୟକ: ହାଇକୋର୍ଟ…

ଚେନ୍ନାଇ,୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ ବିଭିନ୍ନ ରାଜ୍ୟରେ ନିର୍ବାଚନ କରାଯାଉଛି। ନିର୍ବାଚନ ରାଲି ସହିତ ଅନ୍ୟ ପ୍ରଚାର କାର୍ଯ୍ୟକ୍ରମ ଯୋଗୁ…

3 years ago

ସାବଧାନ! ଦିନକୁ ଚିହ୍ନଟ ହେବେ ୬ ଲକ୍ଷରୁ ଅଧିକ ଆକ୍ରାନ୍ତ: ନୀତି ଆୟୋଗ…

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏବେ ପ୍ରତି ଦିନ ୩ ଲକ୍ଷ ୪୫ ହଜାରରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି।…

3 years ago

ଏପ୍ରିଲ ୨୭ରୁ ୧୪ ଦିନିଆ ଲକ୍‌ଡାଉନ୍‌ ଘୋଷଣା

ବେଙ୍ଗାଲୁରୁ,୨୬।୪: କରୋନାର ଦ୍ୱିତୀୟ ଲହର ଦେଶରେ ହଇଚଇ ସୃଷ୍ଟି କରିଛି। କ୍ରମାଗତ କରୋନା ସଂକ୍ରମଣ ରୋଗୀଙ୍କ ସଂଖ୍ୟା ବୃଦ୍ଧି ଏବଂ ମୃତ୍ୟୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

3 years ago

ମଙ୍ଗଳବାରଠାରୁ ଜାରି ହେଲା ୧୪ ଦିନିଆ ଲକ୍‌ଡାଉନ୍‌…

ବେଙ୍ଗାଲୁରୁ,୨୬।୪: କର୍ନାଟକରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏଭଳିସ୍ଥଳେ ସଂକ୍ରମଣ ରୋକିବା ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ସରକାରଙ୍କ ପକ୍ଷରୁ ୧୪ ଦିନିଆ…

3 years ago

କେଉଁଠି ସ୍ତ୍ରୀଙ୍କ କୋଳରେ ସ୍ବାମୀ ତ ଅନ୍ୟ କେଉଁଠି କାର ଛାତରେ ମୃତଦେହ: ତାଣ୍ଡବ ରଚିଛି କରୋନା…

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଆକ୍ରାନ୍ତଙ୍କ ଦୁଃଖ ବଢ଼ିବାରେ ଲାଗିଛି। କରୋନା ତାଣ୍ଡବରେ ଚାରିଆଡ଼େ ହାହାକାର ସୃଷ୍ଟି ହୋଇଛି। ପ୍ରିୟଜନଙ୍କୁ ହରାଇ…

3 years ago

୨୫ ହଜାର ବର୍ଷ ଧରି କନ୍ଦାଉଛି କରୋନା, କହିଲେ ବିଶେଷଜ୍ଞ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୬।୪: ପୃଥିବୀରେ ସମ୍ପ୍ରତି ଦେଖା ଦେଇଥିବା କରୋନା ମହାମାରୀ ନେଇ ଏକ ନୂଆ ଗବେଷଣା ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟ ଉଲ୍ଲେଖ କରାଯାଇଛି ଯେ, ଏବେ ନୁହେଁ…

3 years ago

ମହାମାରୀ ହାତରେ ଜୀବନ ଡୋର: ଅକ୍ସିଜେନ୍‌ ପ୍ଲାଣ୍ଟ୍‌ ଆଗରେ ଲମ୍ବା ଲାଇନ୍‌…

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରଚିଛି। ଏପରିସ୍ଥଳେ ବିଭିନ୍ନ ହସ୍ପିଟାଲରେ ଅକ୍ସିଜେନ୍‌ର ଅଭାବ ଦେଖାଦେଇଛି। ମହାମାରୀ ହାତରେ ମଣିଷଙ୍କ ଜୀବନ ଡୋର ରହିଥିବାବେଳେ ନିଶ୍ୱାସ…

3 years ago

ଏଭଳି କଲେ ଆଉ ହେବନି କରୋନା, କହିଲେ ଏହି ଡାକ୍ତର…

ନୂଆଦିଲ୍ଲୀ, ୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରଚିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ କେତେକ ସହଜ ଉପାୟ ଆପଣେଇବା ଲାଗି ମେଦାନ୍ତ ମେଡ଼ିସିଟି…

3 years ago