କରୋନା ଭାଇରସ୍‌

‘କୋଭିଡ୍‌ ପରିଚାଳନାରେ କେନ୍ଦ୍ର ବିଫଳ’

ନୂଆଦିଲ୍ଲୀ, ୧୮।୪(ପି.ଟି.): କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର କୋଭିଡ୍‌ ପରିଚାଳନାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ବର୍ଷକର ପ୍ରସ୍ତୁତି ସତ୍ତ୍ୱେ ଦେଶବାସୀ ଏବେ ଅସୁରକ୍ଷିତ। ଦ୍ରୁତ ବେଗରେ କାୟା…

5 years ago

ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୧ ହଜାର ଟପିଲା…

ନୂଆଦିଲ୍ଲୀ,୧୮।୪: ଦେଶରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟ ଆତଙ୍କ ସୃଷ୍ଟି ହୋଇଛି। କରୋନା ସଂକ୍ରମଣ ପୂର୍ବର…

5 years ago

ରେମ୍‌ଡେସିଭିର୍‌ ଦାମ୍‌ କମିଲା

ମୁମ୍ବାଇ, ୧୮।୪(ଆଇଏଏନ୍‌ଏସ୍‌): କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଜୀବନ ରକ୍ଷାକାରୀ ଔଷଧ ଭାବେ ବ୍ୟବହୃତ ହେଉଥିବା ରେମ୍‌ଡେସିଭିର୍‌ ଇଞ୍ଜେକ୍‌ଶନ ଦାମ୍‌ ସରକାର ପାଖାପାଖି ୫୦ ପ୍ରତିଶତ ହ୍ରାସ…

5 years ago

ଭାକ୍ସିନ ବନାମ ଭାଇରସ୍‌

ନୂଆଦିଲ୍ଲୀ,୧୮ା୪: କୋଭିଡ୍‌କୁ ବାଡ଼ ଦେବାକୁ ଟିକାକରଣ ଛଡ଼ା ଅନ୍ୟ ବିକଳ୍ପ ଥିବା ପରି ମନେହେଉନି। ଲୋକଙ୍କୁ ଯେତେଶୀଘ୍ର ଭାକ୍ସିନ ଦେବା ଦୌଡ଼ରେ ସାମିଲ ହୋଇଛନ୍ତି ପ୍ରାୟ ସବୁଦେଶ।…

5 years ago

ଆଜି ରାଜଧାନୀରୁ ୪୫୧ ପଜିଟିଭ୍‌ ଚିହ୍ନଟ, ବଢ଼ି ଚାଲିଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୪୫୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୧ ଜଣ ଚିହ୍ନଟ ହୋଇଥିବା ବେଳେ ୩୬୦ ଜଣ ସ୍ଥାନୀୟ ସଂକ୍ରମିତ ବୋଲି…

5 years ago

କରୋନା ମୁକାବିଲା କରିବାକୁ ଏହି ଜିନ୍‌ ଚିହ୍ନଟ, ଜାଣନ୍ତୁ ଗବେଷଣାରୁ ଜଣାପଡ଼ିଲା ଏପରି ତଥ୍ୟ

ଓ୍ବାଶିଂଟନ,୧୭।୪: ଭାରତୀୟ ମୂଳ ବୈଜ୍ଞାନିକଙ୍କ ନେତୃତ୍ୱରେ ଆମେରିକୀୟ ଅନୁସନ୍ଧାନକାରୀଙ୍କ ଏକ ଦଳ କରୋନା ଭୂତାଣୁର ମୁକାବିଲା କରିବାରେ ଏକ ସଫଳତା ହାସଲ କରିଛନ୍ତି। ସେମାନେ ମାନବ ଜିନ୍‌ର…

5 years ago

ପ୍ରବାସୀଙ୍କ ପାଇଁ ଭଗବାନ ସାଜିଥିବା ସୋନୁଙ୍କୁ କରୋନା

ମୁମ୍ବାଇ: ଦେଶରେ କରୋନାର ଦ୍ୱିତୀୟ ଲହର ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଲକ୍ଷାଧିକ ସଂଖ୍ୟାରେ କରୋନା ପଜିଟିଭ୍‌ ଚିହ୍ନଟ ହେଉଥିବା ବେଳେ ଏହା କବଳରୁ ଫିଲ୍ମ…

5 years ago

ସାଉଥ୍‌ ସୁପରଷ୍ଟାର ପବନ କଲ୍ୟାଣଙ୍କୁ କରୋନା

ମୁମ୍ବାଇ: ଦେଶରେ କରୋନାର ଦ୍ୱିତୀୟ ଲହର ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ସ୍ଥିତି ଏଭଳି ହୋଇଯାଇଛି ଯେ, ପ୍ରତିଦିନ ଲକ୍ଷାଧିକ ସଂଖ୍ୟାରେ କରୋନା ପଜିଟିଭ୍‌ ଚିହ୍ନଟ ହେଉଛନ୍ତି।…

5 years ago

କରୋନା ସଙ୍କଟ ମଧ୍ୟରେ ମୋଦିଙ୍କ ସହ କଥା ହେଲେ ଉଦ୍ଧବ: ମାଗିଲେ ୧୫୦୦ ଏମ୍‌ଟି ଅକ୍ସିଜେନ୍‌

ମୁମ୍ବାଇ,୧୭।୪: କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ଦେଶର ସ୍ଥିତି ବିଗିଡ଼ିବାରେ ଲାଗିଛି। ଏହାର ସବୁଠାରୁ ଅଧିକ ପ୍ରଭାବ ମହାରାଷ୍ଟ୍ରରେ ପଡ଼ିଛି। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୬୩,୭୨୯…

5 years ago

କୁମାରସ୍ବାମୀ କରୋନା ପଜିଟିଭ୍‌

ବେଙ୍ଗାଲୁରୁ,୧୭।୪: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ସେ ଶନିବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତାଙ୍କ…

5 years ago