କରୋନା ଭାଇରସ୍‌

ଏହି ଶିକ୍ଷାନୁଷ୍ଠାନରେ ୯୨ କରୋନା ପଜିଟିଭ୍‌

ବେଙ୍ଗାଲୁରୁ,୧୮।୩: କର୍ନାଟକର ମଣିପାଳ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜିରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ଇତିମଧ୍ୟରେ ୯୨ରେ ପହଞ୍ଚିଛି। ପୂର୍ବରୁ ୫୯ ଜଣଙ୍କର ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା।…

3 years ago

ଗୁରୁଧାମ ମନ୍ଦିର କୋଭିଡ୍‌ ହଟ୍‌ସ୍ପଟ୍‌

ଲକ୍ଷ୍ନୌ,୧୮।୩(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର ପ୍ରତାପଗଡ଼ ନିକଟରେ ଥିବା ଗୁରୁଧାମ ମନ୍ଦିର କୋଭିଡ୍‌ ହଟ୍‌ସ୍ପଟରେ ପରିଣତ ହୋଇଛି। ସେଠାରେ ଅନୁଷ୍ଠିତ ହୋଇଥିବା ୩ ଦିନିଆ ଧର୍ମସଭାକୁ ଆସିଥିବା ଅନେକ ଭକ୍ତ…

3 years ago

ମୋଦିଙ୍କ କରୋନା ସମୀକ୍ଷା ବୈଠକ: ଟ୍ରିପଲ ‘ଟି’ ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୧୭।୩: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ କେନ୍ଦ୍ର ଏବଂ ରାଜ୍ୟ ସରକାର ଆଲର୍ଟରେ ରହିଛନ୍ତି। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀଙ୍କ…

3 years ago

ଦିଦିଙ୍କ ନିର୍ବାଚନୀ ଥୋପ: ମାଗଣାରେ ମିଳିବ କରୋନା ଟିକା

କୋଲକାତା,୧୭।୩: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ନେଇ ଭାଜପା ଏବଂ ଶାସକ ତୃଣମୂଳ କଂଗ୍ରେସ ମଧ୍ୟରେ ସିଧାସଳଖ ପ୍ରତିଦ୍ୱନ୍ଦ୍ୱିତା ହେଉଛି। ଭାଜପା ରାଜ୍ୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କ୍ଷମତାଚ୍ୟୁତ…

3 years ago

୨୫ ସହରରେ ନାଇଟ୍‌ କର୍ଫ୍ୟୁ

ନୂଆଦିଲ୍ଲୀ,୧୭।୩: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ ୨୫ଟି ସହରରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ନାଇଟ୍‌ କର୍ଫ୍ୟୁ ଜାରି ହୋଇଛି। ମହାରାଷ୍ଟ୍ରର ୧୦ ଜିଲାରେ…

3 years ago

ଟିକାକରଣ ନେଇ ମହାରାଷ୍ଟ୍ର ସରକାରଙ୍କୁ କେନ୍ଦ୍ରର ଟାର୍ଗେଟ

ନୂଆଦିଲ୍ଲୀ,୧୭।୩: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କୁ ଟାର୍ଗେଟ୍‌ କରାଯାଇଛି। ଏହି ମର୍ମରେ…

3 years ago

ରାଜ୍ୟରେ ଚିହ୍ନଟ ହେଲେ ନୂଆ ୮୨ ପଜିଟିଭ: ସର୍ବାଧିକ ମୟୂରଭଞ୍ଜରୁ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ରାଜ୍ୟରେ କରୋନାକୁ ବର୍ଷେ ପୁରିଛି। ଏବେ ବି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି କ୍ରମରେ ବୁଧବାର ରାଜ୍ୟରୁ ୮୨ ନୂଆ କରୋନା ପଜିଟିଭ…

3 years ago

୨୪ ଘଣ୍ଟାରେ ୨୮ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୭।୩: ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ…

3 years ago

ଆଷ୍ଟ୍ରାଜେନିକାକୁ ଅବିଶ୍ୱାସ

ଜେନେଭା, ୧୭ା୩: ଭାରତର ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଦ୍ୱାରା ପ୍ରସ୍ତୁତ ଆଷ୍ଟ୍ରାଜେନିକା ଟିକାର ବ୍ୟବହାର ଉପରେ ଜର୍ମାନୀ, ଇଟାଲୀ, ଫ୍ରାନ୍ସ ସମେତ ୟୁରୋପିଆନ ୟୁନିୟନର ଅନେକ ଦେଶ ସୋମବାର…

3 years ago

୪ ମେଟ୍ରୋରେ ରାତ୍ରକାଳୀନ କର୍ଫ୍ୟୁ

ଅହମଦାବାଦ,୧୬।୩: ଗୁଜରାଟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅହମଦାବାଦ, ବଡୋଦରା, ସୁରଟ ଏବଂ ରାଜକୋଟ ଆଦି ୪ ମେଟ୍ରୋ…

3 years ago