କରୋନା ଭାଇରସ୍‌

ଛଠ୍‌ ପୂଜା ଉପରେ କରୋନା ସଙ୍କଟ: କଟକଣା ଜାରି

ନୂଆଦିଲ୍ଲୀ,୧୬।୧୧: ଦୀପାବଳିର ୬ ଦିନ ପରେ ପାଳନ କରାଯାଉଥିବା ଛଠ୍‌ ପର୍ବ ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କଟକଣା ଜାରି କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି…

5 years ago

ଖୋଲିଲା ଧାର୍ମିକ ସ୍ଥଳ

ମୁମ୍ବାଇ,୧୬।୧୧: ମହାରାଷ୍ଟ୍ରରେ ସୋମବାର ଠାରୁ ଧାର୍ମିକ ସ୍ଥଳଗୁଡ଼ିକୁ ଖୋଲାଯାଇଛି। ତେବେ କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ମାର୍ଗଦର୍ଶିକା…

5 years ago

୨୦୨୧ରେ ଭୋକିଲାଙ୍କ ସଂଖ୍ୟା ବଢ଼ିଯିବ: ଜାତିସଂଘ

ଜେନେଭା,୧୫।୧୧: ଚଳିତ ବର୍ଷ କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଜାରି ରହିଛି। କେତେକ ସ୍ଥାନରେ ଖାଦ୍ୟର ଘୋର ସଙ୍କଟ ଦେଖାଦେଇଛି। ତେବେ ଆସନ୍ତା ବର୍ଷ ପୃଥିବୀରେ…

5 years ago

ସୋମବାରଠାରୁ ମହାରାଷ୍ଟ୍ରରେ ଖୋଲିବ ଧାର୍ମିକ ସ୍ଥଳ: ମାର୍ଗଦର୍ଶିକା ଜାରି

ମୁମ୍ବାଇ,୧୫।୧୧: ସୋମବାର ଠାରୁ ମହାରାଷ୍ଟ୍ରରେ ଧାର୍ମିକ ସ୍ଥଳ ଖୋଲିବ। ଏନେଇ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି।  ୬୫ ବର୍ଷ ବୟସରୁ ଅଧିକ…

5 years ago

ରାଜଧାନୀରେ ଆଜି ୫୧ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୭୧

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଶନିବାର ରାଜଧାନୀରୁ…

5 years ago

ଆମେରିକାରେ କରୋନାର ଦୋହରା ମାଡ଼: ୨୪ ଘଣ୍ଟାରେ ଲକ୍ଷେ ୭୭ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ

ଓ୍ବାଶିଂଟନ,୧୪।୧୧: ଆମେରିକାରେ କରୋନାର ଦୋହରା ମାଡ଼ ଆରମ୍ଭ ହୋଇଛି। ଗତ ୨୪ ଘଣ୍ଟାରେ ଏଠାରେ ଲକ୍ଷେ ୭୭ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଇଲିନୋଇସ୍‌, ଲୋଓ୍ବା,…

5 years ago

ନିର୍ବାଚନ ଫଳାଫଳ ପରେ ପ୍ରଥମଥର ସାମ୍ନାକୁ ଆସିଲେ ଟ୍ରମ୍ପ

ୱାଶିଂଟନ,୧୪ ।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଆସିବା ପରେ ପ୍ରଥମଥର ପାଇଁ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ର୍‌ମ୍ପ ସାମ୍ନାକୁ ଆସିଛନ୍ତି । ଏକ ଉଦ୍‌ବୋଧନରେ ଟ୍ରମ୍ପ…

5 years ago

ଆସନ୍ତା ମାସ ସୁଦ୍ଧା ଆସିପାରେ କରୋନା ଟିକା

ନୂଆଦିଲ୍ଲୀ,୧୪ ।୧୧: ଆସନ୍ତା ମାସ ସୁଦ୍ଧା ଦେଶକୁ ୧୦ କୋଟି କରୋନା ଟିକା ମିଳିଯିବ ବୋଲି ଦାବି କରିଛନ୍ତି ସିରମ ଇନଷ୍ଟିଚ୍ୟୁଟର ଅଫ୍ ଇଣ୍ଡିଆର ସିଇଓ ଅଦାର…

5 years ago

ଆଜି ଆଉ ୧୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୪୯୫କୁ ବୃଦ୍ଧି

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୨ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୪୯୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ…

5 years ago

ଆଜି ରାଜ୍ୟରେ ୧୦୧୮ ପଜିଟିଭ୍‌ ଚିହ୍ନଟ: ରାୟଗଡ଼ାରେ ଶୂନ, ୨୯ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳେ

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ଶୁକ୍ରବାର ୨୯ ଜିଲାରୁ ୧୦୧୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୭୦୦୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…

5 years ago