ନୂଆଦିଲ୍ଲୀ,୫ ।୧୧: ଗତ କିଛିଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିବା ଲକ୍ଷ୍ୟ କରାଯାଇଥିଲା । ହେଲେ ଗୁରୁବାର ପୁଣି ଏହି ସଂଖ୍ୟାରେ ବୃଦ୍ଧି ପରି…
ନୂଆଦିଲ୍ଲୀ,୫।୧୧: ଦିଲ୍ଲୀରେ ବଢ଼ୁଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ଦୀପାବଳିରେ ବାଣ ନ ଫୁଟାଇବାକୁ ଦିଲ୍ଲୀବାସୀଙ୍କୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଚଳିତ ଥର ଦିଲ୍ଲୀ ସରକାର…
ବେଜିଂ,୫।୧୧: ଏଣିକି ଛୋଟ ପିଲା କରୋନା ବିରୋଧରେ ହୋଇଥିବା ଲଢ଼େଇ ବିଷୟରେ ପଢ଼ିବେ। ଚାଇନାର ସ୍କୁଲ ପାଠ୍ୟକ୍ରମରେ କରୋନା ଲଢ଼େଇକୁ ସାମିଲ କରାଯାଇଛି। ଏନେଇ ଚାଇନା ଶିକ୍ଷାମନ୍ତ୍ରଣାଳୟ…
ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାଜ୍ୟରେ ୨୪ଘଣ୍ଟା ମଧ୍ୟରେ କରୋନା ଜନିତ ଆଉ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୩୭୮କୁ ବୃଦ୍ଧି…
ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ପ୍ରକୋପ ଜାରି ରହିଛି। ଗୁରୁବାର ରାଜ୍ୟରେ ପୁଣି ୧୩୮୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା…
ବେଙ୍ଗାଲୁରୁ,୫।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦିଲ୍ଲୀ, କେରଳ ଏବଂ ମହାରାଷ୍ଟ୍ରରେ କରୋନାର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଥିବା କୁହାଯାଉଛି। ଏପରିସ୍ଥଳେ…
ଭୁବନେଶ୍ୱର,୫।୧୧(ବ୍ୟୁରୋ): ୟୁରୋପ ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶରେ ପ୍ରଥମ ପର୍ଯ୍ୟାୟ କୋଭିଡ୍ ସଂକ୍ରମଣ ପରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଚାଲିଛି। ଓଡ଼ିଶାରେ ଡିସେମ୍ବର ଦ୍ୱିତୀୟ ସପ୍ତାହ ପରେ…
ଭୁବନେଶ୍ୱର,୪ା୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୧୫୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା…
ମୁମ୍ବାଇ,୪।୧୧: ଦେଶରେ କରୋନା ଭାଇରସ୍ ସଂକ୍ରମଣ ପ୍ରକୋପ ଜାରି ରହିଛି। ହେଲେ ସଂକ୍ରମିତଙ୍କ ସୁସ୍ଥ ହାର ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ଏବେ ଅନ୍ଲକ୍-୬.୦ ଜାରି…
ଭୁବନେଶ୍ୱର,୪ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ବୁଧବାର ରାଜଧାନୀରୁ…