କରୋନା ଭାଇରସ୍‌

ଆଜି ରାଜଧାନୀରୁ ୨୩୯ ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୩୦୨

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ବୁଧବାର ରାଜଧାନୀରୁ ଆଉ ୨୩୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୩ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୭୬ ସ୍ଥାନୀୟ ସଂକ୍ରମିତ…

5 years ago

ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୩ ଆକ୍ରାନ୍ତ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୧୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

5 years ago

CORONAVIRUS UPDATE: ରାଜ୍ୟରେ ନୂଆ ୧୯୩୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୩୦ ଜିଲାରୁ ପୁଣି ୧୯୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୨୭୪୧୮୧ ଆକ୍ରାନ୍ତଙ୍କ ସଂଖ୍ୟା…

5 years ago

ରାଜ୍ୟରେ ଅଢ଼େଇ ଲକ୍ଷ ଟପିଲା ଆରୋଗ୍ୟ ସଂଖ୍ୟା

ଭୁବନେଶ୍ୱର, ୨୦।୧୦: ଓଡ଼ିଶାରେ କରୋନାରୁ ଆରୋଗ୍ୟ ହୋଇଥିବା ଲୋକ ସଂଖ୍ୟା ଅଢ଼େଇ ଲକ୍ଷ ଅତିକ୍ରମ କରିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌…

5 years ago

ରାଜଧାନୀରୁ ଚିହ୍ନଟ ହେଲେ ଆଉ ୨୨୯ ଆକ୍ରାନ୍ତ

ଭୁବନେଶ୍ୱର, ୨୦।୧୦: ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୨୨୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୪୭ ଜଣ ଏବଂ ଲୋକାଲ୍‌…

5 years ago

ଟିକା ନେଲେ ବି କରୋନା ସଂକ୍ରମଣଠାରୁ ରହି ହେବନି ଦୂରେଇ

ଲଣ୍ଡନ, ୨୦।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବ୍ରିଟେନ୍‌ର ବରିଷ୍ଠ ବୈଜ୍ଞାନିକ ପାଟ୍ରିକ୍‌ ଓ୍ବାଲେସ୍‌ଙ୍କ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ…

5 years ago

କରୋନା ଭାଇରସ: ଭାରତକୁ ପ୍ରଶଂସା କଲେ ବିଲ୍ ଗେଟ୍ସ

ନୂଆଦିଲ୍ଲୀ,୨୦ ।୧୦: ବିଶ୍ୱର ନାମୀ ଉଦ୍ଦ୍ୟୋପତି ତଥା ସପ୍ଟୱେୟାର କମ୍ପାନୀ ମାଇକ୍ରୋସପ୍ଟର ସହ-ସଂସ୍ଥାପକ ବିଲ୍ ଗେଟ୍ସ ପୁଣିଥରେ ଭାରତର ପ୍ରଶଂସା କରିଛନ୍ତି । କରୋନା ମହାମାରୀ ଲଢେଇରେ…

5 years ago

କରୋନା ସଂକ୍ରମଣ ମସ୍ତିଷ୍କ ଉପରେ ପକାଉଛି ପ୍ରଭାବ: ଏମ୍ସ

ନୂଆଦିଲ୍ଲୀ,୨୦ ।୧୦: କରୋନା ସଂକ୍ରମଣ ପରେ ସୁସ୍ଥ ହେଉଥିବା ବ୍ୟକ୍ତିଙ୍କ ପାଖରେ ଆହୁରି କିଛି ଶାରୀରିକ ସମସ୍ୟା ଦେଖାଯାଉଛି ବୋଲି ପୂର୍ବରୁ କରାଯାଇଥିବା କିଛି ଗବେଷଣାରୁ ଜଣାପଡିଥିଲା…

5 years ago

ପୁଣି ରାଜ୍ୟରେ ୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୬ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୬୮ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ…

5 years ago

CORONAVIRUS UPDATE: ରାଜ୍ୟରେ ୧୯୦୪ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୯୦୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୭୨୨୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ…

5 years ago