କରୋନା ଭାଇରସ୍‌

୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଖୋଲିବନି ସ୍କୁଲ

ଲକ୍ଷ୍ନୌ, ୨୧।୯: ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଉତ୍ତରପ୍ରଦେଶରେ କୌଣସି ସ୍କୁଲ କଲେଜ ଖୋଲିବନି। ଏନେଇ ରାଜ୍ୟ ଉପମୁଖ୍ୟମନ୍ତ୍ରୀ ଡ. ଦିନେଶ ଶର୍ମା ସୂଚନା ଦେଇଛନ୍ତି। ରାଜ୍ୟରେ କରୋନା…

6 years ago

CORONAVIRUS UPDATE: ରାଜ୍ୟରୁ ଆଜି ୪୨୪୨ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୮୪ ହଜାର ଟପିଲା

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୪,୨୪୨ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧, ୮୪,୧୨୨ରେ ପହଞ୍ଚିଥିବା ରାଜ୍ୟ…

6 years ago

ନିଜ କରୋନା ଟିକା ଉପରେ ରୁଷ୍‌ର ନାହିଁ ଭରସା: ଲୋକଙ୍କୁ ଦେବାକୁ ବାରଣ

ମସ୍କୋ, ୨୧।୯: ରୁଷ୍‌ ପ୍ରଥମେ ଅଗଷ୍ଟ ୧୧ରେ କରୋନା ପ୍ରତିଷେଧକ ଟିକା ପ୍ରସ୍ତୁତି କରି ପୃଥିବୀରେ ଇତିହାସ ରଚିଥିଲା। ତେବେ ଏବେ ରୁଷ୍‌ ଟିକାର ପ୍ରଭାବ ଉପରେ…

6 years ago

‘ଫେଲୁଦା’କୁ ଅନୁମୋଦନ: କମ୍‌ ଖର୍ଚ୍ଚ, ସ୍ବଳ୍ପ ସମୟରେ କରୋନା ରିପୋର୍ଟ

ଭୁବନେଶ୍ୱର, ୨୧।୯(ବ୍ୟୁରୋ): ଏଣିକି କମ୍‌ ଖର୍ଚ୍ଚରେ କରୋନା ପରୀକ୍ଷା ହୋଇପାରିବ। ପୁଣି ସ୍ବଳ୍ପ ସମୟରେ ରିପୋର୍ଟ ଜାଣିହେବ। ଦେଶର ପ୍ରଥମ ସ୍ବଦେଶୀ କୋଭିଡ୍‌ ସିଆର୍‌ଆଇଏସ୍‌ପିଆର୍‌ (କ୍ଲଷ୍ଟରଡ ରେଗୁଲାରୀ…

6 years ago

ଗୋଟିଏ ଦିନରେ ଦେଶରେ ରେକର୍ଡ ସଂଖ୍ୟକ କରୋନା ଟେଷ୍ଟ

ନୂଆଦିଲ୍ଲୀ, ୨୦।୯: ଭାରତରେ କରୋନା ଭାଇରସ୍‌ଜନିତ ସ୍ଥିତି ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି। ଏହି ପ୍ରାଣଘାତୀ ଭାଇରସ୍‌କୁ ବ୍ୟାପିବାରୁ ରୋକିବା ଲାଗି ସରକାର ଅଧିକରୁ ଅଧିକ…

6 years ago

୨ ଦିନ ପାଇଁ ବନ୍ଦ ରହିବ ହାଇକୋର୍ଟ

କଟକ ଅଫିସ,୨୦।୯-୨ ଦିନ ପାଇଁ ବନ୍ଦ ରହିବ ହାଇକୋର୍ଟ। ଆସନ୍ତା ୨୧ ଓ ୨୨ ବନ୍ଦ ନେଇ ରେଜିଷ୍ଟ୍ରାର ଜେନେରାଲ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ସହ ଏହାର…

6 years ago

ଭୁବନେଶ୍ୱରରୁ ଆଜି ୩୨୫ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୧୮

ଭୁବନେଶ୍ୱର,୨୦।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୮ ରହିଛି।…

6 years ago

କରୋନାକୁ ହରାଇଲେ ମହାରାଷ୍ଟ୍ରର ଶତାୟୁ ମହିଳା

ନୂଆଦିଲ୍ଲୀ,୨୦।୯-ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏପରିସ୍ଥିତିରେ ମହାରାଷ୍ଟ୍ରର ଜଣେ ୧୦୬ ବର୍ଷୀୟ ବୃଦ୍ଧା କରୋନା ଲଢ଼େଇରେ ବିଜୟୀ ହୋଇଛନ୍ତି। ସେ ହେଲେ…

6 years ago

ପାଲଲହଡା ବିଧାୟକ ମୁକେଶ ପାଲଙ୍କୁ କରୋନା

ଭୁବନେଶ୍ୱର,୨୦।୯(ବ୍ୟୁରୋ)-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ପାଲଲହଡା ବିଧାୟକ ମୁକେଶ କୁମାର ପାଲ। ଏ ନେଇ ସୋସିଆଲ ମିଡିଆରେ ସେ ସୂଚନା ଦେଇଛନ୍ତି। କୌଣସି ଲକ୍ଷଣ ନ ଥାଇ…

6 years ago

କାଗଜର ରଙ୍ଗରୁ ଜଣାପଡ଼ିବ କରୋନା ସଂକ୍ରମଣ: ଡିସିଜିଆଇ ମଞ୍ଜୁରୀ

ନୂଆଦିଲ୍ଲୀ, ୨୦।୯: କରୋନା ସଂକ୍ରମଣ ହୋଇଛି କି ନାହିଁ ଏବେ ସହଜରେ କେଇ ମିନିଟ ମଧ୍ୟରେ ଜଣାପଡ଼ିଯିବ। କାଗଜ ରଙ୍ଗରୁ କରୋନା ସଂକ୍ରମଣ ସମ୍ପର୍କରେ ଜଣାପଡୁଥିବା ଏକ…

6 years ago